ବଙ୍ଗୋବସାଗରେ ବୁଡ଼ିଲା ମତ୍ସ୍ୟଜୀବୀଙ୍କ ଟ୍ରଲର: ୧୮ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
କୋଲକାତା,୧୯।୮: ପଶ୍ଚିମ ବଙ୍ଗୋପସାଗରର ଉପସାଗରରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଗଭୀର ସମୁଦ୍ରକୁ ମାଛ ଧରିଯାଇଥିବା ଏକ ଟ୍ରଲର ବୁଡ଼ିଯାଇଛି। ଏଥିରେ ଥିବା ୧୮ଜଣ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଥିବା ଜଣାପଡ଼ିଛି। ନିଖୋଜଙ୍କୁ ଉଦ୍ଧାର କରିବା ପାଇଁ ତଟରକ୍ଷୀ ବାହିନୀ ସହ ଏକ…
୩ବର୍ଷରେ ୧୦୦ରୁ ଊର୍ଦ୍ଧ୍ୱ ବ୍ରହ୍ମୋସ୍ ମିଶାଇଲ୍ ତିଆରି ଲକ୍ଷ୍ୟ
ଲକ୍ଷ୍ନୌ,୧୯।୮: ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ବିଶ୍ୱର ସବୁଠୁ ଶକ୍ତିଶାଳୀ ତଥା ଦ୍ରୁତତମ ସୁପରସୋନିକ ବ୍ରହ୍ମୋସ୍ କ୍ରୁଜ୍ ମିଶାଇଲ୍ ପ୍ଲାଣ୍ଟ ନିର୍ମାଣ କରିବାକୁ ସ୍ଥିର କରାଯାଉଛି। ଏନେଇ…
ସିସୋଡିଆଙ୍କ ସମେତ ୧୫ଜଣଙ୍କ ବିରୋଧରେ ଏଫ୍ଆଇଆର
ନୂଆଦିଲ୍ଲୀ,୧୯।୮: ଏକ୍ସାଇଜ ସ୍କାମ ମାମଲାରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଏହି ମାମଲାରେ ସିବିଆଇ ୧୫ଜଣଙ୍କ ବିରୋଧରେ ଏଫ୍ଆଇଆର ରୁଜୁ କରିଛି। ଯେଉଁଥିରେ ମୁଖ୍ୟ ଅଭିଯୁକ୍ତ ସିସୋଡିଆ ରହିଥିବା ଜଣାପଡ଼ିଛି। ଏଥିରେ କେତେକ ମଦ କମ୍ପାନୀଙ୍କ ନାମ…
କୋମାରେ ରାଜୁ ଶ୍ରୀବାସ୍ତବ
ନୂଆଦିଲ୍ଲୀ,୧୯।୮: କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ପ୍ରତ୍ୟେକ ଦିନ ନୂଆ ନୂଆ ଖବର ସାମ୍ନାକୁ ଆସୁଛି। ଶୁକ୍ରବାର ମଧ୍ୟ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ନୂଆ ଖବର ସାମ୍ନାକୁ ଆସିଛି। ବର୍ତ୍ତମାନ ରାଜୁ ଶ୍ରୀବାସ୍ତବ କୋମାରେ ଅଛନ୍ତି। ଶୁକ୍ରବାର ଏନେଇ…
ଭାରତ-ବାଂଲାଦେଶ ସୀମାରେ ଉତ୍ତେଜନା: ଜଣେ ଯବାନ ଶହୀଦ
ଅଗରତାଲା,୧୯।୮: ଉତ୍ତର ତ୍ରିପୁରା ଜିଲା କାଞ୍ଚନପୁର ସ୍ଥିତ ଭାରତ-ବାଂଲାଦେଶ ସୀମାରେ ଉତ୍ତେଜନା ଦେଖାଦେଇଛି। ଶୁକ୍ରବାର ସକାଳେ ନ୍ୟାସନାଲ ଲିବରେସନ ଫ୍ରଣ୍ଟ ଅଫ୍ ତ୍ରିପୁରା(ଏନ୍ଏଲ୍ଏଫ୍ଟି)ର କେତେକ ସନ୍ଦିଗ୍ଧ ଉଗ୍ରପନ୍ଥୀ ଓ ବିଏସ୍ଏଫ୍ ଯବାନ ମୁହାଁମୁହିଁ ହୋଇଛନ୍ତି। ଏହି ଏନ୍କାଉଣ୍ଟରରେ ଜଣେ ଯବାନ ଶହୀଦ…
ମୁମ୍ବାଇରେ ଭୁଶୁଡ଼ିଲା କୋଠାଘର
ମୁମ୍ବାଇ,୧୯।୮: ମୁମ୍ବାଇରେ ଶୁକ୍ରବାର ୪ମହଲା ବିଶିଷ୍ଟ ଏକ କୋଠାଘର ଭୁଶୁୁଡ଼ିପଡ଼ିଛି। ମହାନଗରର ବୋରିଭାଲି ପଶ୍ଚିମର ସାଇବାବା ନାଗରରେ ଥିବା ଏକ ୪ମହଲା କୋଠାଘର ଗୀତାଞ୍ଜଳି ଆପାର୍ଟମେଣ୍ଟ ଭୁଶୁଡ଼ିିପଡ଼ିଛି। ଏହାର ଭଗ୍ନାବଶେଷ ତଳେ ଅନେକ ଲୋକ ଚାପି ହୋଇଯାଇଥିବା କୁହାଯାଉଛି। ତେବେ ବର୍ତ୍ତମାନ…
ପାଠପଢ଼ା ବେଳେ ବିଦ୍ୟାଳୟରେ ବଜ୍ରପାତ: ୧୦ ଛାତ୍ରୀଛାତ୍ର ଗୁରୁତର
ଦେବଗଡ଼,୧୯।୮(ଡି.ଏନ୍.ଏ.): ଦେବଗଡ଼ ଜିଲା ତିଲେଇବଣି ବ୍ଲକ କୁଟୁରାପଶି ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ବିଦ୍ୟାଳୟରେ ପାଠପଢ଼ା ଚାଲିଥିବା ବେଳେ ବଜ୍ରପାତ ହୋଇଥିଲା। ଏଥିରେ ୧୦ଜଣ ଛାତ୍ରୀଛାତ୍ର ଗୁରୁତର ହୋଇଥିବା ଜଣାପଡିଛି। ଗୁରୁତର ଛାତ୍ରୀଛାତ୍ରଙ୍କୁ ଚିକିତ୍ସା ପାଇଁ ଦେବଗଡ଼ ଜିଲା…
ପୁଣି ଭାଙ୍ଗିଲେ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି
ନ୍ୟୁୟର୍କ,୧୯ା୮: ନ୍ୟୁୟର୍କର ଏକ ମନ୍ଦିର ସମ୍ମୁଖରେ ଥିବା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଭାଙ୍ଗି ଦିଆଯାଇଛି। ଏହି ମାସରେ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉପରେ ଏହା ଦ୍ୱିତୀୟ ଆକ୍ରମଣ। ଏହା ପରେ ଏକ ସ୍ଥାନୀୟ ସ୍ବେଚ୍ଛାସେବୀ ଗୋଷ୍ଠୀ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ଶ୍ରୀ ତୁଳସୀ ମନ୍ଦିରରେ…
ଆଇସିଜି ସହ ଆକ୍ସିସ୍ ବ୍ୟାଙ୍କର ଏମ୍ଓୟୁ ସ୍ବାକ୍ଷରିତ
ନୂଆଦିଲ୍ଲୀ,୧୯।୮:ଆକ୍ସିସ୍ ବ୍ୟାଙ୍କର ‘ପାୱାର ସାଲ୍ୟୁଟ’ ଅଭିଯାନ ଅଧୀନରେ ଶ୍ରେଷ୍ଠ ଶ୍ରେଣୀର ସୁବିଧା ଓ ବୈଶିଷ୍ଟ୍ୟ ଥିବା ପ୍ରତିରକ୍ଷା ସେବା ବେତନ ପ୍ୟାକେଜ୍ ପ୍ରଦାନ କରିବା ଲାଗି ନିକଟରେ ଇଣ୍ଡିଆନ୍ କୋଷ୍ଟ ଗାର୍ଡ (ଆଇସିଜି) ସହ ଏକ ବୁଝାମଣାପତ୍ର (ଏମ୍ଓୟୁ) ସ୍ବାକ୍ଷର ହୋଇଯାଇଛି।…
ନୀରବରେ କହିଦିଏ ବହୁ କଥା
ସାଧାରଣ ମୁହୂର୍ତ୍ତକୁ ଅମୂଲ୍ୟ କରିଦିଏ ଫଟୋ। ପ୍ରିୟ ସ୍ମୃତିକୁ ଉଜାଗର କରେ, ଏକଲାପଣରେ ବି ଆନନ୍ଦ ଆଣିଦିଏ। ନୀରବ ରହି ବି ବିନା କୌଣସି ଭାଷାରେ କହିଥାଏ ଅନେକ କଥା। ଏସବୁକୁ କ୍ୟାମେରା ଲେନ୍ସରେ କଏଦ କରିଥାନ୍ତି ଫଟୋଗ୍ରାଫର। ଫଟୋରେ ବିଶେଷ…
କୃଷକଙ୍କ ଆୟ ବଢ଼ାଇବ ୟୁଏଆଇଏଲ୍ର ‘ଓ୍ବାଡି’ ପ୍ରକଳ୍ପ
ରାୟଗଡ଼ା ଅଫିସ,୧୯ା୮: କୃଷକଙ୍କ ଆୟକୁ ଦ୍ୱିଗୁଣିତ କରିବା ଲକ୍ଷ୍ୟ ନେଇ ରାୟଗଡ଼ା ଜିଲା ଟିକିରି ସ୍ଥିତ ଉତ୍କଳ ଆଲୁମିନା ଇଣ୍ଟରନ୍ୟାଶନାଲ ଲିମିଟେଡ (ୟୁଏଆଇଏଲ୍)ପକ୍ଷରୁ ସିଏସ୍ଆର୍ କାର୍ଯ୍ୟକ୍ରମ ମାଧ୍ୟମରେ କାର୍ଯ୍ୟକାରୀ ହୋଇଛି ଓ୍ବାଡି ପ୍ରକଳ୍ପ। ୨୦୧୮ରୁ ନାବାର୍ଡ ସହଭାଗିତାରେ କାଶୀପୁର ବ୍ଲକର ୧୭ଟି…
ଚୋରି ଏୟାରପଡ୍ ଫେରିପାଇବା ପାଇଁ ୨.୨ ଲକ୍ଷ ଖର୍ଚ୍ଚ
ଲଣ୍ଡନ: ଲୋକେ ନିଜର ଅତି ପ୍ରିୟ ଜିନିଷକୁ ଯତ୍ନ ସହକାରେ ରଖନ୍ତି। ହେଲେ ହଜିଯାଇଥିବା କିମ୍ବା ଚୋରି ହୋଇଥିବା ଜିନିଷକୁ ପାଇବା ପାଇଁ ଜଣେ ନିଜର ସବୁକିଛି ଲଗାଇଦେବା ଘଟଣା ବିରଳ। ବ୍ରିଟେନ୍ରୁ ଏପରି ଏକ ରୋଚକ ଘଟଣା ସାମ୍ନାକୁ ଆସିଛି।…

