Home

ୟୁକ୍ରେନ୍‌ରେ ଗୁଟେରସ୍‌, ଏର୍ଡୋଗାନ୍‌

ଲଭିଭ୍‌, ୧୯ା୮:ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରସ୍‌ ଏବଂ ରୁଷିଆ ଓ ୟୁକ୍ରେନ୍‌ ମଧ୍ୟରେ ମଧ୍ୟସ୍ଥତା କରିଆସିଥିବା ତୁର୍କୀ ରାଷ୍ଟ୍ରପତି ରେସେପ୍‌ ତୟିପ୍‌ ଏର୍ଡୋଗାନ୍‌ ଗୁରୁବାର ଏହି ପୂର୍ବ ୟୁରୋପୀୟ ଦେଶୀ ଲଭିଭ୍‌ ସହରରେ ପହଞ୍ଚିଛନ୍ତି। ଫେବୃୟାରୀ ୨୪ରେ ୟୁକ୍ରେନ୍‌ ଉପରେ ରୁଷିଆ…

ଭାଇରାଲ ଭିଡିଓରେ ଫିନ୍‌ଲାଣ୍ଡ ପ୍ରଧାନମନ୍ତ୍ରୀ

ହେଲସିଙ୍କି,୧୯।୮:ଫିନ୍‌ଲାଣ୍ଡ ପ୍ରଧାନମନ୍ତ୍ରୀ ସାନ୍ନା ମାରିନ ଏକ ପାର୍ଟିରେ ତାଙ୍କ ବନ୍ଧୁମାନଙ୍କ ସହ ନିଶାଗ୍ରସ୍ତ ଅବସ୍ଥାରେ ନାଚୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ବିରୋଧୀ ଦଳ ଏହାର କଡ଼ା ସମାଲୋଚନା କରିଛି। ପ୍ରଧାନମନ୍ତ୍ରୀଙ୍କ ଡ୍ରଗ୍ସ ପରୀକ୍ଷା ଲାଗି ବିରୋଧୀମାନେ ଦାବି…

ଜିନ୍‌ପିଙ୍ଗ୍‌ଙ୍କ ସାମୁଦ୍ରିକ ଅଭିସନ୍ଧି

ନୂଆଦିଲ୍ଲୀ,୧୯ା୮:ଆଫ୍ରିକୀୟ ରାଷ୍ଟ୍ର ଜିବୁଟିରେ ଚାଇନାର ନୌସେନା ଘାଟି ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକ୍ଷମ ହୋଇଛି। ଭାରତ ମହାସାଗରରେ ଡ୍ରାଗନ୍‌ ନିଜ ଯୁଦ୍ଧବିମାନଗୁଡ଼ିକୁ ମୁତୟନ କରିଥିବା ଉପଗ୍ରହ ଚିତ୍ରରୁ ସ୍ପଷ୍ଟ ଦୃଶ୍ୟମାନ ହେଉଛି। ଜିବୁଟ ନୌସେନା ଘାଟି ହେଉଛି ବେଜିଂର ପ୍ରଥମ ଦରିଆପାରି ମିଲିଟାରି…

‘ଶେଷରେ ଅଲୋଡ଼ା କିନ୍ନରକୁ ଭରସାକଲେ ମାତାପିତା’

ଭୁବନେଶ୍ୱର,୧୯।୮:ସାଧାରଣତଃ ମାତାପିତାଙ୍କଠାରୁ କିନ୍ନର ଶିଶୁଟିଏ ଜନ୍ମ ନେଲେ ତାକୁ ଅଲୋଡ଼ା ଭାବି ନବଜାତ ଶିଶୁଟିକୁ ଏଣେତେଣେ ଛାଡି ଦେଇଥାନ୍ତି। କିନ୍ତୁ କିଏ ଜାଣେ ଦୁର୍ଲଭ ମାନବ ଜନ୍ମ ପାଇଥିବା ସେହି ଶିଶୁଟି ପରବର୍ତ୍ତୀ ସମୟରେ କିନ୍ନର ହୋଇ ବି କେଉଁ ବିରଳ…

ଝିଅକୁ ସାଙ୍ଗରେ ଆଣିବାକୁ ଯାଇ ମା’ ହଟହଟା

ନୀଳଗିରି, ୧୯।୮(ସ୍ବ.ପ୍ର):ସ୍ବାମୀଙ୍କ ପାଖରେ ରହୁଥିବା ବଡ଼ଝିଅକୁ ସାଙ୍ଗରେ ଆଣିବାକୁ ଉଦ୍ୟମ କରି ଜଣେ ମହିଳା, ତାଙ୍କ ବାପା, ଭଉଣୀ ଓ ଭାଇଙ୍କୁ ହଟହଟା ହେବାକୁ ପଡ଼ିଛି। ଝିଅକୁ ସାଙ୍ଗରେ ନେଇ ଯାଉଥିବା ସମ୍ପର୍କରେ ପରିବାର ଏବଂ ସମ୍ପର୍କୀୟ ଲୋକେ ଜାଣିପାରି ସେମାନଙ୍କୁ…

ରୋଗଣା ମା’ଙ୍କୁ ନଦୀକୂଳରେ ଛାଡ଼ିଲେ ପୁଅ

ସୋନପୁର,୧୯।୮(ନି.ପ୍ର.):ସମାଜରୁ କୁସଂସ୍କାର ଏବେ ବି ଦୂର ହୋଇନି। ରୋଗ ଭଲ ନ ହେଲେ ଗ୍ରାମାଞ୍ଚଳରେ ଜାତିଭାଇଙ୍କ ସାମାଜିକ ବାସନ୍ଦର ଭୟ ରହୁଛି। ଏଭଳି ବାସନ୍ଦ ଭୟରେ ଜଣେ ରୋଗଣା ବୃଦ୍ଧାଙ୍କୁ ମହାନଦୀ କୂଳ ଶ୍ମଶାନରେ ଏକୁଟିଆ ରହିବାକୁ ପଡ଼ିଥିଲା। ଘଟଣାଟି ପ୍ରଚାରିତ…

ପୁଣି ବଢ଼ିଲା ସମ୍ପତ୍ତି ତାଲିକା ଦାଖଲ ଅବଧି

ଭୁବନେଶ୍ବର, ୧୯ା୮(ବ୍ୟୁରୋ):ବାରମ୍ବାର ନିର୍ଦ୍ଦେଶ ସତ୍ତ୍ୱେ ସରକାରୀ ଅଧିକାରୀମାନେ ସେମାନଙ୍କ ସମ୍ପତ୍ତି ତାଲିକା ଦାଖଲ କରିବାରେ ଆଗ୍ରହ ଦେଖାଉନାହାନ୍ତି। ନିୟମତଃ ଗ୍ରୁପ୍‌ ‘ଏ’ ଠାରୁ ଆରମ୍ଭ କରି ଗ୍ରୁପ ‘ଡି’ କର୍ମଚାରୀଙ୍କ ପର୍ଯ୍ୟନ୍ତ ସମସ୍ତେ ନିଜର ସମ୍ପତ୍ତି ତାଲିକା ପ୍ରତ୍ୟେକ ବର୍ଷ ଜାନୁୟାରୀ…

୧୩ ଜିଲାର ଅଢ଼େଇ ଲକ୍ଷ ଲୋକ ଜଳବନ୍ଦୀ

ଭୁବନେଶ୍ୱର,୧୯ା୮(ବ୍ୟୁରୋ):ବନ୍ୟା ଯୋଗୁ ୧୩ ଜିଲାର ୭୧ ବ୍ଲକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଏଥିରେ ୨୦୬୬ ଗ୍ରାମ ପ୍ରଭାବିତ ହୋଇଛି। ୪୭୦ ଗ୍ରାମ ଜଳଘେରରେ ରହିଥିବାବେଳେ ୨ ଲକ୍ଷ ୫୫ ହଜାର ୩୨୫ ଲୋକ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। ପ୍ରାୟ ୫ ଲକ୍ଷ…

କଟକରେ ଡେଙ୍ଗୁ ମୃତ୍ୟୁ ଅଭିଯୋଗ

କଟକ ଅଫିସ,୧୯/୮: କଟକ ମହାନଗର ନିଗମ ଅନ୍ତର୍ଗତ ଓ୍ବାର୍ଡ ନଂ. ୨୬ ଭଗତପୁର ଅଞ୍ଚଳର ଡେଙ୍ଗୁରେ ଆକ୍ରାନ୍ତ ଜଣେ ଯୁବକଙ୍କ ବୁଧବାର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ନାମ ଦୀପକ ମୁଦୁଲି (୩୬)। ପରିବାର ସୂତ୍ରରୁ ମିଳିଥିବା ସୂଚନାନୁସାରେ, ଗତ…

ବନ୍ୟାରେ ୭ ପଞ୍ଚାୟତ ପ୍ରଭାବିତ: ୩ ଦିନ ରନ୍ଧାଖାଦ୍ୟ ଯୋଗାଇବାକୁ ବିଧାୟକଙ୍କ ପରାମର୍ଶ

ନିଶ୍ଚିନ୍ତକୋଇଲି,୧୮ା୮(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ସମ୍ମିଳନୀ କକ୍ଷରେ କଟକ ସଦର ବିଧାୟକ ଚନ୍ଦ୍ରସାରଥୀ ବେହେରା ଗୁରୁବାର ବନ୍ୟା ସମ୍ପର୍କିତ ସମୀକ୍ଷା ବୈଠକ କରିଥିଲେ। ଏହି ବୈଠକରେ ବିଡିଓ, ଏବିଡିଓ, ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ସମେତ ବିଭିନ୍ନ ବିଭାଗର କର୍ମଚାରୀ ଯୋଗ…

ଚହଲ-ଧନଶ୍ରୀଙ୍କ ସମ୍ପର୍କରେ ଫାଟ! ସ୍ବାମୀଙ୍କ ସରନେମ୍‌ ହଟାଇବା ପରେ ଏବେ ଲେଖିଲେ…

ନୂଆଦିଲ୍ଲୀ,୧୮।୮: ଭାରତୀୟ ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ତାଙ୍କ ସ୍ତ୍ରୀ ତଥା କୋରିଓଗ୍ରାଫର ଧନଶ୍ରୀ ବର୍ମାଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇଥିବା ନେଇ ବେଶ୍‌ ଚର୍ଚ୍ଚା ହେଉଛି। ଧନଶ୍ରୀ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ତାଙ୍କ ନାମରୁ ଚହଲ ସରନେମ୍‌କୁ ହଟାଇ ଦେଇଛନ୍ତି। ଏଥିସହିତ…

୧୭ ବର୍ଷ ମଧ୍ୟରେ କଲେଣି ୬ ଥର ବିବାହ, ଏମିତି କାହାଣୀ ଶୁଣି ପୋଲିସ ଆଶ୍ଚର୍ଯ୍ୟ

ପାଟନା, ୧୮ା୮: ଫିଲ୍ମରେ ଅଭିନେତା ଅନେକ ମହିଳାଙ୍କୁ ବିବାହ କରୁଥିବା ଦେଖିଥିବେ। ମାତ୍ର ବାସ୍ତବରେ ଏମିତି ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତି ଏକ କିମ୍ବା ଦୁଇ ନୁହେଁ, ୬ ଥର ବିବାହ କରିଛନ୍ତି। ଏହି ବ୍ୟକ୍ତି ୨୦୦୫ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?