Home

୮ ଘଣ୍ଟାର ପରିଶ୍ରମ ବେକାର: ୩୦୦ ଫୁଟ ବୋରଓ୍ବେଲ୍‌ରୁ ଉଦ୍ଧାର ଶିଶୁର ଚାଲିଗଲା ଜୀବନ

ଅମୃତସର,୨୨ା୫: ପଞ୍ଜାବର ହୋଶିଆରପୁର ଜିଲା ଗାଡ଼ିୱାଲା ଅଞ୍ଚଳର ବାଇରାମପୁର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ୩୦୦ ଫୁଟ ଗଭୀର ବୋରୱେଲ୍‌ରେ ପଡ଼ି ଜଣେ ୬ ବର୍ଷର ଶିଶୁଙ୍କର ମୃତ୍ୟୁ ଘଟିଛି। ଶିଶୁର ନାମ ହ୍ରିତିକ। ୮ ଘଣ୍ଟାର ସଂଘର୍ଷ ପରେ…

ସ୍କୁଲ ଛାତ୍ରୀଙ୍କୁ ମାଡ଼ମାରିବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୨୨ା୫: ଝାଡ଼ଖଣ୍ଡର ପାକୁରରେ ଜଣେ ସ୍କୁଲ ଛାତ୍ରୀଙ୍କୁ ଜନୈକ ଯୁବକ ଗୋଡ଼ାଇ ଗୋଡ଼ାଇ ପିଟୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍‌ ହେଉଛି। ଏହି ଭିଡିଓ ଭାଇରାଲ୍‌ ହେବା ପରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହି ବିଷୟକୁ…

ଶେଷ ଲିଗ୍‌ ମ୍ୟାଚ୍‌ରେ ଟସ୍‌ ଜିତିଲା ହାଇଦ୍ରାବାଦ

ମୁମ୍ବାଇ,୨୨।୫: ଆଇପିଏଲ ୨୦୨୨ର ଶେଷ ଲିଗ ମ୍ୟାଚ ଅର୍ଥାତ୍‌ ୭୦ ତମ ମ୍ୟାଚ ଖେଳାଯାଉଛି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ପଞ୍ଜାବ କିଙ୍ଗସ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ୍‌ରେ ହାଇଦ୍ରାବାଦ୍‌ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି।…

ଭାଜପାକୁ ବଡ଼ ଝଟ୍‌କା

କୋଲକତା,୨୨।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ପଶ୍ଚିମବଙ୍ଗ ଗସ୍ତର ଏକ ମାସ ମଧ୍ୟରେ ଭାରତୀୟ ଜନତା ପାର୍ଟିକୁ ରାଜ୍ୟରେ ଆଉ ଏକ ଝଟ୍‌କା ଲାଗିଛି। କୋଲକତାରେ ଦଳର ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ ଉପସ୍ଥିତିରେ ଭାଜପାର ଲୋକ ସଭା ଏମ୍‌ପି…

ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ୍‌:ଭାରତୀୟ ଦଳ ଘୋଷଣା

ମୁମ୍ବାଇ,୨୨।୫: ଆସନ୍ତା ମାସରେ ଦକ୍ଷିଣ ଆଫ୍ରିକା ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଏବଂ ଜୁଲାଇରେ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ମ୍ୟାଚ ପାଇଁ ଟିମ ଇଣ୍ଡିଆ ଘୋଷଣା କରାଯାଇଛି। ଟି-୨୦ ସିରିଜ ପାଇଁ କେ.ଏଲ ରାହୁଲଙ୍କୁ ଅଧିନାୟକ କରାଯାଇଛି। ଅଧିନାୟକ…

୨୦୩୦ ସୁଦ୍ଧା ଭାରତରେ ସର୍ବାଧିକ ହୃଦ୍‌ଘାତ ଜନିତ ମୃତ୍ୟୁ ହେବ, ଏହାର କାରଣ କହିଲେ ବିଶେଷଜ୍ଞ

ବେଙ୍ଗାଲୁରୁ,୨୨ା୫: ଜଣାଶୁଣା ହୃଦ୍‌ରୋଗ ବିଶେଷଜ୍ଞ ଡକ୍ଟର ସିଏନ ମଞ୍ଜୁନାଥ ଚେତାବନୀ ଦେଇଛନ୍ତି ଯେ, ଭାରତରେ ୨୦୩୦ ସୁଦ୍ଧା ବିଶ୍ୱରେ ସର୍ବାଧିକ ହୃଦ୍‌ଘାତ ଜନିତ ମୃତ୍ୟୁ ରେକର୍ଡ କରିବ। ଜୟଦେବ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ କାର୍ଡିଓ ଭାସ୍କୁଲାର୍‌ ସାଇନ୍ସ ଏବଂ ରିସର୍ଚ୍ଚ ହେଲ୍‌ଥ ମେଡିକନ…

ୟୁନିଫର୍ମ ସିଭିଲ କୋଡ୍‌ ଆଇନ ଆଣିବାକୁ ମୋଦିଙ୍କୁ ଅନୁରୋଧ କଲେ ରାଜ୍‌ ଠାକ୍‌ରେ

ପୁଣେ,୨୨।୫: ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୟୁନିଫର୍ମ ସିଭିଲ କୋଡ ଏବଂ ଜନସଂଖ୍ୟା ନିୟନ୍ତ୍ରଣ ଉପରେ ଏକ ଆଇନ ଆଣିବାକୁ ଅନୁରୋଧ କରିଛନ୍ତି। ତାଙ୍କ ଅଯୋଧ୍ୟା ଯାତ୍ରା ବାତିଲ କରିବା ପରେ ପୁଣେରେ…

ବହୁପ୍ରତୀକ୍ଷିତ ଫିଲ୍ମ ‘ଜୁଗ୍‌ ଜୁଗ୍‌ ଜିଓ’ର ଟ୍ରେଲର ରିଲିଜ୍‌

ବରୁଣ ଧାୱନ, କିଆରା ଆଡଭାନୀଙ୍କ ବହୁପ୍ରତୀକ୍ଷିତ ଫିଲ୍ମ ‘ଜୁଗ୍‌ ଜୁଗ୍‌ ଜିଓ’ର ଟ୍ରେଲର ଆଜି ରିଲିଜ୍‌ ହୋଇଛି। ଏହି ଫିଲ୍ମଟି ଏକ ପାରିବାରିକ ଡ୍ରାମା ଉପରେ ପର୍ଯ୍ୟବେସିତ ହୋଇଛି। ଦୁଇ ମିନିଟ ୫୬ ସେକେଣ୍ଡର ଏହି ଟ୍ରେଲରରେ ଗୋଟିଏ ପରିବାରର କାହାଣୀ…

‘ୟୁକ୍ରେନକୁ ବଞ୍ଚାଇବା ପାଇଁ ସବୁକିଛି କରିବୁ’

କିଭ୍‌,୨୨ା୫: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧକୁ ବର୍ତ୍ତମାନ ୪ମାସ ବିତିଗଲାଣି। ତଥାପି ଦୁଇ ଦେଶ ମଧ୍ୟରେ କୌଣସି ସମନ୍ବୟ ଦେଖାଯାଉ ନାହିଁ। ଉଭୟ ଦେଶ ପରସ୍ପର ଉପରେ ଘୋର ଆକ୍ରମଣ କରୁଛନ୍ତି। ଏଥି ସହିତ ରୁଷିଆ ଦାବି କରିଛି, ୟୁକ୍ରେନର ମାରିଉପୋଲ ଉପରେ…

‘ରାହୁଲ ବାବା ଇଟାଲୀ ଚଷମା କାଢ଼, ଜାଣିପାରିବ ୮ ବର୍ଷରେ କ’ଣ ହୋଇଛି’

ଇଟାନଗର,୨୨।୫: ଅରୁଣାଚଳ ପ୍ରଦେଶ ଗସ୍ତରେ ଆସିଥିବା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏକ କାର୍ଯ୍ୟକ୍ରମରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ରାହୁଲ ଗାନ୍ଧୀଙ୍କୁ ଉଦ୍ଦେଶ୍ୟରେ ଶାହା କହିଛନ୍ତି, ରାହୁଲ ବାବା, ଆଖି ଖୋଲନ୍ତୁ .. ଇଟାଲୀର ଚଷମା କାଢି ଭାରତୀୟ ଚଷମା ପିନ୍ଧନ୍ତୁ, ତେବେ…

ୟୁକ୍ରେନ୍‌ ପଛରେ ରହି ରୁଷିଆ ସହିତ ଆମେରିକା ଲଢୁଛି ଛାୟା ଯୁଦ୍ଧ…

ଓ୍ବାଶିଂଟନ, ୨୨।୫ : ରୁଷିଆ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ୪ ମାସରେ ପହଞ୍ଚିଛି। ତେବେ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ହେଉଛି ଯେ, ରୁଷିଆ ସହିତ ଆମେରିକା ଛାୟାଯୁଦ୍ଧ ଲଢୁଛି। ଆମେରିକା ୟୁକ୍ରେନ୍‌ ପଛରେ ରହି ଏଭଳି କରୁଛି। ୟୁକ୍ରେନ୍‌ କୁ ଅସ୍ତ୍ରଶସ୍ତ୍ର, ଟଙ୍କା…

ସଲମାନଙ୍କ ଏହି ନାୟିକାଙ୍କୁ ଏବେ ଖୋଜୁଛନ୍ତି ଦର୍ଶକ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲ୍‌ମାନ ଖାନ୍‌୍‌ଙ୍କ ସହ ଫିଲ୍ମ ‘ସନମ ବଓ୍ବେଫା’ରେ ନାୟିକା ଭାବେ କାମ କରିଥିବା ଚାନ୍ଦିନୀ ତଥା ନବୋଦିତା ଶର୍ମା ସେତେବେଳେ ଲକ୍ଷ ଲକ୍ଷ ଦର୍ଶକଙ୍କ ହୃଦୟରେ ରାଜ୍‌ କରୁଥିଲେ। ଦର୍ଶକେ ତାଙ୍କର ସୌନ୍ଦର୍ଯ୍ୟ ଏବଂ ଅଭିନୟ ଦ୍ୱାରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri