Home

‘ଆଇଡି କାର୍ଡ ମାଗିଲି ବୋଲି ଚାପୁଡ଼ା ମାରିଲେ’

ନୂଆଦିଲ୍ଲୀ,୧୨।୭: ଟୋଲ୍‌ ପ୍ଲାଜା କର୍ମଚାରୀଙ୍କୁ ଚାପୁଡ଼ା ମାରି ଚର୍ଚ୍ଚାରେ ବିଶ୍ୱ ରେସଲିଂ ଏଣ୍ଟରଟେନ୍‌ମେଣ୍ଟ(ଡବ୍ଲ୍ୟୁଡବ୍ଲ୍ୟୁଇ)ର ପୂର୍ବତନ ଚାମ୍ପିଅନ ଦଲୀପ ସିଂ ରାଣା ଓରଫ ‘ଦି ଗ୍ରେଟ୍‌ ଖଲି’। ଖଲିଙ୍କ ସହ ଫଟୋ ଉଠାଇବାକୁ ଚାହୁଁଥିବା ବେଳେ ଏଭଳି ଘଟଣା ଘଟିଥିବା କୁହାଯାଉଛି। ହେଲେ…

ଏମଭିଏରେ ଫାଟ !…

ମୁମ୍ବାଇ, ୧୨।୭ : ମହାରାଷ୍ଟ୍ରର ନୂତନ ମୁଖ୍ୟମନ୍ତ୍ରୀ ତଥା ଶିବସେନାର ବିଦ୍ରୋହୀ ବିଧାୟକ ଦଳର ସମର୍ଥିତ ନେତା ଏକନାଥ ଶିନ୍ଦେ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ରାଷ୍ଟ୍ରପତି ନିର୍ବାଚନ ପାଇଁ ତାଙ୍କ ଦଳ ଏନଡିଏର ପ୍ରାର୍ଥୀ ଦ୍ରୌପଦୀ…

ପ୍ରଥମ ଦିନିକିଆରୁ ବାଦ୍‌ ପଡ଼ିଲେ, ଶ୍ରେୟସଙ୍କୁ ସୁଯୋଗ

ଲଣ୍ଡନ,୧୨।୭: ଇଂଲଣ୍ଡ ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମୁକାବିଲା ମଙ୍ଗଳବାର ଖେଳାଯାଉଛି। ତେବେ ଏହି ମ୍ୟାଚ୍‌ରେ ଦଳରୁ ବାଦ୍‌ ପଡ଼ିଛନ୍ତି ବିରାଟ କୋହଲି। ପ୍ରଥମେ ଖରାପ ଫର୍ମ ଆଉ ଏବେ ଆହତ ସମସ୍ୟା କାରଣରୁ ତାଙ୍କୁ ଦଳରୁ…

ବ୍ୟାକ୍‌ଫୁଟ୍‌ରେ ଇଂଲଣ୍ଡ: ଖାତା ଖୋଲିବାକୁ ଦେଉନାହାନ୍ତି ବୁମ୍‌ରା-ଶାମି

ନୂଆଦିଲ୍ଲୀ,୧୨।୭: ଇଂଲଣ୍ଡ ବିପକ୍ଷରେ ମଙ୍ଗଳବାର ଖେଳାଯାଉଥିବା ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ବୋଲର୍‌ଙ୍କ ଜବରଦସ୍ତ ବୋଲିଂ ଦେଖିବାକୁ ମିଳିଛି। ଦ୍ରୁତ ବୋଲର ମହମ୍ମଦ ଶାମି ଏବଂ ଜସପ୍ରିତ ବୁମ୍‌ରା ପ୍ରାରମ୍ଭରୁ ଇଂଲଣ୍ଡ ଖେଳାଳିମାନଙ୍କୁ ପ୍ୟାଭିଲିୟନ ଫେରାଇଛନ୍ତି। ପରିଣାମସ୍ବରୂପ ଦଳ ୭ ରନ୍‌…

ମୌସୁମୀ ଅଧିବେଶନ ପୂର୍ବରୁ ଜୁଲାଇ ୧୭ରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୧୨।୭: ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ କେନ୍ଦ୍ର ସରକାର ଏକ ସର୍ବଦଳୀୟ ବୈଠକ ଡକାଇଛନ୍ତି। ଜୁଲାଇ ୧୭ରେ ସକାଳ ୧୧ଟାରେ ଏକ ସର୍ବଦଳୀୟ ବୈଠକ ବସିବ। ମଙ୍ଗଳବାର ଏନେଇ ସୂଚନା ମିଳିଛି। ସୂଚନାଯୋଗ୍ୟ, ସଂସଦର ମୌସୁମୀ ଅଧିବେଶନ ଜୁଲାଇ…

ରାଷ୍ଟ୍ରପତି ନିର୍ବାଚନରେ ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବେ ଉଦ୍ଧବ

ମୁମ୍ବାଇ,୧୨।୭: ରାଷ୍ଟ୍ରପତି ନିର୍ବାଚନରେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ଉଦ୍ଧବ ଠାକରେ ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ଏନେଇ ଉଦ୍ଧବ ଠାକରେ ଘୋଷଣା କରିଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ଉଦ୍ଧବ ଶିବସେନା ପକ୍ଷରୁ ସମର୍ଥନର ଘୋଷଣା କରିଛନ୍ତି। ସେ କହିଛନ୍ତି, ଶିବସେନା…

ବ୍ରିଟେନରେ ବଢୁଛି ତାପମାତ୍ରା, ଅତ୍ୟଧିକ ଗରମ ଚେତାବନୀ

ଲଣ୍ଡନ,୧୨ା୭: ଇଂଲଣ୍ଡ ଏବଂ ଓ୍ବେଲ୍ସରେ ତାପମାତ୍ରା ୩୦ ଡିଗ୍ରୀ ସେଲସିୟସ୍‌ରୁ ଅଧିକ ହେବ ବୋଲି ବ୍ରିଟେନ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗର ଡେପୁଟି ମୁଖ୍ୟ ପାଣିପାଗ ବିଶେଷଜ୍ଞ ରେବିକା ଶେର୍‌ଓ୍ବିନ୍‌ କହିଛନ୍ତି, ଆସନ୍ତା ସପ୍ତାହରେ…

ଦ୍ରୌପଦୀଙ୍କୁ ସମର୍ଥନ ଦେବେ ଶିନ୍ଦେଙ୍କ ସମର୍ଥକ

ମୁମ୍ବାଇ,୧୨।୭: ଦେଶରେ ରାଷ୍ଟ୍ରପତି ନିର୍ବାଚନକୁ ନେଇ ରାଜନୀତି ବେଶ୍‌ ସରଗରମ ରହିଛି। ରାଷ୍ଟ୍ରପତି ନିର୍ବାଚନରେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଶିବସେନା ସମ୍ପୂର୍ଣ୍ଣ ସମର୍ଥନ କରିବ। ଏନେଇ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ମଙ୍ଗଳବାର ଘୋଷଣା କରିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ…

‘ସଂସାର’ ଜରିଆରେ ଫେରୁଛନ୍ତି ମନ୍ଦିରା

ବମ୍ବେ: ପୁଣି ଥରେ ଟେଲି ପରଦାକୁ ଫେରୁଛନ୍ତି ମନ୍ଦିରା ବେଦୀ। ଏକତା କପୁରଙ୍କ ଶୋ’ ‘ସଂସାର’ରେ ସେ ନଜର ଆସିବେ। ଏହା ଏକ ପାରିବାରିକ ଡ୍ରାମା। ୧୯୯୪ରେ ରିଲିଜ ହୋଇଥିବା କରିସ୍ମା କପୁର ଏବଂ ଗୋବିନ୍ଦାଙ୍କ ଫିଲ୍ମ ରାଜା ବାବୁର କାହାଣୀ…

ଶ୍ରୀଲଙ୍କାଙ୍କୁ ୪୪ହଜାର ମେଟ୍ରିକ୍‌ ଟନ୍‌ ୟୁରିଆ ପଠାଇଲା ଭାରତ

ନୂଆଦିଲ୍ଲୀ,୧୨।୭: ଶ୍ରୀଲଙ୍କାରେ ଆର୍ଥିକ ଓ ରାଜନୈତିକ ସଙ୍କଟ ଜାରି ରହିଛି। ଆର୍ଥିକ ସଙ୍କଟ ଯୋଗୁ ଦରଦାମ୍‌ ବୃଦ୍ଧି ପାଇବା ସହ ଘୋର ଅଭାବର ଶୀକାର ହେଉଛନ୍ତି ଦେଶବାସୀ। ଫଳରେ ମାନବିକତା ଦୃଷ୍ଟିରୁ ଭାରତ ଲଗାତର ଭାବେ ଶ୍ରୀଲଙ୍କାକୁ ସାହାଯ୍ୟର ହାତ ବଢ଼ାଉଛି।…

ଟସ୍‌ ଜିତିଲା ଭାରତ, ବୋଲିଂ ନିଷ୍ପତ୍ତି…

ଲଣ୍ଡନ, ୧୨।୭ : ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ୍‌ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଲଣ୍ଡନର କେନିଂଟନ୍‌ ଓଭାଲରେ ଖେଳାଯାଉଥିବା ଏହି ଏକ ଦିବସୀୟ ମ୍ୟାଚ୍‌ରେ ଭାରତ ଟସ୍‌ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ…

ମୋଦିଙ୍କ କଟାକ୍ଷ, ମାଗଣା ବିଦ୍ୟୁତ୍‌ ପ୍ରତିଶ୍ରୁତିରେ ଶର୍ଟ ସର୍କିଟ ହେବା ନିଶ୍ଚିତ…

ରାଞ୍ଚି, ୧୨।୭ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଝାଡଖଣ୍ଡକୁ ବିମାନବନ୍ଦର, ଏଆଇଏମଏସ ସମେତ ୧୬୮ ଶହ କୋଟି ଟଙ୍କା ମୂଲ୍ୟର ଅନେକ ଯୋଜନାର ଉପହାର ପ୍ରଦାନ କରିଛନ୍ତି। ବାବା ବୈଦ୍ୟନାଥଙ୍କୁ ପ୍ରାର୍ଥନା କରିବା ପରେ ସାଧାରଣ ସଭାରେ ସମ୍ବୋଧିତ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri