ଚାଇନିଜ୍ ମାଞ୍ଜା ପକ୍ଷୀଙ୍କ ସ୍ବାଧୀନତାରେ ସାଜିଛି ବାଧକ, ୧୫ ଦିନରେ ୨୭୭ ଉଦ୍ଧାର, ୪୦୦ରୁ ଅଧିକଙ୍କର କଟିଛି ଡେଣା-ବେକ-ଗୋଡ଼…
ନୂଆଦିଲ୍ଲୀ, ୧୮।୮ : ଦେଶର ରାଜଧାନୀରେ ଚାଇନାର ମାଞ୍ଜ କେବଳ ମଣିଷଙ୍କୁ ନୁହେଁ, ବିଦେଶରୁ ଆସୁଥିବା ପକ୍ଷୀମାନଙ୍କର ମୃତ୍ୟୁର କାରଣ ପାଲଟିଛି। ସ୍ବାଧୀନତା ଦିବସରେ ଦିଲ୍ଲୀରେ ଗୁଡ଼ି ଉଡିବା ଯୋଗୁ ୨୫୦ରୁ ଅଧିକ ପକ୍ଷୀ ଆହତ ହୋଇଛନ୍ତି। ପକ୍ଷୀମାନଙ୍କୁ ଚିକିତ୍ସା ପାଇଁ…
ଆଉ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧୮ା୮(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ କାହାର ନା କାହାର ଜୀବନ ନେଉଛି କରୋନା। ଗୁରୁବାର ଆଉ ଜଣଙ୍କ ଜୀବନ ନେଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲାର ୭୧ ବର୍ଷୀୟ ଜଣେ…
ବାହୁବଳୀ ନେତା ମୁଖତାର୍ ଅନସାରୀଙ୍କ ଘରେ ଇଡି ଚଢାଉ
ଲକ୍ଷ୍ନୌ,୧୮।୮: ଉତ୍ତରପ୍ରଦେଶର ବାହୁବଳୀ ନେତା ମୁଖତାର୍ ଅନସାରୀଙ୍କ ଘରେ ଇଡି ଚଢାଉ କରିଛି। ମୁଖତାରଙ୍କ ଗାଜିପୁରର ମହମ୍ମଦାବାଦସ୍ଥିତ ବାସଭବନ ଏବଂ ତାଙ୍କୁ ସହଯୋଗୀ, ପରିବାର ସଦସ୍ୟଙ୍କ ଦିଲ୍ଲୀ ଏବଂ ଉତ୍ତରପ୍ରଦେଶରସ୍ଥିତ ବାସଭବନ ସମେତ ମୋଟ ୧୧ଟି ସ୍ଥାନରେ ଇଡିର ଚଢାଉ କାର୍ଯ୍ୟ…
ଏହି କାରଣରୁ ବିକି-କ୍ୟାଟ୍ରିନାଙ୍କ ମଧ୍ୟରେ ହୁଏ ଝଗଡ଼ା
ଅଭିନେତା ବିକି କୌଶଲ ଏବଂ କ୍ୟାଟ୍ରିନା କୈଫ୍ ବଲିଉଡ୍ର ପାଓ୍ବାରଫୁଲ୍ କପଲ୍ ଭାବେ ଜଣାଶୁଣା। ବିବାହ ପରେ ଦୁହେଁ ଏବେ ନିଜ ନିଜ ଫିଲ୍ମ ଶୁଟିଂରେ ବ୍ୟସ୍ତ ଅଛନ୍ତି। ନିକଟରେ ବିକି କରଣ ଜୋହରଙ୍କ ଚ୍ୟାଟ୍ ଶୋ’ ‘କଫି ୱିଥ କରନ-୭’ରେ…
ପୁଣି ଡାକ୍ତରଖାନା ଛାତରୁ ଡେଇଁଲେ ରୋଗୀ, ଚାଲିଗଲା ଜୀବନ
ଢେଙ୍କାନାଳ ଅଫିସ,୧୮ା୮: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପୁଣି ଅଘଟଣ। ଗୁରୁବାର ଭୋର୍ ସମୟରେ ଦୁର୍ଯ୍ୟୋଧନ ନାୟକ (୫୦) ନାମକ ଜଣେ ରୋଗୀ ଜିଲା ମୁଖ୍ୟ ଚିକିତ୍ସାଳୟର ୪ ମହଲାରୁ ଡେଇଁ ମୃତ୍ୟୁବରଣ କରିଛନ୍ତି। ଚିକିତ୍ସାରେ ଅବହେଳା ଓ ସୁରକ୍ଷା ଅଭାବରୁ…
ନେତୃତ୍ୱଙ୍କ ପ୍ରତି ଆହ୍ବାନ ସୃଷ୍ଟି କରୁଥିବା ନେତାଙ୍କ ଡେଣା କାଟି ଦିଏ ଭାଜପା, ଗଡକରୀଙ୍କ ଉଦ୍ଦେଶ୍ୟରେ ଏନ୍ସିପିର ମନ୍ତବ୍ୟ…
ନୂଆଦିଲ୍ଲୀ, ୧୮।୮ : ସଂସଦୀୟ ବୋର୍ଡରୁ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀଙ୍କୁ ହଟାଇବା ନେଇ ଭାରତୀୟ ଜନତା ପାର୍ଟିକୁ ଏନସିପି ଟାର୍ଗେଟ କରିଛି। ଏନସିପି କିଂଛି ଜଣେ ଦକ୍ଷ ରାଜନେତା ଭାବରେ ଗଡକରୀଙ୍କ ଦକ୍ଷତା ବୃଦ୍ଧି ହେତୁ ତାଙ୍କୁ ବୋର୍ଡରୁ ହଟାଇ…
ଆଜି ରାଜ୍ୟରୁ ୪୮୨ ପଜିଟିଭ୍ ଚିହ୍ନଟ, ୧୩,୨୪,୦୬୯ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୧୮ା୮(ବ୍ୟୁରୋ): ରାଜ୍ୟରୁ ଗୁରୁବାର ୪୮୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୪,୦୬୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୮୩ ଜଣ ଚିହ୍ନଟ ହୋଇଥିବା…
ଏକୁଟିଆ ଅନୁଭବ କରୁଛନ୍ତି କୋହଲି
ନୂଆଦିଲ୍ଲୀ,୧୮।୮: ଭାରତୀୟ କ୍ରିକେଟ ଦଳର କିମ୍ବଦନ୍ତୀ ବିରାଟ କୋହଲି ପଡ଼ିଆକୁ ଫେରିବାକୁ ପ୍ରସ୍ତୁତ ଅଛନ୍ତି। ସେ ଇଂଲଣ୍ଡ ଗସ୍ତ ପରେ ବିଶ୍ରାମ ନେଇଥିଲେ। କୋହଲି ନିଜର ଖରାପ ଫର୍ମ ପାଇଁ ବାରମ୍ବାର ସମାଲୋଚନାର ଶିକାର ହେଉଛନ୍ତି। କିନ୍ତୁ ବର୍ତ୍ତମାନ ତାଙ୍କ ପ୍ରତ୍ୟାବର୍ତ୍ତନ…
ସୁରକ୍ଷାକର୍ମୀଙ୍କୁ ସଫଳତା, ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ, ଚାଇନିଜ ଗ୍ରେନେଡ ଜବତ…
ଶ୍ରୀନଗର, ୧୮।୮ : ଦେଶରେ ଆତଙ୍କବାଦ ବିସ୍ତାର ପାଇଁ ପାକିସ୍ତାନ ଷଡଯନ୍ତ୍ର ଜାରି ରଖିଛି। ସୀମାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଯୋଗୁୁ ପାକିସ୍ତାନ ବର୍ତ୍ତମାନ ଆତଙ୍କବାଦ ରଣନୀତିରେ ଡ୍ରୋନ ଅନ୍ତର୍ଭୁକ୍ତ କରିଛି। ଡ୍ରୋନ ମାଧ୍ୟମରେ ସେ ସୀମାକୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର…
ଡିସେମ୍ବର ସୁଦ୍ଧା ଭାଙ୍ଗିବ ମମତାଙ୍କ ସରକାର, ଶୁଭେନ୍ଦୁଙ୍କ ଦାବି…
କୋଲକାତା, ୧୮।୮ : ପଶ୍ଚିମବଙ୍ଗର ଭେଟେରାନ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଏକ ବଡ ଦାବି କରିଛନ୍ତି। ସେ ଦାବି କରିଛନ୍ତି ଯେ ଡିସେମ୍ବର ମାସ ବେଳକୁ ରାଜ୍ୟରେ ତୃଣମୂଳ କଂଗ୍ରେସ ସରକାରଙ୍କ ଶେଷ ସମୟ ସୀମା ହେବ। ଡିସେମ୍ବର ସୁଦ୍ଧା…
ଆଜି ଭାରତ-ଜିମ୍ବାୱେ ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ହରାରେ,୧୮।୮: ଭାରତ ଏବଂ ଜିମ୍ବାୱେ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ ଆଜି ହରାରେଠାରେ ଖେଲାଯିବ। ଏହି ସିରିଜରେ ଲୋକେଶ ରାହୁଲ ଭାରତୀୟ ଦଳର ଅଧିନାୟକ ଅଛନ୍ତି। ଦୀର୍ଘ ଦିନ ପରେ ରାହୁଲ ଆହତରୁ ଦଳକୁ ଫେରିଛନ୍ତି।…
ମାସେରେ କରୋନା ମୃତ୍ୟୁ ସଂଖ୍ୟା ବଢ଼ିଛି ୩୫ ପ୍ରତିଶତ…
ଜେନେଭା, ୧୮।୮ : କରୋନା ମହାମାରୀ ସଂକ୍ରମଣ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ଗତ ଚାରି ସପ୍ତାହ ମଧ୍ୟରେ ସାରା ବିଶ୍ୱରେ ଏହି ମହାମାରୀ ଯୋଗୁଁ ମୃତ୍ୟୁ ସଂଖ୍ୟାରେ ୩୫ ପ୍ରତିଶତ ବୃଦ୍ଧି ଘଟିଛି। ଏହାକୁ ଦୃଷ୍ଟିରେ ରଖି ବିଶ୍ୱ ସୱାସ୍ଥ୍ୟ ସଂଗଠନର…

