Home

ଘସିପୁରା ବିଧାୟକ ବଦ୍ରି ପାତ୍ର ଅସୁସ୍ଥ

କେନ୍ଦୁଝର, ୧୨।୮(ସ୍ବ.ପ୍ର.):କେନ୍ଦୁଝର ଜିଲା ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ବୁଧବାର ରାତିରେ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଗୁରୁବାର ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ପୁଅ ଦେବାଶିଷ ପାତ୍ରଙ୍କ କହିବା ଅନୁଯାୟୀ, ବିଧାୟକ ମୂତ୍ରାଶୟ ସଂକ୍ରମଣରେ…

୫୦ଟଙ୍କା ପାଇଁ ନାବାଳକଙ୍କ ଆତ୍ମହତ୍ୟା

ଟେନ୍‌ସା,୧୧।୮(ଡି.ଏନ୍‌.ଏ.): ମା’ଙ୍କୁ ମାଗିଲେ ୫୦ଟଙ୍କା ଦିଅ। ମିଟିଂରୁ ଫେରେ ତତେ ଟଙ୍କା ଦେବି କହି ମା’ ଗ୍ରାମକୁ ଗ୍ରୁପ ମିଟିଂ କରିବାକୁ ଚାଲି ଯାଇଥିଲେ। ଏତିକିରେ ନାବାଳକ ରାଗି ଯାଇ ଘର ଭିତରେ ଥିବା ରୁଅରେ ଏକ ଧୋତିରେ ରଶି ଲଗାଇ…

ଦିଲ୍ଲୀରୁ ଧରାହେଲେ ନାଇଜେରୀୟ

ବାଲେଶ୍ୱର ଅଫିସ, ୧୨ା୮:ସାଇବର ଠକ ଏବେ ଆପଣାଇଛନ୍ତି ଅଭିନବ ଉପାୟ। ବିଦେଶିନୀଙ୍କ ଲୋଭ ଦେଖାଇ ଠକି ନେଉଛନ୍ତି ଲକ୍ଷ ଲକ୍ଷ ଟଙ୍କା। ନିକଟରେ ହନିଟ୍ରାପର ଶିକାର ହୋଇ ବାଲେଶ୍ୱର ଅଞ୍ଚଳର ଜଣେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ହରାଇଛନ୍ତି ୩୦ ଲକ୍ଷ ଟଙ୍କା।…

ମାଟି ତଳୁ ମିଳିଲା ଗଦାଗଦା ଆଧାର କାର୍ଡ

ପାରଳାଖେମୁଣ୍ଡି, ଆର.ଉଦୟଗିରି,୧୨ା୮(ଡି.ଏନ୍‌.ଏ.):ବର୍ତ୍ତମାନ ସମୟରେ ଆଧାର କାର୍ଡ ସମସ୍ତଙ୍କ ପାଇଁ ଜରୁରୀ ହୋଇପଡ଼ିଥିବା ବେଳେ ଏହାକୁ କେମିତି ଦୁରୂପଯୋଗ କରାଯାଇଛି ତାହା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଜିରାଙ୍ଗ ପଞ୍ଚାୟତ ଡରାବ ଗ୍ରାମରେ। ଗୁରୁବାର ସ୍ଥାନୀୟ ପୋଷ୍ଟଅଫିସ ନିକଟରେ ଥିବା…

୭.୩% ଭାରତୀୟ ରଖିଛନ୍ତି ଡିଜିଟାଲ ମୁଦ୍ରା

ଜାତିସଂଘ, ୧୨ା୮:ଭାରତରେ ୨୦୨୧ରେ ମୋଟ ଜନସଂଖ୍ୟାର ୭.୩% ସେମାନଙ୍କ ନିକଟରେ ଡିଜିଟାଲ ମୁଦ୍ରା ରଖିଥିବା ଜାତିସଂଘ ଟ୍ରେଡ୍‌ ଆଣ୍ଡ୍‌ ଡେଭେଲପମେଣ୍ଟ ସଂସ୍ଥା ୟୁଏନ୍‌ସିଟିଏଡି କହିଛି। ଏହି ତାଲିକାରେ ୟୁକ୍ରେନ୍‌ ଶୀର୍ଷରେ ରହିଛି। ଏହାର ୧୨.୭% ଲୋକ ଡିଜିଟାଲ ମୁଦ୍ରାର ଅଧିକାରୀ। ୟୁକ୍ରେନ୍‌…

ଦୁର୍ବଳ ଶିକ୍ଷାରୁ ୮୮୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୧୨ା୮(ବ୍ୟୁରୋ):ଗୁଣାତ୍ମକ ଶିକ୍ଷା ଅଭାବରୁ ରାଜ୍ୟରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି। ଅଭିଭାବକମାନେ ସରକାରୀ ସ୍କୁଲରୁ ମୁହଁ ମୋଡୁଛନ୍ତି। ଆର୍ଥିକ କ୍ଷେତ୍ରରେ ସ୍ବଚ୍ଛଳ ନ ଥିବା ନିମ୍ନ ମଧ୍ୟବିତ୍ତ ପରିବାର ମଧ୍ୟ ନିଜ ପିଲାକୁ ସରକାରୀ ସ୍କୁଲରେ…

ଆତଙ୍କବାଦୀଙ୍କ ଷଡ଼ଯନ୍ତ୍ର ପଣ୍ଡ: ୨୪ଘଣ୍ଟାରେ ୫ ନିହତ, ୩୦କିଲୋ ଆଇଡି ଜବତ

ଶ୍ରୀନଗର,୧୧।୮: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆତଙ୍କବାଦୀ ନିରୋଧୀ ଅଭିଯାନ ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ବଡଗାମ ଏବଂ ରାଜୌରୀର ଦୁଇଟି ଭିନ୍ନ ସ୍ଥାନରେ ହୋଇଥିବା ସର୍ଚ୍ଚ ଅପରେଶନରେ ମୋଟ ୫ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଏଥିସହ ୩୦…

ଅଗଷ୍ଟ ୧୬ରେ ବିହାର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ପାଟନା,୧୧।୮: ବିହାରର ମେଣ୍ଟସରକାରର କ୍ୟାବିନେଟ ସମ୍ପ୍ରସାରଣ ନେଇ ଗୁରୁବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ବିହାରର କ୍ୟାବିନେଟର ସମ୍ପ୍ରସାରଣ ଅଗଷ୍ଟ ୧୬ରେ ହୋଇପାରେ ବୋଲି ଏକ ସୂତ୍ରରୁ ସୂଚନା ରହିଛି। ଅନ୍ୟପଟେ ଅଗଷ୍ଟ ୨୪ରେ ବିହାରରେ ଫ୍ଲୋର ଟେଷ୍ଟ ହେବ।…

ସିଙ୍ଗାପୁର ଛାଡ଼ି ଏହି ଦେଶରେ ଶରଣ ନେଲେ ଗୋଟବାୟା

କଲମ୍ବୋ,୧୧।୮: ଆଇନଗତ କାରଣରୁ ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ଗୋଟବାୟା ରାଜପାକ୍ସେଙ୍କୁ ଏବେ ସିଙ୍ଗାପୁର ଛାଡିବାକୁ ପଡ଼ିଛି। ଏକ ନିର୍ଦ୍ଧିଷ୍ଟ ସମୟ ପରେ ସେ ଦେଶ ଛାଡିଛନ୍ତି ବୋଲି ଗୁରୁବାର ସିଙ୍ଗାପୁରର ଇମିଗ୍ରେସନ ଅଧିକାରୀମାନେ ସୂଚନା ଦେଇଛନ୍ତି। ଏକ ଗଣାମାଧ୍ୟମ ଖବର ଅନୁଯାୟୀ…

ସ୍ବତନ୍ତ୍ର ଭାବରେ ରକ୍ଷାବନ୍ଧନ ପାଳିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୧ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିଲ୍ଲୀସ୍ଥିତ ତାଙ୍କ ବାସଭବନରେ କୁନିକୁନି ଝିଅମାନଙ୍କ ସହ ସହ ରକ୍ଷା ବନ୍ଧନ ଉତ୍ସବ ପାଳନ କରିଛନ୍ତି। ଆଜି ମୋଦିଙ୍କୁ ତାଙ୍କ କାର୍ଯ୍ୟାଳୟରେ କାମ କରୁଥିବା ସଫେଇ କର୍ମଚାରୀ, ଚପରାସୀ, ମାଳି, ଡ୍ରାଇଭରଙ୍କ ଝିଅମାନେ ରାଖୀ…

ବିମାନରେ ସିଗାରେଟ୍‌ ଟାଣୁଥିଲେ ବଡି ବିଲ୍‌ଡର୍‌: ଭିଡିଓ ଭାଇରାଲ ପରେ ଯାଞ୍ଚ୍‌ ନିର୍ଦ୍ଦେଶ ଦେଲେ କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୧୧।୮:ଜଣାଶୁଣା ବଡି ବିଲଡର୍‌ ବବି କାଟାରିଆ ସ୍ପାଇଟ୍‌ଜେଟ୍‌ ବିମାନରେ ବସି ସିଗାରେଟ୍‌ ଟାଣୁଥିବାର ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ ହୋଇଛି। ଏହାକୁ ଅସନ୍ତୋଷ ପ୍ରକାଶ ପାଇଛି। ଲୋକେ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ…

‘ମିଛ କହିବାର କଳା ମୋଦି ଜୀଙ୍କୁ ଆସେ’

ପାଟନା,୧୧।୮: ବିହାରରେ ପୁଣି ମହାମେଣ୍ଟ ସରକାର ଗଠନ କରାଯାଇଛି। ଅଷ୍ଟମଥର ପାଇଁ ନୀତୀଶ କୁମାର ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ପୂର୍ବରୁ ବିରୋଧୀ ଦଳର ନେତା ଥିବା ତେଜସ୍ବୀ ଯାଦବ ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଶପଥ ଗ୍ରହଣ କରିବାର ଗୋଟିଏ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?