Home

ଟ୍ରେନ୍‌ ଧକ୍କାରେ ଗଲା ୩ ହାତୀଙ୍କ ଜୀବନ

ଯୋଡ଼ା/କେନ୍ଦୁଝର,୧୯ା୫(ଡି.ଏନ.ଏ/ସ୍ବ.ପ୍ର.): ଟ୍ରେନ ଧକ୍କାରେ ୩ ହାତୀଙ୍କ ଜୀବନ ଯାଇଛି। ଗୁରୁବାର ସନ୍ଧ୍ୟାରେ କେନ୍ଦୁଝର ଜିଲା ଯୋଡ଼ା ନିକଟବର୍ତ୍ତୀ ବେହେରା ହଟିଂ ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ଏଥିରେ ଗୋଟିଏ ମାଈ ହାତୀ ସମେତ ୨ ଛୁଆ ହାତୀ ଗୁରୁତର ହୋଇ ପଡ଼ିଥିଲେ।…

ରାଜଧାନୀରେ ଫୁଟିଲା ବୋମା

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ପୁଣି ଅଶାନ୍ତ ହୋଇଉଠିଛି ରାଜଧାନୀ ଭୁବନେଶ୍ୱର। ଜଗନ୍ନାଥ ନଗରରେ ୨ଟି ବୋମାମାଡ଼ ହୋଇଛି। ତେବେ ବୋମାମାଡ଼ର କାରଣ ଅସ୍ପଷ୍ଟ ରହିଥିବା ବେଳେ ଏଥିରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ସୂଚନା ମିଳିଛି। ବୋମାମାଡ଼ ଖବର ପାଇ ସହିଦନଗର ଥାନା…

ମୁକୁଳା ଡ୍ରେନ୍‌ ନେଉଛି ଜୀବନ

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ଭୁବନେଶ୍ୱର, କଟକ ସମେତ ରାଜ୍ୟର ଛୋଟବଡ଼ ସହରରେ ଅନେକ ଡ୍ରେନ୍‌ ମୁକୁଳା ହୋଇ ପଡ଼ିଛି। ସ୍ବେରେଜ ଓ ଡ୍ରେନେଜ କାମ ବାହାନାରେ ଠିକାଦାରମାନେ ଦୀର୍ଘଦିନ ଧରି ଖୋଲା ଛାଡ଼ି ଦେଉଛନ୍ତି। ଏଥିପାଇଁ କାହାରିକୁ ଉତ୍ତରଦାୟୀ କରାଯାଉ ନ ଥିବାରୁ ଡ୍ରେନ୍‌,…

ସେପଟେ ପାଣି, ଏପଟେ ବାଲି

ଭୁବନେଶ୍ୱର(ବ୍ୟୁରୋ)/ଝାରସୁଗୁଡ଼ା ଅଫିସ୍‌, ୨୦।୫: ସେପଟେ ଢେଉ ଖେଳୁଛି ଅକାତକାତ ଜଳରାଶି। ଏପଟେ ରାଶି ରାଶି ବାଲି। ମରୁଭୂମିର ଭ୍ରମ। ଶୁଖିଲା ପଡ଼ିଛି ନଦୀ ଶଯ୍ୟା। ସୀମାନ୍ତ ଛତିଶଗଡ଼ର କଲ୍‌ମା ବ୍ୟାରେଜ୍‌ ଉପରୁ ମହାନଦୀର ଉଭୟ ପଟକୁ ଚାହିଁଲେ ଏଭଳି କିଛି ଦୃଶ୍ୟ…

‘ନକାରାତ୍ମକ ମନୋଭାବର ପ୍ରତିଫଳନ’

କଟକ ଅଫିସ,୨୦ା୫: ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ସ୍ଥାପନ ନେଇ ଦୀର୍ଘ ବର୍ଷ ଧରି ଦାବି ହୋଇଆସୁଥିବାବେଳେ ଏବେ ହାଇକୋର୍ଟ ବାର୍‌ ଆସୋସିଏଶନ ଏହାକୁ ବିରୋଧ କରିବା ଘଟଣା ନୂଆ ମୋଡ଼ ନେଇଛି। ହାଇକୋର୍ଟ ବାର୍‌ ଆସୋସିଏଶନର…

ମିଳୁନି ଟୁଙ୍ଗି ପୁନରୁଦ୍ଧାର ସହାୟତା

ବେଗୁନିଆ,୨୦ା୫ (ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ବହୁ ବିକାଶମୂଳକ ଯୋଜନା ମଧ୍ୟରୁ ଭାଗବତ ଟୁଙ୍ଗି ପୁନରୁଦ୍ଧାର ଯୋଜନା ଅନ୍ୟତମ। ଗଁା ଗହଳିରେ ରହିଥିବା ଝାଟିମାଟି ଟୁଙ୍ଗିର ପୁନରୁଦ୍ଧାର ପାଇଁ ୪ବର୍ଷ ପୂର୍ବେ ସରକାରଙ୍କ ପକ୍ଷରୁ ସହାୟତା ଘୋଷଣା କରାଯାଇଥିଲା। ଜିଲା ଓ ବ୍ଲକ…

ରାସ୍ତାରେ ଭାସୁଛି ନର୍ଦ୍ଦମାପାଣି

ଖୋର୍ଦ୍ଧା ଅଫିସ,୨୦ା୫: ଖୋର୍ଦ୍ଧା ପୌର ପରିଷଦରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ବର୍ଷା ନାହିଁ, କିନ୍ତୁ ନାଳନର୍ଦ୍ଦମା ପାଣି ରାସ୍ତା ଉପରେ ଭାସୁଛି। ଖୋର୍ଦ୍ଧା- ନୟାଗଡ ୫୭ ନମ୍ବର ଜାତୀୟ ରାଜପଥରେ ଏହି ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଗତ ସପ୍ତାହ ହେଲାଣି…

୨୭ ମାସ ପରେ ଜେଲରୁ ମୁକୁଳିଲେ ଆଜମ ଖାଁ

ନୂଆଦିଲ୍ଲୀ,୨୦ ।୫: ଏକ ଠକେଇ ମାମଲାରେ ଜେଲ ଯାଇଥିବା ସମାଜବାଦୀ ପାର୍ଟି ନେତା ଆଜମ ଖାଁ ଶୁକ୍ରବାର ସୀତାପୁର ଜେଲରୁ ବାହାରିଛନ୍ତି । ୨୭ ମାସ ଜେଲରେ ଥିବା ଆଜମ ଖାଁଙ୍କୁ ସୁପ୍ରିମକୋର୍ଟ ଗୁରୁବାର ମଧ୍ୟବର୍ତ୍ତିକାଳୀନ ଜାମିନ ପ୍ରଦାନ କରିଛନ୍ତି ।…

୮୫ ଦିନରେ ରୁଷିଆ-ୟୁକ୍ରେନ୍ ଯୁଦ୍ଧ: ୧୭୩୦ ଯୁଦ୍ଧବନ୍ଦୀ, ଷ୍ଟିଲ ପ୍ଲାଣ୍ଟରେ ଏବେବି ଫସି ରହିଛନ୍ତି ଅନେକ

କ୍ୱିଭ,୨୦ ।୫: ମାରିଉପୋଲକୁ କବଜା କରିବା ପରେ ରୁଷିଆ ୟୁକ୍ରେନରେ ନୂଆ ପିଢିର ଶକ୍ତିଶାଳୀ ଲେଜର ଅସ୍ତ୍ରଶସ୍ତ୍ର ଗଚ୍ଛିତ କରିଛି । ଏହାର ସହାୟତାରେ ପଶ୍ଚିମରୁ ୟୁକ୍ରେନକୁ ସପ୍ଲାଇ କରାଯାଉଥିବା ଡ୍ରୋନକୁ ନଷ୍ଟ କରିହେବ । ଅନ୍ୟପଟେ ମସ୍କୋ ଯୁଦ୍ଧର ୮୫…

ମାଳିସାହି ଅଞ୍ଚଳରୁ ହଟିଲା ଜବରଦଖଲ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜଧାନୀର ବିଭିନ୍ନ ଅଞ୍ଚଳରେ ଲୋକେ ଜବରଦଖଲ କରି ବେଆଇନ ଭାବେ ବାସଗୃହ, ଦୋକାନ ଆଦି ଗଢୁଛନ୍ତି। ସମ୍ପୃକ୍ତ ସ୍ଥାନ ଖାଲି କରିବା ପାଇଁ ସରକାରଙ୍କ ପକ୍ଷରୁ ବାରମ୍ବାର ସେମାନଙ୍କୁ ତାଗିଦ୍‌ କରିବା ସତ୍ତ୍ୱେ ଏହାକୁ ହେୟ ଜ୍ଞାନ କରୁଛନ୍ତି। ତେଣୁ…

ଚକରା ଗ୍ୟାଙ୍ଗର ୨ ଲୁଟେରାଙ୍କ ସମେତ ୫ ଗିରଫ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରୁ ଲୁଟପାଟ୍‌ କରି ଏହାକୁ ବିକ୍ରି କରୁଥିବା ଗ୍ୟାଙ୍ଗକୁ ତମୋଣ୍ଡା ଥାନା ପୋଲିସ ଗିରଫ କରିଛି । ଏଥିରେ ୨ ଲୁଟେରା ଓ ୩ ଜଣ ରିସିଭର ଅଛନ୍ତି । ଲୁଟେରା ଦ୍ୱୟ ହେଲେ ଲିଙ୍ଗରାଜ…

ପଥର ଟ୍ରକ୍‌କୁ ଅଟକାଇବାକୁ ଯାଇ ଅତିରିକ୍ତ ତହସିଲଦାର ହଟହଟା

ଭୁବନେଶ୍ୱର,(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର (ଡି.ଏନ୍‌.ଏ.), ୨୦।୫: ଧଉଳି ଥାନା ଅନ୍ତର୍ଗତ ଦୟା ବ୍ରିଜ ନିକଟରେ ଗୁରୁବାର ସାରେ ଏକ ଦୁର୍ଘଟଣା ଘଟିଛି। ଚୋରା ମାଙ୍କଡ଼ା ପଥର ବୋଝେଇ ଟ୍ରକ୍‌ ଏକ ବାଇକକୁ ଧକ୍କା ଦେବାରୁ ବାଇକ୍‌ ଆରୋହୀ ଆହତ ହୋଇଥିବାବେଳେ ତାଙ୍କ ସ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri