Home

ଦୌଡ଼ରେ ପ୍ରଧାନମନ୍ତ୍ରୀ, ବିରୋଧୀ ନେତା

କଲମ୍ବୋ,୧୩ା୭: ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ନିଜ ଇସ୍ତଫାପତ୍ରରେ ସ୍ବାକ୍ଷର କରି ଏହାକୁ ଜଣେ ବରିଷ୍ଠ ସରକାରୀ ଅଧିକାରୀଙ୍କୁ ହସ୍ତାନ୍ତର କରିଛନ୍ତି। ସମ୍ପୃକ୍ତ ଅଧିକାରୀ ଉକ୍ତ ଇସ୍ତଫାପତ୍ରକୁ ବୁଧବାର ପାର୍ଲାମେଣ୍ଟ ବାଚସ୍ପତି ମହିନ୍ଦା ୟାପା ଆବେୟଓ୍ବର୍ଦେନାଙ୍କୁ ପ୍ରଦାନ କରିବେ। ବାଚସ୍ପତି ରାଷ୍ଟ୍ରପତିଙ୍କ…

ଶ୍ରୀଲଙ୍କା ପରେ କାହା ପାଳି

କଲମ୍ବୋ/ନୂଆଦିଲ୍ଲୀ,୧୩ା୭: ଶ୍ରୀଲଙ୍କାରେ ନେତୃତ୍ୱ ଅନିଶ୍ଚିତତା ଦୂର ହୋଇନାହିଁ। ମେ’ ୯ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍ସେଙ୍କୁ ବିତାଡ଼ିତ କରିବାର ଠିକ୍‌ ୨ ମାସ ପରେ ଶ୍ରୀଲଙ୍କାବାସୀଙ୍କ ଧୈର୍ଯ୍ୟଚ୍ୟୁତି ଘଟିଲା। ତତ୍କାଳ ପରିଣାମ ଚାହୁଁଥିବା ବିକ୍ଷୋଭକାରୀ ଜୁଲାଇ ୯ରୁ ଦୁଇ ଶତାବ୍ଦୀ ପୁରୁଣା…

ଲକ୍ଷ୍ମୀଙ୍କ ମାନଭଞ୍ଜନ ପରେ ରତ୍ନ ସିଂହାସନକୁ ବାହୁଡ଼ି ଗଲେ ମହାପ୍ରଭୁ

ପୁରୀ ଅଫିସ,୧୨।୭: ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିର ରତ୍ନସିଂହାସନକୁ ବାହୁଡ଼ିଛନ୍ତି ଚତୁର୍ଦ୍ଧାବିଗ୍ରହ। ମଙ୍ଗଳବାର ମହାପ୍ରଭୁଙ୍କ ନୀଳାଦ୍ରି ବିଜେ ନୀତି ସମ୍ପନ୍ନ ହୋଇଛି। ସନ୍ଧ୍ୟାଧୂପ ଶେଷ ପରେ ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ଶ୍ରୀରାମକୃଷ୍ଣ ଓ ଶ୍ରୀମଦନମୋହନଙ୍କୁ ଏବଂ ପରେ ଚକ୍ରରାଜ ଶ୍ରୀସୁଦର୍ଶନଙ୍କୁ…

ଜିନପିଙ୍ଗଙ୍କ ସହିତ ଚାଇନାର ଲୋକପ୍ରିୟତା ହ୍ରାସ ପାଉଛି, ରିପୋର୍ଟ…

ଓ୍ବାଶିଂଟନ/ବେଜିଂ, ୧୨।୭ : ପୃଥିବୀରେ ଚାଇନାର ଲୋକପ୍ରିୟତା କମିବାରେ ଲାଗିଛି। ସେହିପରି ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କ ଲୋକପ୍ରିୟତାରେ ମଧ୍ୟ ହ୍ରାସ ଘଟୁଛି। ଏସମ୍ପର୍କିତ ଏକ ରିପୋର୍ଟ ଏହା ଉଲ୍ଲେଖ କରାଯାଇଛି। ଆମେରିକାର ଏକ ଗବେଷଣା କମ୍ପାନୀ ଦ୍ୱାରା ପ୍ରକାଶିତ ତଥ୍ୟରେ ଏହା…

‘ଘରୋଇ କ୍ରିକେଟକୁ ଯାଆନ୍ତୁ, ଯଦି ଫର୍ମକୁ ଫେରନ୍ତି ଦେଖାଯିବ’

ନୂଆଦିଲ୍ଲୀ,୧୨।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି୨୦ ସିରିଜ ପରେ ଦିନିକିଆ ସିରିଜ ଆରମ୍ଭ ହୋଇଛି। ହେଲେ ଦଳ ପାଇଁ ପୂର୍ବ ଅଧିନାୟକ ବିରାଟ କୋହଲିଙ୍କ ଫର୍ମ ଚିନ୍ତାର ବିଷୟ ପାଲଟିଛନ୍ତି। ସେ ଦୀର୍ଘଦିନରୁ ବଡ଼ ସ୍କୋର କରିପାରୁ ନ ଥିବାରୁ…

ଭାରତର ସହଜ ବିଜୟ …

ଲଣ୍ଡନ, ୧୨।୭ : ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ସହଜ ବିଜୟ ହାସଲ କରିଛି। ଧାର୍ଯ୍ୟ ୧୧୧ ରନ୍‌ ଲକ୍ଷ୍ୟର ପିଛା କରି ଭାରତ ୧୮.୪ ଓଭରରେ କୌଣସି ଓ୍ବିକେଟ ନ ହରାଇ ୧୧୪…

ଇଂଲଣ୍ଡ ମାଟିରେ ବୋଲିଂରେ ‘ଛକା’; ଇତିହାସ ରଚିଲେ…

ଓଭାଲ,୧୨।୭: ଇଂଲଣ୍ଡ ବିପକ୍ଷ ସିରିଜର ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଇତିହାସ ରଚିଛନ୍ତି ଭାରତୀୟ ପେସର ଜସପ୍ରୀତ ବୁମ୍‌ରା। ପ୍ରଥମ ବୋଲର୍‌ ଭାବେ ଇଂଲଣ୍ଡ ମାଟିରେ ସେ ଦିନିକିଆ କ୍ରିକେଟରେ ୬ ଉଇକେଟ ନେବାର ଗୌରବ ଅର୍ଜନ କରିଛନ୍ତି। ବୁମ୍‌ରା ୭.୨ ଓଭରରେ…

ପିଏମ୍‌ କେୟାର୍ସ ଫଣ୍ଡ ନେଇ ଏକ ପୃଷ୍ଠାର ସତ୍ୟପାଠ ଦାଖଲ, ତାଗିଦ୍‌ କଲେ ହାଇକୋର୍ଟ…

ନୂଆଦିଲ୍ଲୀ, ୧୨।୭ : ଦିଲ୍ଲୀ ହାଇକୋର୍ଟ ମଙ୍ଗଳବାର ଭାରତର ସମ୍ବିଧାନର ଧାରା ୧୨ ଅନୁଯାୟୀ ପିଏମ୍‌ କେୟାର୍ସ ଫଣ୍ଡକୁ ଦ ଷ୍ଟେଟ୍‌ ଘୋଷଣା କରିବାକୁ ଏକ ଆବେଦନ ଉପରେ ଗୋଟିଏ ପୃଷ୍ଠାର ସତ୍ୟପାଠ ଦାଖଲ କରିବାକୁ ନେଇ କେନ୍ଦ୍ରକୁ ତାଗିଦ୍‌ କରିଛନ୍ତି।…

ବେବିବମ୍ପ ଦେଖାଇ ରାଖୀ କହିଲେ- ‘ବାହୁବଳୀ ଆସୁଛି’

ବମ୍ବେ: ମୁଁ ମା’ ହେବାକୁ ଯାଉଛି। ଖୁବ୍‌ଶୀଘ୍ର ସେ ଜଣେ ‘ବାହୁବଳୀ’ଙ୍କୁ ଜନ୍ମ ଦେବେ। ଏପରି କହି ଚର୍ଚ୍ଚାରେ ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସୋସିଆଲ ମିଡିଆରେ ତାଙ୍କ ବେବିବମ୍ପ ଥିବା ଭିଡିଓ ମଧ୍ୟ ଭାଇରାଲ ହେଉଛି। ପ୍ରଥମେ ପ୍ରଶଂସକ ରାଖୀଙ୍କ…

ରାଜ୍ୟ ସରକାରଙ୍କୁ ଭାଙ୍ଗି ଲୋକତନ୍ତ୍ର ଉପରେ ଆକ୍ରମଣ କରୁଛି ଭାଜପା, କହିଲେ ପଓ୍ବାର…

ମୁମ୍ବାଇ, ୧୨।୭ : ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନସିପି)ମୁଖ୍ୟ ଶରଦ ପୱାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ବହୁ ରାଜ୍ୟ ସରକାରଙ୍କୁ ଅସ୍ଥିର କରିବା ପାଇଁ ଉଦ୍ୟମ କରାଯାଉଛି। ଲୋକମାନେ କ୍ଷମତାରେ ଥିବା ଲୋକମାନଙ୍କୁ ସେମାନଙ୍କ ଭଳି ବ୍ୟବହାର…

୧୧୦ରେ ଇଂଲଣ୍ଡ ଅଲଆଉଟ୍‌

ଲଣ୍ଡନ,୧୨।୭: ଟି୨୦ ସିରିଜରେ ଇଂଲଣ୍ଡକୁ ପରାଜିତ କରିବା ପରେ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇଛି। ଏହାର ଝଲକ୍‌ ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରୁ ସ୍ପଷ୍ଟ ହୋଇଛି। ମଙ୍ଗଳବାର ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଭାରତୀୟ ବୋଲରମାନେ ଇଂଲଣ୍ଡ ବ୍ୟାଟ୍ସମ୍ୟାନଙ୍କୁ…

ଇଂଲଣ୍ଡ ବ୍ୟାଟିଂ ଲାଇନ୍‌ ବିପର୍ଯ୍ୟସ୍ତ, ଭାରତ ପାଇଁ ବିଜୟ ଲକ୍ଷ୍ୟ ୧୧୧ ରନ୍‌…

ଲଣ୍ଡନ, ୧୨।୭ : ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ୍‌ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଲଣ୍ଡନର କେନିଂଟନ୍‌ ଓଭାଲରେ ଖେଳାଯାଉଥିବା ଏହି ଏକ ଦିବସୀୟ ମ୍ୟାଚ୍‌ରେ ଭାରତ ଟସ୍‌ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଭାରତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri