କଂଗ୍ରେସ ନେତା କାର୍ତ୍ତି ଚିଦାମ୍ବରମଙ୍କ ଘରେ ସିବିଆଇ ଚଢାଉ
ନୂଆଦିଲ୍ଲୀ,୧୭।୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି(ସିବିଆଇ)ପକ୍ଷରୁ ମଙ୍ଗଳବାର ସକାଳେ ସିବିଆଇ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ପି ଚିଦାମ୍ବରମଙ୍କ ପୁଅ ତଥା କଂଗ୍ରେସ ନେତା କାର୍ତ୍ତି ଚିଦାମ୍ବରମଙ୍କ ଘର ଏବଂ କାର୍ଯ୍ୟାଳୟ ସମେତ ଅନେକ ସ୍ଥାନରେ ଚଢାଉ କରିଛି। ଚଢାଉ ପରେ କାର୍ତ୍ତି ସିବିଆଇକୁ…
ଫିଲ୍ମ ‘କଶ୍ମୀର ଫାଇଲ୍ସ’ ଯୋଗୁ ଜମ୍ମୁ-କଶ୍ମୀରରେ ଘଟୁଛି ହିଂସା: ମେହବୁବା
ଶ୍ରୀନଗର,୧୭।୬: ଜମ୍ମୁ-କଶ୍ମୀରରେ ପୁଣି ହିଂସା ଦେଖିବାକୁ ମିଳିଛି। କଶ୍ମୀରୀ ପଣ୍ଡିତ ସରକାରୀ କର୍ମଚାରୀ ରାହୁଲ ଭଟ୍ଟଙ୍କ ହତ୍ୟା ହେବାର କିଛି ଦିନ ପରେ ଜଣେ ପୋଲିସ କର୍ମଚାରୀଙ୍କୁ ଗୁଳି କରାଯାଇଛି। ଏହି ହିଂସା ପାଇଁ ବିବେକ ଅଗ୍ନିହୋତ୍ରୀଙ୍କ ନିର୍ଦ୍ଦେଶିତ ଫିଲ୍ମ ‘କଶ୍ମୀର…
ପଡ଼ିଆ ବାହାରେ ବି ବଡ଼ ଉପଲବ୍ଧି ହାସଲ କଲେ ସଚିନ ତେନ୍ଦୁଲକର
ମୁମ୍ବାଇ,୧୭।୫: ପଡ଼ିଆରେ ଅନେକ ରେକର୍ଡ ସୃଷ୍ଟି କରିଥିବା ସଚିନ ତେନ୍ଦୁଲକରଙ୍କ ନାମରେ ଆଉ ଏକ ସଫଳତା ଯୋଡି ହୋଇଛି। ସେ କ୍ରମାଗତ ୨୦ ବର୍ଷ ପାଇଁ ୟୁନିସେଫର ‘ଗୁଡ୍ଓ୍ବିଲ୍ ଆମ୍ବାସାଡାର’ ହୋଇଛନ୍ତି। ସେ ପିଲାମାନଙ୍କ କଲ୍ୟାଣ ପାଇଁ କାର୍ଯ୍ୟ କରୁଛନ୍ତି। ଏ…
ଦେଶରେ କମୁଛି କରୋନା ସଂକ୍ରମଣ
ନୂଆଦିଲ୍ଲୀ,୧୭।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି କମିବାରେ ଲାଗିଛି। ଗତ କିଛିଦିନ ହେବ ସଂକ୍ରମଣ ୨ ହଜାରେ ତଳେ ଥିବାବେଳେ ମଙ୍ଗଳବାର ତାହା କମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୫୬୯ ନୂଆ…
ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର,୧୭।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। କେନ୍ଦ୍ରାପଡା ଜିଲାରୁ ସର୍ବାଧିକ ୨ ଜଣ…
ଚାରିଧାମ ଯାତ୍ରା ବେଳେ ୪୧ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ବର୍ଷା କମିବା ପରେ ପୁଣି ଆରମ୍ଭ ହେଲା ବଦ୍ରିନାଥ ଯାତ୍ରା
ଡେରାଡୁନ,୧୭ ।୫: ଉତ୍ତରାଖଣ୍ଡରେ ବର୍ଷା କମିବା ପରେ ପୁଣିଥରେ ବଦ୍ରିନାଥ ଯାତ୍ରା ଆରମ୍ଭ ହୋଇଛି । ସୂଚନା ଅନୁଯାୟୀ, ସୋମବାର ରାତିରେ ମୂଷଳଧାରାରେ ବର୍ଷା ଯୋଗୁ ସ୍ଥାନେ ସ୍ଥାନେ ଭୂସ୍ଖଳନ ଫଳରେ ଯାତ୍ରାକୁ ବନ୍ଦ କରି ଦିଆଯାଇଥିଲା । ମଙ୍ଗଳବାର ସକାଳ…
ଅଲଗା ହେବାକୁ ଯାଉଛନ୍ତି ଆଉ ଜଣେ କପଲ୍
ବି-ଟାଉନରେ ସେଲିବ୍ରିଟିମାନଙ୍କ ସମ୍ପର୍କ କେଉଁଠି ଯୋଡି ହେଉଥିବାବେଳେ ଆଉ କେଉଁଠି ଭାଙ୍ଗୁଥିବା ଖବର ମଧ୍ୟ ଆସିଥାଏ। ନିକଟରେ ଅଭିନେତା ସୋହେଲ ଖାନ ଏବଂ ସୀମା ଖାନଙ୍କ ଛାଡପତ୍ର ଖବର ପ୍ରଶଂସକଙ୍କ ମନରୁ ନ ଲିଭୁଣୁ, ଏବେ ବି-ଟାଉନରୁ ଆଉ ଏକ ବିବାହ…
ଦୁଇ ସମ୍ପ୍ରଦାୟ ମଧ୍ୟରେ ହିଂସା: ୧୪୪ ଧାରା ଜାରି
ଭୋପାଳ,୧୭।୫: ରାଜସ୍ଥାନ ଠାରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ସାମ୍ପ୍ରଦାୟିକ ହିଂସା ଖବର ଆଜିକାଲି ଦେଖିବାକୁ ମିଳୁଛି। ସୋମବାର ବିଳମ୍ବିତ ରାତିରେ ମଧ୍ୟପ୍ରଦେଶର ନିମଚରେ ଦୁଇ ସମ୍ପ୍ରଦାୟ ମଧ୍ୟରେ ହିଂସାତ୍ମକ ସଂଘର୍ଷ ହୋଇଥିଲା। ଉତ୍ତେଜନା ଏତେ ବଢିଗଲା ଯେ ବହୁ ସଂଖ୍ୟକ ପୋଲିସ ଫୋର୍ସ…
ବୈତରଣୀରୁ ବାଲି ଲୁଟ ଅଣାୟତ୍ତ
ଯାଜପୁର ଅଫିସ,୧୭ା୫:ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ବୈତରଣୀ ନଦୀର ଦକ୍ଷିଣ ପାର୍ଶ୍ୱ ସାଆଁଳାଠାରୁ ମୂଳାପାଳ ପର୍ଯ୍ୟନ୍ତ ବେଆଇନ ବାଲି ଉତ୍ତୋଳନ ଅଣାୟତ୍ତ ହେବାରେ ଲାଗିଛି। ଗତ ପଞ୍ଚାୟତ ନିର୍ବାଚନ ପରେ ଏହି ବାଲି ଲୁଟ୍ କାରବାର ଅପେକ୍ଷାକୃତ ବଢ଼ିବାରେ ଲାଗିଛି।…
ଆତ୍ମଘୋଷିତ ଶଙ୍କରାଚାର୍ଯ୍ୟଙ୍କୁ ବିରୋଧ
ପୁରୀ ଅଫିସ,୧୭।୫:ଆତ୍ମଘୋଷିତ ଶଙ୍କରାଚାର୍ଯ୍ୟ ଅଧ୍ୟକ୍ଷାନନ୍ଦ ଦେବତୀର୍ଥ ମହାରାଜଙ୍କୁ ପୁରୀରେ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି। ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ସେ ପୁରୀ ଆସିଥିବା ବେଳେ ସୋମବାର ଆଦିତ୍ୟ ବାହିନୀ ପକ୍ଷରୁ ତାଙ୍କୁ ତୀବ୍ର ବିରୋଧ କରାଯାଇଛି। ଫଳରେ ପୁରୀ ରେଳଷ୍ଟେଶନରେ ସେ…
ପୁଣି ଆରମ୍ଭ ହେବ ‘ଫାୟାର ପାର୍କ’
ଭୁବନେଶ୍ୱର, ୧୭।୫ (ବ୍ୟୁରୋ):ଅଗ୍ନିକାଣ୍ଡରେ ଅନେକ ଜୀବନ ଯିବା ସହ ବହୁ ସମ୍ପତ୍ତି ନଷ୍ଟ ହେଉଛି। ବର୍ଷକୁ ବର୍ଷ ଏହି ନିଆଁ ବିପତ୍ତି ବଢ଼ି ଚାଲିଛି। ତେଣୁ ଅଗ୍ନିକାଣ୍ଡ ଘଟିଲାବେଳେ ଭୟଭୀତ ନ ହୋଇ ଏହାକୁ କିଭଳି ଆୟତ୍ତ କରାଯାଇପାରିବ ସେନେଇ ସଚେତନ…
ସାନ୍ତାଳି ସମ୍ପ୍ରଦାୟ ନିଜ ଭାଷା, ସଂସ୍କୃତିକୁ ନେଇ ଗର୍ବ କରନ୍ତୁ
ଭୁବନେଶ୍ୱର, ୧୭।୫ (ବ୍ୟୁରୋ):ହୀନମନ୍ୟତା ପରିହାର ନ କଲେ କୌଣସି ଜାତି ଓ ଭାଷା ନିଜର ସ୍ବାଭିମାନ ପ୍ରତିଷ୍ଠା କରିପାରିବ ନାହିଁ। ସୋମବାର ଗୀତଗୋବିନ୍ଦ ଭବନଠାରେ ସାନ୍ତାଳି, ଅଲ୍ଚିକି ଭାଷାର ସ୍ରଷ୍ଟା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ରାଜସ୍ବ…
Archives


