ଓଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୧୬ା୭(ବ୍ୟୁରୋ): ରାଜ୍ୟ ସରକାର ଶନିବାର ବରିଷ୍ଠ ଓଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍ ଦୁର୍ଗାପ୍ରସାଦ ମହାପାତ୍ରଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ…
ଆଇଆଇସି ସ୍ନିଗ୍ଧାରାଣୀ ସୁନା ନିଲମ୍ବିତ
ଭୁବନେଶ୍ୱର,୧୬।୭(ବ୍ୟୁରୋ): ସୋନପୁର କାର୍ ଦୁର୍ଘଟଣା ମାମଲାରେ ଓଡ଼ିଶା ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆଇଆଇସି ସ୍ନିଗ୍ଧାରାଣୀ ସୁନାଙ୍କୁ ନିଲମ୍ବିତ କରାଯାଇଛି। ପୋଲିସ ମହାନିର୍ଦ୍ଦେଶକ ସୁନିଲ ବଂଶଲ ତାଙ୍କୁ ଶନିବାର ନିଲମ୍ବିତ କରିଥିବା ଜଣାପଡ଼ିଛି। କହିରଖୁଛୁ, ପୁରୀରୁ ସୁନାବେଶ ଡ୍ୟୁଟିସାରି ଫେରିବା ବେଳେ…
ରାଜନୈତିକ ବିରୋଧରୁ ଶତ୍ରୁତା ଗଣତନ୍ତ୍ର ପାଇଁ ଭଲ ନୁହେଁ, କହିଲେ ସିଜେଆଇ …
ନୂଆଦିଲ୍ଲୀ, ୧୬।୭ : ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ଏନ.ଭି ରମନା ଶନିବାର କହିଛନ୍ତି ଯେ ରାଜନୈତିକ ବିରୋଧକୁ ଶତ୍ରୁତାରେ ପରିଣତ କରିବା ଏକ ସୁସ୍ଥ ଗଣତନ୍ତ୍ରର ସଙ୍କେତ ନୁହେଁ। ସେ କହିଛନ୍ତି ଯେ ସରକାର ଏବଂ ବିରୋଧୀ ମଧ୍ୟରେ ଥିବା…
କଠୋର ହେଲା ବିଏମ୍ସି: ଏଣିକି ମାସ୍କ ନ ପିନ୍ଧିଲେ କିଛି ମିଳିବ ନାହିଁ
ଭୁବନେଶ୍ୱର,୧୬।୭(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସେଥିରୁ ସର୍ବାଧିକ ଆକ୍ରାନ୍ତ ଖୋର୍ଦ୍ଧା ଜିଲାରୁ ଚିହ୍ନଟ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ କଡା ନିର୍ଦ୍ଦେଶନାମା ଜାରି କରିଛି। ତଦନୁଯାୟୀ ଏଣିକି ମାସ୍କ…
କାଶୀପୁର ଝାଡ଼ାବାନ୍ତି ଘଟଣା: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରିପୋର୍ଟ ତଲବ
ଭୁବନେଶ୍ୱର,୧୬ା୭(ବ୍ୟୁରୋ): ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ଝାଡ଼ାବାନ୍ତି ବ୍ୟାପି ଜୀବନ ହାନି ଘଟିଥିବା ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଆଜି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ରିପୋର୍ଟ…
ସ୍ବାସ୍ଥ୍ୟକେନ୍ଦ୍ରରୁ ଚୋରି କରି ବନ୍ଧା ହେଲେ ୪ ଅଭିଯୁକ୍ତ
ହିଞ୍ଜିଳିକାଟୁ,୧୬ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ସାରୁ ଓ ସାପୁଆପଲୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରୁ ଟିଭି, କମ୍ପ୍ୟୁଟର ଡେସ୍କଟପ୍, ଇନ୍ଭର୍ଟର ଆଦି ଚୋରି ସହ ଗଣ୍ଡଳା ଛକରେ ଗୋଟିଏ ଘରର ତାଲା ଭାଙ୍ଗି ଚୋରି ଅଭିଯୋଗରେ ଶନିବାର ହିଞ୍ଜିଳି ପୋଲିସ ୪ ଜଣଙ୍କୁ…
ଜଗଦୀପ୍ ଧନଖର ଏନଡ଼ିଏ ଉପରାଷ୍ଟ୍ରପତି ପ୍ରାର୍ଥୀ…
ନୂଆଦିଲ୍ଲୀ, ୧୬।୭ : ଭାଜପାର ସଂସଦୀୟ ବୋର୍ଡ ବୈଠକରେ ଉପରାଷ୍ଟ୍ରପତି ପଦ ପାଇଁ ଜଗଦୀପ ଧନଖରଙ୍କୁ ଏନଡ଼ିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯାଇଛି। ଦିଲ୍ଲୀରେ ଅନୁଷ୍ଠିତ ଏହି ସଂସଦୀୟ ବୋର୍ଡର ଏହି ବୈଠକରେ ଭାଜପାର ବହୁ ବଡ ନେତା ଅଂଶଗ୍ରହଣ କରିଥିଲେ।…
ମା’ ହେଲେ ଶାରାପୋଭା
ନୂଆଦିଲ୍ଲୀ,୧୬।୭: ରୁଷିଆର ପୂର୍ବତନ ଟେନିସ ଖେଳାଳି ମାରିଆ ଶାରାପୋଭା ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଏହି ଟେନିସ ତାରକା ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରି ପ୍ରଶଂସକଙ୍କ ସହ ଖୁସିକୁ ବାଣ୍ଟିଛନ୍ତି। ତେବେ ଫଟୋରେ ତାଙ୍କ…
ଭିକିଙ୍କ ପୂର୍ବରୁ ଏସବୁ ଅଭିନେତାଙ୍କ ସହ ଚର୍ଚ୍ଚାରେ ଥିଲା କ୍ୟାଟ୍ରିନାଙ୍କ ପ୍ରେମ
ମୁମ୍ବାଇ: ବଲିଉଡ୍ର ସଫଳ ଅଭିନେତ୍ରୀ ଭାବେ ଜଣାଶୁଣା କ୍ୟାଟ୍ରିନା କୈଫ୍ ଆଜି ଅର୍ଥାତ୍ ଜୁଲାଇ ୧୬ରେ ତାଙ୍କର ୩୯ତମ ଜନ୍ମଦିନ ପାଳନ କରୁଛନ୍ତି। ଆଜିର ଏହି ଖାସ୍ ଦିନରେ କ୍ୟାଟ୍ରିନାଙ୍କ ସହ ଜଡ଼ିତ କିଛି କଥା ଜାଣନ୍ତୁ… ବିଦେଶରୁ ଭାରତ ଆସିଥିବା…
୧୮ ମାସରେ ୨୦୦ କୋଟି ଟିକା, ଭାରତର ରେକର୍ଡ…
ନୂଆଦିଲ୍ଲୀ, ୧୬।୭ : ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ସାର୍ବଜନୀକ ଟିକାକରଣ ଅଭିଯାନରେ ୧୮ ମାସରେ ୨୦୦ କୋଟି ଟିକା ଲକ୍ଷ୍ୟ ପୂରଣ ହୋଇଛି। ଶନିବାର ଭାରତ ଏହି ଟିକାକରଣ ଲକ୍ଷ୍ୟ ହାସଲ…
ଭଗବାନ ରାମଙ୍କ ଶରଣ ପଶିଲେ କୋହଲି !
ନୂଆଦିଲ୍ଲୀ,୧୬।୭: ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ତଥା ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଲଗାତାର ଖରାପ ପ୍ରଦର୍ଶନ କରୁଛନ୍ତି। ଆଇପିଏଲ୍ ପରେ ଇଂଲଣ୍ଡ ଗସ୍ତରେ ମଧ୍ୟ କୋହଲି ନିରାଶ କରିଛନ୍ତି। ତେବେ ଏହି ଗସ୍ତର ଶେଷ ମ୍ୟାଚ୍ ଖେଳାଯିବାକୁ ଥିବା ବେଳେ…
ରବିବାର ଏନଇଇଟି ୟୁଜି ପ୍ରବେଶିକା ପରୀକ୍ଷା, ଦେଶ-ବିଦେଶରେ ୫୦୦ରୁ ଅଧିକ କେନ୍ଦ୍ର…
ନୂଆଦିଲ୍ଲୀ, ୧୬।୭ : ଜାତୀୟ ପରୀକ୍ଷା ଏଜେନ୍ସି ଦ୍ୱାରା ପରିଚାଳିତ ଦେଶର ସର୍ବବୃହତ ଡାକ୍ତରୀ ପ୍ରବେଶିକା ପରୀକ୍ଷା ଜାତୀୟ ଯୋଗ୍ୟତା ଓ ପ୍ରବେଶିକା ସ୍ନାତକୋତ୍ତର ପରୀକ୍ଷା ଏନଇଇଟି ୟୁଜି ୧୭ ଜୁଲାଇ, ରବିବାର ଅପରାହ୍ନ ୨ ଟାରୁ ୫ଟା ୨୦ ମଧ୍ୟରେ…
Archives


