ମୋଦିଙ୍କ ଟୁଇଟ୍ ଦେଖି ରାଗିଗଲା ଚାଇନା: ଭାରତ ଦେଲା ଜବାବ
ନୂଆଦିଲ୍ଲୀ,୮।୭: ତିବ୍ଦତୀୟ ଧର୍ମଗୁରୁ ଦଲାଇ ଲାମା ଗତ କିଛି ବର୍ଷ ଧରି ଭାରତରେ ରହିଆସୁଛନ୍ତି। ଏହିଠାରୁ ହିଁ ସେ ନିଜର ଧର୍ମ ଓ ସଂସ୍କୃତିକୁ ସାରା ବିଶ୍ୱରେ ପ୍ରଚାର କରୁଛନ୍ତି। କିନ୍ତୁ ଚାଇନା ଏହାକୁ ସର୍ବଦା ବିରୋଧ କରିଆସୁଛି। ଦଲାଇ ଲାମାଙ୍କୁ…
ହଟିଲେ ଭାଜପା ଆଇଟି ସେଲ୍ ମୁଖ୍ୟ
ନୂଆଦିଲ୍ଲୀ,୮।୭: ମୁସଲମାନ ସମ୍ପ୍ରଦାୟ ବିରୋଧରେ ବିବାଦୀୟ ଟୁଇଟ୍ କରିଥିବା ଅଭିଯୋଗରେ ହରିୟାଣା ଭାଜପାର ଆଇଟି ସେଲ ମୁଖ୍ୟ ଅରୁଣ ଯାଦବଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛି ଭାଜପା। ତାଙ୍କୁ ପଦରୁ ହଟାଇ ଦିଆଯାଇଛି। ଅରୁଣ ଯାଦବଙ୍କୁ ଗିରଫ କରିବା ପାଇଁ ବାରମ୍ବାର…
ଅଭିଯୁକ୍ତଙ୍କ ଉପରୁ ଉଠିଲା ଗୁପ୍ତଚରି, ବିଦେଶୀ ଲିଙ୍କ୍ ଦଫା
ବାଲେଶ୍ୱର ଅଫିସ,୮ା୭: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍ଡିଓ)ର ଗୁପ୍ତ ତଥ୍ୟ ଲିକ୍ ମାମଲାରେ ଗିରଫ ୫ ଅଭିଯୁକ୍ତଙ୍କ ବିରୋଧରେ ଗୁପ୍ତଚରି ଏବଂ ବିଦେଶୀ ଏଜେଣ୍ଟଙ୍କ ସହ ଲିଙ୍କ ସମ୍ପର୍କିତ ଲାଗିଥିବା ଅଭିଯୋଗକୁ ପ୍ରମାଣ କରିବାରେ କ୍ରାଇମ୍…
ବଢି ବଢି ଚାଲିଛି କରୋନା ସଂକ୍ରମଣ
ନୂଆଦିଲ୍ଲୀ,୮।୭: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮,୮୧୫ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୩୮ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ…
ବିପଦସଙ୍କୁଳ ଅବସ୍ଥାରେ ଦାନପୁର ଲକ୍ ପୋଲ
ଡେରାବିଶ,୮ା୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନ ଲୁଣାନଦୀର ଦାନପୁରଠାରେ ନିର୍ମିତ ହୋଇଥିବା ସେତୁଟି ଡେରାବିଶ ସହ ଗରଦପୁର ଓ ମାର୍ଶାଘାଇ ବ୍ଲକର ଜୀବନରେଖା। ଲୁଣାନଦୀରେ ସେତୁ ନିର୍ମାଣ ପାଇଁ ଦୀର୍ଘବର୍ଷର ଦାବିକୁ ଦୃଷ୍ଟିରେ ରଖି ୨୦୧୪ରେ ପାଟକୁରାର ପ୍ରାକ୍ତନ ବିଧାୟକ…
ପାର୍ବତୀଙ୍କ ମୁହଁରେ ଫୁଟିଲା ହସ: ପହଞ୍ଚିଲା ପ୍ରଶାସନ
ମହାକାଳପଡ଼ା, ୮ା୭ (ଡି.ଏନ୍.ଏ.): ‘ପେଟକୁ ମିଳୁନି ଭାତ, ମୁଣ୍ଡରେ ନାହିଁ ଛାତ’ ଶୀର୍ଷକ ଖବର ଧରିତ୍ରୀରେ ବୁଧବାର ପ୍ରକାଶ ପାଇଥିଲା। ଗୁରୁବାର ଜିଲା ପ୍ରଶାସନ ସହାୟତାର ରାଶି ସହ ରାଶନ କାର୍ଡ ଦୁର୍ଦ୍ଦିନରେ କାଳ କାଟୁଥିବା ଆଦିବାସୀ ମହିଳା ପାର୍ବତୀ ସିଂଙ୍କ…
ଗଞ୍ଜାମ ଜିଲାପାଳଙ୍କ ନାମରେ ଫେକ୍ ହ୍ବାଟ୍ସଆପ୍
ବ୍ରହ୍ମପୁର ଅଫିସ,୮ା୭: ସାଇବର ଠକମାନେ ସାଧାରଣ ଲୋକଙ୍କୁ ଠକି ଟଙ୍କା ଲୁଟି ନେଉଥିବା ଘଟଣା ନେଇ ବାରମ୍ବାର ଥାନାରେ ଏତଲା ହେଉଛି। ହେଲେ ବର୍ତ୍ତମାନ ଗଞ୍ଜାମ ଜିଲାପାଳଙ୍କ ନାମରେ ଫେକ୍ ହ୍ବାଟ୍ସଆପ୍ ଖୋଲାଯାଇ ପ୍ରଶାସନିକ ଅଧିକାରୀମାନଙ୍କୁ ବାରମ୍ବାର ମେସେଜ୍ ଆସୁଥିବା ଘଟଣା…
ହାତୀ ମରୁଛନ୍ତି, ସୁରକ୍ଷା ବ୍ୟବସ୍ଥାକୁ ଅଣଦେଖା
ଯାଜପୁର ଅଫିସ,୮ା୭:ରାଜ୍ୟରେ ହାତୀ ସୁରକ୍ଷା ଏବଂ ସହଜ ଚଳପ୍ରଚଳ ସ୍ଥାନର ଅଭାବକୁ ଦୂର କରିବାକୁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି କ୍ରମରେ ମହାନଦୀ ହାତୀ ସଂରକ୍ଷଣ ଅଞ୍ଚଳର ଆୟତନ ୧୦୩୮.୩ ବର୍ଗ କି.ମି.ରୁ ୨୧୮୧.୫୨୧ବର୍ଗ କି.ମି.କୁ ଏବଂ ସମ୍ବଲପୁର…
ବଢ଼ିଚାଲିଛି ସଂକ୍ରମଣ: ଆଜି ରାଜ୍ୟରୁ ୪୭୦ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୮ା୭(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୪୭୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୨,୪୧୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୭୬ ଜଣ ଚିହ୍ନଟ ହୋଇଥିବା…
ସିଞ୍ଜୋ ଆବେଙ୍କୁ ଗୁଳିମାଡ଼
ଟୋକିଓ,୮ା୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ଶୁକ୍ରବାର ଗୁଳିମାଡ଼ ହୋଇଛି। ଜାପାନର ନାରା ସହରରେ ତାଙ୍କୁ ଏହି ଗୁଳିମାଡ଼ ହୋଇଛି। ସେ ଏକ ମଞ୍ଚରେ ଭାଷଣ ଦେଉଥିବା ବେଳେ ତାଙ୍କୁ ଗୁଳିମାଡ଼ ହୋଇଥିଲା। ଜାପାନର ସ୍ଥାନୀୟ ସମୟ ଅନୁସାରେ ସିଞ୍ଜୋଙ୍କୁ…
ଇଣ୍ଟରନ୍ୟାଶନାଲ ବୁକ୍ ଅଫ୍ ରେକଡର୍ସରେ ୩ ବର୍ଷୀୟା ରିଷିତା
ଖୋର୍ଦ୍ଧା ଅଫିସ,୮ା୭: ଜଗତ୍ସିଂହପୁର ଜିଲା ବାଲିକୁଦା ବ୍ଲକ ଅନ୍ତର୍ଗତ ଓଳାସ ଗ୍ରାମର ରିଷିତା ରାଜୀବ ବରାଳ(୩ ବର୍ଷ ୩ ମାସ) ଇଣ୍ଟରନ୍ୟାଶନାଲ ବୁକ୍ ଅଫ୍ ରେକଡର୍ସ (ଆଇବିଓଆର)ରେ ଯୋଗ୍ୟତା ହାସଲ କରିଛନ୍ତି। ଆଇବିଓଆର ପକ୍ଷରୁ ରିଷିତାଙ୍କୁ ସୁପର ଟ୍ୟାଲେଣ୍ଟେଡ୍ କିଡ୍ ଭାବେ…
ରତ୍ନଭଣ୍ଡାର ଖୋଲିବାକୁ ତେଜୁଛି ଦାବି
ପୁରୀ ଅଫିସ,୮।୭: ଶ୍ରୀମନ୍ଦିରର ରତ୍ନଭଣ୍ଡାର ସୁରକ୍ଷାକୁ ନେଇ ମହାରାଜା ଗଜପତି ଦିବ୍ୟସିଂହ ଦେବ ପ୍ରଶ୍ନ ଉଠାଇବା ପରେ ବିଭିନ୍ନ ମହଲରେ ଏହାକୁ ନେଇ କ୍ଷୋଭ ବଢ଼ିଛି। ସବୁ ବର୍ଗର ଲୋକେ ଗଜପତିଙ୍କ ସହ ସ୍ବର ମିଳାଉଛନ୍ତି। ବିରୋଧୀ ନେତାଙ୍କଠାରୁ ଆରମ୍ଭ କରି…
Archives


