Home

‘ଜଓ୍ବାଦ’ କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳୁନି ସହାୟତା

ବେଗୁନିଆ,୨୩ା୫(ଡି.ଏନ୍‌.ଏ.): ସାମୁଦ୍ରିକ ଝଡ଼ ‘ଜଓ୍ବାଦ’ରେ ପ୍ରଭାବିତ ହୋଇଥିଲେ ଚାଷୀକୁଳ। ଧାନ ଓ ପରିବା ଫସଲ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା। ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳର ଚାଷୀଙ୍କ ଫସଲ ଅଧିକ କ୍ଷତିଗ୍ରସ୍ତ ହୋଇଥିଲା। ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ସହାୟତା…

ବାଇପାସ୍‌ ରାସ୍ତା ନ ଥିବାରୁ ଚିନ୍ତା

ନୟାଗଡ଼ ଅଫିସ,୨୩।୫: ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥର ନୟାଗଡ଼ ଓ ଦଶପଲ୍ଲା ଏବଂ ନୟାଗଡ଼- ନାଉଖାଲ ୨୧ ନଂ. ରାଜ୍ୟ ରାଜପଥର ଶରଣକୁଳ ଅଞ୍ଚଳରେ ବାଇପାସ ନିର୍ମାଣ ପାଇଁ ଦାବି ହୋଇ ଆସୁଛି। ହେଲେ ବିଭାଗୀୟ କର୍ତ୍ତୃପକ୍ଷ ଏ ସଂକ୍ରାନ୍ତରେ…

ଭାସିଗଲା ଡାଇଭର୍ସନ ରୋଡ

ନୂଆଗାଁ,୨୩।୫ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ୫୭ ନଂ. ଜାତୀୟ ରାଜପଥ ସୋରଡାଠାରୁ ଗୌଡ ଚାଞ୍ଚେରାପଲୀ ଦେଇ ଯାଇଥିବା ଆର.ଡି. ରାସ୍ତାର ନିର୍ମାଣ କାର୍ଯ୍ୟ ଚାଲିଛି। ହେଲେ ଡାହୁକା ନଦୀରେ ଶନିବାର ସାମାନ୍ୟ ପାଣି ଆସିବା ଫଳରେ ଡାଇଭର୍ସନ ରୋଡ ଧୋଇ…

ଡମ୍ପିଂୟାର୍ଡ ହେଲାନି, ବର୍ଜ୍ୟବସ୍ତୁ ପରିଚାଳନା ଦିଗହରା

ଜଗତ୍‌ସିଂହପୁର ଅଫିସ,୨୩ା୫: ଜଗତ୍‌ସିଂହପୁର ଜିଲାରେ ବର୍ଜ୍ୟବସ୍ତୁ ପରିଚାଳନା ଦିଗହରା ହୋଇପଡ଼ିଛି। ଜୈବ ବର୍ଜ୍ୟବସ୍ତୁଗୁଡିକୁ ୪୮ ଘଣ୍ଟା ଭିତରେ ନଷ୍ଟ କରିବାକୁ ନିର୍ଦ୍ଦେଶ ଥିଲେ ସୁଦ୍ଧା ତାହା ପାଳନ କରାଯାଉ ନାହିଁ। ଜିଲାର ଏକାଧିକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ (ସିଏଚ୍‌ସି) ଗଦା ଗଦା ବିପଜ୍ଜନକ…

ପାର୍କିଂରେ ଥିବା ୫ କାର୍‌ ଜାଳିଦେଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୨୩ା୫(ଡି.ଏନ୍‌.ଏ.): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଟାଉନହଲ ପରିସର ପାର୍କିଂରେ ନିଆଁ ଲାଗି ଏଠାରେ ରଖାଯାଇଥିବା ୫ଟି କାର୍‌ ସମ୍ପୂର୍ଣ୍ଣ ଜଳିଯାଇଛି। ଅଧିକାଂଶ କାର୍‌ ଅଧା ଜଳିଯାଇଛି। ନିଆଁ ଲାଗିବାର କାରଣ ବର୍ତ୍ତମାନ ଯାଏ ଅସ୍ପଷ୍ଟ ରହିଛି। ପାରିପାର୍ଶ୍ୱିକ ସ୍ଥିତିକୁ…

ଶପଥ ନେଲେ ଆନ୍ଥୋନୀ, କ୍ୱାଡ୍‌ ସମ୍ମିଳନୀରେ ଯୋଗ ଦେବେ…

ମେଲବୋର୍ନ, ୨୩।୫ : ଟୋକିଓରେ ଅନୁଷ୍ଠିତ କ୍ୱାଡ ସମ୍ମିଳନୀ ପୂର୍ବରୁ ଅଷ୍ଟ୍ରେଲିଆର ଲେବର ପାର୍ଟିର ନେତା ଆନ୍ଥୋନୀ ଆଲବାନେସ ଅଷ୍ଟ୍ରେଲିଆର ନୂତନ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଆନ୍ଥୋନୀ ଅଷ୍ଟ୍ରେଲିଆର ୩୧ତମ ପ୍ରଧାନମନ୍ତ୍ରୀ ହୋଇଛନ୍ତି। ଆନ୍ଥୋନୀ ଆଲବାନିସ ଟୁଇଟରରେ ଲେଖିଛନ୍ତି…

ଗଛରେ ପିଟିହେଲା ବରଯାତ୍ରୀ ଗାଡ଼ି: ୨ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ଠାକୁରମୁଣ୍ଡା,୨୩ା୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା- ଆନନ୍ଦପୁର ରାସ୍ତାର ତରାମରା ନାଳ ପୋଲ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ବରଯାତ୍ରୀ ନେଇ ଫେରୁଥିବା ବୋଲେରୋଟି ରାସ୍ତାକଡ଼ ଗଛରେ ପିଟି ହୋଇଯିବାରୁ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଡ୍ରାଇଭର ଗୁରୁତର…

ହୀରାକୁଦର ଆବଦ୍ଧ ମାଛଚାଷ ସଫଳ ମଡେଲ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ଆବଦ୍ଧ ମାଛଚାଷ ବା କେଜ୍‌ ଫିସ୍‌ କଲ୍‌ଚର ଏକ ସଫଳ ମଡେଲ୍‌। ଏହା ଖୁବ୍‌ଶୀଘ୍ର ରାଜ୍ୟର ମଧୁର ପାଣି ମାଛ ଉତ୍ପାଦନକୁ ବହୁ ପରିମାଣରେ ବୃଦ୍ଧି କରିବ। ଉଭୟ କ୍ଷେତ୍ର ପରିଦର୍ଶନ ଏବଂ ଉଚ୍ଚସ୍ତରୀୟ ସମୀକ୍ଷା ପରେ…

୫ ବର୍ଷରେ ମଲେଣି ୪୦୯ ହାତୀ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବଢ଼ି ଚାଲିଛି ହାତୀ ମୃତ୍ୟୁ। କେତେବେଳେ ବିଦ୍ୟୁତ ତାର ଲାଗି ହାତୀଙ୍କ ମୃତ୍ୟୁ ଘଟୁଛି ତ ଆଉ କେତେବେଳେ ବିଷ ଖାଇ, ଟ୍ରେନ ଧକ୍କାରେ, ଶିକାରୀଙ୍କ ଗୁଳି ଓ ରୋଗରେ ଜୀବନ ଯାଉଛି। ଓଡ଼ିଶା ବନ୍ୟପ୍ରାଣୀ…

ଏକଲପୁର ଫେରିଘାଟକୁ ନେଇ ବିବାଦ

ମହାକାଳପଡ଼ା,୨୩ା୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କଂସାର ଓ କଂସାର ବଡ଼ଦାଣ୍ଡୁଆ ପଞ୍ଚାୟତର ଗୋବରୀ ନଦୀ ଏକଲପୁର ଫେରିଘାଟରେ ଦୈନଦିନ ଯାତାୟାତ ପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ଫେରିଘାଟ ନିଲାମ କରାଯାଇଥାଏ। ଏହି ନିଲାମ ଅର୍ଥ ପଞ୍ଚାୟତର ବିଭିନ୍ନ ଉନ୍ନୟନ କାର୍ଯ୍ୟରେ…

କରୋନା ଯୋଗୁ ପ୍ରତି ୩୩ ଘଣ୍ଟାରେ ୧୦ ଲକ୍ଷ ଗରିବ, ୩୦ ଘଣ୍ଟାରେ ଜଣେ ନୂଆ ବିଲିୟନେୟାର…

ଡାଭୋସ, ୨୩।୫ : ସ୍ବିଜରଲାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମର ବାର୍ଷିକ ବୈଠକ ପାଇଁ ସମଗ୍ର ବିଶ୍ୱରୁ ଧନୀ ଏବଂ ଶକ୍ତିଶାଳୀ ବ୍ୟକ୍ତିମାନେ ଏଠାରେ ପହଞ୍ଚିଛନ୍ତି। ଏହି ଅବସରରେ ଓକ୍ସଫାମ ଇଣ୍ଟରନ୍ୟାଶନାଲ ସୋମବାର କହିଛି ଯେ କରୋନା ମହାମାରୀ ସମୟରେ ପ୍ରତି…

କୃଷି ଉପକରଣ ସବ୍‌ସିଡି ଆତ୍ମସାତ୍‌

କେନ୍ଦ୍ରାପଡ଼ା ଅଫିସ,୨୩ା୫: ରାଜ୍ୟ ଓ କେନ୍ଦ୍ର ସରକାର କୃଷି ଓ କୃଷକଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ଚାଷୀଙ୍କୁ ରିହାତି ଦରରେ ପମ୍ପସେଟ୍‌, ସ୍ପ୍ରେୟରଠାରୁ ଆରମ୍ଭ କରି ଟ୍ରାକ୍ଟର, ପାୱାରଟିଲର, ହାର୍ଭେଷ୍ଟର ଆଦିରେ ପୂର୍ବରୁ କେନ୍ଦ୍ର ଓ ରାଜ୍ୟ ସରକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri