Home

ବେଦାନ୍ତ ଆଲୁମିନିୟମର ‘ପଞ୍ଚପ୍ରାଣ’ ପ୍ରତିଶ୍ରୁତି

ଭୁବନେଶ୍ୱର,୧୮।୮: ୭୬ତମ ସ୍ବାଧୀନତା ଦିବସ ଅବସରରେ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଏକ ନୂତନ ସଙ୍କଳ୍ପ ‘ପଞ୍ଚପ୍ରାଣ’ର ଆରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ତା’ର ଓଡ଼ିଶା ଓ ଛତିଶଗଡ଼ କର୍ମ ପରିସରରେ ନିୟୋଜିତ କର୍ମଚାରୀ, ବ୍ୟବସାୟିକ ସହଯୋଗୀ, ଗୋଷ୍ଠୀ ସଦସ୍ୟ ଓ…

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ଆଭାର’

ମୁମ୍ବାଇ,୧୮।୮: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ରିଲାଏନ୍ସ ଜୁଏଲ୍ସ ଚଳିତ ବର୍ଷ ତା’ର ୧୫ତମ ଆନିଭର୍ସାରି ମହୋତ୍ସବ ପାଳନ କରୁଛି। ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ଆନିଭର୍ସାରିରେ କିଛି ନୂତନ ଡିଜାଇନ୍‌ ସହ ଆକର୍ଷଣୀୟ ସୁବିଧା ପ୍ରଦାନ କରୁଛି।…

ୟୁବିଓଆଇ ପକ୍ଷରୁ ଦେଶ ବିଭାଜନ ସ୍ମରଣ ଦିବସ

ଭୁବନେଶ୍ୱର,୧୮।୮: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରୁଛି। ଏହି ମହୋତ୍ସବ ଅବସରରେ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶାବଳୀ ଅନୁଯାୟୀ ଏକ ୫ ଦିନିଆ ଦେଶ ବିଭାଜନ ସ୍ମରଣ ଦିବସ ସାରା ଦେଶରେ…

ପରିବର୍ତ୍ତନ ହୋଇପାରେ ଜିଏସ୍‌ଟି ହାର

ନୂଆଦିଲ୍ଲୀ,୧୮।୮: ଦେଶର ଅର୍ଥନୀତିକୁ ସବଳ କରିବା ସହ ଟିକସ ଆଦାୟ କ୍ଷେତ୍ରରେ ରହିଥିବା କିଛି କାର୍ଯ୍ୟକୁ ଶେଷ କରିବା ପାଇଁ ନିକଟରେ ଶେଷ ହୋଇଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ଏଭଳି କିଛି ବିଷୟ ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା। ସେହିଭଳି ପ୍ରଧାନମନ୍ତ୍ରୀଙ୍କ…

ବିଓବି ଭୁବନେଶ୍ୱର କ୍ଷେତ୍ର ପକ୍ଷରୁ ସ୍ବାଧୀନତା ଦିବସ

ଭୁବନେଶ୍ୱର,୧୮।୮: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର ଭୁବନେଶ୍ୱର କ୍ଷେତ୍ର ପକ୍ଷରୁ ୭୬ ତମ ସ୍ବାଧୀନତା ଦିବସ ବ୍ୟାଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପାଟଣା ଜୋନ୍‌ ଅନ୍ତର୍ଗତ ନେଟ୍‌ୱର୍କ-୧ର ଉପମହାପ୍ରବନ୍ଧକ ଡ. ଆର୍‌.କେ.ମହାନ୍ତି ପତାକା ଉତ୍ତୋଳନ କରିଥିଲେ। ଆମର…

ଟିଏସ୍‌ଜି ଗୁରୁକୁଳରେ ପତାକା ଉତ୍ତୋଳନ

ଭୁବନେଶ୍ୱର,୧୮।୮: ରାଜ୍ୟ ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଟାଇମ୍ସ ସ୍କଲାର୍ସ ଗୁରୁକୁଳ ପରିସରରେ ୭୬ ତମ ସ୍ବାଧୀନତା ଦିବସ ଧୁମଧାମରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବିଶିଷ୍ଟ ସାମାଜିକ କର୍ମୀ ଶାନ୍ତିଲତା ଦେବୀ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଅନୁଷ୍ଠାନର ଅଧ୍ୟକ୍ଷ…

ୟୁକୋ ବ୍ୟାଙ୍କର ଋଣ ଜମା ଅନୁପାତ ବୃଦ୍ଧି

ଭୁବନେଶ୍ୱର,୧୮।୮: ୟୁକୋ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୋମା ଶଙ୍କର ପ୍ରସାଦ ନିକଟରେ ଭୁବନେଶ୍ୱର ଗସ୍ତରେ ଆସିଥିଲେ। ତାଙ୍କର ଗସ୍ତ ସମୟରେ ସେ ବ୍ୟାଙ୍କର ବଛା ବଛା ଶାଖାର କାର୍ଯ୍ୟଦକ୍ଷତା ସମୀକ୍ଷା କରିଥିଲେ। ସେହିଭଳି ପ୍ରସାଦ ମୁଖ୍ୟମନ୍ତ୍ରୀ…

ଓଏମ୍‌ସି ପକ୍ଷରୁ ସ୍ବାଧୀନତା ଦିବସ

ଭୁବନେଶ୍ୱର,୧୮।୮: ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଓଡ଼ିଶା ଖଣି ନିଗମ (ଓଏମ୍‌ସି) ପରିସରରେ ୭୬ ତମ ସ୍ବାଧୀନତା ଦିବସ ଆଡମ୍ବର ସହକାରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓଏମ୍‌ସିର ଅଧ୍ୟକ୍ଷ ଡି.କେ. ସିଂହ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ…

ଆତିଥ୍ୟ, ଆନୁଷଙ୍ଗିକ କ୍ଷେତ୍ରକୁ ମିଳିବ ପ୍ରୋତ୍ସାହନ

ନୂଆଦିଲ୍ଲୀ,୧୮।୮ (ପିଆଇବି): ଦେଶର ଅର୍ଥନୀତିକୁ ସବଳ କରିବା ପାଇଁ ପ୍ରମୁଖ କ୍ଷେତ୍ର ପ୍ରତି ସରକାର ବିଶେଷ ଦୃଷ୍ଟିଦେବା ସହ ଆବଶ୍ୟକ ସହଯୋଗ ଓ ସହାୟତା ଯୋଗାଇଦେବାକୁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ନିଆଯାଇଛି। କାରଣ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର…

କୃଷିଋଣ ଉପରେ ବାର୍ଷିକ ୧.୫% ସୁଧ ରିହାତି

ନୂଆଦିଲ୍ଲୀ,୧୮।୮(ପିଆଇବି): ଦେଶର ସମସ୍ତ ଚାଷୀଙ୍କ ସୁବିଧା ଲାଗି ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଶେଷକରି ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବଳ୍ପ ଅବଧିର କୃଷି ଋଣ ଉପରେ ବାର୍ଷିକ ୧.୫% ସୁଧ ରିହାତି କେନ୍ଦ୍ର ସରକାର ଯୋଗାଇ ଦେବେ ବୋଲି…

ଏନ୍‌ଆର୍‌ଆଇଙ୍କୁ ମତଦାନ ଅଧିକାର: କେନ୍ଦ୍ରକୁ ରିପୋର୍ଟ ତଲବ

ନୂଆଦିଲ୍ଲୀ,୧୮ା୮: ବିଦେଶରେ ରହୁଥିବା ଭାରତୀୟ (ଏନ୍‌ଆର୍‌ଆଇ)ମାନଙ୍କୁ ଦେଶରେ ମତଦାନ ଅଧିକାର ଦେବା ପାଇଁ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଖଲ ହୋଇଛି। ସିଜେଆଇ ଏନ୍‌.ଭି. ରମନାଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠ ବୁଧବାର ଏହାର ଶୁଣାଣି କରି କେନ୍ଦ୍ର…

ଟ୍ରମ୍ପ୍‌ଙ୍କ ଚ୍ୟାଲେଞ୍ଜର ହେବେ ଲିଜ୍‌

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ହ୍ବାଇଟ୍‌ ହାଉସ୍‌କୁ ଦୂରେଇ ରଖିବା ପାଇଁ ସବୁ ପ୍ରକାର ଉଦ୍ୟମ ଚଳାଇବେ ବୋଲି ରିପବ୍ଳିକାନ୍‌ ରିପ୍ରେଜେଣ୍ଟେଟିଭ୍‌ ଲିଜ୍‌ ଚେନି ପଣ କରିଛନ୍ତି। ଟ୍ରମ୍ପ୍‌ଙ୍କ ସମର୍ଥତ୍ତ ପ୍ରାଇମେରି ଚ୍ୟାଲେଞ୍ଜର ହ୍ୟାରିଏଟ୍‌ ହେଗ୍‌ମ୍ୟାନଙ୍କଠାରୁ ହାରିଯିବା ପରେ ଚେନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?