Home

ଦୈନିକ ମୃତ୍ୟୁ ସଂଖ୍ୟା ୩୩…

ନୂଆଦିଲ୍ଲୀ, ୧୮।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣରେ…

୨ ଡକାୟତି ଘଟଣାରେ ୧୧ ଗିରଫ

ଆଳି,୧୮ା୫(ଡି.ଏନ.ଏ.): ଗତ ୨ ମାସ ହେବ କେନ୍ଦ୍ରାପଡ଼ା ଜିଲା ଆଳି ଓ ରାଜକନିକା ଥାନା ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିବା ୫ ଡକାୟତଙ୍କ ସମେତ ୧୧ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କଠାରୁ ୨ ଲକ୍ଷ ୪୧ ହଜାର ୫୫୫ ଟଙ୍କା ମୂଲ୍ୟର…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ହିତାଧିକାରୀଙ୍କ ଧାରଣା

ରାଜନଗର,୧୮ା୫(ଡି.ଏନ.ଏ.): ଆମେ ଚାହୁଁ ଥିବା ରିଟେଲରଙ୍କ ପାଖରୁ ଆମକୁ ଚାଉଳ ଦିଅ। ଅନ୍ୟତ୍ର ଆମେ ଚାଉଳ ନେବୁନି। ଆମେ ବର୍ତ୍ତମାନ ହିତାଧିକାରୀଙ୍କୁ ଦିଆଯାଉଥିବା ରିଲିଫ୍‌ ଓ କୋଟା ଚାଉଳ ୪ମାସର ପାଇନାହୁଁ। ଏହାକୁ ନେଇ ଶତାଧିକ ହିତାଧିକାରୀ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚତ୍…

ଟମାଟୋ ଦର ଆକାଶଛୁଆଁ, ଗ୍ରାହକ ଅତିଷ୍ଠ

ପଟ୍ଟାମୁଣ୍ଡାଇ,୧୮ା୫(ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ଓ ତାର ଆଖପାଖ ଅଞ୍ଚଳରେ ଟମାଟୋ ଦର ଆକାଶଛୁଆଁ ହୋଇଛି। ସାଧାରଣ ଖାଉଟି ଟମାଟୋ ବଜାରରୁ କିଣି ପାରୁନାହିଁ। ୨ ସପ୍ତାହ ମଧ୍ୟରେ ଟମାଟୋ ଦର ୪୦ ଟଙ୍କାରୁ ବୃଦ୍ଧି ପାଇ ୮୦ ଟଙ୍କାରେ ପହଞ୍ଚତ୍ଛି। ଅନ୍ୟପକ୍ଷେ ପ୍ରଚଣ୍ଡ ଗ୍ରୀଷ୍ମ…

ଉଚ୍ଚ ଜୁଆର ମାଡ଼ରେ ଗାଁ ବନ୍ଧରେ ୩୦ ଫୁଟର ଘାଇ

ମହାକାଳପଡ଼ା,୧୮ା୫(ଡି.ଏନ୍‌.ଏ.): ସୋମବାର ପୂର୍ଣ୍ଣିମା ତିଥିରେ ସମୁଦ୍ରରେ ଉଚ୍ଚ ଜୁଆର ଉଠିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଅଧୀନ ପାଣିଖିଆ ସାନ୍ତାଳପଡ଼ା ଗାଁର ମୁଖ୍ୟ ବନ୍ଧରେ ୩୦ଫୁଟର ଖାଇ ସୃଷ୍ଟି ହୋଇଛି। ପାଣିଖିଆ ଗ୍ରାମ ସମୁଦ୍ର ଜଳ ଘେରରେ…

ଅଳକାଙ୍କୁ ଜିତାଇବା ପାଇଁ ସଂକଳ୍ପ

ବ୍ରଜରାଜନଗର,୧୮ା୫(ଡି.ଏନ.ଏ.): ବ୍ରଜରାଜନଗର ଉପର୍ନିବାଚନ ପାଖେଇ ଆସୁଥିବାବେଳେ ବିଜେଡି ପକ୍ଷରୁ ସ୍ଥାନୀୟ ମାହେଶ୍ୱରୀ ଭବନଠାରେ ମଙ୍ଗଳବାର ଏକ ନିର୍ବାଚନୀସଭା ଅନୁଷ୍ଠିତ ହୋଇଥିଲା। ଦଳର ନଗର ସଭାପତି ରାଧାକାନ୍ତ ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ କୁମାର ଜେନା…

ବିଜେଡି, ଭାଜପା ପ୍ରାର୍ଥୀଙ୍କ ପ୍ରଚାର ପ୍ରତିଯୋଗିତା

ଝାରସୁଗୁଡ଼ା ଅଫିସ,୧୮ା୫: ବ୍ରଜରାଜନଗର ଉପନିର୍ବାଚନ ଲାଗି ବିଜେଡି ପ୍ରାର୍ଥିନୀ ଅଳକା ମହାନ୍ତି ଓ ଭାଜପା ପ୍ରାର୍ଥତ୍ନୀ ରାଧାରାଣୀ ପଣ୍ଡା ନିଜ ସମର୍ଥକଙ୍କୁ ଧରି ଲଖନପୁର ବ୍ଲକ୍‌ ୧୯ଖଣ୍ଡ ମୌଜା ଅଞ୍ଚଳରେ ପ୍ରଚାର ଆରମ୍ଭ କରିଛନ୍ତି। ଏଠାରେ ଉଭୟ ପ୍ରାର୍ଥିନୀଙ୍କ ପ୍ରଚାର ପ୍ରତିଯୋଗିତା…

ଧର୍ମ ନାମରେ ଦେଶ ବିଭାଜନ ଷଡ଼ଯନ୍ତ୍ର କରୁଛି ଭାଜପା

ନୂଆଦିଲ୍ଲୀ,୧୮ା୫(ପି.ଟି.): ଧର୍ମ ନାମରେ ଲୋକଙ୍କ ମଧ୍ୟରେ ବିଭେଦ ସୃଷ୍ଟି କରି ଭାଜପା ଦେଶ ବିଭାଜନ ଲାଗି ଷଡ଼ଯନ୍ତ୍ର ଚଳାଇଥିବା ମଙ୍ଗଳବାର କଂଗ୍ରେସ ଅଭିଯୋଗ କରିଛି। ଲୋକଙ୍କୁ ଏକତା ସୂତ୍ରରେ ବାନ୍ଧି ରଖିବା ଲାଗି କଂଗ୍ରେସ ସାରା ଦେଶରେ ‘ଭାରତ ଯୋଡ଼’ ଯାତ୍ରା…

ମୁମ୍ବାଇ ବିସ୍ଫୋରଣ: ୪ ଆତଙ୍କବାଦୀ ଗିରଫ

ଗାନ୍ଧୀନଗର,୧୮ା୫: ଗୁଜରାଟ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌ (ଏଟିଏସ୍‌) ୧୯୯୩ ମୁମ୍ବାଇ ସିରିଜ୍‌ ବିସ୍ଫୋରଣ ଘଟଣାରେ ସମ୍ପୃକ୍ତ ଥିବା ୪ ଜଣ ଆତଙ୍କବାଦୀଙ୍କୁ ଗିରଫ କରିଛି। ସେମାନେ ହେଲେ ଅବୁ ବକର, ସୟଦ୍‌ କୁରେଶି, ମହମ୍ମଦ ଶୋଏବ କୁରେଶି ଏବଂ ମହମ୍ମଦ ୟୁସୁଫ…

୨ ଆଇନଜୀବୀଙ୍କୁ ୮ ଲକ୍ଷ ଟଙ୍କା ଜରିମାନା

ନୂଆଦିଲ୍ଲୀ,୧୮।୫: ଟ୍ରାଫିକ୍‌ ଭିଡ଼, ବାୟୁ ପ୍ରଦୂଷଣ ଓ ନିର୍ଗମନ ନିୟମ ପ୍ରସଙ୍ଗରେ ଆବେଦନ କରିଥିବା ୨ ଆଇନଜୀବୀଙ୍କ ଉପରେ ସୁପ୍ରିମକୋର୍ଟ ମଙ୍ଗଳବାର ଦୃଷ୍ଟାନ୍ତମୂଳକ ଭାବେ ୮ ଲକ୍ଷ ଟଙ୍କା ଜରିମାନା ଲଗାଇଛନ୍ତି। ଜଷ୍ଟିସ ଏଲ୍‌. ନାଗେଶ୍ୱର ରାଓଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ…

ଚଣ୍ଡିଗଡ଼-ମୋହାଲି ସୀମାରେ ଚାଷୀଙ୍କ ଧାରଣା

ଚଣ୍ଡିଗଡ଼,୧୮।୫ (ପି.ଟି.): ଗହମ ଉପରେ ବୋନସ ସମେତ ବିଭିନ୍ନ ଦାବି ନେଇ ପଞ୍ଜାବର ଆମ୍‌ ଆଦ୍‌ମୀ ପାର୍ଟି ସରକାର ଉପରେ ଚାପ ପକାଇବାକୁ ରାଜଧାନୀ ଚଣ୍ଡିଗଡ଼ ଅଭିମୁଖେ ଯାଉଥିବା ଚାଷୀଙ୍କୁ ଅନୁମତି ନ ମିଳିବାରୁ ମଙ୍ଗଳବାର ସେମାନେ ଚଣ୍ଡିଗଡ଼-ମୋହାଲି ସୀମାରେ ଧାରଣାରେ…

ହାଇକୋର୍ଟ ମୁଖ୍ୟ ବିଚାରପତି ପଦ ପାଇଁ ୫ ନାମ ସୁପାରିସ

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଧାନ ବିଚାରପତି ଏନ୍‌.ଭି. ରମନାଙ୍କ ଅଧ୍ୟକ୍ଷତାରେ ସୁପ୍ରିମକୋର୍ଟ କଲେଜିୟମ ବିଭିନ୍ନ ହାଇକୋର୍ଟର ମୁଖ୍ୟ ବିଚାରପତି ପଦବୀକୁ ପଦୋନ୍ନତି ନିମନ୍ତେ ୫ ବିଚାରପତିଙ୍କ ନାମ ସୁପାରିସ କରିଛନ୍ତି। ମଙ୍ଗଳବାର କଲେଜିୟମ ବୈଠକ ବସି ଏହି ନିଷ୍ପତ୍ତି ନିଆଯିବା ସହ ପ୍ରସ୍ତାବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri