Home

ରୁଷିଆ ସହ ଶାନ୍ତି ବୁଝାମଣା କରିବାକୁ ମନା କଲେ ୟୁକ୍ରେନ ରାଷ୍ଟ୍ରପତି

କିଭ୍‌,୧୯।୮: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ସୈନ୍ୟ ପ୍ରତ୍ୟାହାର ନ କରିବା ପର୍ଯ୍ୟନ୍ତ ରୁଷିଆ ସହିତ କୌଣସି ଶାନ୍ତି ସମ୍ଭାବନାକୁ ଏଡ଼ାଇ ଦେଇଛନ୍ତି। ଜେଲେନସ୍କି ରୁଷିଆ ସହିତ ଶାନ୍ତି ବୁଝାମଣା କରିବାକୁ ମନା କରି ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି…

ଲିଜ୍‌ଧାରୀଙ୍କ ନାଁରେ ମାମଲା

ବାରିପଦା ଅଫିସ,୧୯ା୮: ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲ ଅଧୀନ ମହୁପୁରା ଘାଟରୁ ବେଆଇନ ବାଲି ଉତ୍ତୋଳନ ଘଟଣାକୁ ନେଇ ଲିଜଧାରୀଙ୍କ ନାଁରେ ବଡ଼ସାହି ଥାନାରେ ମାମଲା ରୁଜୁ ହୋଇଛି। ଏ ନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)ରେ ମାମଲା ଚାଲିଥିବା ବେଳେ ବାରିପଦା…

୧୨୧୪୦ ଚାଷ ଜମି , ୪୬୮୫ ହେକ୍ଟର ଫସଲ ନଷ୍ଟ

ବାଙ୍କୀ,୧୯ା୮(ସ୍ବ.ପ୍ର.): ମହାନଦୀରେ ବନ୍ୟାଜଳ କମିବା ପରେ କଟକ ଜିଲା ବାଙ୍କୀ ଉପଖଣ୍ଡର ବାଙ୍କୀ ଓ ଡମପଡ଼ା ବ୍ଲକରେ ବିପନ୍ନମାନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ବନ୍ୟା ପାଣି ଘେରରେ ରହିଥିବା ବାଙ୍କୀର ୩୯ ଗଁାର ୧ଲକ୍ଷ ୨ ହଜାର ୪୯୩ ଜଣ ଗୁରୁବାର…

‘ସିବିଆଇକୁ ସ୍ବାଗତ, ଆମେ ସହଯୋଗ କରିବୁ’

ନୂଆଦିଲ୍ଲୀ,୧୯।୮: ଅବକାରୀ ପଲିସିକୁ ନେଇ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଘରେ ସିବିଆଇ ଚଢାଉ କରିଛି। ଅବକାରୀ ପଲିସି ଲିଙ୍କରେ ଦିଲ୍ଲୀ-ଏନସିଆରରେ ୨୧ଟି ସ୍ଥାନ ଉପରେ ସିବିଆଇ ପକ୍ଷରୁ ଚଢାଉ କରିଯାଇଛି। ଏହି ଚଢାଉ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌…

ଦେଶରେ କରୋନା ସଂକ୍ରମଣରେ କମୁନି

ନୂଆଦିଲ୍ଲୀ,୧୯।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସାମାନ୍ୟ ହ୍ରାସ ପାଇଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫,୭୫୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା…

ପରିବା ଚାଷରୁ ରୋଜଗାରକ୍ଷମ ହେଉଛନ୍ତି ଜୁଆଙ୍ଗ

କେନ୍ଦୁଝର,୧୯।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ବୁଢାଖମଣ ପଞ୍ଚାୟତର ଜୁଆଙ୍ଗ ଜନଜାତି ଲୋକେ ଜଙ୍ଗଲ ଓ ପାହାଡ଼ରେ ଥିବା କାଠ, ପତ୍ର, ଫଳମୂଳ ଆଦି ଉପରେ ନିର୍ଭର କରି ଜୀବିକା ନିର୍ବାହ କରିଆସୁଥିଲେ। କିନ୍ତୁ ଏବେ ପନିପରିବା ଚାଷ କରି ଆତ୍ମନିର୍ଭରଶୀଳ…

ତିହିଡ଼ିର ୫ ପଞ୍ଚାୟତ ଜଳଘେରରେ

ପଦ୍ମପୁର,୧୯।୮(ଡି.ଏନ.ଏ.): ବୈତରଣୀ ଓ ସାଳନ୍ଦୀ ନଦୀର ବନ୍ୟାଜଳରେ ଭଦ୍ରକ ଜିଲା ତିହିଡ଼ି ବ୍ଲକର ୫ ପଞ୍ଚାୟତ ବୋଡ଼କ, ବିଲଣା, ବାରୋ, କଁାପଡ଼ା ଓ ଶ୍ୟାମସୁନ୍ଦରପୁର ଗତ ୮ ଦିନ ଧରି ଜଳଘେରରେ ରହିଛି। ବିଲଣା ପଞ୍ଚାୟତର ବିଭିନ୍ନ ଗଁାରେ ଲୋକଙ୍କ ଘରେ…

ଟ୍ରକ୍‌-ଯାତ୍ରୀବାହୀ ବସ୍‌ ମୁହାଁମୁହିଁ, ୩ ଗୁରୁତର

ବୌଦ୍ଧ,୧୯ା୮(ସ୍ବ.ପ୍ର.): ବୌଦ୍ଧ ଜିଲା ରାଧାନଗର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଯାତ୍ରୀବାହୀ ବସ୍‌ ସହ ଟ୍ରକ ମୁହାଁ ମୁହିଁ ଧକ୍କା ହେବାରୁ ଟ୍ରକ ଡ୍ରାଇଭରଙ୍କ ସମେତ ୩ ଗୁରୁତର ହୋଇଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଳୟରେ ସମସ୍ତ ଗୁରୁତରଙ୍କୁ ଭର୍ତ୍ତି କରାଯାଇଛି।…

ଖୋଲା ଆକାଶ ତଳେ ପିଲାଙ୍କ ପାଠପଢ଼ା

ଦଶପଲ୍ଲା,୧୯ା୮( ଡି.ଏନ.ଏ.): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ୍‌ ଅନ୍ତର୍ଗତ କୁଜାମେଣ୍ଡି ପଞ୍ଚାୟତ କୁମ୍ବିକିଲା ଗ୍ରାମରେ ରହିଛି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ । ରାଜ୍ୟ ସରକାରଙ୍କ ୫-ଟି ଯୋଜନାରେ ଏହି ସ୍କୁଲ ସାମିଲ ହୋଇପାରିନାହିଁ । ଫଳରେ ଛାତ୍ରୀଛାତ୍ରମାନେ ଗଛ ତଳେ କିମ୍ବା…

ମନିଷ ସିସୋଡିଆଙ୍କ ଘରେ ସିବିଆଇ

ନୂଆଦିଲ୍ଲୀ,୧୯ ।୮: ଦିଲ୍ଲୀର ଉପ ମୁଖ୍ୟମନ୍ତ୍ରୀ ଶନିବାର ଟୁଇଟ କରି ସୂଚନା ଦେଇଛନ୍ତି କି ତାଙ୍କ ଘରକୁ ସିବିଆଇ ଆସିଛି । ଯାହାକୁ ସେ ସ୍ୱାଗତ କରିଛନ୍ତି । ମୁଁ ସଚ୍ଚୋଟ ବ୍ୟକ୍ତି ଆମେ ଲକ୍ଷ ଲକ୍ଷ ପିଲାଙ୍କ ଭବିଷ୍ୟତ ଗଢୁଛୁ…

କୁଜଙ୍ଗ ଧୋୟାଞ୍ଚଳର ୩୪ ଗାଁ ଜଳବନ୍ଦୀ

କୁଜଙ୍ଗ,୧୯ା୮(ଡି.ଏନ.ଏ.): ମହାନଦୀରେ ବନ୍ୟା ଯୋଗୁ ଜଗତ୍‌ସିଂହପୁର ଜିଲା କୁଜଙ୍ଗ ବ୍ଲକ ଅନ୍ତର୍ଗତ ଧୋୟାଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ୪ ଦିନ ହେବ ଏହି ଅଞ୍ଚଳର ୩୪ ଗଁାର ଲୋକ ଜଳବନ୍ଦୀ ହୋଇ ରହିଛନ୍ତି। ଏଥିଯୋଗୁ ଏଠାରେ ବସବାସ କରୁଥିବା ପ୍ରାୟ ୧୫…

ବନ୍ୟା ବିପନ୍ନଙ୍କୁ ମିଳୁନି ରିଲିଫ୍‌: ବଢୁଛି ଅସନ୍ତୋଷ

ଜଗତ୍‌ସିଂହପୁର ଅଫିସ,୧୯ା୮: ଜଗତ୍‌ସିଂହପୁର ଜିଲାର କୁଜଙ୍ଗ ବ୍ଲକ ଅନ୍ତର୍ଗତ ପାଇକା ନଦୀର ବାଲିକଣି ଓ କାଠକୋଟ ନିକଟ ନଦୀବନ୍ଧରେ ଘାଇ ଯୋଗୁ ବ୍ୟାପକ ଅଞ୍ଚଳ ଜଳମଗ୍ନ ହୋଇଛି। ୪ଟି ପଞ୍ଚାୟତର ସହସ୍ରାଧିକ ଲୋକ ଜୀବନ ବଞ୍ଚାଇବା ପାଇଁ ଉଚ୍ଚ ସ୍ଥାନକୁ ଚାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?