ଏସ୍ପି ବିଧାୟକଙ୍କ ସହ ବସିବାକୁ ଚାହୁଁନାହାନ୍ତି ଶିବପାଲ: ଆସନ ବଦଳାଇବାକୁ କଲେ ଦାବି
ଲକ୍ଷ୍ନୌ,୨୫।୫: ଗତ କିଛି ଦିନରୁ ସମାଜବାଦୀ ପାର୍ଟି(ଏସ୍ପି) ଅଧ୍ୟକ୍ଷ ଅଖିଳେଶ ଯାଦବ ଓ କକା ଶିବପାଲ ଯାଦବଙ୍କ ମଧ୍ୟରେ ଲାଗିରହିଥିବା ଦୂରତା ଏବେ ବଢ଼ିବାରେ ଲାଗିଛି। ବେଳକୁ ବେଳ ଏହା ସର୍ବସମ୍ମୁଖରେ ପରିଲକ୍ଷିତ ହେବାରେ ଲାଗିଛି। ଇତିମଧ୍ୟରେ ଶିବପାଲଙ୍କୁ ନେଇ ଏକ…
ଭାରତ ବନ୍ଦକୁ ସମର୍ଥନ ଜଣାଇ କେସିଙ୍ଗାରେ ୫ଘଣ୍ଟିଆ ରାସ୍ତାରୋକୋ
କେସିଙ୍ଗା,୨୫।୫(ଡି.ଏନ୍.ଏ): ଅଲ୍ ଓଡ଼ିଶା ସିଡ୍ୟୁଲ୍ଡ କାଷ୍ଟ ଫେଡରେସନ ନିର୍ଦ୍ଦେଶ କ୍ରମେ କଳାହାଣ୍ଡି ଜିଲା କେସିଙ୍ଗା ଶାଖା ପକ୍ଷରୁ ଭାରତ ବନ୍ଦକୁ ସମର୍ଥନ ଜଣାଇ ୫ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ବୁଧବାର ସକାଳେ ଆମ୍ବେଦକର ଛକ ନିକଟରେ ୬ଟାରୁ ୧୧ଟା ଯାଏ ରାସ୍ତା…
କଂଗ୍ରେସ ହାତ ଛାଡ଼ି ଅଖିଳେଶଙ୍କ ସାଇକେଲରେ ବସିଲେ କପିଲ ସିବଲ…
ଲକ୍ଷ୍ନୌ, ୨୫।୫ : କଂଗ୍ରେସର ବରିଷ୍ଠ ନେତା ତଥା ଜି-୨୩ର ଅସନ୍ତୁଷ୍ଟ ସଦସ୍ୟ କପିଲ ସିବଲ କଂଗ୍ରେସ ହାତ ଛାଡ଼ି ଅଖିଳେଶଙ୍କ ସାଇକେଲରେ ବସିଛନ୍ତି। ଲକ୍ଷ୍ନୌରେ ରାଜ୍ୟସଭା ପାଇଁ ନାମାଙ୍କନ ପତ୍ର ଦାଖଲ କରି ସେ ଏସମ୍ପର୍କରେ ସୂଚନା ଦେଇଛନ୍ତି। ମେ’…
ଅପରେଶନ୍ ଅଲ୍ ଆଉଟ୍, ୩ ଆତଙ୍କବାଦୀ ନିହତ, ଜଣେ ଯବାନ ଶହୀଦ୍…
ଶ୍ରୀନଗର, ୨୫।୫ : ଜମ୍ମୁ-କଶ୍ମୀରର ବାରମୁଳାର କରେରି ଅଞ୍ଚଳର ନଜିଭାତ ଛକ ଠାରେ ଆତଙ୍କବାଦୀଙ୍କ ସହିତ ପୋଲିସ ଏବଂ ସେନା ଯବାନ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୩ ଜଣ ପାକିସ୍ତାନୀ ଆତଙ୍କବାଦୀଙ୍କୁ ଏନ୍କାଉଣ୍ଟର କରାଯାଇଛି। ଏହି ଘଟଣାରେ ଜମ୍ମୁ-କଶ୍ମୀର ପୋଲିସର ଜଣେ…
ଘୋଷ୍ଟ ଗନ୍ ସଂସ୍କୃତି ଆମେରିକାରେ ବୃଦ୍ଧି ପାଉଛି, ଅନ୍ଲାଇନ୍ରୁ କିଣୁଛନ୍ତି ଛୋଟ ପିଲା…
ଓ୍ବାଶିଂଟନ, ୨୫।୫ : ମଙ୍ଗଳବାର ଦିନ ଆମେରିକାର ଟେକ୍ସାସର ଏକ ପ୍ରାଥମିକ ବିଦ୍ୟାଳୟରେ ଜଣେ ୧୮ ବର୍ଷ ବୟସ୍କ ଯୁବକ ଏକେ-୪୭ ରାଇଫଲରୁ ଗୁଳି ଚଳାଇ ୧୮ ଜଣ ପିଲାଙ୍କୁ ହତ୍ୟା କରିଛନ୍ତି। ଏଥିରେ ୩ ଜଣ ଶିକ୍ଷକଙ୍କର ମଧ୍ୟ ମୃତ୍ୟୁ…
ବେଆଇନ ପାର୍କିଂ ଉଠାଇବା ସହ କ୍ଷତିପୂରଣ ଦାବିରେ ଉତ୍ତେଜିତ ଲୋକଙ୍କ ରାସ୍ତାରୋକୋ
ପାଟଣା,୨୫।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କ୍ଷୀରେଇ ଟାଙ୍ଗିରି ଦେଇ ଯାଇଥିବା ମୁମ୍ବାଇ କୋଲକତା-୪୯ ନମ୍ବର ଜାତୀୟ ରାଜପଥର ଟୋଲଗେଟ ନିକଟରେ ବୁଧବାର ଉତ୍ତେଜନା ଦେଖାଦେଇଛି। ଟାଲଗେଟ ନିକଟରେ ଶତାଧିକ ଲୋକ ଧାରଣା ଦେଇ ୪୯ ନମ୍ବର ଜାତୀୟ ରାଜପଥକୁ ଅବରୋଧ…
ଓ୍ବାଲର୍ଡ ହେଲ୍ଥ ଆସେମ୍ବ୍ଲି ମୁଖ୍ୟ କମିଟିର ଅଧ୍ୟକ୍ଷ ହେଲେ ରାଜେଶ ଭୂଷଣ
ନୂଆଦିଲ୍ଲୀ,୨୫।୫:କେନ୍ଦ୍ରୀୟ ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣଙ୍କୁ ୭୫ତମ ଓ୍ବାଲର୍ଡ ହେଲ୍ଥ ଆସେମ୍ବ୍ଲି ମୁଖ୍ୟ କମିଟିର ଅଧ୍ୟକ୍ଷ ଭାବେ ବଛାଯାଇଛି। ବୈଶ୍ୱିକ ସ୍ବାସ୍ଥ୍ୟ ସଦସ୍ୟଙ୍କ ସହ ପ୍ରସାଶନିକ ଏବଂ ଅର୍ଥ ସମ୍ବନ୍ଧୀୟ ଆଲୋଚନା ଉକ୍ତ କମିଟିର ମୁଖ୍ୟ ଉଦ୍ଦେଶ୍ୟ। ଡବ୍ଲ୍ୟୁଏଚ୍ଓ ପକ୍ଷରୁ ବାର୍ଷିକ…
ଭାଜପା ନେତାଙ୍କ ହତ୍ୟା ଘଟଣା: ସ୍ବତନ୍ତ୍ର ଟିମ୍ ଗଠନ
ଚେନ୍ନାଇ,୨୫।୫: ଚେନ୍ନାଇର ଭାଜପା ନେତା ବାଲଚନ୍ଦ୍ରଙ୍କୁ ମଙ୍ଗଳବାର ସନ୍ଧ୍ୟାରେ ୩ ଜଣ ଦୁର୍ବୃତ୍ତ ହତ୍ୟା କରିଛନ୍ତି। ସେ ଚେନ୍ନାଇ ଭାଜପା ସେଣ୍ଟ୍ରାଲ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଅଧ୍ୟକ୍ଷ ଥିଲେ। ଚିନ୍ତାଦ୍ରିପେଟ୍ଠାରେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା। ଗୁରୁତର ଅବସ୍ଥାରେ…
ପୂଜାସ୍ଥଳ ଅଧିନିୟମ-୧୯୯୧କୁ ଚ୍ୟାଲେଞ୍ଜ କରି ସୁପ୍ରିମ୍କୋର୍ଟରେ ପିଟିଶନ…
ନୂଆଦିଲ୍ଲୀ, ୨୫।୫ : କାଶୀର ପ୍ରସିଦ୍ଧ ଜ୍ଞାନବାପି ମାମଲାର ଶୁଣାଣି ବାରାଣସୀ ଜିଲା କୋର୍ଟରେ ଜାରି ରହିଛି। ଏପରିସ୍ଥଳେ କାଶୀର ଜଣେ ସାଧୁ ସୁପ୍ରିମକୋର୍ଟରେ ପୂଜାସ୍ଥଳ ଅଧିନିୟମ-୧୯୯୧କୁ ଚ୍ୟାଲେଞ୍ଜ କରିଛନ୍ତି। ଅଲ ଇଣ୍ଡିଆର ସନ୍ଥ ସମିତିର ସାଧାରଣ ସମ୍ପାଦକ ଜିତେନ୍ଦ୍ରାନନ୍ଦ ସରସ୍ବତୀ…
ଆଇନକୁ ମାନୁଥିବା ବ୍ୟକ୍ତି ହିଁ ଅଧିକାରର ଦାବି କରିପାରିବେ, ସୁପ୍ରିମ୍କୋର୍ଟଙ୍କ କଡ଼ା ଟିପ୍ପଣୀ…
ନୂଆଦିଲ୍ଲୀ, ୨୫।୫ : ମୌଳିକ ଅଧିକାର ନାମରେ, ଯେକୌଣସି ସୁରକ୍ଷା କବଚ କେବଳ ସେହି ଲୋକମାନଙ୍କ ପାଇଁ ଉପଲବ୍ଧ ହୋଇପାରିବ ଯେଉଁମାନେ ଆଇନକୁ ଅନୁସରଣ କରନ୍ତି ଏବଂ ଆଇନଗତ ପ୍ରକ୍ରିୟାକୁ ସମ୍ମାନ ପ୍ରଦାନ କରନ୍ତି। ଏକ ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ…
ଆମେରିକା ସ୍କୁଲର କଳା ଇତିହାସ, ୨୩ ବର୍ଷରେ ୯ ଗୁଳିକାଣ୍ଡରେ ୧୫୧ ଜଣଙ୍କ ମୃତ୍ୟୁ…
ଓ୍ବାଶିଂଟନ, ୨୫।୫ : ଆମେରିକାର ଟେକ୍ସାସର ରୋବ ଏଲିମେଣ୍ଟାରୀ ସ୍କୁଲରେ ଜଣେ ୧୮ ବର୍ଷ ବୟସ୍କ ଯୁବକ ଗୁଳି ଚଳାଇଛନ୍ତି। ଏହି ଘଟଣାରେ ଏପର୍ଯ୍ୟନ୍ତ ୨୧ ଜଣଙ୍କ ମୃତ୍ୟୁ ଘଟିଛି। କୁହାଯାଉଛି ଯେ ଗତ ପାଞ୍ଚ ବର୍ଷ ମଧ୍ୟରେ ଏପର୍ଯ୍ୟନ୍ତ ଏହା…
ଭ୍ରମଣ-ପର୍ଯ୍ୟଟନ ସୂଚକାଙ୍କରେ ୮ ସ୍ଥାନ ତଳକୁ ଖସିଲା ଭାରତ…
ନୂଆଦିଲ୍ଲୀ/କ୍ଲୋଗନୀ, ୨୫।୫ : ଭ୍ରମଣ ଏବଂ ପର୍ଯ୍ୟଟନ ପାଇଁ ସବୁଠାରୁ ଅନୁକୂଳ ଦେଶ ଦୃଷ୍ଟିରୁ ଭାରତ ପର୍ଯ୍ୟଟନ ସୂଚକାଙ୍କରେ ୮ ସ୍ଥାନ ତଳକୁ ଖସିଛି। ଏହା ୫୪ ତମ ସ୍ଥାନକୁ ଖସି ଆସିଛି। ଏହାପୂର୍ବରୁ ୨୦୧୯ରେ ଭାରତ ୪୬ ତମ ସ୍ଥାନ…
Archives


