ରକ୍ତମୁଖା ଭାଲୁ, ଗୋଡ଼ାଇ ଗୋଡ଼ାଇ ୩ ଜଣଙ୍କୁ କଲାଣି ଗୁରୁତର
ପାଟଣା,୧୮ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ମାଛଗଡ଼ ବିଟ୍ ଅଞ୍ଚଳରେ ବୁଧବାର ସକାଳୁ ରକ୍ତମୁଖା ହୋଇପଡ଼ିଛି ଏକ ଭାଲୁ। ଲୋକଙ୍କୁ ଗୋଡ଼େଇ ଗୋଡ଼େଇ କାମୁଡୁଛି। ଭାଲୁ ଆକ୍ରମଣରେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରୁ ୨ ଜଣ…
ବିବାହକୁ ନେଇ ମୁହଁ ଖୋଲିଲେ ଅର୍ଜୁନ
ବଲିଉଡରେ ସବୁଠାରୁ ଅଧିକ ଚର୍ଚ୍ଚିତ ଯୋଡିଙ୍କ ମଧ୍ୟରୁ ଅର୍ଜୁନ କପୁର ଏବଂ ମଲାଇକା ଆରୋରା ଅନ୍ୟତମ। ମଲାଇକା ଏବଂ ଅର୍ଜୁନ ଦୀର୍ଘ ଦିନ ହେବ ପରସ୍ପରକୁ ଡେଟ କରୁଛନ୍ତି। ଉଭୟ ଆନୁଷ୍ଠାନିକ ଭାବରେ ୨୦୧୯ରେ ସେମାନଙ୍କର ସମ୍ପର୍କ ଘୋଷଣା କରିଥିଲେ। ଦୁହେଁ…
ଆଣ୍ଟି-ଶିପ୍ ମିଜାଇଲର ସଫଳ ପରୀକ୍ଷଣ କଲା ନୌସେନା…
ନୂଆଦିଲ୍ଲୀ, ୧୮।୫ : ଭାରତୀୟ ନୌସେନା ପକ୍ଷରୁ ଏକ ଆଣ୍ଟି-ଶିପ୍ ମିଜାଇଲର ସଫଳ ପରୀକ୍ଷଣ କରାଯାଇଛି। ବୁଧବାର ନୌସେନା ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି। ନୌସେନା ଏକ ସେକିଂ ହେଲିକପ୍ଟରରୁ ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ ପ୍ରଥମ ଆଣ୍ଟି-ଶିପ୍ ମିଜାଇଲର ସଫଳ…
ମେ’୨୦-୨୧ରେ ପଞ୍ଚତାରକା ହୋଟେଲରେ ଭାଜପାର ବୈଠକ…
ଜୟପୁର, ୧୮।୫ : ଚଳିତ ୨୦୨୨ ତଥା ଆସନ୍ତା ୨୦୨୩ ବର୍ଷରେ ଦେଶର ୧୧ ଟି ରାଜ୍ୟରେ ବିଧାନ ସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହାକୁ ଦୃଷ୍ଟିିରେ ରଖି କଂଗ୍ରେସ ପକ୍ଷରୁ ରାଜସ୍ଥାନର ଉଦୟପୁରରେ ୩ ଦିନିଆ ଚିନ୍ତନ ଶିବିର…
ଲୁଣ କାରଖାନାର କାନ୍ଥ ଧସିଲା, ୧୨ ଶ୍ରମିକ ମୃତ, ମୃତକ ପରିବାରଙ୍କୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ…
ଅହମଦାବାଦ, ୧୮।୫ : ଗୁଜରାଟର ମୋରବିର ହାଲଓ୍ବଦ ଅଞ୍ଚଳରେ ବୁଧବାର ଏକ ଲୁଣ କାରଖାନାର କାନ୍ଥ ଧସି ୧୨ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୩୦ ଜଣରୁ ଅଧିକ ଶ୍ରମିକ ଫସି ରହିଥିବା ଆଶଙ୍କା କରାଯାଉଛି। କୁହାଯାଉଛି ଯେ…
ଇତିହାସ ରଚିଲେ ବୁମ୍ରା
ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ୍ସ ଫାଷ୍ଟ ବୋଲର ଜଶପ୍ରୀତ ବୁମ୍ରା ଟି-୨୦ କ୍ରିକେଟରେ ବଡ଼ କାରନାମା କରିଛନ୍ତି। ସେ ପ୍ରଥମ ଭାରତୀୟ ଦ୍ରୁତ ବୋଲର ଭାବରେ ଟି-୨୦ କ୍ରିକେଟରେ ଭାରତ ପାଇଁ ୨୫୦ ଉଇକେଟ ନେଇଛନ୍ତି। ବୁମ୍ରାଙ୍କ ପୂର୍ବରୁ ଟିମ ଇଣ୍ଡିଆର କୌଣସି…
ମା’ ତାରା ତାରିଣୀଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ , ୪୩ କୋଟି ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ
ପୁରୁଷୋତ୍ତମ ପୁର, ୧୮/୫(ଡିଏନ୍ଏ) ଗଞ୍ଜାମ ଜିଲ୍ଲା ତଥା ଦକ୍ଷିଣ ଓଡିଶାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରା ତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ତଥା ଜୀର୍ଣ୍ଣୋଦ୍ଧାର ଓ ପ୍ରାସାଦର ସଂସ୍କାର କାର୍ଯ୍ୟକ୍ରମ ବୁଧବାର ଚତୁର୍ଥ ଦିବସରେ ପହଞ୍ଚିଛି । ଏଥିରେ ମାନ୍ୟବର…
ଶେଷ ମ୍ୟାଚ୍ ପୂର୍ବରୁ ହାଇଦ୍ରାବାଦକୁ ବଡ ଝଟ୍କା
ମୁମ୍ବାଇ,୧୮।୫: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍) ୨୦୨୨ ସିଜନରେ ସନରାଇଜର୍ସ ହାଇଦ୍ରାବାଦ ଦଳକୁ ଲାଗିଛି ବଡ଼ ଝଟ୍କା। ଦଳର ଅଧିନାୟକ କେନ ଓ୍ବିଲିୟମସନ ଆଉ ଦଳ ପାଇଁ ଖେଳିବେ ନାହିଁ। ତାଙ୍କ ସ୍ତ୍ରୀ ସାରା ରହିମ ଦ୍ୱିତୀୟ ସନ୍ତାନ ଜନ୍ମ ଦେବାକୁ ଯାଉଥିବାରୁ…
ସ୍ବପ୍ନ ଦେଖି କୋଟିଏ ମୂଲ୍ୟର ମୂର୍ତ୍ତି ଫେରାଇଦେଲେ ଚୋର
ଲକ୍ଷ୍ନୌ,୧୮।୫: ଚୋର ଲୁଟ୍ କରିଥିବା ଜିନିଷ ଫେରାଇବା କଥା ବିରଳ। ତା’ ପୁଣି ଚୋର ଯଦି ସ୍ବପ୍ନ ଦେଖି ଏପରି କରିଛି ତେବେ ଏହା ଆଦୌ ବିଶ୍ୱାସଯୋଗ୍ୟ ନୁହେଁ। ଖବରଟି ପଢ଼ିଲା ବେଳେକୁ ଅଜବ ଲାଗିଲେ ମଧ୍ୟ ଏହା ସତ। ଏଭଳି…
ଆରଏସ୍ଏସ୍ କାର୍ଯ୍ୟାଳୟ ବାହାରେ ରେକି କରୁଥିବା ଆତଙ୍କବାଦୀ ଗିରଫ
ନାଗପୁର,୧୮।୫: ନାଗପୁରର ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଗଠନ(ଆରଏସ୍ଏସ୍) କାର୍ଯ୍ୟାଳୟରେ ରେକି କରିଥିବା ଘଟଣାରେ ମହାରାଷ୍ଟ୍ର ଆତଙ୍କବାଦ ନିରୋଧୀ ସ୍କ୍ବାଡ(ଏଟିଏସ୍) ଜଣେ ଆତଙ୍କବାଦୀଙ୍କୁ ଜମ୍ମୁ-କଶ୍ମୀର ଅଓ୍ବନ୍ତିପୋରାରୁ ଗିରଫ କରିଛି। ଗିରଫ ହୋଇଥିବା ଆତଙ୍କବାଦୀ ଜୈଶ-ଏ-ମହମ୍ମଦ ସଂଗଠନର ରଇସ ଅହମଦ ଅସଦୁଲ୍ଲାହ ଶେଖ୍ ବୋଲି…
୧ ବର୍ଷରେ ଦେଶରେ ୭ ହଜାର ୧୪୦ ଦୁର୍ନୀତି, କେନ୍ଦ୍ର ସରକାରଙ୍କ ବିରୋଧରେ ଶିବସେନାର ଅଭିଯୋଗ…
ମୁମ୍ବାଇ, ୧୮।୫ : ଶିବସେନା ମୁଖପତ୍ର ସାମନାରେ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ କରାଯାଇଛି। ଦେଶରେ ଗତ ୧ ବର୍ଷ ମଧ୍ୟରେ ୭ ହଜାର ୧୪୦ ଦୁର୍ନୀତି ଘଟିଥିବା ସାମନାର ସମ୍ପାଦକୀୟରେ ଉଲ୍ଲେଖ କରାଯାଇଛି। ସୂଚନା ଅଧିକାର ଅନ୍ତର୍ଗତ…
ପାଙ୍ଗୋଙ୍ଗ ହ୍ରଦ ଉପରେ ପୋଲ ନିର୍ମାଣ କରୁଛି ଚାଇନା…
ବେଜିଂ, ୧୮।୫ : ଦୁଇ ବର୍ଷରୁ ଅଧିକ ସମୟ ଧରି ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ଜାରି ରହିଛି। ଏପରିସ୍ଥଳେ ଚାଇନା ପାଙ୍ଗୋଙ୍ଗ ହ୍ରଦ ଉପରେ ଆଉ ଏକ ପୋଲ ନିର୍ମାଣ କରୁଛି । ଏହା ମାଧ୍ୟମରେ ଚାଇନା…
Archives


