ମୃତକ, ଅଭିଯୁକ୍ତ ସମାନ ହ୍ବାଟ୍ସଆପ୍ ଗ୍ରୁପ୍ରେ ଥିଲେ
ମୁମ୍ବାଇ,୪ା୭: ରାଜସ୍ଥାନର ଉଦୟପୁର ଶୈଳୀରେ ମହାରାଷ୍ଟ୍ରର ଅମରାବତୀରେ ଔଷଧ ଦୋକାନୀ ଉମେଶ କୋହ୍ଲେଙ୍କୁ ଗତ ୨୧ତାରିଖରେ ଛୁରି ଭୁସି ହତ୍ୟା କରାଯିବା ଘଟଣାରେ ନୂଆ ତଥ୍ୟ ଆସିଛି। ଗିରଫ ହୋଇଥିବା ହତ୍ୟା ଅଭିଯୁକ୍ତ ୟୁସୁଫ୍ ଖାନ୍ ମୃତ ଉମେଶଙ୍କ ଜଣେ ଭଲ…
ଜୁଲିଆନ୍ ଆସେଞ୍ଜଙ୍କୁ ମୁକ୍ତ କର
ମେଲବୋର୍ନ, ୪!୭: ଅଷ୍ଟ୍ରେଲିଆ ଜନ୍ମିତ ଓ୍ବିକିଲିକ୍ସ ପ୍ରତିଷ୍ଠାତା ଜୁଲିଆନ୍ ଆସେଞ୍ଜ ରବିବାର ୫୦ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଲଣ୍ଡନରେ ଆସେଞ୍ଜଙ୍କ ଜନ୍ମଦିନ ପାଳନ ବେଳେ ସମର୍ଥକମାନେ ଏକ ବସ୍ରେ ବିକ୍ଷୋଭ କରି ତାଙ୍କ ମୁକ୍ତି ଦାବି କରିଛନ୍ତି। ବ୍ରିଟେନ୍…
ଆଜିଠୁ ଓଜେଇଇ
ଭୁବନେଶ୍ୱର,୪।୭(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ସୋମବାରଠାରୁ ଆରମ୍ଭ ହେବ। ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଦୈନିକ ତିନୋଟି ଶିଫ୍ଟରେ ଏହି ପରୀକ୍ଷା ଚାଲିବ। ପ୍ରଥମ ଶିଫ୍ଟ ପୂର୍ବାହ୍ନ ୯ଟାରୁ ୧୧ଟା, ଦ୍ୱିତୀୟ ଶିଫ୍ଟ ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ନ…
ପ୍ରଥମ ପରୀକ୍ଷାରେ ସିନ୍ଧେ ପାସ୍
ମୁମ୍ବାଇ,୪ା୭: ମହାରାଷ୍ଟ୍ର ବିଧାନସଭାରେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ଆସ୍ଥାଭୋଟର ସମ୍ମୁଖୀନ ହେବାର ଦିନକ ପୂର୍ବରୁ ତାଙ୍କ ଶିବିରକୁ ବଡ଼ ସଫଳତା ମିଳିଛି। ସିନ୍ଧେ ଗୋଷ୍ଠୀ ସମର୍ଥିତ ଭାଜପା ପ୍ରାର୍ଥୀ ରାହୁଲ ନରଓ୍ବେକର ରବିବାର ଗୁରୁତ୍ୱପୂର୍ଣ୍ଣ ବାଚସ୍ପତି ନିର୍ବାଚନରେ ବିଜୟୀ ହୋଇଛନ୍ତି। ଶିବସେନା…
ମଣିଷରୁ ହଠାତ୍ କାର୍ ପାଲଟିଲେ ଜଣେ ବ୍ୟକ୍ତି, ଭିଡିଓ ଦେଖିଲେ…
ଆପଣ ନିଶ୍ଚିତ ଭାବରେ ବିଜ୍ଞାନର ଅନେକ ଫିଲ୍ମ ଦେଖିଥିବେ। ଯେଉଁଥିରେ ଜଣେ ମଣିଷ ରୋବଟ୍ ହୋଇଯାଏ। ଟ୍ରାନ୍ସଫର୍ମର୍ସ ଫିଲ୍ମ ଏହି ପ୍ରସଙ୍ଗରେ ବେଶ୍ ଜଣାଶୁଣା। ମାତ୍ର ଆପଣ ପ୍ରକୃତରେ ଏପରି ବ୍ୟକ୍ତିଙ୍କୁ ଦେଖିଛନ୍ତି କି, ଯିଏ ହଠାତ୍ କାର୍ରେ ପରିଣତ ହୋଇଯାଉଛନ୍ତି।…
ଫେମିନା ମିସ ଇଣ୍ଡିଆ ୨୦୨୨ର ମୁକୁଟ ପିନ୍ଧିଲେ କର୍ନାଟକ ସୁନ୍ଦରୀ ସିନି
ମୁମ୍ବାଇ,୪ ।୭: ଚଳିତ ବର୍ଷ ଅର୍ଥାତ୍ ୨୦୨୨ର ଫେମିନା ମିସ୍ ଇଣ୍ଡିଆ ମୁକୁଟ ପିନ୍ଧିଛନ୍ତି କର୍ନାଟକର ସୁ୍ନ୍ଦରୀ ସିନି ସେଟ୍ଟି । ଜୁଲାଇ ୩ରେ ମୁମ୍ବାଇର ଜିଓ ୱାର୍ଲଡ କନଭେନଶନ ସେଣ୍ଟରରେ ଫେମିନା ମିସ୍ ଇଣ୍ଡିଆ ୨୦୨୨ର ଗ୍ରାଣ୍ଡ ଫିନାଲେ କାର୍ଯ୍ୟକ୍ରମ…
‘ସୋସିଆଲ୍ ମିଡିଆ ଉପରେ ଅଙ୍କୁଶ ଲାଗିବା ଜରୁରୀ’
ନୂଆଦିଲ୍ଲୀ,୩।୭: ଭାଜପାର ପୂର୍ବତନ ଜାତୀୟ ମୁଖପାତ୍ର ନୂପୁର ଶର୍ମାଙ୍କ ବୟାନକୁ ନେଇ ଭର୍ତ୍ସନା କରିଥିବା ସୁପ୍ରିମକୋର୍ଟର ବିଚାରପତି ଜେବି ପର୍ଦ୍ଦିୱାଲା ରବିବାର ଆଲୋଚକଙ୍କୁ କଡ଼ା ଜବାବ ଦେଇଛନ୍ତି। କୋର୍ଟଙ୍କ ସମାଲୋଚନା ଗ୍ରହଣୀୟ। କିନ୍ତୁ ବିଚାରପତିମାନେ ବ୍ୟକ୍ତିଗତ ଆକ୍ରମଣର ଶିକାର ହେବା ଉଚିତ୍…
ଡବଲ ଇଞ୍ଜିନ ସରକାର ଚାହୁଁଛନ୍ତି ତେଲେଙ୍ଗାନାର ଜନତା: ମୋଦି
ହାଇଦ୍ରାବାଦ୍,୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ହାଇଦ୍ରାବାଦର ପ୍ୟାରେଡ ଗ୍ରାଉଣ୍ଡରେ ଭାଜପାର ବିଜୟ ସଙ୍କଳ୍ପ ଜନସଭାକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ତେଲେଙ୍ଗାନାର ଲୋକମାନେ କଠିନ ପରିଶ୍ରମ ପାଇଁ ଜଣାଶୁଣା। ରାଜ୍ୟବାସୀଙ୍କ ପାଖରେ ବହୁତ ପ୍ରତିଭା ଅଛି। ତେଲେଙ୍ଗାନା ଇତିହାସ ଏବଂ…
ପାହାଚରୁ ଖସି ପଡିଲେ ଲାଲୁ ଯାଦବ
ପାଟନା, ୩।୭: ଆରଜେଡି ସଭାପତି ଲାଲୁ ପ୍ରସାଦ ଯାଦବ ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ପାହାଚରୁ ଓହ୍ଲାଉଥିବା ବେଳେ ହଠାତ୍ ତାଙ୍କ ଗୋଡ ଖସିଯିବାରୁ ସେ ଭାରସାମ୍ୟ ହରାଇ ତଳେ ପଡ଼ିଯାଇଛନ୍ତି। ତାଙ୍କ ଡାହାଣ କାନ୍ଧ ଫ୍ରାକ୍ଚର ହୋଇଯାଇଛି। ତାଙ୍କୁ…
ଶାହାଙ୍କ ଭବିଷ୍ୟବାଣୀ: ଆସନ୍ତା ୩୦ରୁ ୪୦ ବର୍ଷ ପର୍ଯ୍ୟନ୍ତ ରହିବ ଭାଜପା ଯୁଗ
ହାଇଦ୍ରାବାଦ୍,୩।୭: ହାଇଦ୍ରାବାଦରେ ବିଜେପିର ଜାତୀୟ କାର୍ଯ୍ୟକାରିଣୀ ବୈଠକ ଶେଷ ହୋଇଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ଭାଜପା ରାଷ୍ଟ୍ରୀୟ ସଭାପତିଙ୍କ ସମେତ ଦଳର ଅନେକ ହେଭିଓ୍ବେଟ୍ ନେତା ଯୋଗ ଦେଇଥିଲେ। ଏହି ଅବସରରେ…
ଇଂଲଣ୍ଡ ୨୮୪ରେ ଅଲ୍ଆଉଟ୍: ଭାରତ ୧୩୨ ରନ୍ରେ ଆଗୁଆ
ଲଣ୍ଡନ,୩।୭: ବର୍ମିଂହାମ୍ର ଏଜବାଷ୍ଟନ ଗ୍ରାଉଣ୍ଡରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ସିରିଜର ପୁନଃନିର୍ଦ୍ଧାରିତ ପଞ୍ଚମ ଟେଷ୍ଟ ମ୍ୟାଚ ଖେଳାଯାଉଛି। ତୃତୀୟ ଦିନର ଖେଳ ଆଜି ଜାରି ରହିଛି। ଭାରତର ପ୍ରଥମ ଇନିଂସ ସ୍କୋର ୪୧୬ ରନ୍ ଜବାବରେ ଜନି ବେୟାରଷ୍ଟୋଙ୍କ ୧୦୬…
ପଡ଼ିଆରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କ ସହ କୋହଲିଙ୍କ ଯୁକ୍ତିତର୍କ: କହିଲେ, ପାଟି ବନ୍ଦ କରି ବ୍ୟାଟିଂ କର
ଲଣ୍ଡନ,୩।୭:ଏଜବାଷ୍ଟନରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପଞ୍ଚମ ଟେଷ୍ଟ ଖେଳାଯାଉଛି। ରବିବାର ମ୍ୟାଚର ତୃତୀୟ ଦିନରେ ବିରାଟ କୋହଲି ପଡ଼ିଆରେ ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଜନି ବେୟାରଷ୍ଟୋଙ୍କ ସହ ଝଗଡା କରିଥିଲେ। ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଅଙ୍ଗଭଙ୍ଗୀରେ ପାଟି ବନ୍ଦ କରି…
Archives


