ଜାଣିଶୁଣି କରାଯାଇଥିଲା ଚାଇନା ବିମାନ ଦୁର୍ଘଟଣା, ବ୍ଲାକ ବକ୍ସ ଡାଟାରୁ ମିଳିଲା ତଥ୍ୟ
ବେଜିଂ,୧୮ ।୫: ଚଳିତ ବର୍ଷ ଆରମ୍ଭରେ ଚାଇନାରେ ହୋଇଥିବା ଏକ ବିମାନ ଦୁର୍ଘଟଣାକୁ ନେଇ ଚମକାଇବା ଭଳି ଖବର ସାମ୍ନାକୁ ଆସିଛି । ୱାଲ ଷ୍ଟ୍ରିଟ ଜର୍ନାଲର ରିପୋର୍ଟ ଅନୁଯାୟୀ, ଦୁର୍ଘଟଣାର ଶିକାର ହୋଇଥିବା ଚାଇନାର ଇଷ୍ଟର୍ନ ଜେଟକୁ ଜାଣିଶୁଣି ଦୁର୍ଘଟଣା…
ଆସାମ ବନ୍ୟାରେ ୮ ମୃତ, ୨ ଲକ୍ଷ ପ୍ରଭାବିତ
ଗୁଆହାଟୀ,୧୮।୫: ପ୍ରାକ୍ ମୌସୁମୀ ବର୍ଷାରେ ଆସାମର ବିଭିନ୍ନ ନଦୀରେ ପ୍ରବଳ ବନ୍ୟା ଆସି ୨୪ ଜିଲା କ୍ଷତିଗ୍ରସ୍ତ ହୋଇଛି। ବନ୍ୟାଜନିତ ମୃତ୍ୟୁସଂଖ୍ୟା ୮ରେ ପହଞ୍ଚିଛି। ବନ୍ୟା ଓ ଭୂସ୍ଖଳନ ଯୋଗୁ ଚାଚରରେ ଅନ୍ୟ ୬ ଜଣ ନିଖୋଜ ଅଛନ୍ତି। ୨ ଲକ୍ଷରୁ…
‘ନାଲାୟକ’ କହିବାରୁ ଛାତ୍ରଙ୍କ ଆତ୍ମହତ୍ୟା
ମୁମ୍ବାଇ,୧୮।୫: ମହାରାଷ୍ଟ୍ର କୋହ୍ଲପୁରର ଜନୈକ ସ୍କୁଲ୍ ଚେୟାରମ୍ୟାନ୍ଙ୍କ ଆଗୁଆ ଜାମିନ ଆବେଦନକୁ ବମ୍ବେ ହାଇକୋର୍ଟ ଖାରଜ କରିଦେଇଛନ୍ତି। ସିମ୍ବଲିକ୍ ଇଣ୍ଟରନ୍ୟାଶନାଲ ସ୍କୁଲ୍ର ଚେୟାରମ୍ୟାନ୍ ଗଣପତରାଓ ପାଟିଲ ଗତ ମାସରେ ଦଶମ ଶ୍ରେଣୀର ଜଣେ ଛାତ୍ରଙ୍କୁ ନାଲାୟକ (ଅଯୋଗ୍ୟ) ଏବଂ ବସ୍ତୀ ପିଲା…
ୟୁଏଫ୍ଓ ବାସ୍ତବ, ତଦନ୍ତ ଜରୁରୀ
ଓ୍ବାଶିଂଟନ୍, ୧୮ା୫:ଏଲିଅନ୍ ଏବଂ ଅନ୍ଆଇଡେଣ୍ଟିଫାଏଡ୍ ଫ୍ଲାଇଂ ଅବ୍ଜେକ୍ଟ(ୟୁଏଫ୍ଓ) ବାବଦରେ କାହିଁକେବେଠୁ ନାନା ଚର୍ଚ୍ଚା ଲାଗିରହିଛି। ଅନେକ ସମୟରେ ଲୋକଙ୍କ ମୋବାଇଲ କ୍ୟାମେରାରେ କଏଦ ୟୁଏଫ୍ଓ ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଦେଖିବାକୁ ମିଳିଥାଏ। ଏହି ଅଜଣା ଉଡ଼ନ୍ତା ବସ୍ତୁ ଏଲିଏନ୍ଙ୍କ…
ଏସ୍ଆର୍ଏଚ୍ ବିଜୟୀ…
ମୁମ୍ବାଇ, ୧୭।୫ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣର ୬୫ ତମ ମ୍ୟାଚରେ ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ୍(ଏମ୍ଆଇ) ବିପକ୍ଷରେ ସନ୍ ରାଇଜର୍ସ ହାଇଦ୍ରାବାଦ୍ (ଏସ୍ଆର୍ଏଚ୍) ବିଜୟ ହାସଲ କରିଛି । ଧାର୍ଯ୍ୟ ୧୯୪ ରନ୍ ଲକ୍ଷ୍ୟର ପିଛା କରି ଏମ୍ଆଇ ୨୦…
ଚାଇନା ଗୁପ୍ତଚରୀ ଏଜେନ୍ସି ଟାର୍ଗେଟରେ ଅବସରପ୍ରାପ୍ତ ନେପାଳୀ ଅଫିସର…
ବେଜିଂ, ୧୭।୫ : ଚାଇନାର ଗୁପ୍ତଚର ଏଜେନ୍ସି ନେପାଳର ସେନାର ପୂର୍ବତନ ଅଧିକାରୀମାନଙ୍କୁ ଏହାର ଟାର୍ଗେଟରେ ରଖିଛି। ନେପାଳର ବହୁ ଅବସରପ୍ରାପ୍ତ ବରିଷ୍ଠ ସେନା ଅଧିକାରୀ ଚାଇନା ଦୂତାବାସ ସହିତ ସିଧାସଳଖ ଯୋଗାଯୋଗରେ ଅଛନ୍ତି। ଗୁପ୍ତଚର ରିପୋର୍ଟରୁ ଏହି ସୂଚନା ମିଳିଛି।…
ମିଳିଥିବା ଭଗ୍ନ ସିଂହ ମୂର୍ତ୍ତି ଗଙ୍ଗବଂଶର ହୋଇଥାଇପାରେ
ପୁରୀ ଅଫିସ,୧୭।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ପୁରୀ ଏମାର ମଠ ପରିସର ଖନନ ବେଳେ ଭଗ୍ନ ସିଂହମୂର୍ତ୍ତି ମିଳିବା ଘଟଣା ନେଇ ସାଧାରଣରେ ଉଦ୍ବେଗ ପ୍ରକାଶ ପାଇବା ପରେ ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ (ଏଏସ୍ଆଇ)ର ଚେତା ପଶିଛି। ମଙ୍ଗଳବାର ଏହି…
ବୁଧବାର କ୍ୟାବିନେଟ୍ ବୈଠକ
ଭୁବନେଶ୍ୱର,୧୭ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକସେବା ଭବନଠାରେ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ ମିଳିବାର ସମ୍ଭାବନା ରହିଛି। ତେବେ ନିର୍ଦ୍ଦିଷ୍ଟ ଭାବେ କେଉଁ କେଉଁ ଏଜେଣ୍ଡା କ୍ୟାବିନେଟ୍…
ଅନୁଜଙ୍କ ବଧୂ ହେବାକୁ ପ୍ରସ୍ତୁତ
ବମ୍ବେ: ଖୁବ୍ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି ଅନୁଜ-ଅନୁପମା। ଷ୍ଟାରପ୍ଲସ୍ରେ ପ୍ରସାରିତ ଲୋକପ୍ରିୟ ଧାରାବାହିକ ‘ଅନୁପମା’ର ଆଗାମୀ ଏପିସୋଡରେ ଏହା ଦେଖିବାକୁ ମିଳିପାରେ। ପ୍ରଶଂସକମାନେ ଏହି ଚର୍ଚ୍ଚିତ ବିବାହକୁ ଅପେକ୍ଷା କରି ରହିଥିବା ବେଳେ ଏବେ ଅନୁପମାଙ୍କ ବଧୂ ବେଶର…
୬ ବର୍ଷ ସାନ ଆଦିଲଙ୍କ ପ୍ରେମରେ ପଡ଼ିଛନ୍ତି ରାକ୍ଷୀ, ଉପହାରରେ ମିଳିଛି ବିଏମ୍ଡବ୍ଲୁ
ବମ୍ବେ: ଛଅ ବର୍ଷ ସାନ ପ୍ରେମିକଙ୍କୁ ଡେଟ୍ କରିବାକୁ ନେଇ ଚର୍ଚ୍ଚାରେ ଡ୍ରାମା କୁଇନ୍ ରାକ୍ଷୀ ସାଓ୍ବନ୍ତ। ଉଭୟଙ୍କ ଅନେକ ଫଟୋ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି। ଏଣୁ ପ୍ରେମିକ କିଏ, ସେ କ’ଣ କରନ୍ତି, ରାକ୍ଷୀଙ୍କୁ ସେ କିପରି…
କୋଇଲା ଅଭାବ, ରେଲଓ୍ବେ ପକ୍ଷରୁ ଚଳାଚଳ କରୁଛି ୩ କିଲୋମିଟର ଲମ୍ବ ଡ୍ରାଗନ ର଼୍ୟାକ…
ନୂଆଦିଲ୍ଲୀ, ୧୭।୫ : ଦେଶରେ ତାତି ବଢ଼ିବା ସହିତ ବିଦ୍ୟୁତ୍ ସଙ୍କଟ ଦେଖାଦେଇଛି। ତେବେ ରେଳଓ୍ବେ ପକ୍ଷରୁ ଉତ୍ତର ଭାରତରେ ବିଦ୍ୟୁତ୍ ସଙ୍କଟର ମୁକାବିଲା ପାଇଁ ନୂତନ ପରୀକ୍ଷଣ କରୁଛି। ନୂତନ ରେଳ ଚଳାଚଳ ଠାରୁ ଆରମ୍ଭ କରି କ୍ଷମତା ବୃଦ୍ଧି…
ସ୍ତ୍ରୀଙ୍କଠାରୁ ରହୁଥିଲେ ଅଲଗା, ଝିଅ ଜନ୍ମଦିନର ୩ ଦିନ ପୂର୍ବରୁ ହୋଇଗଲା ମୃତ୍ୟୁ !
ନୂଆଦିଲ୍ଲୀ,୧୭।୫: ଅଷ୍ଟ୍ରେଲିଆ ଅଲରାଉଣ୍ଡର ଆଣ୍ଡ୍ରିୟୁ ସାଇମଣ୍ଡସ୍ଙ୍କ ମେ’ ୧୫ରେ ଏକ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ୪୬ ବର୍ଷୀୟ ଏହି କ୍ରିକେଟର ବିଳମ୍ବିତ ରାତ୍ରିରେ କାର୍ ଚଳାଇ ଯାଉଥିବା ବେଳେ କୁଇନ୍ସଲ୍ୟାଣ୍ଡ ନିକଟରେ ଦୁର୍ଘଟଣାର ଶିକାର ହୋଇଥିଲେ। ତେବେ ସାଇମଣ୍ଡସ୍ଙ୍କ ଆକସ୍ମିକ ମୃତ୍ୟୁ…
Archives


