Home

ଖୁସିରେ ଗଦଗଦ ହିଟ୍‌ମ୍ୟାନ୍‌

ସାଉଥମ୍ପଟନ୍‌,୮।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଇଂଲଣ୍ଡକୁ ୫୦ ରନରେ ପରାସ୍ତ କରିଛି। ଏହା ସହ ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ୧-୦ରେ ଆଗୁଆ ହୋଇଛି। ଏହି ମ୍ୟାଚରେ ଭାରତୀୟ ବୋଲର ଏବଂ ବ୍ୟାଟ୍ସମ୍ୟାନ ଚମତ୍କାର ଖେଳ…

ତଥ୍ୟ ସଂଗ୍ରହ କଲା ପିସିସି ପ୍ରତିନିଧି ଦଳ

ଚିତ୍ରକୋଣ୍ଡା/ମାଲକାନଗିରି,୮ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ନୂଆଗୁଡ଼ା ପଞ୍ଚାୟତର ଆର୍‌ଏସ୍‌ସି-୧୩ ଗ୍ରାମରେ ଜୁନ୍‌ ୭ରେ ପୋଲିସ ଟିମ୍‌ ରାତିଅଧିଆ ଚଢ଼ାଉକରି ଗଞ୍ଜେଇ ଜବତ ନାଁରେ ମହିଳାମାନଙ୍କୁ ମାଡ଼ ମାରିବା ଅଭିଯୋଗ ହୋଇଥିଲା। ଏହି ଘଟଣାର ତଦନ୍ତ ଲାଗି ଓଡ଼ିଶା ପ୍ରଦେଶ କଂଗ୍ରେସ…

‘ଅଗ୍ନିପଥ ଯୋଜନା ସୁରକ୍ଷା ପ୍ରତି ବିପଦ’

ଭୁବନେଶ୍ୱର,୮ା୭(ବ୍ୟୁରୋ): ଓଡ଼ିଶା ପ୍ରଦେଶ ଯୁବକଂଗ୍ରେସର ଏକଦିବସୀୟ ଯୁବ ଚିନ୍ତନ ବୈଠକ ଗୁରୁବାର କଂଗ୍ରେସ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଯୁବ କଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ଯୁଗ୍ମ ସମ୍ପାଦକ…

ଇତିହାସ ରଚିଲେ ପାଣ୍ଡ୍ୟା: ପ୍ରଥମ ଭାରତୀୟ କ୍ରିକେଟର୍‌ ଭାବେ…

ସାଉଥମ୍ପଟନ୍‌,୮।୭: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଇଂଲଣ୍ଡକୁ ୫୦ ରନରେ ପରାସ୍ତ କରିଛି। ଏହି ମ୍ୟାଚରେ ଭାରତର ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଉଭୟ ବଲ ଏବଂ ବ୍ୟାଟ ସହିତ ଏକ ଚମତ୍କାର ଖେଳ ପ୍ରଦର୍ଶନ…

ମତ ବଦଳାଇଲେ ବିଧାୟକ

ଭୁବନେଶ୍ୱର,୮ା୭(ବ୍ୟୁରୋ): ବିଜେଡିରୁ କୋଣଠେସା ହେବାପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଡ଼କୁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଢଳୁଥିବା ଦେଖିବାକୁ ମିଳିଛି। ଗୁରୁବାର ସେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କରିଛନ୍ତି। ପ୍ରଦୀପ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଋଣ ଓଡ଼ିଶାବାସୀ କେବେ…

ଆଜି ଓଡ଼ିଶା ଆସୁଛନ୍ତି ଦ୍ରୌପଦୀ

ଭୁବନେଶ୍ୱର,୮ା୭(ବ୍ୟୁରୋ): ଭାଜପା ସମର୍ଥିତ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ତଥା ଓଡ଼ିଆ ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ଭୋଟ ଦେବା ଲାଗି ପ୍ରାୟ ସବୁ ରାଜ୍ୟ ଗସ୍ତ କରୁଥିବାବେଳେ ଏହି କ୍ରମରେ ସେ…

ଜ୍ୱାଇଁଙ୍କ ସହ ଫେରାର ହେଲେ ଶାଶୁ

ଚଣ୍ଡିଗଡ,୮।୭: ପଞ୍ଜାବର କାପୁରଥାଲା ଜିଲାର ଏକ ଗାଁରେ ୪୦ ବର୍ଷୀୟା ମହିଳା ତାଙ୍କ ଜ୍ୱାଇଁଙ୍କ ସହ ଫେରାର ହୋଇଯାଇଛନ୍ତି। ମହିଳାଙ୍କ ଝିଅର ବିବାହ ହେବାର ମାତ୍ର ତିନି ମାସ ତଳେ ହୋଇଥିଲା। ୫ ଦିନ ଦିନ ପୂର୍ବେ ଜ୍ୱାଇଁ ଶ୍ୱଶୁର ଘରକୁ…

କେନ୍ଦ୍ରାପଡ଼ା ଜିଲାରେ ୪,୨୮୬ ଶିଶୁ ଅପପୁଷ୍ଟିର ଶିକାର

କେନ୍ଦ୍ରାପଡ଼ା ଅଫିସ,୮ା୭: କେନ୍ଦ୍ର ଓ ରାଜ୍ୟ ସରକାର ଶିଶୁଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ଯୋଜନା ପ୍ରଣୟନ କରୁଛନ୍ତି। ପ୍ରଣୀତ ଯୋଜନାକୁ କାର୍ଯ୍ୟକାରୀ ପାଇଁ ଅର୍ଥ ମଞ୍ଜୁର ହେଉଛି। ହେଲେ କେନ୍ଦ୍ରାପଡ଼ା ଜିଲାର ଶିଶୁଙ୍କ ସମ୍ପର୍କରେ ଯେଉଁ ତଥ୍ୟ ବିଭାଗୀୟ କାର୍ଯ୍ୟାଳୟରୁ ମିଳିଛି,…

ଯୁକ୍ତ ୨ରେ ସିଟ୍‌ ପାଇବା ଚିନ୍ତା ବଢ଼ିଲା

ଭୁବନେଶ୍ୱର,୮ା୭(ବ୍ୟୁରୋ): ୨୦୨୧-୨୨ ଶିକ୍ଷାବର୍ଷର ମାଟ୍ରିକ୍‌ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଚଳିତବର୍ଷ ଆଶାତୀତ ଫଳ ହୋଇଛି। ୨୦୨୦ରେ ମାଟ୍ରିକ ପରୀକ୍ଷାଫଳ ୭୮.୭୬ ପ୍ରତିଶତ ହୋଇଥିବା ବେଳେ ଚଳିତବର୍ଷ ୯୦.୫୫ ପ୍ରତିଶତ ପିଲା ପାସ୍‌ କରିଛନ୍ତି। ମୋଟ ୫ ଲକ୍ଷ ୨୬…

ନାବାଳକଙ୍କ ଅଭିଭାବିକା ହୋଇପାରିବେନି ମୁସଲମାନ ମା’

କୋଚି, ୮ା୭:ଜଣେ ମୁସଲମାନ ମହିଳା ତାଙ୍କ ନାବାଳକ/ନାବାଳିକା ପିଲାଙ୍କ ଅଭିଭାବିକା ହୋଇପାରିବେ ନାହିଁ ବୋଲି କେରଳ ହାଇକୋର୍ଟ କହିଛନ୍ତି। ଅନୁରୂପ ମାମଲାଗୁଡ଼ିକରେ ସୁପ୍ରିମକୋର୍ଟ ଦେଇଥିବା ରାୟ ଆଧାରରେ ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ପି. ବି. ସୁରେଶ କୁମାର ଏବଂ ଜଷ୍ଟିସ୍‌ ସି.…

ଓଡ଼ିଶା ବିମୁଖ ବିଦେଶୀ ପର୍ଯ୍ୟଟକ

ଭୁବନେଶ୍ୱର,୮ା୭(ବ୍ୟୁରୋ): କୋଭିଡ୍‌ ପରେ ରାଜ୍ୟରେ ପର୍ଯ୍ୟଟନ କ୍ଷେତ୍ର ଏକପ୍ରକାର ବିପର୍ଯ୍ୟସ୍ତ ହୋଇଛି। ଦେଶ ଭିତରର କିଛି ପର୍ଯ୍ୟଟକ ରାଜ୍ୟର କେତେକ ଅଞ୍ଚଳ ବୁଲାବୁଲି କରୁଥିବା ବେଳେ ବିଦେଶୀ ପର୍ଯ୍ୟଟକ ଓଡ଼ିଶା ବିମୁଖ ଥିବା ଦେଖିବାକୁ ମିଳିଛି। କୋଭିଡ୍‌ ମହାମାରୀକୁ ୨ ବର୍ଷ…

ବୋରିସ୍‌ ସରକାର: କେଳେଙ୍କାରୀରୁ ପତନ

ତିନିବର୍ଷ ପୂର୍ବେ ବ୍ରିଟେନରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ବୋରିସ୍‌ ଜନ୍‌ସନଙ୍କ ନେତୃତ୍ୱାଧୀନ କଞ୍ଜରଭେଟିଭ୍‌ ପାର୍ଟି ବିପୁଳ ବିଜୟ ହାସଲ କରିଥିଲା। ୧୯୮୭ ପରେ ଏହା ଥିଲା ସବୁଠୁ ବଡ଼ ସଫଳତା। କିନ୍ତୁ ଏହି ୩ ବର୍ଷ ମଧ୍ୟରେ କେତେକ ବିବାଦୀୟ ଘଟଣାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri