Home

୭ ହଜାର ଛାତ୍ରୀଛାତ୍ର କଲେ ମାନବ ତ୍ରିରଙ୍ଗା…

ଚଣ୍ଡିଗଡ଼, ୧୩।୮ : ଦେଶ ସ୍ବାଧୀନତାର ୭୫ ବର୍ଷ ପାଳନ କରୁଛି। ଏନେଇ ଚଣ୍ଡିଗଡ଼ରେ ୭ ହଜାର ଛାତ୍ରୀଛାତ୍ର ଏବ ବିଶାଳ ମାନବ ତ୍ରିରଙ୍ଗା କରି ବିଶ୍ୱ ରେକର୍ଡ କରିଛନ୍ତି। ଏହା ସହିତ ସ୍ଥାନୀୟ କ୍ରିକେଟ ଷ୍ଟାଡ଼ିୟମରେ ମାନବ ଶୃଙ୍ଖଳ ସହିତ…

ମହାସଚିବ-ରାଜ୍ୟ ପ୍ରମୁଖଙ୍କ ବୈଠକ ଡାକିଲା କଂଗ୍ରେସ, ଦରଦାମ୍‌ ବୃଦ୍ଧି-ବେରୋଜଗାରି ବିରୋଧରେ ନୂଆ ରଣନୀତି ହେବ ପ୍ରସ୍ତୁତି…

ନୂଆଦିଲ୍ଲୀ, ୧୩।୮ : ଦେଶରେ ଦରଦାମ୍‌ ବୃଦ୍ଧି-ବେରାଜଗାରି ବିରୋଧରେ କଂଗ୍ରେସ ପକ୍ଷରୁ ଦିଲ୍ଲୀରେ ଏକ ବଡ଼ ଧରଣର ରାଲି କରାଯିବାକୁ ଯୋଜନା ପ୍ରସ୍ତୁତ କରାଯାଇଛି। ଏହା ସହିତ ଦେଶବ୍ୟାପି ଦରଦାମ ବୃଦ୍ଧି ନେଇ ଆନ୍ଦୋଳନ କରାଯିବାକୁ ଦଳ ନିଷ୍ପତ୍ତି ଗ୍ରହଣ କରିଛି।…

ହୀରାକୁଦରେ ୩୦ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୧୩ା୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେଉଥିବାରୁ ଶନିବାର ଅପରାହ୍ନରେ ହୀରାକୁଦ ଡ୍ୟାମ ଆଉ ଦୁଇଟି ଗେଟ୍‌ ଖୋଲିଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୩୦ ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ଫଳରେ ସହରର ତଳିଆ ଅଞ୍ଚଳରେ ମହାନଦୀର ପଛୁଆ ପାଣି…

ଅମିତ ଶାହା ସ୍ତ୍ରୀଙ୍କ ସହ ଉତ୍ତୋଳନ କଲେ ତ୍ରିରଙ୍ଗା…

ନୂଆଦିଲ୍ଲୀ, ୧୩।୮ : ସ୍ବାଧୀନତାର ଅମୃତ ମହୋତ୍ସବଙ୍କ ଅନ୍ତର୍ଗତ ଦେଶବ୍ୟାପୀ ପ୍ରତି ଘରେ ତ୍ରିରଙ୍ଗା ଅଭିଯାନ ଶନିବାରଠାରୁ ଆରମ୍ଭ ହୋଇଛି। ଏହା ଅନ୍ତର୍ଗତ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ତାଙ୍କ ସ୍ତ୍ରୀ ସୋନାଲ ଶାହାଙ୍କ ସହ ଦିଲ୍ଲୀରେ ଥିବା ତାଙ୍କ ବାସଭବନରେ ତ୍ରିରଙ୍ଗା…

ଭାରତ-ପାକିସ୍ତାନ କରିବେ ମିଳିତ ସମରାଭ୍ୟାସ…

ନୂଆଦିଲ୍ଲୀ, ୧୩।୮ : ସାଂଘାଇ ସହଯୋଗ ସଂଗଠନ (ଏସସିଓ) ଅନ୍ତର୍ଗତ ଭାରତ ଦ୍ୱାରା ଆୟୋଜିତ ଆତଙ୍କବାଦ ବିରୋଧୀ ସମରାଭ୍ୟାସରେ ମଧ୍ୟ ପାକିସ୍ତାନ ଅଂଶଗ୍ରହଣ କରିବ। ବୈଦେଶିକ ମନ୍ତ୍ରଣାଳୟର ଖବର ଅନୁସାରେ ପାକିସ୍ତାନୀ ଗଣମାଧ୍ୟମ ଏହି ସୂଚନା ଦେଇଛି। ପାକିସ୍ତାନର ଏକ ଅଗ୍ରଣୀ…

ରବିବାର, ସୋମବାର ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ବଙ୍ଗୋପସାଗରରେ ଲଗାତର ସୃଷ୍ଟି ହେଉଥିବା ଲଘୁଚାପ ପ୍ରଭାବରେ ସମଗ୍ର ରାଜ୍ୟରେ ବର୍ଷା ଲାଗିରହିଛି। ତେବେ ରବିବାର ଏବଂ ସୋମବାର ରାଜ୍ୟର କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ସ୍ବାଧୀନତା ଦିବସ ପାଳନ ଅବସରରେ ଆତଙ୍କବାଦୀ ଆକ୍ରମଣ ଇନପୁଟ୍‌ ଆଧାରରେ ରାଜଧାନୀରେ ହାଇ ଆଲର୍ଟ…

ନୂଆଦିଲ୍ଲୀ, ୧୩।୮ : ଦେଶ ଚଳିତ ବର୍ଷ ସ୍ବାଧୀନତାର ୭୫ ତମ ବାର୍ଷିକୀ ପାଳନ କରୁଛି। ତେବେ ଆତଙ୍କବାଦୀମାନେ ଏଥିରେ ବାଧା ସୃଷ୍ଟି କରିବା ଲାଗି ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର କରିଥିବା ଗୁପ୍ତଚର ବିଭାଗ ପକ୍ଷରୁ ଇନପୁଟ ମିଳିଛି। ଅଗଷ୍ଟ…

ମୋର ଭାଗ୍ୟ ଯେ ମୁଁ ଜଣେ ଭାରତୀୟ: ଧୋନୀ

ନୂଆଦିଲ୍ଲୀ,୧୩।୮: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଭାରତ ‘ଆଜାଦି କା ଅମୃତ ମହୋତ୍ସବ’ ପାଳନ କରାଯାଉଛି। କେନ୍ଦ୍ର ସରକାରଙ୍କ ଅପିଲ କ୍ରମେ ‘ହର୍‌ ଘର୍‌ ତ୍ରିରଙ୍ଗା’ ଅଭିଯାନରେ ସମସ୍ତେ ସାମିଲ ହେଉଛନ୍ତି। ଦେଶବାସୀ ସୋସିଆଲ ମିଡିଆ ନିଜର ପ୍ରୋଫାଇଲ ଫଟୋରେ…

୧୨ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ଆତଙ୍କବାଦୀ ଆକ୍ରମଣ, ସିଆର୍‌ପିଏଫ ଦଳ ଉପରେ ଗୁଳିମାଡ଼…

ଶ୍ରୀନଗର, ୧୩।୮ : ଜମ୍ମୁ-କଶ୍ମୀରରେ ଗତ ୧୨ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଆତଙ୍କବାଦୀ ଆକ୍ରମଣ ଘଟିଛି। ଉତ୍ତର କଶ୍ମୀରର ବନ୍ଦିପୋରା ଜିଲାରେ ଆତଙ୍କବାଦୀଙ୍କ ଦ୍ୱାରା ବାହାର ରାଜ୍ୟର ଶ୍ରମିକଙ୍କୁ ଗୁଳି କରି ହତ୍ୟା କରାଯିବା ପରେ ପୁଣି ଥରେ ପୋଲିସ ଉପରକୁ…

ହସ୍ପିଟାଲ ଛାତରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ

ଢେଙ୍କାନାଳ ଅଫିସ,୧୩ା୮: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ୫ମ ମହଲାରୁ ଶନିବାର ଅପରାହ୍ନରେ ଚନ୍ଦନ ନାୟକ(୩୭) ନାମକ ଜଣେ ରୋଗୀ ତଳକୁ ଡେଇଁ ପଡ଼ି ଗୁରୁତର ହୋଇଛନ୍ତି। ତାଙ୍କର ଚିକିତ୍ସା ଜାରି ରହିଛି। ଚନ୍ଦନଙ୍କ ଘର ପରଜଙ୍ଗ ଅଞ୍ଚଳରେ। ତେବେ ପାରିବାରିକ…

ଖାଇବାକୁ ରୁଟି-ନିଯୁକ୍ତି-ସ୍ବାଧୀନତା ଦାବି କରୁଥିବା ମହିଳାଙ୍କ ଉପରେ ତାଲିବାନର ଗୁଳିବର୍ଷା…

କାବୁଲ, ୧୩।୮ : ତାଲିବାନ ଆଫଗାନିସ୍ତାନକୁ ନିଜ ଅଧୀନକୁ ନେବାର ଗୋଟିଏ ବର୍ଷ ବିତିଲାଣି। ରାଜଧାନୀ କାବୁଲରେ ପ୍ରଥମ ମହିଳା ରାଲି କରାଯାଇଥିଲା। ବିରୋଧ ପ୍ରଦର୍ଶନ କରୁଥିବା କିଛି ଗଣମାଧ୍ୟମ ପ୍ରତିନିଧିଙ୍କୁ ତାଲିବାନ ଯୋଦ୍ଧାମାନେ ମାଡ ମାରିଛନ୍ତି। କ୍ଷମତାକୁ ଫେରିବାର ପ୍ରଥମ…

ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ଡିଗ୍ରୀ ପରୀକ୍ଷା ଫଳ ପ୍ରକାଶ

ଢେଙ୍କାନାଳ ଅଫିସ,୧୩ା୮: ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟ ଯୁକ୍ତ ୩ ଡିଗ୍ରୀ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ଚଳିତ ବର୍ଷ ମହାବିଦ୍ୟାଳୟର ବିଜ୍ଞାନ, ବାଣିଜ୍ୟ ଓ କଳାର ମୋଟ୍‌ ପାସ୍‌ ହାର ୭୮. ୬୭ ପ୍ରତିଶତ। ମୋଟ୍‌ ୪୨୨ ଜଣ ପରୀକ୍ଷାର୍ଥୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?