କୋର୍ଟରେ ଆତ୍ମସମର୍ପଣ କଲେ ସିଦ୍ଧୁ
ଚଣ୍ଡିଗଡ଼,୨୦।୫: ପଞ୍ଜାବ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ନେତା ନବଜୋତ ସିଂହ ସିଦ୍ଧୁ ପଟିଆଲା ସେଶନ କୋର୍ଟରେ ଶୁକ୍ରବାର ଆତ୍ମସମର୍ପଣ କରିଛନ୍ତି। ବର୍ତ୍ତମାନ ତାଙ୍କୁ ଏକ ବର୍ଷ ଯାଏଁ ଜେଲ୍ରେ ବିତାଇବାକୁ ପଡ଼ିବ। ସୂଚନାଯୋଗ୍ୟ, ସୁପ୍ରିମକୋର୍ଟ ୩୪ବର୍ଷ ପୁରୁଣା ରୋଡ ରେଜ୍…
ହାଇଦ୍ରାବାଦ ଏନ୍କାଉଣ୍ଟର ମାମଲା: ଏନ୍କାଉଣ୍ଟର ଉପରେ ପ୍ରଶ୍ନ ଉଠାଇଲେ କୋର୍ଟ
ହାଇଦ୍ରାବାଦ୍,୨୦।୫: ୨୦୧୯ର ବହୁ ଚର୍ଚ୍ଚିିତ ହାଇଦ୍ରାବାଦ ଏନ୍କାଉଣ୍ଟର ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ଶୁଣାଣି ବେଳେ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍ ଏନ୍.ବି ରମନାଙ୍କ ଖଣ୍ଡପୀଠ ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି। ପୋଲିସର ଏନ୍କାଉଣ୍ଟର ଉପରେ ସୁପ୍ରିମକୋର୍ଟ ପ୍ରଶ୍ନ ଉଠାଇବା ସହ…
ହାଇଦ୍ରାବାଦରେ ମିଳିଲା ଦେଶର ପ୍ରଥମ ଓମିକ୍ରନ୍ ସବ ଭାରିଏଣ୍ଟ ବିଏ.୪ ସଂକ୍ରମିତ
ହାଇଦ୍ରାବାଦ,୨୦ ।୫: ଭାରତରେ କରୋନାର ନୂଆ ଭାରିଏଣ୍ଟ ମିଳିଛି । ଏହା ଓମିକ୍ରନ୍ର ସବ୍ ଭାରିଏଣ୍ଟ ବିଏ.୪ ର ପ୍ରଥମ ସଂକ୍ରମଣ ବୋଲି କୁହାଯାଉଛି । ଆଫ୍ରିକାରୁ ଫେରିଥିବା ଜଣେ ବ୍ୟକ୍ତିଙ୍କ ନିକଟରେ ଏହି ଭାରିଏଣ୍ଟ ଦେଖାଦେଇଛି । କୋଭିଡ-୧୯ ଜିନୋମିକ…
ମଝି ଆକାଶରେ ବନ୍ଦ ହୋଇଗଲା ଇଞ୍ଜିନ: ଜରୁରୀ ଅବତରଣ କରାଇଲେ ପାଇଲଟ
ମୁମ୍ବାଇ,୨୦।୫: ଟାଟା ଗ୍ରୁପ୍ ଦ୍ୱାରା ପରିଚାଳିତ ହେଉଥିବା ଏୟାର ଇଣ୍ଡିଆର ଏକ ବିମାନ ଉଡାଣ ଭରିବାର କିଛି ସମୟ ମଧ୍ୟରେ ହିଁ ଜରୁରୀ ଅବତରଣ କରିଛି। ଗୁରୁବାର ସକାଳେ ୯ଟା ୪୩ରେ ଛତ୍ରପତି ଶିବାଜୀ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବେଙ୍ଗାଲୁର ପାଇଁ ଏୟାର…
ସାରାଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ କାର୍ତ୍ତିକ
ମୁମ୍ବାଇ: ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କ ‘ଭୁଲ୍ ଭୁଲେୟା-୨’ ଆଜି ହଲ୍କୁ ଆସିଛି। ଏହା ସହିତ ‘ଶେହଜାଦ୍’ ସମେତ ଅନେକ ଫିଲ୍ମ ଚଳିତ ବର୍ଷ ଲାଇନରେ ଅଛି। କାର୍ତ୍ତିକ ବଲିଉଡ୍ର ଜଣେ ଦମ୍ଦାର ଅଭିନେତା। ଖାଲି ଯେ, କାର୍ତ୍ତିକ ଅଭିନୟକୁ ନେଇ ଚର୍ଚ୍ଚାରେ…
କାନାଡା ସଂସଦରେ କନ୍ନଡରେ ଭାଷଣ ଦେଲେ ଏମ୍ପି
ଓଟଓ୍ବା,୨୦।୫: କର୍ନାଟକରେ ଜନ୍ମିତ କାନାଡାର ଏମ୍ପି ଚନ୍ଦ୍ର ଆର୍ଯ୍ୟ ସେଠାକାର ସଂସଦରେ କନ୍ନଡରେ ଭାଷଣ ଦେଇଛନ୍ତି। ସେ ଏହି ଭାଷଣର ଭିଡିଓ ନିଜ ଟୁଇଟରରେ ପୋଷ୍ଟ କରିଛନ୍ତି। ଏହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଚନ୍ଦ୍ର ଆର୍ଯ୍ୟ ଟୁଇଟ୍ କରି…
୯ କ୍ୟାବିନେଟ୍ ମନ୍ତ୍ରୀଙ୍କୁ ଶପଥପାଠ କରାଇଲେ ରାଷ୍ଟ୍ରପତି
କଲମ୍ବୋ,୨୦ା୫: ଆର୍ଥିକ ସଙ୍କଟ ଏବଂ ଋଣଗ୍ରସ୍ତ ଶ୍ରୀଲଙ୍କାରେ ରାଜନୈତିକ ଅସ୍ଥିରତା ଧିରେ ଧିରେ ଦୂର ହେବାକୁ ଯାଉଛି। ଦେଶରେ ସମ୍ପୂର୍ଣ୍ଣ କ୍ୟାବିନେଟ୍ ଗଠନ ପର୍ଯ୍ୟନ୍ତ ସ୍ଥିରତା ସୁନିଶ୍ଚିତ କରିବାକୁ ଶୁକ୍ରବାର ୯ ଜଣ ନୂଆ କ୍ୟାବିନେଟ ମନ୍ତ୍ରୀ ନିଯୁକ୍ତ ହୋଇଛନ୍ତି। ରାଷ୍ଟ୍ରପତି…
ପେଗାସସ୍ ମାମଲା: ଜୁନ୍ ୨୦ ସୁଦ୍ଧା ରିପୋର୍ଟ ଦାଖଲ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୦।୫: ଆସନ୍ତା ଜୁନ୍ ୨୦ ତାରିଖ ସୁଦ୍ଧା ପେଗାସସ ଗୁଇନ୍ଦାଗିରି ବିବାଦର ବିସ୍ତୃତ ରିପୋର୍ଟ ଦେବାକୁ ଶୁକ୍ରବାର ସୁପ୍ରିମକୋର୍ଟ ଜଷ୍ଟିସ ରବିନ୍ଦ୍ରନ କମିଟିକୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚାଯୋଗ୍ୟ, ଏହି ବିବାଦର ତଦନ୍ତ ପାଇଁ ସୁପ୍ରିମକୋର୍ଟ ନିଜ ପକ୍ଷରୁ ଏକ ଟେକ୍ନିକାଲ କମିଟି…
ମା’ ହେଲେ ଏହି ପପ୍ଷ୍ଟାର
ମୁମ୍ବାଇ: ପପଷ୍ଟାର୍ ରିହାନା ମା’ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଚଳିତ ବର୍ଷ ଜାନୁୟାରୀରେ ସେ ନିଜର ଗର୍ଭଧାରଣ ବିଷୟରେ ପ୍ରକାଶ କରିଥିଲେ, ସେ ପ୍ରେମିକ ରାପର ରକି (A $ AP…
‘ଆକବରଙ୍କ ଭଳି ମହାନ ପ୍ରଧାନମନ୍ତ୍ରୀ ମୋଦି’
ଭୋପାଳ,୨୦।୫: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ କ୍ୟାବିନେଟ୍ର ଜଣେ ମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୋଗଲ ଶାସକ ଆକବରଙ୍କ ସହ ତୁଳନା କରଛନ୍ତି। ମୋଦି ଆକବରଙ୍କ ଭଳି ମହାନ ବୋଲି ମଧ୍ୟପ୍ରଦେଶର ପଞ୍ଚାୟତିରାଜ ମନ୍ତ୍ରୀ ମହେନ୍ଦ୍ର ସିଂ ସିସୋଦିଆ କହିଛନ୍ତି।…
ଆଜି ହାତକୁ ଦି’ ହାତ ହେବେ କନିକା
ବଲିଉଡର ପ୍ରସିଦ୍ଧ ଗାୟିକା କନିକା କପୁରଙ୍କ ଆଜି ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି। ସେ ତାଙ୍କ ପ୍ରେମିକ ଗୌତମ ହାଥିରମାନୀଙ୍କ ସହ ହାତକୁ ଦି’ ହାତ ହେବେ। ବିବାହ ପୂର୍ବରୁ କନିକାଙ୍କ ମେହେନ୍ଦୀ ଏବଂ ହଳଦୀ ସେରିମନି ଶେଷ ହୋଇଛି। ଇନଷ୍ଟାଗ୍ରାମରେ…
ମୋ’ ଭୁଲ୍ ପାଇଁ ଅନୁତପ୍ତ, ଲାଇଭ୍ ଭିଡିଓ କରି ଯୁବକଙ୍କ ଆତ୍ମହତ୍ୟା
ଖୋର୍ଦ୍ଧା ଅଫିସ,୨୦ା୫: ଧଉଳିମୁହଁ ଷ୍ଟେଶନ ଏବଂ ଅଣ୍ଡା ମଧ୍ୟବର୍ତ୍ତୀ ରେଳଧାରଣାରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଜବତ ହୋଇଛି। ମୃତକ ଜଣକ ହେଲେ ଧଉଳିମୁହଁର ସୌମ୍ୟରଞ୍ଜନ ପରିଡ଼ା(୩୦)। ଗୁରୁବାର ରାତିରେ ମୋବାଇଲରେ ହାତ କାଟିବାର ଲାଇଭ୍ ଭିଡିଓ କରିଛନ୍ତି ସୌମ୍ୟ। ନିଜ…
Archives


