Home

ପସନ୍ଦର ବିଦ୍ୟାଳୟ ଯିବାକୁ ଚାଲିଛି ରାଜନୀତି

ଜଗତ୍‌ସିଂହପୁର ଅଫିସ,୧୧ା୭: ରାଜ୍ୟ ସରକାର କିଛି ବର୍ଷ ପ୍ରାଥମିକ ବିଦ୍ୟାଳୟସ୍ତରରେ ସମାନୁପାତିକ ଭିତ୍ତିରେ ଶିକ୍ଷକ ବଦଳି କରୁଥିଲେ। କିନ୍ତୁ ତାହା ବନ୍ଦ କରାଯାଇ ନୂଆ ବଦଳି ନିୟମ ଲାଗୁ କରାଯାଇଛି। ଏଥିରେ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟସ୍ତରରେ ଖାଲି ପଦବୀ ପୂରଣ…

ଭିତ୍ତିଭୂମି ଅଭାବରୁ ଶିକ୍ଷାଦାନ ବାଧାପ୍ରାପ୍ତ

ଜଗତ୍‌ସିଂହପୁର ଅଫିସ, ୧୧ା୭: ରାଜ୍ୟ ସରକାର ଶିକ୍ଷାର ବିକାଶ ଉପରେ ଗୁରୁତ୍ୱ ଦେଉଥିବା ନେଇ ପ୍ରଚାର ହେଉଛି। କିନ୍ତୁ ନିକଟସ୍ଥ ଆଳିପିଙ୍ଗଳ ସରକାରୀ ଉଚ୍ଚ ବିଦ୍ୟାଳୟଟି ଦୀର୍ଘ ବର୍ଷ ହେବ ଅବହେଳିତ ଅବସ୍ଥାରେ ରହିଛି। ଭିତ୍ତିଭୂମି ଅଭାବରୁ ଏଠାରେ ଶିକ୍ଷାଦାନ ବାଧାପ୍ରାପ୍ତ…

ସକ୍ରିୟ ମାମଲା ଲକ୍ଷେ ୩୦ ହଜାର ଟପିଲା…

ନୂଆଦିଲ୍ଲୀ, ୧୧।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ସ୍ବାସ୍ଥ୍ୟକେନ୍ଦ୍ର ବନ୍ଦ, ରୋଗୀ ହଇରାଣ

ନିରାକାରପୁର,୧୧ା୭(ଡି.ଏନ୍‌.ଏ.): ଶ୍ରୀକ୍ଷେତ୍ର ସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ରବିବାର ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିଲା। ତେବେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଶ୍ରଦ୍ଧାଳୁମାନେ ନୂଆ ଜଗନ୍ନାଥ ସଡ଼କରେ ନିରାକାରପୁର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଯାଇଥାନ୍ତି। କେତେଜଣ ଶ୍ରଦ୍ଧାଳୁ ରଣପୁରରୁ ପୁରୀକୁ ଯିବା…

ବଢ଼ି ଚାଲିଛି ସଂକ୍ରମଣ: ଆଜି ରାଜ୍ୟରୁ ୫୭୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ରାଜ୍ୟରୁ ସୋମବାର ୫୭୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୪,୦୭୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୩୬ ଜଣ ଚିହ୍ନଟ ହୋଇଥିବା…

୨୦୨୪ରେ ଏମଭିଏ ପୁଣି ମିଳିତ ଭାବେ ଲଢ଼ିବା ଆବଶ୍ୟକ, କହିଲେ ପଓ୍ବାର…

ମୁମ୍ବାଇ,୧୧।୭ : ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ପରେ ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ମହା ବିକାଶ ଅଘାଡ଼ିର ଭବିଷ୍ୟତ କେଉଁ ଦିଗକୁ ଯିବ ସେ ନେଇ ନାନା ଚର୍ଚ୍ଚା ଜାରି ରହିଛି। ଏପରିସ୍ଥଳେ ଏନସିପି ସୁପ୍ରିମୋ ଶରଦ ପୱାର କହିଛନ୍ତି ଯେ ମୋର…

ଭିତରକନିକା ଆର୍ଦ୍ରଭୂମିକୁ ଉଜାଡ଼ିବ ପ୍ରଦୂଷିତ ଜଳ

କେନ୍ଦ୍ରାପଡ଼ା ଅଫିସ,୧୧ା୭: ଭିତରକନିକା ଓ ଚିଲିକା ଆର୍ଦ୍ରଭୂମିର ଜଳ ପ୍ରଦୂଷଣ ସମ୍ପର୍କରେ ଜୁନ୍‌ ୩୦ ତାରିଖରେ ହାଇକୋର୍ଟରେ ଶୁଣାଣି ହୋଇଛି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ଆର.କେ. ପଟ୍ଟନାୟକଙ୍କ ଡିଭିଜନ ବେଞ୍ଚର ଏହି ଶୁଣାଣିରେ ଦୁଇ ଆର୍ଦ୍ରଭୂମି ଜଳ…

ଆସାମ ବନ୍ୟା: ୧୨ ଜିଲାର ୫ ଲକ୍ଷ ଲୋକ ପ୍ରଭାବିତ, ୧୯୨ ଜଣଙ୍କ ମୃତ୍ୟୁ

ଗୁଆହାଟି,୧୧ ।୭: ଦେଶର ପୂର୍ବୋତ୍ତର ରାଜ୍ୟରେ ଗତ କିଛିଦିନ ହେବ ଲାଗିରହିଥିବା ଲଗାଣ ବର୍ଷାରେ ବନ୍ୟା ସୃଷ୍ଟି ହୋଇଛି । କିଛି ରାଜ୍ୟରେ ଭୂସ୍ଖଳନ ଯୋଗୁ କେତେକ ଲୋକେ ପ୍ରାଣ ହରାଇଲେଣି । ଇତିମଧ୍ୟରେ ଆସାମରେ ବନ୍ୟା ଓ ଭୂସ୍ଖଳନରେ ସବୁଠାରୁ…

ବିବାଦରୁ ରାସ୍ତାରେ ବାଉଁଶ ବାଡ଼

ଗୋପ,୧୧।୭(ଡି.ଏନ୍‌.ଏ.): ଗୋପ ଥାନା ଅନ୍ତର୍ଗତ ଜଙ୍ଗଲବୋରି ପଞ୍ଚାୟତର ୬ ନମ୍ବର ଓ୍ବାର୍ଡରେ ଦୀର୍ଘଦିନ ଧରି ଯାଆଆସ କରୁଥିବା ଭୁରୁଭୁରା ଦଳିତ ସାହି ଗ୍ରାମରେ ୪ ଜଣ ଜମି ମାଲିକ ବାଉଁଶ ବାଡ଼ ପକାଇଥିବା ଅଭିଯୋଗ ହୋଇଆସୁଛି। ଗ୍ରାମରେ ରହୁଥିବା ୨୫ରୁ ଊଦ୍ଧର୍‌ବ…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ

ନୂଆଦିଲ୍ଲୀ,୧୧ା୭: ଜୁନ୍‌ ୨୩ରୁ ୨୯ ପର୍ଯ୍ୟନ୍ତ ହୋଇଥିବା ଜେଇଇ ମେନ ସେସନ-୧ ପରୀକ୍ଷାର ରେଜଲ୍ଟ ସୋମବାର ପ୍ରକାଶ ପାଇଛି । ଏନ୍‌ଟିଏର ଅଫିସିଆଲ ଓ୍ବେବ୍‌ସାଇଟ୍‌ jeemain.nta.nic.inରେ ପରୀକ୍ଷାର୍ଥୀ ସେମାନଙ୍କର ଫଳାଫଳ ଦେଖିପାରିବେ। ପ୍ରାୟ ୧୦ ଲକ୍ଷ ପରୀକ୍ଷାର୍ଥୀ ସେସନ-୧ ପରୀକ୍ଷା ଦେଇଥିଲେ…

ଟୁଇଟର ଡିଲ ଶେଷ: ମସ୍କଙ୍କୁ କୋର୍ଟକୁ ନେବ ଟୁଇଟର, ନ୍ୟୁୟର୍କର ସର୍ବୋଚ୍ଚ ଆଇନ ସଂସ୍ଥାକୁ ଦେଇଛି ଦାୟିତ୍ୱ

ୱାଶିଂଟନ,୧୧ ।୭: ଟୁଇଟର ଡିଲକୁ ନେଇ ସବୁଠି ଏବେ ଚର୍ଚ୍ଚା । ୪୪ ଅରବ ଡଲାରରେ ଟୁଇଟରକୁ କ୍ରୟ କରିବା ଡିଲ ଏବେ ଶେଷ ହୋଇଛି କହିଲେ ଚଳେ । ଏବେ ଏହାକୁ ନେଇ ଟେଲସା ତଥା ସ୍ପେସଏକ୍ସର ସିଇଓ ଏଲନ…

ବିଦ୍ୟୁତ୍‌ତାର ଲାଗି ହାତୀର ଜୀବନ ଗଲା

ନିରାକାରପୁର,୧୧ା୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଗୋଲବାଇ ଛକ ନିକଟରେ ବିଦ୍ୟୁତ୍‌ ତାର ଲାଗି ସୋମବାର ଏକ ହାତୀର ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ହାତୀଟି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଯାଇଥିଲା। ଫଳରେ ତା’ର ମୃତ୍ୟୁ ଘଟିଛି। ଏହି ମୃତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri