Home

ଭାଲୁକାହୁଡ଼ିରେ ବିକାଶ ଅପହଞ୍ଚ

ଯାଜପୁର ଅଫିସ/ରଗଡି (ଡି.ଏନ.ଏ.),୨୩ା୫: ଯାଜପୁର ଜିଲା ଗଠନକୁ ୨୯ ବର୍ଷ ପୂରିଛି। ଇତିମଧ୍ୟରେ ଜିଲାର ୭ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରାୟ ୨୨ ବର୍ଷ ଧରି ବିଜେଡି ଟିକେଟରେ ବହୁ ନେତା ପ୍ରତିନିଧିତ୍ୱ କରିଛନ୍ତି। କେତେଜଣ ବିଭିନ୍ନ ମନ୍ତ୍ରୀପଦରେ ଅଳଙ୍କୃତ ହୋଇଛନ୍ତି।…

ଜାପାନରେ ପ୍ରଧାନମନ୍ତ୍ରୀ, ଜୟ ଶ୍ରୀ ରାମ ସ୍ଲୋଗାନ…

ଟୋକିଓ, ୨୩।୫ : କ୍ୱାଡ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନରେ ପହଞ୍ଚିଛନ୍ତି। ଏହି ସମୟ ମଧ୍ୟରେ ଟୋକିଓରେ ପ୍ରବାସୀ ଭାରତୀୟଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରାଯାଇଛି। କ୍ୱାଡ ସମ୍ମିନଳୀରେ ଅଂଶଗ୍ରହଣ କରିବା ବ୍ୟତୀତ ପ୍ରଧାନମନ୍ତ୍ରୀ ଦୁଇ ଦିନିଆ…

କୋର୍ଟଙ୍କ ନିର୍ଦ୍ଦେଶରେ ସଞ୍ଜୟ, ପ୍ରଣବଙ୍କ ନାଁରେ ମାମଲା

ନବରଙ୍ଗପୁର,୨୩ା୫(ବି.ପ୍ର.): ଭାଜପା କର୍ମକର୍ତ୍ତା ଓ କର୍ମୀଙ୍କୁ ଗୋଇଠା ମାରିବା ଏବଂ ମହିଳାମାନଙ୍କୁ ଠେଲାପେଲା କରି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ଅଭିଯୋଗରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ଏବଂ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ନବରଙ୍ଗପୁର ଥାନାରେ…

ଘରକୁ ଗ୍ୟାସ୍‌ ଚାମ୍ବରରେ ପରିଣତ କରି ମା’,୨ ଝିଅଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୩।୫: ଦିଲ୍ଲୀର ବସନ୍ତ ବିହାର ଅଞ୍ଚଳରେ ଜଣେ ୫୫ ବର୍ଷୀୟ ମହିଳା ଓ ତାଙ୍କର ୩୦ ଓ ୨୬ ବର୍ଷର ଦୁଇ ଝିଅ ସେମାନଙ୍କ ଘରେ ଆତ୍ମହତ୍ୟା କରିଛନ୍ତି। ସେମାନଙ୍କ ଆତ୍ମହତ୍ୟା କରିବାର ଯୋଜନା ହୃଦୟ ବିଦାରକ। ସେମାନେ ନିଜ ଫ୍ଲାଟ୍‌କୁ…

ଆସାମରେ ହାଜତ ମୃତ୍ୟୁ

ଗୁଆହାଟୀ,୨୩।୫: ଆସାମର ନାଗାଁଓ ଜିଲାରେ ହାଜତ ମୃତ୍ୟୁ ଅଭିଯୋଗକୁ ନେଇ ଶନିବାର ଉତ୍ତ୍ୟକ୍ତ ଲୋକେ ଏକ ଥାନା ଉପରେ ଆକ୍ରମଣ କରିବା ସହ ନିଆଁ ଲଗାଇଦେଇଥିଲେ। ଏଥିରେ ୩ ଜଣ ଆହତ ହୋଇଥିଲେ। ଏହାର ଦିନକ ପରେ ହିଂସାକାଣ୍ଡରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କ…

‘ମିଛ ଧରାପଡ଼ିଲାଣି, ଭୁଲ ସ୍ବୀକାର କରନ୍ତୁ’

ପୁରୀ ଅଫିସ,୨୩।୫ :ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ପ୍ରଶାସନ ପକ୍ଷରୁ ରାତିଅଧରେ ଜିପିଆର୍‌ଏସ୍‌ ପରେ ତେଜିଛି ରାଜନୀତି। ପ୍ରକଳ୍ପ କାର୍ଯ୍ୟ ପାଇଁ ଜିପିଆର୍‌ଏସ୍‌ ହୋଇଥିବା ପୁରୀ ଏମ୍‌ପି ପିନାକୀ ମିଶ୍ର କହୁଥିବାବେଳେ ଏବେ ତାହା ମିଛ ପ୍ରମାଣିତ ହୋଇଛି ବୋଲି ଭାଜପା…

ମୁଦ୍ରାସ୍ଫୀତି, ୟୁକ୍ରେନ୍‌ ସମସ୍ୟା ପ୍ରମୁଖ ପ୍ରସଙ୍ଗ

ଡାଭୋସ୍‌, ୨୩ା୫: କରୋନା ମହାମାରୀ ଯୋଗୁ ପ୍ରାୟ ଅଢ଼େଇ ବର୍ଷର ବ୍ୟବଧାନ ପରେ ସୁଇଜରଲାଣ୍ଡର ଡାଭୋସ୍‌ ସହରରେ ବିଶ୍ୱ ଅର୍ଥନୈତିକ ଫୋରମ(ଡବ୍ଲ୍ୟୁଇଏଫ୍‌) ସମ୍ମିଳନୀ ରବିବାର ଆରମ୍ଭ ହୋଇଛି। ୫ ଦିନ ଧରି ଚାଲିବାକୁ ଥିବା ଏହି ବୈଠକର ଥିମ୍‌ ରହିଛି ‘ଓ୍ବାର୍କିଂ…

ସରକାର ବଦଳାଇପାରିବେ ଚାଷୀ

ଚଣ୍ଡିଗଡ଼,୨୩।୫: ଚାଷୀମାନେ ଚାହିଁଲେ ସରକାର ବଦଳାଇପାରିବେ। ଫସଲ ଉପରେ ସହାୟକ ମୂଲ୍ୟର ସାମ୍ବିଧାନିକ ଗ୍ୟାରେଣ୍ଟି ନ ପାଇବା ପର୍ଯ୍ୟନ୍ତ ଦେଶବ୍ୟାପୀ ଆନ୍ଦୋଳନ ଜାରି ରଖିବାକୁ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌) କୃଷକମାନଙ୍କୁ ଆହ୍ବାନ ଦେଇଛନ୍ତି। ଗଲଓ୍ବାନ ଉପତ୍ୟକା ସଂଘର୍ଷରେ…

ଏନ୍‌ଆଇଏଫ୍‌ଟି ପରୀକ୍ଷା ସର୍ବଭାରତୀୟ ସ୍ତରରେ କୋରାପୁଟ ଝିଅ ଅନ୍ବେଷା ଅର୍ପିତା

କୋରାପୁଟ,୨୩ା୫(ସ୍ବ.ପ୍ର.): ଏନ୍‌ଆଇଏଫ୍‌ଟି (ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫେଶନ ଟେକ୍ନୋଲୋଜି) ପରୀକ୍ଷାରେ ସର୍ବଭାରତୀୟ ସ୍ତରରେ ୬୨ତମ ର଼୍ୟାଙ୍କ ପାଇଛନ୍ତି କୋରାପୁଟ ଝିଅ ଅନ୍ବେଷା ଅର୍ପିତା ପାତ୍ର। ଏନେଇ ଅନ୍ବେଶାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ମିଳିଛି। ଅନ୍ବେଷା ଏହି ସଫଳତାର ଶ୍ରେୟ ବାପା ଅଞ୍ଜନ…

ମଧ୍ୟପ୍ରଦେଶରେ ଦିନକୁ ୨୯ ପିଲା ନିଖୋଜ

ନୂଆଦିଲ୍ଲୀ, ୨୩ା୫: ଦେଶରେ ଶିଶୁ ନିଖୋଜ ମାମଲା ଉଦ୍‌ବେଗଜନକ ସ୍ଥିତିରେ ରହିଛି। ବିଶେଷକରି ଉତ୍ତର ଭାରତର ୪ ପ୍ରମୁଖ ରାଜ୍ୟରେ ବହୁ ସଂଖ୍ୟାରେ ଶିଶୁ ଗାଏବ ହେଉଥିବା ଶିଶୁ ଅଧିକାର ଏନ୍‌ଜିଓ ଚାଇଲ୍ଡ ରାଇଟ୍ସ ଆଣ୍ଡ୍‌ ୟୁ (କ୍ରାଏ) ପକ୍ଷରୁ ରବିବାର…

ମୁହଁ ଢାଙ୍କିବାକୁ ବାଧ୍ୟହେଲୁ

କାବୁଲ, ୨୩ା୫ : ତାଲିବାନୀ କଟକଣା ଆଗରେ ଶେଷରେ ହାର ମାନିଛନ୍ତି ଆଫଗାନ୍‌ ମହିଳା। ଗତବର୍ଷ ଅଗଷ୍ଟ ୧୫ରେ ଦୁର୍ଦ୍ଧର୍ଷ ଆତଙ୍କବାଦୀ ସଙ୍ଗଠନ ତାଲିବାନ୍‌ କାବୁଲ ଦଖଲ କରିଥିବାବେଳେ ମହିଳାମାନେ ପ୍ରଥମେ ଦୃଢ଼ ବିରୋଧ କରିଥିଲେ। ନିକଟରେ ତାଲିବାନୀ ଶାସକ ମହିଳା…

ସ୍ମାର୍ଟ ସ୍କୁଲ୍‌ ପରିସରରେ ବୋମା

ରସୁଲପୁର,୨୩ା୫(ଡି.ଏନ.ଏ.): ୫-ଟି ରୂପାନ୍ତରଣ ପ୍ରକ୍ରିୟାରେ ସ୍ମାର୍ଟ ସ୍କୁଲ୍‌ ହୋଇଥିବା ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ କଲଣ ପଞ୍ଚାୟତର ମଧୁପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରୁ ରବିବାର ପୂର୍ବାହ୍ନରେ ଏକ ବୋମା ଠାବ କରାଯାଇଛି। ତେବେ ସ୍ଥାନୀୟ ଲୋକଙ୍କ ସହାୟତାରେ ବୋମାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri