ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍ସନ୍: ଲାଗିଲା ପୁଣି ଝଟକା
ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍ରୁ ବାଦ ପଡ଼ିବା ପରେ ଏବେ ଅଷ୍ଟ୍ରେଲିଆ-ଏ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଅନଅଫିସିଆଲ ୫୦…
ବିଧାନସଭାରେ ଛତାମଖନା ଆଇଏସ୍ଏସ୍ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ
ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ୍ ଷ୍ଟ୍ରକଚର (ଆଇଏସ୍ଏସ୍)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ ଜମିର ବ୍ୟବହାର, ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ଏବଂ ଏମ୍ଏମ୍ଡିଆର ସଂଶୋଧନ ଆଇନର ସମ୍ଭାବ୍ୟ…
ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ
ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି। ଫଳରେ ଦେଶର ପ୍ରମୁଖ ଏବଂ ରଣନୀତିକ ଦୃଷ୍ଟିକୋଣରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବନ୍ଦରଗୁଡ଼ିକ ମଧ୍ୟରେ…
ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍, ସିରାଜଙ୍କ ଦ୍ରୁତ ବଲ୍…
ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ତିରୁବନନ୍ତପୁରମ୍ର ଗ୍ରୀନ୍ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍ରେ ଶୁକ୍ରବାର ଅଭ୍ୟାସ ସେସନ୍ ବେଳେ…
ୟୁଏନ୍ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’
ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା ଜବାବ ଦେଇଛନ୍ତି। ସମ୍ମିଳନୀରେ ସମ୍ପୃକ୍ତ ଖବରଦାତାଜଣଙ୍କ ଭାରତ ବିରୋଧରେ ପାକିସ୍ତାନରେ ଆତଙ୍କବାଦ ପ୍ରଶ୍ରୟ…
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା
ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ରାଜ୍ୟର କୃଷକମାନଙ୍କୁ ପ୍ରାଥମିକ କୃଷି ସମବାୟ ସମିତି…
ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ
ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ ରଖି ସମ୍ପୃକ୍ତ ଜିଲା ପ୍ରଶାସନ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମିଳିଥିବା…
ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ
ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ରେ ଆଉ ଥରେ ନିଜ ପ୍ରିୟ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କୁ ପଡ଼ିଆରେ ଦେଖିବା…
ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!
ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍ ଟିମ୍ର ପୂର୍ବତନ ତାରକା ବ୍ୟାଟର୍ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ ନୂଆ ଭିଡିଓ କ୍ରିକେଟ୍ ଜଗତ ଏବଂ ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ ଓ ଭାବବିହ୍ୱଳ…
UPI Payment Rules: ₹୬,୦୦୦ ବିଲ୍କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ
ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ନୂତନ ଏମ୍ଡିଆର୍ (MDR – Merchant Discount Rate)…
ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ
ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା ଗ୍ରାମରେ ଝାଟିମାଟି ଘରର କାନ୍ଥ ଭୁଶୁଡ଼ି ପଡ଼ି ଜଣେ ୮୦ ବର୍ଷୀୟା ବୃଦ୍ଧାଙ୍କ…
ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର
କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା ଜଣାପଡ଼ିଛି। ଏଭଳି ସ୍ଥିତିରେ ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ନିଆଯାଇ ଘର ଭାଙ୍ଗିଥିବା…

