Home

୧୨ ଟନ୍‌ ବିପଜ୍ଜନକ ରାସାୟନିକ ନେଇ ଯାଉଥିବା ୟୁକ୍ରେନ୍‌ ବିମାନ ଦୁର୍ଘଟଣାଗ୍ରସ୍ତ…

ପଲେଖୋରି,୧୭।୭ : ଉତ୍ତର ଗ୍ରୀସର କାଭାଲା ସହର ନିକଟରେ ଏକ ୟୁକ୍ରେନ ଏୟାରଲାଇନ୍ସର କାର୍ଗୋ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ଶନିବାର ଏହି ଦୁର୍ଘଟଣା ପରେ ସ୍ଥାନୀୟ ବାସିନ୍ଦା ଦୁଇ ଘଣ୍ଟା ଧରି ବିସ୍ଫୋରଣ ଶୁଣି ନିଆଁ…

ଘରୋଇ କମ୍ପାନୀ ଭାରତୀୟ ସେନା ପାଇଁ ନିର୍ମାଣ କରିବେ ହେଲିକପ୍ଟର, ପ୍ରତିରକ୍ଷା ମନ୍ତ୍ରଣାଳୟ ଦେବେ ଅନୁମତି…

ନୂଆଦିଲ୍ଲୀ,୧୭।୭ : ପ୍ରତିରକ୍ଷା ଅଧିଗ୍ରହଣ ପ୍ରକ୍ରିୟା (ଡିଏପି)ର ମାନୁଆଲରେ ପରିବର୍ତ୍ତନ ଆଣିବାକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ନିଷ୍ପତ୍ତି ନେଇଛି। ଏହା ଅନ୍ତର୍ଗତ ଘରୋଇ କମ୍ପାନୀଗୁଡ଼ିକ ଭାରତୀୟ ସେନାଙ୍କ ପାଇଁ ଆବଶ୍ୟକ ଅସ୍ତ୍ରଶସ୍ତ୍ର ତିଆରି କରିବାକୁ ମଧ୍ୟ ଅନୁମତି ଦିଆଯିବ। ଏହା ସାମରିକ ହାର୍ଡୱେର୍‌…

ଗାଁରେ ଅନୁଷ୍ଠିତ ହେବ ମହିଳା ଅଦାଲତ…

ନୂଆଦିଲ୍ଲୀ,୧୭।୭ : ମହିଳା ସୁରକ୍ଷା ଏବଂ ଅଧିକାର ସହ ଜଡିତ ସମସ୍ୟାର ସମାଧାନ ପାଇଁ ଗ୍ରାମ ପଞ୍ଚାୟତରେ ମହିଳା ଅଦାଲତ ଅନୁଷ୍ଠିତ ହେବ। ସାତରୁ ୧୧ ଜଣ ମହିଳା ସଦସ୍ୟଙ୍କ ଏକ ଗୋଷ୍ଠୀ, ମହିଳାମାନଙ୍କର ଅଧିକାର ଏବଂ ଆଇନ ପ୍ରଣାଳୀ ବିଷୟରେ…

ଲଦାଖ ସୀମାରେ ଉତ୍ତେଜନା ପ୍ରସଙ୍ଗ,ଆଜି ୧୬ତମ କମାଣ୍ଡର ସ୍ତରୀୟ ବୈଠକ …

ଲଦାଖ,୧୭।୭ : ଲଦାଖ ସୀମାରେ ଉତ୍ତେଜନା ପ୍ରସଙ୍ଗରେ ରବିବାର ଦିନ ଭାରତ ଏବଂ ଚାଇନା ମଧ୍ୟରେ ୧୬ ତମ ରାଉଣ୍ଡ କମାଣ୍ଡର ସ୍ତରୀୟ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଆଶା କରାଯାଉଛି ଯେ ଡେପସାଙ୍ଗ ଏବଂ ଡେମୋକୋକରେ ସମସ୍ୟାର ସମାଧାନ ବ୍ୟତୀତ…

ଆଜି ଭାରତ ଖେଳିବ ନିର୍ଣ୍ଣାୟକ ମ୍ୟାଚ୍‌: ଜାଣନ୍ତୁ କେବେ, କେଉଁଠି ଆଉ କେତେବେଳେ ଦେଖିବେ…

ନୂଆଦିଲ୍ଲୀ,୧୭।୭: ଭାରତ ଏବଂ ଇଲଂଣ୍ଡ ମଧ୍ୟରେ ଦିନିକିଆ ସିରିଜର ତୃତୀୟ ତଥା ଶେଷ ମୁକାବିଲା ମଞ୍ଚେଷ୍ଟରରେ ଖେଳାଯିବ। ରବିବାର ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ଉଭୟ ଟିମ୍‌ ଲାଗି ଗୁରୁତ୍ୱପୂର୍ଣ୍ଣ ରହିଛି। କାରଣ ପୂର୍ବରୁ ସିରିଜ ୧-୧ରେ ଥିବାରୁ ଯେକେହି ମ୍ୟାଚ୍‌…

ଲକ୍ଷେ ୪୩ ହଜାର ଟପିଲା ସକ୍ରିୟ ମାମଲା …

ନୂଆଦିଲ୍ଲୀ, ୧୭।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

କରାଚିରେ ଜରୁରୀକାଳୀନ ଅବତରଣ କଲା ଇଣ୍ଡିଗୋ ବିମାନ…

କରାଚି,୧୭।୭ : ସ୍ପାଇସଜେଟ ପରେ ଇଣ୍ଡିଗୋ ବିମାନ ଏବେ ପାକିସ୍ତାନରେ ଜରୁରୀକାଳୀନ ଅବତରଣ କରିଛି। ବୈଷୟିକ ତ୍ରୁଟି ଯୋଗୁ ବିମାନଟିକୁ ପାକିସ୍ତାନର କରାଚିରେ ଅବତରଣ କରିଥିବା କୁହାଯାଇଥିଲା। ସମସ୍ତ ଯାତ୍ରୀଙ୍କୁ ଏଠାରେ ଅବତରଣ କରାଯାଇଛି, ଏହା ପରେ ବିମାନଟି ବର୍ତ୍ତମାନ ଯାତ୍ରୀମାନଙ୍କ…

ରବିବାର ଅପରାହ୍ନ ୫ଟାରେ ଆଇସିଏସ୍‌ଇ ଦଶମ ପରୀକ୍ଷା ଫଳ…

ନୂଆଦିଲ୍ଲୀ, ୧୬।୭ : ରବିବାର (ଜୁଲାଇ ୧୭)ଅପରାହ୍ନରେ ଆଇସିଏସ୍‌ଇ ବୋର୍ଡର ଦଶମ ଶ୍ରେଣୀ ପରୀକ୍ଷାଫଳ ପ୍ରକାଶ ପାଇବ। ଏନେଇ ବୋର୍ଡ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ପରୀକ୍ଷା ଫଳ ପରୀକ୍ଷାର୍ଥୀମାନେ ଅଧିକୃତ ଓ୍ବେବସାଇଟ୍‌ cisce.org ରେ ଏବଂ results.cisce.org ରେ ଦେଖିପାରିବେ।…

ପଚରାଉଚରା ପାଇଁ ଥାନାକୁ ଡକାଇବା ବ୍ୟକ୍ତିଗତ ଅଧିକାରର ଉଲଂଘନ, ହାଇକୋର୍ଟଙ୍କ ରାୟ…

ନୂଆଦିଲ୍ଲୀ, ୧୬।୭ : କାହାକୁ ଉପଦ୍ରବ କରୁଥିବା କହି ବର୍ଗୀକୃତ କରିବା। ପଚରା ଉଚରା ପାଇଁ ପୋଲିସ ଥାନାକୁ ଡକାଇବା ଅବା ସମ୍ପୃକ୍ତ ବ୍ୟକ୍ତି ଘରକୁ ତଦନ୍ତ ପାଇଁ ପୋଲିସ ଟିମ୍‌ ଯିବା ଆଦି ବ୍ୟକ୍ତିଗତ ଅଧିକାରର ଉଲ୍ଲଂଘନ। ସେହିପରି ସମ୍ପୃକ୍ତ…

ଭଡ଼ାଘରେ ରହୁଥିବା ଲୋକଙ୍କୁ ଉପହାର, ଏଗ୍ରିମେଣ୍ଟ ଷ୍ଟାମ୍ପ୍‌ ଡ୍ୟୁଟି ଛାଡ କରିବେ ଯୋଗୀ ସରକାର…

ଲକ୍ଷ୍ନୌ, ୧୬।୭ : ଉତ୍ତରପ୍ରଦେଶରେ ଭଡ଼ାଘରେ ରହୁଥିବା ଲୋକଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉପହାର ଦେବାକୁ ଯାଉଛନ୍ତି। ୧୦ ହଜାର ପର୍ଯ୍ୟନ୍ତ ଘରଭଡ଼ା ଦେଉଥିବା ଲୋକଙ୍କ ଏଗ୍ରିମେଣ୍ଟରେ ବାର୍ଷିକ ୨୦୦ ଟଙ୍କାର ଛାଡ ପ୍ରଦାନ କରିବାକୁ ରାଜ୍ୟ ସରକାର ଯୋଜନା କରିଛନ୍ତି।…

ୟୁକ୍ରେନ ଫେରନ୍ତା ଡାକ୍ତରୀ ଛାତ୍ରୀଛାତ୍ରଙ୍କ ସମସ୍ୟା ସମାଧାନ ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ୟୁକ୍ରେନ୍‌-ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧ ବିଭୀଷିକାରେ ୟୁକ୍ରେନର ବିଭିନ୍ନ ମେଡିକାଲ କଲେଜରେ ଏମ୍‌ବିବିଏସ୍‌ ପାଠ ପଢ଼ୁଥିବା ଛାତ୍ରୀଛାତ୍ରଙ୍କର ଭବିଷ୍ୟତ ଆଜି ଅନିଶ୍ଚିତତା ମଧ୍ୟରେ ଗତି କରୁଛି ା ୟୁକ୍ରେନ ଫେରନ୍ତା ଓଡ଼ିଶାର ଛାତ୍ରୀଛାତ୍ର ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…

ଏମ୍‌ସିଏଲ୍‌ରେ ଚାକିରି କରାଇଦେବାକୁ କହି ଠକିନେଲେ ୬୫ ଲକ୍ଷ; ସରକାରୀ ଶିକ୍ଷକଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୬।୭(ସ୍ବ.ପ୍ର.): ଚାକିରିର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ହଡପ କରି ଗିରଫ ହେଲେ ଶିକ୍ଷକ। କଳାହାଣ୍ଡି ଜଲାର ୧୨ ଜଣ ଯୁବତୀଯୁବକଙ୍କୁ ବୁର୍ଲା ଏମ୍‌ସିଏଲ୍‌ରେ ଚାକିରି ଦେବା ପାଇଁ ପ୍ରଲୋଭନ ଦେଖାଇ ୬୫ ଲକ୍ଷ ଟଙ୍କା ଠକିନେଇଥିବା ଅଭିଯୋଗ ହୋଇଛି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri