Home

ରାମପୁରରେ ଭୂସ୍ଖଳନ: ଚାପି ହୋଇ ୧ମୃତ, ୪ଆହତ

ଶିମ୍‌ଲା,୧୨।୮: ହିମାଚଳ ପ୍ରଦେଶର ରାମପୁରରେ ଶୁକ୍ରବାର ଭୂସ୍ଖଳନ ହୋଇଛି। ଯେଉଁଠାରେ ଭଗ୍ନାବଶେଷ ତଳେ ପାଞ୍ଚ ଜଣ ଚାପି ହୋଇ ଯାଇଥିଲେ। ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ମହିଳାଙ୍କ ସମେତ ଜଣେ ଶିଶୁ ଆହତ ହୋଇଛନ୍ତି। ମୃତ ମହିଳା…

ଛତିଶଗଡ଼ ପୋଲିସ ଇନ୍ସପେକ୍ଟରଙ୍କୁ ମିଳିବ ଚତୁର୍ଥ ସାହସିକତା ପୁରସ୍କାର

ରାୟପୁର,୧୨।୮: ମାଓବାଦୀଙ୍କୁ ଦମନ କରିବାରେ ନିଜର ସାହସ ଏବଂ ବୀରତ୍ୱ ଦେଖାଇ ସମଗ୍ର ବସ୍ତର ଜିଲାରେ ବେଶ୍‌ ଜଣାଶୁଣା ଛତିଶଗଡ଼ର ପୋଲିସ ଇନ୍ସପେକ୍ଟର ଅବଦୁଲ ସମୀର ପୁଣି ଥରେ ରାଷ୍ଟ୍ରପତି ଗ୍ୟାଲାଣ୍ଟ୍ରି ମେଡାଲ ପାଇଁ ମନୋନୀତ ହୋଇଛନ୍ତି। ସ୍ବାଧୀନତା ଦିବସରେ ରାଜଧାନୀ…

ପ୍ରଶ୍ନ କଲେ ତେଜସ୍ବୀ: ଭାଜପା ବିହାରରେ ୧୯ ଲକ୍ଷ ଚାକିରି ଦେବାର ପ୍ରତିଶ୍ରୁତି ଦେଇଥିଲା, ୧୯ଟି ଦେଇଛି କି…

ନୂଆଦିଲ୍ଲୀ,୧୨।୮: ବିହାରରେ ଭାଜପା ସରକାର ୧୯ ଲକ୍ଷ ନିଯୁକ୍ତି ଦେବାକୁ ପ୍ରତିଶ୍ରୁତି ଦେଇଥିଲା। ହେଲେ କ’ଣ ସେ ୧୯ଜଣଙ୍କୁ ଚାକିରି ଦେଇଛନ୍ତି କି ବୋଲି ଶୁକ୍ରବାର ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ପ୍ରଶ୍ନ କରିଛନ୍ତି। ସେହିଭଳି ଭାଜପା ଦେଶରେ ୨ କୋଟି…

ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତିରେ ସ୍ବତନ୍ତ୍ର ମୁକାବିଲା : ଗାଙ୍ଗୁଲି ହେବେ ଅଧିନାୟକ

ନୂଆଦିଲ୍ଲୀ,୧୨।୮: ଭାରତ ସ୍ବାଧୀନତାର ୭୫ ବର୍ଷ ପୂରଣ କରିବାକୁ ଯାଉଛି। ଏହାକୁ ନେଇ ସାରା ଦେଶରେ ଅମୃତ ମହୋତ୍ସବ ପାଳନ କରାଯାଉଛି। ଏହି ଅବସରରେ ଏକ ବଡ଼ ମ୍ୟାଚ୍‌ ଅନୁଷ୍ଠିତ ହେବାକୁ ଯାଉଛି। ସେପ୍ଟେମ୍ବର ୧୬ରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ…

ନ୍ୟୁଡ୍‌ ଫଟୋ ମାମଲା: ଅଗଷ୍ଟ ୨୨ରେ ହାଜର ହେବାକୁ ରଣବୀରଙ୍କୁ ନୋଟିସ୍‌

ମୁମ୍ବାଇ,୧୨।୮: ବଲିଉଡ୍‌ ଅଭିନେତା ରଣବୀର ସିଂଙ୍କ ନ୍ୟୁଡ ଫଟୋଶୁଟ୍‌ ହେବାର ଦୀର୍ଘ ଦିନ ବିତିଥିଲେ ମଧ୍ୟ ତାଙ୍କ ଅଡ଼ୁଆ ଥମିବାର ନିଁ ନେଉନି। ଇତିମଧ୍ୟରେ ଶୁକ୍ରବାର ମୁମ୍ବାଇ ପୋଲିସ ରଣବୀର ସିଂଙ୍କୁ ଏକ ନୋଟିସ୍‌ ପଠାଇଛି। ନ୍ୟୁଡ୍‌ ଫଟୋଶୁଟ ମାମଲାରେ ତାଙ୍କୁ…

କୋଏମ୍ବାଟୁରରେ ଜରୁରୀ ଅବତରଣ କଲା ବିମାନ

ବେଙ୍ଗାଲୁରୁ,୧୨।୮: ମାଳଦ୍ୱୀପର ମାଲେ ଯାଉଥିବା ଏକ ଘରୋଇ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ଶୁକ୍ରବାର କୋଏମ୍ବାଟୁର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି। ସ୍ମୋକ୍‌ ଓ୍ବାର୍ନିଂ ଯୋଗୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ସରକାରୀ ସୂତ୍ରରୁ ଏହି ସୂଚନା ମିଳିଛି। ସୂଚନାଯୋଗ୍ୟ, ବୋଙ୍ଗାଲୁରୁରୁ ମାଲେ…

‘ଏସିଆ କପ୍‌ରେ ରୋହିତଙ୍କ ସହ ଓପନିଂ କରନ୍ତୁ କୋହଲି’

ନୂଆଦିଲ୍ଲୀ,୧୨।୮: ଆଗାମୀ ଏସିଆ କପ୍‌ରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଉପନିଂ କରିବା ଉଚିତ। କାରଣ ଯେତେବେଳେ ଜଣେ ଓପନିଂ କରେ ସ୍କୋର ୦/୦ ଥାଏ। ତୃତୀୟ ସ୍ଥାନରେ ବ୍ୟାଟିଂ କଲେ ମ୍ୟାଚ୍‌ର ସ୍ଥିତି ଅନୁଯାୟୀ ଜଣଙ୍କୁ ଖେଳିବାକୁ ପଡେ।…

ରାଗରେ ନିଆଁବାଣ ଉର୍ବଶୀ: ପନ୍ତଙ୍କୁ କହିଲେ ‘ସାନ ଭାଇ ମୁଁ ମୁନ୍ନି ନୁହେଁ ଯେ…

ବମ୍ବେ: କେବେ ପରସ୍ପରକୁ ଡେଟ୍‌ କରୁଥିବାକୁ ନେଇ ହେଉଥିଲା ଚର୍ଚ୍ଚା। ହେଲେ ଏବେ ସୋସିଆଲ ମିଡିଆରେ ଦୁହିଁଙ୍କ କ୍ୟାଟ୍‌ଫାଇଟ୍‌ ଚର୍ଚ୍ଚାରେ। ଆମେ କଥା ହେଉଛୁ ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲା ଏବଂ ଭାରତୀୟ ଟିମ୍‌ର ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତଙ୍କ ବିଷୟରେ।…

ରାଜୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଆସୁଛି ସୁଧାର: ପରିବାରଲୋକଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୨।୮: କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଲଗାତର ଭାବେ ଖବର ସାମ୍ନାକୁ ଆସୁଛି। ବର୍ତ୍ତମାନ ତାଙ୍କ ପ୍ରଶଂସକ ପାଇଁ ଏକ ଖୁସି ଖବର ରହିଛି। ଚିକିତ୍ସା ପରେ ରାଜୁ ଶ୍ରୀବାସ୍ତବଙ୍କ ସ୍ବାସ୍ଥ୍ୟାବସ୍ଥାରେ ଏବେ ସାମାନ୍ୟ ସୁଧାର ଆସିଛି। ବର୍ତ୍ତମାନ ରାଜୁଙ୍କ…

ଶୋ’ ଛାଡ଼ିବେ ଫହମାନ୍‌

ବମ୍ବେ: ଶୋ’ ଛାଡ଼ିବେ ଅଭିନେତା ଫହମାନ ଖାଁ। ଲୋକପ୍ରିୟ ଧାରାବାହିକ ‘ଇମଲି’ରେ ତାଙ୍କୁ ମୁଖ୍ୟ ଭୂମିକାରେ ଦେଖିବାକୁ ମିଳୁଥିଲା। ହେଲେ ଏବେ ନିର୍ମାତା ଏହାର ଦ୍ୱିତୀୟ ସିଜନ୍‌ ଆଣିବାକୁ ଯୋଜନା କରୁଛନ୍ତି। ଅର୍ଥାତ ଧାରାବାହିକରେ ଏବେ ପିଲାମାନଙ୍କୁ ବଡ଼ ହୋଇଥିବା ଦେଖିବାକୁ…

୮ଘଣ୍ଟାରେ ଦ୍ୱିତୀୟ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୧୨।୮:ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲା ସ୍ଥିତ ବିଜବେହାରା ଥାନା ଅଞ୍ଚଳରେ ଶୁକ୍ରବାର ଦ୍ୱିପ୍ରହରରେ ପୁଣି ଥରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ବିଜବେହାରା ଅଞ୍ଚଳରେ ପୋଲିସ ଓ ସିଆରପିଏଫ୍‌ର ମିଳିତ ନାକା ଟିମ୍‌ ଉପରେ ଆତଙ୍କବାଦୀମାନେ ଗୁଳି ଚଳାଇଛନ୍ତି। ଯେଉଁଥିରେ ଜଣେ ପୋଲିସ କର୍ମଚାରୀ…

ବୋଳଙ୍ଗ-ପାଉଁଶିଆ ରାସ୍ତା ବାହ୍ୟଜଗତରୁ ବିଚ୍ଛିନ୍ନ

ବାଲେଶ୍ୱର ଅଫିସ,୧୨ା୮: ଲଘୁଚାପ ଜନିତ ଲଗାଣ ବର୍ଷା ୭ ଦିନ ଧରି ହେବା ଫଳରେ ବାଲେଶ୍ୱର ଜିଲାର ବାଲିଆପାଳ ବ୍ଲକ ଅନ୍ତର୍ଗତ ବୋଳଙ୍ଗ ପଞ୍ଚାୟତରୁ ପାଉଁଶିଆ ରାସ୍ତାକୁ ସଂଯୋଗ କରୁଥିବା ଆର୍‌ଡି ରାସ୍ତା ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ଫଳରେ ଏହି ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?