ଚାପରେ ଅଛନ୍ତି ସ୍ଥାନୀୟ ବିଧାୟକ: ଜୁଏଲ
ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମକୁ ନେଇ ଭାଜପା ନେତାମାନଙ୍କ ମଧ୍ୟରେ ଏକ ପ୍ରକାର ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ତେବେ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀଙ୍କ ବିଭିନ୍ନ ସମୟରେ ବଦଳୁଥିବା ମତ ନେଇ ମୁଖ୍ୟତଃ ଭାଜପା ନେତାଙ୍କ ମଧ୍ୟରେ…
ବଦଳିଲେ ମାହାଙ୍ଗା ଥାନା ଅଧିକାରୀ
ନିଶ୍ଚିନ୍ତକୋଇଲି,୧୬ା୫(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧିକାରୀ ନୀହାର ରଞ୍ଜନ ମହାନ୍ତିଙ୍କୁ ରବିବାର ଗ୍ରାମାଞ୍ଚଳ ଏସ୍ପିଙ୍କ କାର୍ଯ୍ୟାଳୟକୁ ବଦଳି କରିଦିଆଯାଇଛି। ସେ ଦୀର୍ଘଦିନ ହେବ ନେମାଳ ଓ ପରେ ମାହାଙ୍ଗା ଥାନା ଅଧିକାରୀଭାବେ କାର୍ଯ୍ୟ କରି ଆସୁଥିଲେ। ତାଙ୍କ ସ୍ତ୍ରୀ ତଥା…
ଜଳ ପାଇଁ ଜଙ୍ଗଲମୁହାଁ ପିଲା
କେନ୍ଦୁଝର, ୧୬।୫(ସ୍ବ.ପ୍ର.): ‘୫-ଟି’ ବ୍ୟବସ୍ଥାରେ ବଦଳୁଛି ବିଦ୍ୟାଳୟ। ଚିକିମିକିଆ ସ୍ମାର୍ଟ କ୍ଲାସ୍ ରୁମ୍ର ଚିନ୍ତାମୁକ୍ତ ବାତାବରଣରେ ପାଠ ପଢୁଛନ୍ତି ପିଲା। ଏହାକୁ ନେଇ ରାଜ୍ୟ ସରକାର ସାଉଁଟୁଛନ୍ତି ପ୍ରଶଂସା। ଶିକ୍ଷା ଭିତ୍ତିଭୂମିର ଏଭଳି ପରିବର୍ତ୍ତନକୁ ସ୍ବାଗତ କରୁଛନ୍ତି ବୁଦ୍ଧିଜୀବୀ। ତେବେ ଖଣି…
୧୯ ସୁଦ୍ଧା ଆଉ ଏକ ଲଘୁଚାପ: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୧୬।୫(ବ୍ୟୁରୋ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୧୯ ତାରିଖ ସୁଦ୍ଧା ଏହି ଲଘୁଚାପ ସୃଷ୍ଟି ହେବ। ଏହା ଦିନେ…
ଜୁଲାଇ ପ୍ରଥମ ସପ୍ତାହରେ ଯୁକ୍ତ୨ ଫଳ
ଭୁବନେଶ୍ୱର,୧୬।୫(ବ୍ୟୁରୋ): ଯୁକ୍ତ୨ ପରୀକ୍ଷାର ପ୍ରଥମ ପର୍ଯ୍ୟାୟ ସରିଥିବାବେଳେ ୨ୟ ପର୍ଯ୍ୟାୟ ଗତ ୧୧ ତାରିଖରୁ ଆରମ୍ଭ ହୋଇଛି। ଏହା ୩୧ ତାରିଖ ଯାଏ ଚାଲିବ। ତେବେ ଏହା ପୂର୍ବରୁ ପ୍ରଥମ ପର୍ଯ୍ୟାୟ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟା ଆସନ୍ତା ୨୨ ତାରିଖ ପରିବର୍ତ୍ତେ…
ଜବରଦସ୍ତ ଆକ୍ସନ୍ରେ ଭରପୂର ଫିଲ୍ମ ‘ବିକ୍ରମ’
ଅଭିନେତା କମଲ ହାସନ ଆଜିକାଲି ଫିଲ୍ମ ‘ବିକ୍ରମ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଚାରି ବର୍ଷ ପରେ ଏହି ଫିଲ୍ମ ମାଧ୍ୟମରେ ସେ ପରଦାକୁ ପ୍ରତ୍ୟାବର୍ତ୍ତନ କରୁଛନ୍ତି। ପ୍ରଶଂସକମାନେ ତାଙ୍କ ଫିଲ୍ମ ପାଇଁ ବହୁତ ଉତ୍ସାହିତ ଅଛନ୍ତି। ଆଜି ଫିଲ୍ମ ‘ବିକ୍ରମ’ ଟ୍ରେଲର…
ଲକ୍ଷ୍ନୌକୁ ୧୭୯ ରନ୍ର ଟାର୍ଗେଟ୍
ମୁମ୍ବାଇ,୧୫।୫: ଆଇପିଏଲ ୨୦୨୨ର ୬୩ତମ ମ୍ୟାଚ୍ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଲାଯାଉଛି। ଏହି ମ୍ୟାଚ୍ରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ରାଜସ୍ଥାନ ରୟାଲ୍ସ ନିର୍ଦ୍ଧାରିତ ଓଭରରେ ୬ ଉଇକେଟ୍ ହରାଇ ୧୭୮ ରନ୍ ସଂଗ୍ରହ…
-ପାକିସ୍ତାନରେ ଦୁଇ ଶିଖ ଯୁବକଙ୍କୁ ଗୁଳି କରି ହତ୍ୟା: କଡ଼ା ନିନ୍ଦା କଲା ଭାରତ
ନୂଆଦିଲ୍ଲୀ/ପେଶାୱାର,୧୫।୫:ପାକିସ୍ତାନର ପେଶାୱାରରେ ଦୁଇ ଶିଖ ଯୁବକଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏହି ଘଟଣାକୁ ନେଇ ଭାରତ ପକ୍ଷରୁ କଡା ଆପତ୍ତି ଉଠିଛି। ଏହି ଘଟଣାର ଗମ୍ଭୀରତାର ସହ ତଦନ୍ତ କରାଯାଉ ବୋଲି ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ପାକିସ୍ତାନକୁ…
ଇତିହାସ ରଚିଥିବା ବ୍ୟାଡମିଣ୍ଟନ ଖେଳାଳିଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୩।୫: ଭାରତର ପୁରୁଷ ବ୍ୟାଡମିଣ୍ଟନ ଦଳ ରବିବାର ଏକପାଖିଆ ଫାଇନାଲରେ ୧୪ଥର ଚାମ୍ପିୟନ ଇଣ୍ଡୋନେସିଆକୁ ୩-୦ରେ ପରାସ୍ତ କରି ପ୍ରଥମ ଥର ପାଇଁ ଥୋମାସ କପ ଟାଇଟଲ ଜିତି ଇତିହାସ ରଚିଛି। ଭାରତୀୟ ଦଳର ଐତିହାସିକ ପ୍ରଦର୍ଶନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ବାନ୍ଧବୀ, ବୟଫ୍ରେଣ୍ଡଙ୍କୁ ବିବାହ କଲେ ଯୁବତୀ, ଆଉ ତା’ପରେ…
ଏବେ ବିବାହ ଋତୁ ଚାଲିଛି। ନିଆରା ବିବାହର ଅନେକ ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହେଉଛି। ସେମିତି ଏକ ସ୍ବତନ୍ତ୍ର ବିବାହ ଆମେରିକାରେ ଅନୁଷ୍ଠିତ ହୋଇଯାଇଛି। ଏଠି ଦୁଇ ନୁହେଁ, ବରଂ ୩ ଜଣଙ୍କ ମଧ୍ୟରେ ବିବାହ…
‘ଚୁମ୍ବନ ଦେବା ଯୌନ ଅପରାଧ ନୁହେଁ’
ପୁଣେ,୧୫।୫: ଏକ ଯୌନ ଉତ୍ପୀଡ଼ନ ମାମଲାର ଶୁଣାଣି କରି ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଜଣେ ୧୪ ବର୍ଷର ବାଳକଙ୍କୁ ଯୌନ ନିର୍ଯାତନା ମାମଲାରେ କୋର୍ଟ ଜାମିନ ପ୍ରଦାନ କରି କହିଛନ୍ତି। ଚୁମ୍ବନ ଦେବା ଏବଂ ପ୍ରେମ କରିବା…
ଟସ୍ ଜିତିଲା ରାଜସ୍ଥାନ ରୟାଲ୍ସ
ପୁଣେ,୧୫।୫: ଆଇପିଏଲ ୨୦୨୨ରେ ଆଉ ଅଳ୍ପ କିଛି ଲିଗ ମ୍ୟାଚ ବାକି ଅଛି। ପ୍ଲେ ଅଫ ପାଇଁ ରେସ୍ ମଧ୍ୟ ରୋଚକ ସ୍ଥିତିରେ ପହଞ୍ଚିଛି। ଏହି ପରିସ୍ଥିତିରେ ରବିବାର ଆଇପିଏଲ୍ର ୬୩ତମ ମ୍ୟାଚ୍ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ରାଜସ୍ଥାନ ରୟାଲ୍ସ…
Archives


