Home

ବନ୍ଧୁକ ସଂସ୍କୃତି କାଳ

ନ୍ୟୁୟର୍କ, ୧୬ା୫: ପ୍ରାୟ ୫୦ ବର୍ଷ ପୂର୍ବେ ଆମେରିକାର ତତ୍କାଳୀନ ରାଷ୍ଟ୍ରପତି ଲିନ୍‌ଡୋନ୍‌ ବେନ୍ସ ଜନସନ୍‌ ଦେଶରେ ଘଟୁଥିବା ଅପରାଧ ମଧ୍ୟରୁ ଅଧିକାଂଶ ବନ୍ଧୁକ ଦ୍ୱାରା ଘଟୁଥିବା କହିଥିଲେ। ବନ୍ଧୁକ ସଂସ୍କୃତି ପ୍ରତି ଖାମଖିଆଲ ମନୋଭାବ ଏବଂ ଆତ୍ମରକ୍ଷା ପାଇଁ ଏହା…

ଶ୍ରୀମନ୍ଦିର ଆଗରେ ଆଧୁନିକ ଗୀତରେ ନାଚିଲେ ଯୁବତୀ

ପୁରୀ ଅଫିସ,୧୬ା୫: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜଣେ ଯୁବତୀ ଆଧୁନିକ ଗୀତର ତାଳେ ତାଳେ ନୃତ୍ୟ କରୁଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ ନେଇ ଜଗନ୍ନାଥପ୍ରେମୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏଭଳି ନୃତ୍ୟ ଦ୍ୱାରା ବଡ଼ଦାଣ୍ଡର ପବିତ୍ରତା…

ମହଙ୍ଗା ମାଡ଼କୁ ମାପ ଓଜନରେ ଠକେଇ

ଯାଜପୁର ଅଫିସ,୧୬ା୫: ରାଜ୍ୟରେ ଖାଉଟିଙ୍କୁ ମାପ ଓ ଓଜନରେ ବ୍ୟାପକ ଠକେଇର ଶିକାର ହେବାକୁ ପଡୁଛି। ଏହାକୁ ନିୟନ୍ତ୍ରଣ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନ ବୈଧମାପ ବିଜ୍ଞାନ ବା ଲିଗାଲ ମେଟ୍ରୋଲୋଜି(ଏଲ୍‌ଏମ୍‌) ନିର୍ଦ୍ଦେଶାଳୟ ପକ୍ଷରୁ ବିଭିନ୍ନ…

ପାକିସ୍ତାନରେ ୨ ଶିଖ୍‌ ବ୍ୟବସାୟୀଙ୍କୁ ହତ୍ୟା

ପେଶାଓ୍ବର,୧୬।୫(ପି.ଟି.): ପାକିସ୍ତାନର ଉତ୍ତରପଶ୍ଚିମ ଖାଇବର-ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ ପେଶାଓ୍ବର ସହରରେ ରବିବାର ଦିନ ଦ୍ୱିପ୍ରହରରେ ୨ ଜଣ ଶିଖ୍‌ ବ୍ୟବସାୟୀଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଦୁଇଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ରଞ୍ଜିତ ସିଂ(୪୨) ଏବଂ କୁଲ୍‌ଜିତ ସିଂ(୩୮)ଙ୍କୁ ଗୁଳି କରିଥିଲେ। ଘଟଣାସ୍ଥଳରେ…

ବ୍ରାହ୍ମଣୀ ବ୍ରହ୍ମପୁର ବାଲିଘାଟରୁ ବେଆଇନ ଉତ୍ତୋଳନ

କବାଟବନ୍ଧ,୧୬ା୫(ଡି.ଏନ.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ଜେନାପୁର ବ୍ରିଜ ନିକଟ ବ୍ରାହ୍ମଣୀ ନଦୀକୂଳ ପଠାରୁ ଅନୁମତି ନ ଥାଇ ବାଲି ଉଠାଣ ହେଉଛି। ଏନେଇ ନଦୀ ତଟବର୍ତ୍ତୀ ବ୍ରହ୍ମପୁର ଗ୍ରାମବାସୀ ଧର୍ମଶାଳା ତହସିଲଦାରଙ୍କୁ ଲିଖିତ ଭାବେ ଅଭିଯୋଗ କରିଛନ୍ତି। ବ୍ରହ୍ମପୁର ଗ୍ରାମଟି ସରକାରୀ…

ଶ୍ରମିକଙ୍କ କାମ କରୁଛି ମେଶିନ

ବରୀ,୧୬ା୫(ଡି.ଏନ.ଏ.): ବରୀ ବ୍ଲକ ବରୀ ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ପୋଖରୀ ପୁନରୁଦ୍ଧାର ଓ ରାସ୍ତା କାର୍ଯ୍ୟ କରାଯାଉଛି। ତେବେ ଏହି କାର୍ଯ୍ୟ ଶ୍ରମିକଙ୍କ ଦ୍ୱାରା କରାଯିବାର ନିୟମ ଥିଲେ ମଧ୍ୟ ଏଠାରେ…

ଗୁଜରାଟ ରାଜନୀତିରେ ପରିବର୍ତ୍ତନ ଆଣିବା ଲକ୍ଷ୍ୟ

ଅହମଦାବାଦ,୧୬।୫: ଚଳିତ ବର୍ଷ ଶେଷ ଭାଗରେ ଗୁଜରାଟ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ରାଜ୍ୟ ରାଜନୀତିରେ ପରିବର୍ତ୍ତନ ଆଣିବା ଲକ୍ଷ୍ୟରେ ଆମ୍‌ ଆଦ୍‌ମୀ ପାର୍ଟି ରବିବାର ‘ପରିବର୍ତ୍ତନ ଯାତ୍ରା’ ଆରମ୍ଭ କରିଛି। ଗୁଜରାଟର ୫ଟି ସ୍ଥାନରୁ ଏହି ଯାତ୍ରା ବାହାରିଥିବାବେଳେ…

ଜାଲ୍‌ ଦସ୍ତଖତରେ ଆଧାର ପଞ୍ଜୀକରଣ, ସଂଶୋଧନ

ରସୁଲପୁର,୧୬ା୫(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ଓକାକ୍‌ କମ୍ପ୍ୟୁଟର ଲ୍ୟାବ୍‌ ପକ୍ଷରୁ ୨ ସ୍ବୀକୃତିପ୍ରାପ୍ତ ଆଧାରକେନ୍ଦ୍ର ଖୋଲାଯାଇଥିଲା। ତେବେ କେନ୍ଦ୍ର ପରିଚାଳକ ଆଧାର ପଞ୍ଜୀକରଣ ଓ ତ୍ରୁଟି ସଂଶୋଧନ ବେଳେ ବେଆଇନ କାର୍ଯ୍ୟରେ ସମ୍ପୃକ୍ତ ଥିବା ଦର୍ଶାଇ କମ୍ପ୍ୟୁଟର ଲ୍ୟାବ୍‌ ପକ୍ଷରୁ ଉକ୍ତ…

ସିଡିଏସ୍‌ ପଦବୀ ବିଭାଜନ ମସୁଧା

ନୂଆଦିଲ୍ଲୀ,୧୬ା୫: ପ୍ରାୟ ଅଢ଼େଇ ବର୍ଷ ତଳେ କେନ୍ଦ୍ର ସରକାର ଯେଉଁ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ନେଇ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ (ସିଡିଏସ୍‌) ପଦ ସୃଷ୍ଟି କରିଥିଲେ ଏବେ ସେଥିରୁ ବିଚ୍ୟୁତ ହୋଇଥିବା କୁହାଯାଉଛି। କାରଣ ଦେଶର ପ୍ରଥମ ସିଡିଏସ୍‌ ଜେନେରାଲ…

ଏନ୍‌ଏଚ୍‌ଏଆଇ ଅବହେଳାରୁ ଦୁର୍ଘଟଣା ବୃଦ୍ଧି

ଯାଜପୁର ଅଫିସ,୧୬ା୫: ଜନଜୀବନର ସୁରକ୍ଷା ଏବଂ ନିରାପଦ ଗମନାଗମନ ପାଇଁ କେନ୍ଦ୍ର ସରକାର ବିପୁଳ ଅର୍ଥ ବ୍ୟୟବରାଦ କରି ଜାତୀୟ ରାଜପଥ (ଏନ୍‌ଏଚ୍‌) ନିର୍ମାଣ କରୁଛନ୍ତି। କିନ୍ତୁ ବିଭାଗୀୟ ଅଧିକାରୀ, ଯନ୍ତ୍ରୀ ଓ ଠିକାଦାରଙ୍କ ମଧ୍ୟରେ ସାଲିସ ଯୋଗୁ ରାଜପଥ ନିର୍ମାଣରେ…

୧୭୦ ଆଦିବାସୀ ସମ୍ପ୍ରଦାୟ ଜନଜାତି ମାନ୍ୟତାରୁ ବଞ୍ଚିତ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଜନଜାତି ମାନ୍ୟତା ପ୍ରସଙ୍ଗରେ ରାଜ୍ୟ ସରକାର ସହଯୋଗ କରୁନାହାନ୍ତି। ଏଥିଯୋଗୁ ରାଜ୍ୟର ୧୭୦ ଆଦିବାସୀ ସମ୍ପ୍ରଦାୟ ଜନଜାତି ମାନ୍ୟତା ପାଇନାହାନ୍ତି। ରବିବାର ଭାଜପା ରାଜ୍ୟ ଉପସଭାପତି ବଳଭଦ୍ର ମାଝି ଏଭଳି ଅଭିଯୋଗ କରିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା…

ବୁଦ୍ଧ ପୂର୍ଣ୍ଣିମାରେ ଲୁମ୍ବିନି ଯିବେ ମୋଦି, ନେପାଳ ପ୍ରଧାନମନ୍ତ୍ରୀଙ୍କ ସହ ହେବ ବାର୍ତ୍ତାଳାପ

ନୂଆଦିଲ୍ଲୀ,୧୬ ।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନେପାଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ସେ ଗୌତମ ବୁଦ୍ଧଙ୍କ ଜନ୍ମସ୍ଥାନ ଲୁମ୍ବିନି ଗସ୍ତ କରିବେ । ଏହାସହ ନେପାଳ ପ୍ରଧାନମନ୍ତ୍ରୀ ଶେର ବାହାଦୂର ଦେଉବାଙ୍କ ସହ ଏକ ବୈଠକରେ ଯୋଗଦେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri