Home

ଆଫଗାନିସ୍ତାନ ନାଗରିକଙ୍କୁ ରହିବା ପାଇଁ ଅନୁମତି ଦେଲା ସ୍ପେନ୍‌

ମାଦ୍ରିଦ୍‌,୧୧ା୮: ଆଫଗାନିସ୍ତାନରେ ତାଲିବାନ ସରକାର ଗତ ବର୍ଷ ଅଗଷ୍ଟ ୧୫ରେ କ୍ଷମତାକୁ ଆସିଥିଲେ। ଏହା ପରେ ଆମେରିକୀୟ ସେନା ସେଠାରୁ ଓହରି ଯାଇଥିଲେ। ହତ୍ୟାର ଆତଙ୍କ ଏବଂ ଦେଶରେ ବର୍ତ୍ତମାନର ସଙ୍କଟ ଯୋଗୁ ଲୋକମାନେ ସେଠାରୁ ଚାଲିଯିବାକୁ ବାଧ୍ୟ ହୋଇଛନ୍ତି। ଆଫଗାନିସ୍ତାନ…

ସ୍ମାର୍ଟଫୋନ୍‌ ନିଶାରେ ମାଙ୍କଡ଼, ଭିଡିଓ ଦେଖିଲେ…

ଦିନଥିଲା ଲୋକମାନେ ପରସ୍ପର ପାଇଁ ବହୁତ ସମୟ ଦେଉଥିଲେ। କିନ୍ତୁ ଯେବେଠୁ ସ୍ମାର୍ଟଫୋନ୍‌ ଆସିଲାଣି ସେବେଠାରୁ କାହା ପାଇଁ କାହା ପାଖରେ ସମୟ ନାହିଁ। ପିଲାଠୁ ବୟସ୍କ ଯାଏ ସମସ୍ତଙ୍କ ହାତରେ ସ୍ମାର୍ଟଫୋନ୍‌। ଦିନରାତି ଏକ କରିଦେଉଛନ୍ତି ଏହି ଫୋନ୍‌ ପାଇଁ।…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଭେଟିପାରନ୍ତି ମୋଦି

ନୂଆଦିଲ୍ଲୀ,୧୧।୮: ଆସନ୍ତା ମାସରେ ଉଜବେକିସ୍ତାନରେ ହେବାକୁ ଥିବା ସାଂଘାଇ କୋଅପରେଶନ ଅରଗାନାଇଜେସନ(ଏସସିଓ) ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କୁ ଭେଟି ପାରନ୍ତି। ଏସସିଓ ବୈଠକ ୧୫-୧୬ ସେପ୍ଟେମ୍ବରରେ ଉଜବେକିସ୍ତାନର ସମରକନ୍ଦରେ ଅନୁଷ୍ଠିତ ହେବ। ଏସସିଓ ବୈଠକରେ ଉଭୟ…

ତେଜସ୍ବୀଙ୍କୁ ଜେଡ୍‌ ପ୍ଲସ୍‌ ସୁରକ୍ଷା

ପାଟନା,୧୧।୮: ବିହାରରେ ପୁଣି ମହାମେଣ୍ଟ ସରକାର ଗଠନ କରାଯାଇଛି। ବିରୋଧୀ ଦଳର ନେତା ତେଜସ୍ବୀ ଯାଦବ ବର୍ତ୍ତମାନ ସରକାରରେ ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି। ସେ ଉପମୁଖ୍ୟମନ୍ତ୍ରୀ ହେବାପରେ ଗୃହ ବିଭାଗ ପକ୍ଷରୁ ତାଙ୍କ ସୁରକ୍ଷା ମଧ୍ୟ ବୃଦ୍ଧି କରାଯାଇଛି। ତେଜସୱୀ ଯାଦବଙ୍କୁ ଜେଡ୍‌…

ଶ୍ରୀକାନ୍ତ ତ୍ୟାଗୀଙ୍କୁ ମିଳିଲାନି ଜାମିନ

ଲକ୍ଷ୍ନୌ,୧୧।୮: ନୋଏଡ଼ା ହାଉସିଂ ସୋସାଇଟିରେ ପଡୋଶୀ ମହିଳାଙ୍କୁ ମାଡ଼ ମାରିବା ସହ ଗାଳିଗୁଲଜ କରିବା ଅଭିଯୋଗରେ ଗିରଫ ହୋଇଥିବା ସ୍ଥାନୀୟ ଭାଜପା ନେତା ଶ୍ରୀକାନ୍ତ ତ୍ୟାଗୀ ଅଡୁଆ ବଢିବାରେ ଲାଗିଛି। ଶ୍ରୀକାନ୍ତଙ୍କ ଜାମିନ ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ନୋଏଡାର ସୁରଜପୁର…

କୁଆଡେଗଲେ ପୁରୁଷୋତ୍ତମପୁର ବ୍ଲକ ଜିଆରଏସ ସ୍ବାଗତ ପଣ୍ଡା: ଚାରିଦିନପରେ ବି ଖୋଜଖବର ମିଳୁନି 

ପୁରୁଷୋତ୍ତମପୁର,୧୧/୮(ଡିଏନ୍ଏ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ସୁନାଥର ଓ ଶୋଳଘର ପଞ୍ଚାୟତରେ ଜିଆରଏସ ଭାବେ କାର୍ଯ୍ୟରତ ସ୍ବାଗତ ପଣ୍ଡା ନିଖୋଜ ହେବାର ଚାରିଦିନ ବିତିଥିଲେବି ତାଙ୍କର କୌଣସି ଖୋଜଖବର ମିଳିପାରୁନାହିଁ। ଏହାକୁ ନେଇ ଏଠାରେ ନାନା ପ୍ରକାରର ସଂଦେହ ଘନୀଭୂତ ହୋଇ…

ଶୌଚ ହେବାକୁ ଯାଇଥିଲେ ବୃଦ୍ଧା, ଦଳିଦେଲା ଦନ୍ତା

ଝାରସୁଗୁଡ଼ା ଅଫିସ,୧୧ା୮: ଝାରସୁଗୁଡ଼ା ଜିଲା ବାଗଡିହି ଫରେଷ୍ଟ ରେଞ୍ଜ ଅଧୀନ ବୁଡ଼ାପଡ଼ା ଗ୍ରାମ ନିକଟରେ ଏକ ଦନ୍ତା ଜଣେ ବୃଦ୍ଧାଙ୍କୁ ଦଳି ମାରିଦେଇଛି। ମୃତ ବୃଦ୍ଧା ଜଣଙ୍କ ହେଲେ ବୁଡ଼ାପଡ଼ା ଗ୍ରାମ ରକ୍ସାପାଲିର ସୁବାସି ସିଂନାଏକ(୬୨)। ଏ ସମ୍ପର୍କରେ ଖବରପାଇ ରେଞ୍ଜର…

ନିର୍ବାଚନରେ ଉପହାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ, ବିକାଶ ପାଇଁ ଖର୍ଚ୍ଚ ହେଉ ଟଙ୍କା, କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୧୧।୮ : ନିର୍ବାଚନ ସମୟରେ ମାଗଣା ଉପହାର ଦେବା ଏବଂ ମାଗଣା ବିଦ୍ୟୁତ, ଜଳ ବଣ୍ଟନ ଆଦି ରାଜନୈତିକ ଦଳର ପ୍ରତିଶ୍ରୁତିକୁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଭାବରେ ବିବେଚନା କରାଯାଇଛି। ଗୁରୁବାର ପ୍ରାୟ ୨୦ ମିନିଟ ପର୍ଯ୍ୟନ୍ତ…

ଆଜି ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୧ା୮(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଗୁରୁବାର ୬୦୦ ତଳେ ଥିବା ବେଳେ ଆଜି ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଭଦ୍ରକର ଜଣେ ୮୦ ବର୍ଷୀୟ…

ଧନକର ନେଲେ ଶପଥ…

ନୂଆଦିଲ୍ଲୀ, ୧୧।୮ : ଦେଶରେ ୧୪ ଉପ ରାଷ୍ଟ୍ରପତି ଭାବେ ଜଗଦୀପ ଧନକର ଗୁରୁବାର ଶପଥ ନେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ ଧନକରଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଅବସରରେ ପୂର୍ବତନ ରାଷ୍ଟ୍ରପତି ରାମନାଥ…

କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୫୩୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୧ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଗୁରୁବାର ରାଜ୍ୟରୁ ୫୩୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୭,୩୦୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ…

ସୋସିଆଲ ମିଡିଆରେ ଗୋଟିଏ ପୋଷ୍ଟ ପାଇଁ ଏତିକି ଟଙ୍କା ନିଅନ୍ତି ଆଲିଆ

ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟ ଖୁବ୍‌ ସମୟ ମଧ୍ୟରେ ଇଣ୍ଡଷ୍ଟ୍ରିରେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ଆଜିର ସମୟରେ ତାଙ୍କର ଚାହିଦା କେବଳ ଫିଲ୍ମରେ ନୁହେଁ, ସୋସିଆଲ ମିଡିଆ ପ୍ଲାଟଫର୍ମରେ ମଧ୍ୟ ରହିଛି। ନିକଟରେ ଗଙ୍ଗୁବାଇ କାଠିଆଓ୍ବାଡି ଏବଂ ଆରଆରଆର ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?