Home

ତ୍ରିରଙ୍ଗା ରଙ୍ଗରେ ସଜେଇ ହେଲା ଦେଶର ଐତିହାସିକ ସ୍ମାରକ, ପ୍ରାସାଦ

ନୂଆଦିଲ୍ଲୀ,୧୪ ।୮: ଦେଶ ପାଳନ କରୁଛି ସ୍ୱାଧିନତାର ୭୫ ବର୍ଷ ପୂର୍ତ୍ତି ସମାରୋହ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ‘ହର ଘର ତ୍ରିରଙ୍ଗା’ ଅଭିଯାନ ଆରମ୍ଭ କରାଯାଇଛି । ଏହାକୁ ନେଇ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ବିଭାଗ ପକ୍ଷରୁ…

ସ୍ୱାଧିନତା ଦିବସ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧୪ ।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସ୍ୱାଧିନତା ଦିବସର ପୂର୍ବ ସନ୍ଧ୍ୟାରେ ରବିବାର ଦେଶକୁ ସମ୍ବୋଧିତ କରିବେ । ରାଷ୍ଟ୍ରପତି ଭାବେ ରାଷ୍ଟ୍ର ଉଦ୍ଦେଶ୍ୟରେ ଏହା ତାଙ୍କର ପ୍ରଥମ ସମ୍ବୋଧନ ହେବ । ରାଷ୍ଟ୍ରପତି ଭବନ ପକ୍ଷରୁ ଜାରି ଏକ ବୟାନରେ…

ଏଆର୍‌ଓ୍ବାଇ ନ୍ୟୁଜ୍‌ର ଲାଇସେନ୍ସ ରଦ୍ଦ

ଇସଲାମାବାଦ,୧୩ା୮: ଏକ ଅପ୍ରତ୍ୟାଶିତ ପଦକ୍ଷେପରେ ପାକିସ୍ତାନ ଇଲେକ୍ଟ୍ରୋନିକ ମିଡିଆ ନିୟାମକ ପ୍ରାଧିକରଣ (PEMRA) ଏଆରଓ୍ବାଇ ନ୍ୟୁଜ୍‌ର ଅପରେଟିଂ ଲାଇସେନ୍ସକୁ ରଦ୍ଦ କରିଦେଇଛି। ଏହି ପଦକ୍ଷେପ ସହିତ ସରକାର ଚ୍ୟାନେଲକୁ ସ୍ଥାୟୀ ବନ୍ଦ ପାଇଁ ରାସ୍ତା ବି ସଫା କରିଛନ୍ତି। PEMRAର ୧୭୨…

ବୁଲେଟ୍‌ ଚୋରି କରି ମାଲିକଙ୍କୁ କାଙ୍ଗାଳ କରିଦେବାକୁ ଧମକ ଦେଉଛନ୍ତି ଦୁର୍ବୃତ୍ତ

ଗଞ୍ଜାମ,୧୩ା୮(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅନ୍ତର୍ଗତ ଗୋଖରକୁଦା ଗ୍ରାମରୁ ଗତ ୧ ତାରିଖରେ ସୁରେନ୍ଦ୍ର ସାହୁଙ୍କ ଓଡି ୦୭ ଏଜେ ୧୭୮୧ ନମ୍ବର ବିଶିଷ୍ଟ ନୂଆ ବୁଲେଟ୍‌କୁ କେହି ଦୁର୍ବୃତ୍ତ ଚୋରି କରି ନେଇଯାଇଛନ୍ତି। ବୁଲେଟ ମାଲିକଙ୍କ ଅଭିଯୋଗ ପରେ ଗଞ୍ଜାମ ଥାନା…

କେବଳ ଘରେ ତ୍ରିରଙ୍ଗା ଲଗାଇଲେ କେହି ହୋଇପାରିବେନି ଦେଶଭକ୍ତ, ମୋଦିଙ୍କୁ ଟାର୍ଗେଟ କଲେ ଉଦ୍ଧବ…

ମୁମ୍ବାଇ, ୧୩।୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ପ୍ରତି ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି। ଏହାକୁ ନେଇ ଶିବସେନା ନେତା ଉଦ୍ଧବ ଠାକରେ ମୋଦିଙ୍କୁ ଟାର୍ଗେଟ କରିଛନ୍ତିି। ସେ ମୋଦିଙ୍କୁ କଡ଼ା ସମାଲୋଚନା କରି କହିଛନ୍ତି ଯେ,…

ଓଡ଼ିଶାର ତାମ୍ପରା, ଅଂଶୁପା, ହୀରାକୁଦକୁ ରାମ୍‌ସର ମାନ୍ୟତା

ଭୁବନେଶ୍ୱର, ୧୩।୮(ବ୍ୟୁରୋ) – ଦେଶରେ ଆଉ ୧୧ ଆର୍ଦ୍ରଭୂମିକୁ କେନ୍ଦ୍ର ସରକାର ରାମସର୍‌ ମାନ୍ୟତା ଦେଇଛନ୍ତି। ଏଥିରେ ଓଡ଼ିଶାର ତିନୋଟି ସ୍ଥାନ ରହିଛି। ଉକ୍ତ ସ୍ଥାନଗୁଡ଼ିକ ହେଲା ବ୍ରହ୍ମପୁରର ତାମ୍ପରା ହ୍ରଦ, କଟକ ବାଙ୍କୀର ଅଂଶୁପା ହ୍ରଦ ଏବଂ ସମ୍ବଲପୁରର ହୀରାକୁଦ…

ମହାନଦୀ ପାଇଁ ବିପଦ ଛତିଶଗଡ଼ ବର୍ଷା; ବଢ଼ୁଛି ବନ୍ୟା ଆଶଙ୍କା

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଲଗାଣ ବର୍ଷା ଲାଗି ରହିଛି। ମହାନଦୀର ଉପରମୁଣ୍ଡ ଛତିଶଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହେଉଛି। ସେଠାରେ ଆସନ୍ତା ଦୁଇଦିନ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଛତିଶଗଡ଼ ବର୍ଷା ମହାନଦୀ…

ରାଜୁଙ୍କୁ ଶୁଣାଯାଉଛି ବିଗ୍‌ ବି ଅମିତାଭଙ୍କ ବାର୍ତ୍ତା; ପରିବାର କରୁଛି ପ୍ରାର୍ଥନା

ବମ୍ବେ: ହୃଦ୍‌ଘାତ ପରେ ଏବେ ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି ଲୋକପ୍ରିୟ କମେଡିଆନ ରାଜୁ ଶ୍ରୀବାସ୍ତବ। ଚାରି ଦିନ ହେଲାଣି ଦିଲ୍ଲୀ ଏମ୍‌ସର ଆଇସିୟୁରେ ତାଙ୍କର ଚିକିତ୍ସା ଚାଲିଛି। ସ୍ବାସ୍ଥ୍ୟରେ ସାମାନ୍ୟ ସୁଧାର ଆସିବା ପରେ ପାଇପ୍‌ ଜରିଆରେ ତାଙ୍କୁ…

ଅଗଷ୍ଟ ୧୫ରେ କାରାଗାରରୁ ମୁକୁଳିବେ ୬ କଏଦୀ

ବ୍ରହ୍ମପୁର ଅଫିସ,୧୩ା୮: ରାଜ୍ୟ ଆଇନ ବିଭାଗ ଚିଠି ନମ୍ବର ୮୯୫୧ କ୍ରମେ ବ୍ରହ୍ମପୁର ମଣ୍ଡଳକାରାଗାରରେ ସଜା କାଟୁଥିବା ୬ କଏଦୀଙ୍କୁ ଅଗଷ୍ଟ ୧୫ରେ ଜେଲରୁ ଛଡ଼ାଯିବ। କେନ୍ଦ୍ର ଗୃହ ବିଭାଗ ପକ୍ଷରୁ ‘ଆଜାଦୀ କା ଅମୃତ ମହୋତ୍ସବ’ ଅବସରରେ ରାଜ୍ୟର ବିଭିନ୍ନ…

ଏଲଏସିରେ ସ୍ଥିତି ଶାନ୍ତିପୂର୍ଣ୍ଣ, କହିଲେ ଚାଇନା ରାଷ୍ଟ୍ରଦୂତ…

ନୂଆଦିଲ୍ଲୀ/ବେଜିଂ, ୧୩।୮ : ପୂର୍ବ ଲଦାଖ ସୀମାରେ ଚାଇନାର କାର୍ଯ୍ୟକଳାନ ଉପରେ ଭାରତର ଆପତ୍ତି ପରେ ଚାଇନା ନିଜର ସ୍ଥିତି ସ୍ପଷ୍ଟ କରିଛି। ଭାରତୀୟ ବହିର୍ବ୍ୟାପାର ମନ୍ତ୍ରଣାଳୟ ଲାଇନ ଅଫ ଆକ୍ଟୁଆଲ କଣ୍ଟ୍ରୋଲ(ଏଲଏସି) ନିକଟରେ ସାମରିକ ଏବଂ ଆକାଶ ମାର୍ଗ କାର୍ଯ୍ୟକଳାପ…

ପଡୋଶୀଙ୍କ ବିରୋଧରେ ହାଇକୋର୍ଟର ଦ୍ୱାରସ୍ଥ ହେଲେ ସଲମାନ

ବମ୍ବେ: ପଡ଼ୋଶୀଙ୍କ ବିରୋଧରେ ମାନହାନି ମକଦ୍ଦମା ଦାୟର କରି ଚର୍ଚ୍ଚାରେ ଦବଙ୍ଗ ଖାଁ ସଲମାନ। ପାନ୍‌ଭେଲରେ ରହୁଥିବା ପଡୋଶୀ କେତନ କକ୍କର ତାଙ୍କର ପୁରୁଣା ଭିଡିଓ ଶେୟାର କରି ଭାବମୂର୍ତ୍ତିକୁ କ୍ଷୁର୍ଣ୍ଣ କରିବା ସହ ଲୋକଙ୍କୁ ଉତ୍ତେଜିତ କରିବାକୁ ମଧ୍ୟ ଚେଷ୍ଟା…

ନାବାଳକଙ୍କୁ ପିଟିପିଟି ହତ୍ୟା: ୪ କୋର୍ଟ ଚାଲାଣ

ବଡ଼ବିଲ,୧୩ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣି ଥାନା ଅନ୍ତର୍ଗତ ବାଲାଗୋଡ଼ାସ୍ଥିତ ମୁଣ୍ଡାସାହିରେ ଜଣେ ନାବାଳକଙ୍କୁ ପିଟିପିଟି ହତ୍ୟା ଘଟଣାରେ ପୋଲିସ ଶନିବାର ୪ ଅଭିଯୁକ୍ତଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବାଲାଗୋଡ଼ା ମୁଣ୍ଡାସାହି ଅଞ୍ଚଳରେ ରହୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?