Home

ଆଦିବାସୀଙ୍କୁ ଚିତ୍ରକୋଣ୍ଡା ଏସ୍‌ଡିପିଓ ମାଡ଼ ମାରିବା ଘଟଣା: କ୍ରାଇମ୍‌ବ୍ରାଞ୍ଚ କରିବ ତଦନ୍ତ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅଞ୍ଚଳର ଏକ ଗାଁକୁ ଯାଇ ଏସଡିପିଓ ଅଂଶୁମାନ ଦ୍ୱିବେଦୀ ମାଡ଼ ମାରିବା ଘଟଣାକୁ ନେଇ ବୁଧବାର ବିଧାନସଭାରେ ତୁମ୍ବିତୋଫାନ ଦେଖିବାକୁ ମିଳିଥିଲା। ବିରୋଧୀଙ୍କ ହଟ୍ଟଗୋଳ ପରେ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ…

ଗିରଫ ହେଲେ କୋଟିପତି ଯନ୍ତ୍ରୀ

ଭୁବନେଶ୍ୱର,୧୩ା୭(ବ୍ୟୁରୋ): ଭିଜିଲାନ୍ସ ଜାଲରେ ପଡ଼ିଥିବା ପୁରୀ ଜିଲା ନିମାପଡ଼ା ସବ୍‌ଡିଭିଜନ୍‌ର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ଦୁଷ୍ମନ୍ତ ଦେହୁରୀଙ୍କୁ ଗିରଫ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ସେ ତାଙ୍କ…

ବ୍ରେକ୍‌ଅପ୍‌ ପରେ ପୁଣି ପ୍ରେମରେ ପଡ଼ିଛନ୍ତି ଅନନ୍ୟା

ବମ୍ବେ: ଅଭିନେତା ଶାହିଦ କପୁରଙ୍କ ସାନ ଭାଇ ଈଶାନ ଖଟ୍ଟରଙ୍କ ସହ ବ୍ରେକ୍‌ଅପ୍‌ ପରେ ଏବେ ନୂଆ ସମ୍ପର୍କରେ ଯୋଡ଼ି ହୋଇଛନ୍ତି ଅନନ୍ୟା ପାଣ୍ଡେ। ବଲିଉଡ୍‌ର ହ୍ୟାଣ୍ଡସମ ହଙ୍କ ଆଦିତ୍ୟ ରୟ କପୁରଙ୍କୁ ଏବେ ଡେଟ୍‌ କରୁଛନ୍ତି ସେ। ଦିନକୁ ଦିନ…

ରାଜ୍ୟରେ ୧.୧୦ ଲକ୍ଷ ପରିବାର ‘ଓ୍ବାନ୍‌ ନେଶନ, ଓ୍ବାନ୍‌ ରାଶନ କାର୍ଡ’ରେ ଉପକୃତ

ଭୁବନେଶ୍ୱର,୧୩ା୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ‘ଓ୍ବାନ୍‌ ନେଶନ ଓ୍ବାନ ରାଶନ କାର୍ଡ’ ଯୋଗୁ ଓ ମୋଟ୍‌ ୧.୧୦ଲକ୍ଷ ପରିବାର ଉପକୃତ ହୋଇଛନ୍ତି। ଏହି ଯୋଜନାରେ ଅଧିକ ସଂଖ୍ୟକ ହିତାଧିକାରୀଙ୍କୁ ସୁବିଧା ପ୍ରଦାନ ଦେବାକୁ ରାଜ୍ୟ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ବିଧାନସଭାରେ ସ୍ବାଧୀନ…

ଗାଈ ସେବାରେ ମଗ୍ନ ମୁଖ୍ୟମନ୍ତ୍ରୀ

ଗୋରଖପୁର,୧୩।୭: ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୋ’ ସେବା କରୁଥିବା ଏକ ଭିଡିଓ ଭାଇରାଲ ହେଉଛି। ବୁଧବାର ମୁଖ୍ୟମନ୍ତ୍ରୀ ଗୋରଖନାଥ ମନ୍ଦିରର ଗୋଶାଳାରେ ପହଞ୍ଚିଥିଲେ। ସେଠାରେ ଥିବା ଗାଈମାନଙ୍କୁ ଗୁଡ ଖୁଆଇଥିଲେ। ଏହାପରେ ଗୋଶାଳାର ଅନ୍ୟ ଭାଗରେ ଏକୁଟିଆ ଗାଈ ନନ୍ଦୀ…

ଇଣ୍ଡିଗୋ ପରେ ଏବେ ଆଉ ଏକ ବିମାନର କର୍ମଚାରୀ ସାମୂହିକ ଛୁଟିରେ

ନୂଆଦିଲ୍ଲୀ,୧୩ା୭: ବିମାନ କମ୍ପାନୀଗୁଡିକର ଆୟ ହ୍ରାସ ହେତୁ ୨ ବର୍ଷ ପୂର୍ବେ କର୍ମଚାରୀଙ୍କ ବେତନ ହ୍ରାସର ପ୍ରଭାବ ବର୍ତ୍ତମାନ ଦେଖାଯାଉଛି। ଅନେକ କମ୍ପାନୀର କର୍ମଚାରୀମାନେ ଏଥିରେ ଅସନ୍ତୁଷ୍ଟ ଏବଂ ଦରମା ବୃଦ୍ଧି କରିବାକୁ ଦାବି କରୁଛନ୍ତି। ଏଥିପାଇଁ ସେମାନେ ବିଭିନ୍ନ ପଦ୍ଧତି…

‘ସୂର୍ଯ୍ୟକୁମାର ଯାଦବ ହେଉଛନ୍ତି ଭାରତର ‘ମିଷ୍ଟର ୩୬୦’’

ନୂଆଦିଲ୍ଲୀ,୧୩।୭: ଭାରତୀୟ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ଏ ବି ଡିଭିଲିୟର୍ସଙ୍କ ସହ ତୁଳନା କଲେ ପୂର୍ବତନ ଓପନର୍‌ ଆକାଶ ଚୋପ୍ରା। ଇଂଲଣ୍ଡ ବିପକ୍ଷ ତୃତୀୟ ଟି୨୦ରେ ତାଙ୍କ ପ୍ରଦର୍ଶନକୁ ଦେଖି ସୂର୍ଯ୍ୟକୁମାରଙ୍କୁ ଭାରତର ‘୩୬୦ ଡିଗ୍ରୀ’ ଖେଳାଳି ବୋଲି ସେ କହିଛନ୍ତି।…

ଇଂଲଣ୍ଡ ଖେଳାଳିଙ୍କୁ ଟ୍ରୋଲ୍‌ କଲେ ବୁମ୍‌ରାଙ୍କ ସ୍ତ୍ରୀ ସଞ୍ଜନା

ଲଣ୍ଡନ,୧୩।୭: ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଭାରତର ବୋଲର୍‌ଙ୍କ ଦବ୍‌ଦବା ଦେଖିବାକୁ ମିଳିଥିଲା। ଫଳସ୍ବରୂପ ଭାରତ ମ୍ୟାଚ୍‌କୁ ସହଜରେ ଜିତି ନେଇଥିଲା। ତେବେ ଏହି ବିଜୟ ପଛରେ ମୁଖ୍ୟ ପୁରୋଧା ପାଲଟିଥିଲେ ଷ୍ଟାର ପେସର୍‌ ଜସପ୍ରିତ ବୁମ୍‌ରା। ସେ ମ୍ୟାଚ୍‌ରେ ୬…

ସୁଶାନ୍ତଙ୍କୁ ଡ୍ରଗ୍ସ ଦେଉଥିଲେ ରିୟା

ଫିଲ୍ମ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ଦୁଇ ବର୍ଷ ବିତିଗଲାଣି, କିନ୍ତୁ ତାଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କ ଅଢୁଆ ଏପର୍ଯ୍ୟନ୍ତ ଶେଷ ହେବା ଭଳି ମନେ ହେଉନାହିଁ। ରିୟା ଏବେବି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନସିବି)ର ରାଡାରରେ ଅଛନ୍ତି। ସୁଶାନ୍ତଙ୍କୁ ରିୟା…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୨୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩ା୭(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୪୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୮୨,୬୯୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦଖଲ କଲେ ବିକ୍ଷୋଭକାରୀ

କଲମ୍ବୋ,୧୩।୭: ଶ୍ରୀଲଙ୍କାରେ ସଙ୍କଟ ଜାରି ରହିଛି। ସମଗ୍ର ଦେଶରେ ଜରୁରୀକାଳୀନ ପରିସ୍ଥିତି ଲାଗୁ କରାଯାଇଛି। ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ଦେଶ ଛାଡି ପଳାଇବା ପରେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ରାନିଲ ୱିକ୍ରମସିଂଘେଙ୍କୁ କାର୍ଯ୍ୟକାରୀ ରାଷ୍ଟ୍ରପତି ଭାବରେ ନିଯୁକ୍ତ କରାଯାଇଛି। ବୁଧବାର ବିକ୍ଷୋଭକାରୀମାନେ ପ୍ରଧାନମନ୍ତ୍ରୀଙ୍କ…

ବିପଦ ଟଳିନି, ମାସ୍କ ପିନ୍ଧିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୭(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ମାସ୍କ ପିନ୍ଧିବାକୁ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତ। ବର୍ତ୍ତମାନ ସମୟକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri