Home

କେବେ ସରିବ ଇରାନ-ଇସ୍ରାଏଲ ଯୁଦ୍ଧ? ଇରାନ ପ୍ରଧାନମନ୍ତ୍ରୀ ଦେଲେ ବଡ଼ ଅପଡ଼େଟ୍

ତେହରାନ,୩୧।୩: ଇରାନ-ଇସ୍ରାଏଲ ବିବାଦ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି, ତଥାପି ମିଶାଇଲ୍ ଏବଂ ଡ୍ରୋନର ଆକ୍ରମଣ କମିବାର କୌଣସି ସଙ୍କେତ ଦେଖାଯାଉନାହିଁ । ଆମେରିକା କିମ୍ବା ଇସ୍ରାଏଲ ପଛକୁ ହଟିବାକୁ ପ୍ରସ୍ତୁତ ନାହାଁନ୍ତି, ଏବଂ ଇରାନ ମଧ୍ୟ ପ୍ରତିଶୋଧ ନେବାକୁ…

ଇଣ୍ଡୋନେସିଆରେ ବୁଡ଼ିଲା ଡଙ୍ଗା, ୨୭ ନିଖୋଜ

ଜାକର୍ତ୍ତା,୩୧।୩: ଇଣ୍ଡୋନେସିଆର ଏକ ଦୁର୍ଗମ ଗ୍ରାମକୁ ଯାଉଥିବା ଏକ ଡଙ୍ଗା ଖରାପ ପାଗରେ ଫସିଯିବା ପରେ ବୁଡ଼ି ଯାଇଥିବା ଖବର ମିଳିଛିା। ଏହି ଘଟଣାରେ ୨୭ ଜଣ ଲୋକ ନିଖୋଜ ଅଛନ୍ତି, ଏବଂ ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାରକାରୀ ଦଳ ନିୟୋଜିତ…

୪ ବର୍ଷ ହେଲା ସରୁନାହିଁ ପାନୀୟଜଳ ପ୍ରକଳ୍ପ କାମ: ପାଣି ପାଇଁ ଡହଳବିକଳ ଗ୍ରାମବାସୀ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଭରସୁଜା ପଞ୍ଚାୟତ ପିପିଲିପାଲିରେ ପୋଖରୀ, ନାଲା ଶୁଖିଲା ପଡିଛି। ଏପରି ଗ୍ରାମର ନଳକୂପରୁ ପାଣି ବାହାରୁ ନାହିଁ। ଏଭଳି ପରିସ୍ଥିତିରେ ପାଣି ପାଇଁ ଗ୍ରାମବାସୀ ଡହଳବିକଳ ହେଉଥିବା ଅଭିଯୋଗ କରିଛନ୍ତି। ଲୋଇସିଂହା ବ୍ଲକରେ ଅନୁଷ୍ଠିତ…

ଭାରତ ଆସୁଥିବା ଇରାନୀ ବିମାନକୁ ଟାର୍ଗେଟ କଲା ଆମେରିକା, ବିଶ୍ବରେ ଚହଳ

ତେହରାନ,୩୧।୩: ଇରାନର ମଶାଦ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାର୍କିଂ ହୋଇଥିବା ଏକ ମହାନ ଏୟାରର ଏକ ବିମାନ ଆମେରିକା ଏୟାରଷ୍ଟ୍ରାଇକର ଶିକାର ହୋଇଛି । ରିପୋର୍ଟ ଅନୁସାରେ, ମଶାଦ ବିମାନବନ୍ଦରରେ ଆମେରିକା ଆକ୍ରମଣ ସମୟରେ ଭାରତ ଅଭିମୁଖେ ଯାଉଥିବା ଏକ ଇରାନୀ ବେସାମରିକ…

ସରକାରୀ ବସ୍‌ଷ୍ଟାଣ୍ଡ୍‌, ମିଳୁନି ମୌଳିକ ସେବା: ଯାତ୍ରୀ ହଟହଟା

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକଶିତ ହେଉଛି। ରାସ୍ତାଘାଟ ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଡ୍ରେନ୍‌ ନିର୍ମାଣ କରାଯାଉଛି। ଏଥିପାଇଁ ଅନେକ ଗରିବ ଖଟିଖିଆ ଲୋକଙ୍କୁ ସେମାନଙ୍କ ଉଠା ଦୋକାନ, ଘର ହରାଇବାକୁ ପଡୁଛି। ଅନ୍ୟପଟେ ସହରରେ ଏଭଳି ସମସ୍ୟା ରହିଛି, ଯେଉଁଠି…

ବିମାନର ଏମର୍ଜେନ୍ସି ଗେଟ୍‌ ଖୋଲୁଥିଲେ ଯାତ୍ରୀ, ପଚାରିବାରୁ ଏମିତି କହିଲେ, ସମସ୍ତେ ଆଶ୍ଚର୍ଯ୍ୟ

ବାରାଣସୀ, ୩୧ା୩:ବେଙ୍ଗାଲୁରୁରୁ ବାରାଣସୀ ଅଭିମୁଖେ ଶନିବାର ରାତିରେ ଆସୁଥିବା ଇଣ୍ଡିଗୋ ବିମାନ (୬ଇ-୧୮୫) ଭିତରେ ଘଟିଛି ହାଇଡ୍ରାମା। ଜଣେ ୨୬ ବର୍ଷୀୟ ଯାତ୍ରୀଙ୍କ ଉନ୍ମତ୍ତକାଣ୍ଡ ଯୋଗୁ ୧୦୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କ ଜୀବନ ସଙ୍କଟରେ ପଡ଼ିଥିଲା। ବାରାଣସୀର ଲାଲ ବାହାଦୁର ଶାସ୍ତ୍ରୀ ଅନ୍ତର୍ଜାତୀୟ…

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ ଏକପାଖିଆ ପ୍ରତିଯୋଗିତାରେ ଚେନ୍ନାଇ ସୁପର କିଙ୍ଗସ୍‌କୁ ୮ ଉଇକେଟରେ ପରାସ୍ତ କରିଥିଲା। ନୂତନ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ କୋରାପୁଟ ଅଞ୍ଚଳକୁ ଚାଲାଣ ହେଉଥିଲା। ଯୁବକ ଜଣକ କୋରାପୁଟ ବଡଦେଉଳା ଗ୍ରାମର ସମିୟ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି। ଜବାହାରଲାଲ ନେହେରୁ ଦେଶର ପ୍ରଧାନମନ୍ତ୍ରୀ ଥିବାବେଳେ ବିଜୁ ବାବୁଙ୍କୁ ନିଜ କାର୍ଯ୍ୟାଳୟକୁ ଡକାଇଥିଲେ।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ କେନ୍ଦ୍ରାପଡ଼ା ଏମ୍‌ପି ବୈଜୟନ୍ତ ପଣ୍ଡା ପ୍ରତିକ୍ରିୟା ଦେଇଛନ୍ତି। ସେ ଏକ୍ସରେ କହିଛନ୍ତି, ବିଜୁ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ ରବିବାର ସକାଳେ ଶେରଗଡ ବସଷ୍ଟାଣ୍ଡରୁ ଉଦ୍ଧାର କରିଥିଲେ। ତାଙ୍କୁ ଅପହରଣ ଓ ବଳାତ୍କାର…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ ଯୁଦ୍ଧ ଶୀଘ୍ର ଶେଷ ହେବ। ଏହି କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ମୋଦି ଯେଉଁ ଭୂମିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?