ଜୁଲାଇ ୭ରେ ନିଜ ସଂସଦୀୟ କ୍ଷେତ୍ରକୁ ଗସ୍ତ କରିବେ ମୋଦି
ବାରାଣସୀ,୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁଲାଇ ୭ ଅର୍ଥାତ୍ ଗୁରୁବାର ନିଜର ସଂସଦୀୟ ନିର୍ବାଚନମଣ୍ଡଳୀ ବାରାଣସୀକୁ ଗସ୍ତ କରିବେ। ଏହି ଗସ୍ତ ସମୟରେ ସେ ୧୮୦୦ କୋଟି ଟଙ୍କାର ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ।…
ମହାରାଷ୍ଟ୍ରର ନୂତନ ସରକାରଙ୍କୁ ନେଇ ଭବିଷ୍ୟବାଣୀ କଲେ ପାଓ୍ବାର
ମୁମ୍ବାଇ, ୪ା୭: ରାଜନୀତିର ପୁରୁଖା ଖେଳାଳି ତଥା ଏନ୍ସିପି ସଭାପତି ଶରଦ ପାଓ୍ବାର ମହାରାଷ୍ଟ୍ରର ନବଗଠିତ ଏକନାଥ ଶିନ୍ଧେ ସରକାରଙ୍କ ସ୍ଥାୟୀତ୍ୱକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ଆସନ୍ତା ୬ ମାସରେ ଶିନ୍ଧେ ସରକାର ଭାଙ୍ଗିଯିବ ବୋଲି ପାଓ୍ବାର କହିଛନ୍ତି। ୨୦୧୯ରେ ମହାରାଷ୍ଟ୍ର…
ଲୁହାନସ୍କରେ ପୁଟିନଙ୍କ ବିଜୟ ଘୋଷଣା
କିଭ୍/ମସ୍କୋ,୪ା୭: ୟୁକ୍ରେନ ଉପରେ ରୁଷିଆର ଆକ୍ରମଣକୁ ସୋମବାର ୧୦୦ଦିନ ପୂରିଛି। ଇତିମଧ୍ୟରେ ପୂର୍ବ ୟୁକ୍ରେନ୍ ପ୍ରମୁଖ ଶିଳ୍ପାଞ୍ଚଳ ଲୁହାନସ୍କକୁ ରୁଷିଆ ସମ୍ପୂର୍ଣ୍ଣ ଭାବେ ଦଖଲ କରିଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ସୋମବାର ଏକ ଗଣାମାଧ୍ୟମରେ ଏହି ଅଞ୍ଚଳ ଉପରେ ବିଜୟ…
ଏଣିକି ହୋଟେଲ ମାଲିକ ମନଇଛା ଲଗାଇପାରିବେନି ସର୍ଭିସ ଚାର୍ଜ
ନୂଆଦିଲ୍ଲୀ,୪।୭: ହୋଟେଲ ଏବଂ ରେଷ୍ଟୁରାଣ୍ଟକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସୋମବାର କେନ୍ଦ୍ର ସରକାର ସର୍ଭିସ ଚାର୍ଜକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ହୋଟେଲ ଓ ରେଷ୍ଟୁରାଣ୍ଟରେ ମାଲିକମାନେ ମନଇଛା ସର୍ଭିସ ଚାର୍ଜ ଲଗାଇପାରିବେନି। ଜାତୀୟ…
ପଞ୍ଜାବ କ୍ୟାବିନେଟର ସମ୍ପ୍ରସାରଣ: ୪ବିଧାୟକ ନେଲେ ମନ୍ତ୍ରୀ ପଦ ଶପଥ
ଚଣ୍ଡିଗଡ଼,୪।୭: ପଞ୍ଜାବରେ ମାନ ସରକାରଙ୍କ କ୍ୟାବିନେଟର ସମ୍ପ୍ରସାରଣ ହୋଇଛି। ୫ଜଣ ଏଏପି ବିଧାୟକ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସୋମବାର ସନ୍ଧ୍ୟାରେ ପଞ୍ଜାବ ରାଜ ଭବନର ଗୁରୁ ନାନକ ଦେବ ଅଡିଟୋରିୟମରେ ନୂତନ ନିଯୁକ୍ତ ପଞ୍ଜାବ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ…
ବିଧାନସଭାରେ ବିରୋଧୀ ଦଳର ନେତା ହେବେ ଅଜିତ ପାଓ୍ବାର
ମୁମ୍ବାଇ,୪।୭: ମହାରାଷ୍ଟ୍ରରେ ଜାରି ରହିଥିବା ହାଇଡ୍ରାମା ଏବେ ଶେଷ ହୋଇଛି। ସୋମବାର ମହାରାଷ୍ଟ୍ର ବିଧାନସଭାରେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ଶକ୍ତି ପରୀକ୍ଷାରେ ସଫଳ ହୋଇଛନ୍ତି। ୧୬୪ଟି ଭୋଟ ସିନ୍ଧେ-ଭାଜପା ଦଳ ସପକ୍ଷରେ ଯାଇଥିବା ବେଳେ ୯୯ଭୋଟ ବିରୋଧୀ ଦଳକୁ ଆସିଛି। ଇତିମଧ୍ୟରେ…
ଏସ୍ଆଇଙ୍କ ନାମରେ ମାମଲା ରୁଜୁ
ହାଟଡିହୀ,୪।୭(ଡି.ଏନ୍.ଏ.): ଗତ ପଞ୍ଚାୟତ ନିର୍ବାଚନରେ ଆକ୍ରୋଶମୂଳକ ଭାବେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଧରିତ୍ରୀ ଖବରଦାତା ଶୁଭକାନ୍ତ ନାୟକଙ୍କ ଘରେ ପଶି ପରିବାର ଲୋକଙ୍କୁ ଧମକ ଦେବା ସହ ଆକ୍ରମଣ କରାଯାଇଥିଲା। ଏନେଇ ଜଣେ ପୋଲିସ ଏସ୍ଆଇଙ୍କୁ ମହଙ୍ଗା ପଡିଛି l…
ସାଇକେଲ କ୍ୟାରିଅରରୁ ମିଳିଲା ଅଖାରେ ଭର୍ତ୍ତି ହୋଇଥିବା ମୃତଦେହ
ଭବାନୀପାଟଣା,୪।୭(ସ୍ବ.ପ୍ର.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଚଞ୍ଚରାମୁଣ୍ଡା ଛକ ବିଜୁ ଏକ୍ସପ୍ରେସ ଓ୍ବେରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ସୋମବାର ଜବତ କରିଛି। ହେଲେ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନାହିଁ। ମିଳିଥିବା ସୂଚନା ମତାବକ, ସାଇକେଲ କ୍ୟାରିଅରରେ ଏକ ମୃତଦେହ ଥିବା…
୧୧୯ କେଜି ଗଞ୍ଜେଇ ଜବତ
ଚିତ୍ରକୋଣ୍ଡା,୪।୭(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ଡାଇକ ୩, ଟନେଲକ୍ୟାମ୍ପ, ନାକାମାମୁଡୁ, ମନ୍ତ୍ରୀପୁଟ ଅଞ୍ଚଳରେ ଖାନତଲାସୀ ବେଳେ ପୋଲିସ ୧୧୯ କେଜି ୧୦୦ ଗ୍ରାମ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ରବିବାର…
ଶିକ୍ଷୟିତ୍ରୀଙ୍କୁ ହତ୍ୟା କଲେ ନାବାଳକ ପ୍ରେମିକ
ଲକ୍ଷ୍ନୌ ୪।୭: ଉତ୍ତରପ୍ରଦେଶ ଅଯୋଧ୍ୟା କୋତଓ୍ବାଲିରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଅନୈତିକ ସମ୍ପର୍କକୁ ନେଇ ଜଣେ ସ୍କୁଲ ଶିକ୍ଷୟିତ୍ରୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ଜଣେ ୧୭ ବର୍ଷୀୟ ବାଳକଙ୍କୁ ୟୁପି ପୋଲିସ ଗିରଫ କରିଛି।…
ଶହେ ଦିନରେ ୮୪୪କୋଟି ଟଙ୍କାର ସମ୍ପତ୍ତି ଜବତ
ଲକ୍ଷ୍ନୌ,୪।୭: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଦ୍ୱିତୀୟ କାର୍ଯ୍ୟକାଳର ୧୦୦ଦିନ ସୋମବାର ପୂରଣ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଏକ ପତ୍ରିକା ଉନ୍ମୋଚନ କରିଛନ୍ତି। ଯେଉଁଥିରେ ତାଙ୍କ ସରକାରଙ୍କ ସଫଳତା ବିଷୟରେ ବଖାଣିବା ସହ ଏହି ଶହେ ଦିନ ସେବା,…
ଗତ ସପ୍ତାହରେ ଉଦ୍ଧବଙ୍କ ଠାକ୍ରେ ପାଇଁ କାନ୍ଦୁଥିଲେ, ଆଜି ଦେଲେ ଧୋକା
ମୁମ୍ବାଇ,୪।୭: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେଙ୍କ ଫ୍ଲୋର ଟେଷ୍ଟର ଗୋଟିଏ ଦିନ ପୂର୍ବରୁ ଉଦ୍ଧବ ଠାକରେଙ୍କୁ ଆଉ ଏକ ଝଟ୍କା ଲାଗିଥିଲା। ଉଦ୍ଧବ ସହ ଥିବା ଅନ୍ୟ ଜଣେ ଶିବସେନା ବିଧାୟକ ସିନ୍ଧେ ଦଳରେ ଯୋଗ ଦେଇଥିଲେ। ରବିବାର ବିଳମ୍ବିତ ରାତିରେ…
Archives


