ପୁରୀରେ ଗୁଳିକାଣ୍ଡ; ବାଇକ୍ରେ ଯାଉଥିବା ବେଳେ ଟଳି ପଡ଼ିଲେ ବ୍ୟବସାୟୀ
ପୁରୀ ଅଫିସ,୨୪।୫ : ପୁଣି ଅଶାନ୍ତ ପୁରୀ ସହର। ପୁରୀ ଏମାର ମଠ ନିକଟ କାକୁଡ଼ିଖାଇ ଛକରେ ଫୁଟିଲା ଗୁଳି। ମଙ୍ଗଳବାର ରାତି ପ୍ରାୟ ୯ଟାରେ ଦୁଇ ଜଣ ଦୁର୍ବୃତ୍ତ ଜଣେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ମୃତକ ହେଲେ…
ଜୈଶ୍ ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ୍, ୮ ଗିରଫ…
ଶ୍ରୀନଗର, ୨୪।୫ : ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଜୈଶ୍-ଇ-ମହମ୍ମଦ ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ୍ ଘଟିଛି। ପୁଲଓ୍ବାମା ଜିଲାର ଅଓ୍ବନ୍ତିପୁରାରେ ଏହି ଘଟଣାରେ ୮ ଜଣ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ଆତଙ୍କବାଦୀଙ୍କଠାରୁ ବିପୁଳ ପରିମାଣର ଗୋଳା ବାରୁଦ…
ପୁଟିନ୍ଙ୍କୁ ହତ୍ୟା ଲାଗି ଷଡ଼ଯନ୍ତ୍ର ରଚିଥିଲା ୟୁକ୍ରେନ୍…
ମସ୍କୋ/କ୍ୱିଭ୍, ୨୪।୫ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିଷୟରେ ଏନେଇ ସାରା ବିଶ୍ୱରେ ସମାଲୋଚନା ହେବାରେ ଲାଗିଛି। ଯୁଦ୍ଧ ପାଇଁ ପୁଟିନଙ୍କୁ ଦାୟୀ କରାଯାଉଛି। ତେବେ ଏାବେ ଆଉ ଏକ ସମ୍ବେଦନଶୀଳ…
ଜିଟି ପାଇଁ ବିଜୟ ଲକ୍ଷ୍ୟ ୧୮୯…
କୋଲକାତା, ୨୪।୫ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣର ପ୍ରଥମ କ୍ୱାଲିଫାୟର ମ୍ୟାଚ୍ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ରାଜସ୍ଥାନ ରୟାଲର୍ସ(ଆର୍ଆର୍) ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା ପଶ୍ଚିମବଙ୍ଗର କୋଲକାତାସ୍ଥିତ ଇଡେନ୍ ଗାର୍ଡେନ ଷ୍ଟାଡିୟମ୍ରେ ଖେଳାଯାଉଥିବା ଏହି…
ଓଏଏସ୍ସ୍ତରରେ ବଡ଼ ଧରଣର ଅଦଳବଦଳ
ଭୁବନେଶ୍ୱର,୨୪ା୫(ବ୍ୟୁରୋ): ରାଜ୍ୟ ସରକାର ମଙ୍ଗଳବାର ବରିଷ୍ଠ ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ନିର୍ବାଚନ କମିଶନରେ ସ୍ବତନ୍ତ୍ର ସଚିବ ଥିବା ବରିଷ୍ଠ ଓଏଏସ୍ ରଘୁରାମ ଆୟାରଙ୍କୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ତାଙ୍କୁ ଏସ୍ସିଇଆର୍ଟି ନିର୍ଦ୍ଦେଶକ…
ଗୁଳି କରି ପୋଲିସଙ୍କୁ ହତ୍ୟା କଲେ ଆତଙ୍କବାଦୀ…
ଶ୍ରୀନଗର, ୨୪।୫ : ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ପୁଣି ଜଣେ ପୋଲିସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ଶ୍ରୀନଗର ଜିଲାର ସୁରା ଅଞ୍ଚଳରେ ଏହି ଆକ୍ରମଣ ଘଟିଛି। ଆତଙ୍କବାଦୀଙ୍କ ଗୁଳି ମାଡ଼ରେ ପୋଲିସ ସୈଫୁଲ୍ଲା କାଦ୍ରି ଗୁରୁତର ଆହତ ହୋଇଥିଲେ। ଏହି…
କ୍ୱାଡ୍ ଫେଲୋଶିପ୍ ଶୁଭାରମ୍ଭ, ୧୦୦ ଶ୍ରେଷ୍ଠ ଶିକ୍ଷାର୍ଥୀଙ୍କୁ ପ୍ରଦାନ କରାଯିବ…
ଟୋକିଓ, ୨୪।୫ : ଜାପାନର କ୍ୱାଡ୍ ସମ୍ମିଳନୀରେ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍, ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଏବଂ ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନେ ‘କ୍ୱାଡ ଫେଲୋଶିପ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଟସ୍ ଜିତିଲା ଜିଟି, ବୋଲିଂ ନିଷ୍ପତ୍ତି…
କୋଲକାତା, ୨୪।୫ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣର ପ୍ରଥମ କ୍ୱାଲିଫାୟର ମ୍ୟାଚ୍ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ରାଜସ୍ଥାନ ରୟାଲର୍ସ(ଆର୍ଆର୍) ବିପକ୍ଷରେ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ପଶ୍ଚିମବଙ୍ଗର କୋଲକାତାସ୍ଥିତ ଇଡେନ୍ ଗାର୍ଡେନ ଷ୍ଟାଡିୟମ୍ରେ ଖେଳାଯାଉଥିବା ଏହି…
ଏଡିଜି ଆଧୁନିକୀକରଣ ହେଲେ ଆଇପିଏସ୍ ସଞ୍ଜୟ କୁମାର
ଭୁବନେଶ୍ୱର,୨୪।୫(ବ୍ୟୁରୋ): ଓଡ଼ିଶା କ୍ୟାଡର ୧୯୯୭ ବ୍ୟାଚ୍ ଆଇପିଏସ୍ ଅଫିସର ସଞ୍ଜୟ କୁମାରଙ୍କୁ ଅତିରିକ୍ତ ଡିଜି(ଆଧୁନିକୀକରଣ) ଭାବେ ଅବସ୍ଥାପିତ କରାଯାଇଛି। ଚଳିତବର୍ଷ ମାର୍ଚ୍ଚ ୧୨ରେ ତାଙ୍କର କେନ୍ଦ୍ରୀୟ ଡେପୁଟେସନ ଅବଧି ଶେଷ ହୋଇଥିଲା। ୨୦୧୫ରେ ସଞ୍ଜୟ କୁମାର କେନ୍ଦ୍ରୀୟ ଡେପୁଟେସନରେ ଯାଇଥିଲେ। ସେ…
ପ୍ରତ୍ୟାବର୍ତ୍ତନକୁ ନେଇ ବଡ଼ ବୟାନ ଦେଲେ ଡି ଭିଲିୟର୍ସ
ଜୋହାନ୍ସବର୍ଗ,୨୪।୫: ଦକ୍ଷିଣ ଆଫ୍ରିକାର ପୂର୍ବତନ ବ୍ୟାଟ୍ସମ୍ୟାନ ଏବି ଡି ଭିଲିୟର୍ସ ଆଇପିଏଲ୍ରେ ପ୍ରତ୍ୟାବର୍ତ୍ତନ କରିବାକୁ ଚାହୁଁଛନ୍ତି। ଆସନ୍ତା ବର୍ଷ ଅର୍ଥାତ ଟୁର୍ନାମେଣ୍ଟର ୧୬ ତମ ସିଜନରେ ସେ ନିଶ୍ଚିତ ଭାବରେ ସାମିଲ ହେବେ। ଆଇପିଏଲ ୨୦୨୩ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍ସିବି)…
ମଣିଷ ଯେହେତୁ ଭୁଲ ତ ହେବ: ଗାଙ୍ଗୁଲି
କୋଲକାତା,୨୪।୫: ଭାରତୀୟ ଅଧିନାୟକ ରୋହିତ ଶର୍ମା ଏବଂ ପୂର୍ବ ଅଧିନାୟକ ବିରାଟ କୋହଲି ଏବେ ଫର୍ମରେ ନାହାନ୍ତି। ଏହାକୁ ନେଇ ପ୍ରଶଂସକ ଚିନ୍ତାରେ ଥିବା ବେଳେ ଉଭୟଙ୍କ ସମର୍ଥନରେ ବାହାରିଛନ୍ତି ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି। ମଙ୍ଗଳବାର ଏଠାରେ ଆୟୋଜିତ ଏକ…
ଗହମ ପରେ ଏବେ ଚିନି ରପ୍ତାନି ଉପରେ ରୋକ ଲାଗି ଯୋଜନା…
ନୂଆଦିଲ୍ଲୀ, ୨୪।୫ : ଗହମ ପରି ଏବେ ଚିନି ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇବାକୁ କେନ୍ଦ୍ର ସରକାର ଯୋଜନା କରୁଛନ୍ତି। ନ୍ୟୁଜ ଏଜେନ୍ସି ରଏଟର୍ସ ଏକ ରିପୋର୍ଟରେ ଏହା ଦାବି କରାଯାଇଛି। ରିପୋର୍ଟ ଅନୁଯାୟୀ, ଚିନିର ଘରୋଇ ମୂଲ୍ୟ ବୃଦ୍ଧିକୁ ରୋକିବା…
Archives


