ଡ. ଏନ୍ କଲାଇସେଲ୍ଭି ସିଏସ୍ଆଇଆର୍ର ପ୍ରଥମ ମହିଳା ମହାନିର୍ଦ୍ଦେଶକ
ନୂଆଦିଲ୍ଲୀ,୭ା୮: ଇଲୋକ୍ଟ୍ରୋକେମିକାଲ ପାଓ୍ବାର ସିଷ୍ଟମ ଉପରେ ୨୫ ବର୍ଷରୁ ଅଧିକ ଗବେଷଣା ପାଇଁ ଜଣାଶୁଣା ବୈଜ୍ଞାନିକ ଡକ୍ଟର ଏନ୍ କଲାଇସେଲ୍ଭିଙ୍କୁ ଏକ ବଡ଼ ଦାୟିତ୍ୱ ପ୍ରଦାନ କରାଯାଇଛି। କାଉନ୍ସିଲ୍ ଅଫ୍ ସାଇଣ୍ଟିଫିକ୍ ଆଣ୍ଡ୍ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ(ସିଏସ୍ଆଇଆର)ର ମହାନିର୍ଦ୍ଦେଶକ ଭାବେ ସେ ନିଯୁକ୍ତ…
ଟ୍ରିପଲ ଜମ୍ପରେ ଭାରତ ରଚିଲା ଇତିହାସ
ବର୍ମିଂହାମ,୭।୮: ରାଜ୍ୟଗୋଷ୍ଠୀ କ୍ରୀଡାର ଟ୍ରିପଲ ଜମ୍ପ ଇଭେଣ୍ଟରେ ଭାରତୀୟ ଆଥଲେଟ୍ ମାନେ ରବିବାର ୨ଟି ପଦକ ଜିତିଛନ୍ତି। ଭାରତର ଏଲଡୋଜ ପଲ ଏବଂ ଅବଦୁଲ୍ଲା ଆବୁବାକର୍ ଦେଶ ପାଇଁ ଯଥାକ୍ରମେ ସ୍ବର୍ଣ୍ଣ ଓ ରୌପ୍ୟ ପଦକ ଜିତିଛନ୍ତି। ଭାରତ ମଧ୍ୟ ଏହି…
ଶର୍ଟ ଡ୍ରେସ୍ ପିନ୍ଧି ଟ୍ରୋଲ ହେଲେ ଏହି ଅଭିନେତ୍ରୀ
ମୁମ୍ବାଇ: ଫିଲ୍ମ ନିର୍ମାତା କରଣ ଜୋହର ତାଙ୍କ ଘରେ ‘ଯୁଗ୍ ଯୁଗ୍ ଜିଓ’ର ସଫଳତାକୁ ପ୍ରତିପାଦନ କରିବା ପାଇଁ ଏକ ପାର୍ଟିର ଆୟୋଜନ କରିଥିଲେ। ଏହି ସମୟରେ ପୂରା ଷ୍ଟାର କାଷ୍ଟ ଉତ୍ସବ ପାଳନ ପାଇଁ କରଣଙ୍କ ଘରେ ପହଞ୍ଚିଥିଲେ। ଏହି…
ପ୍ରେମିକାଙ୍କୁ କାର୍ ଚଲାଇବାକୁ ଦେବା ପଡିଲା ମହଙ୍ଗା
ବିଳାଶପୁର,୭।୮: ଛତିଶଗଡର ବିଳାଶପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ଯୁବକ ତାଙ୍କ ପ୍ରେମିକାଙ୍କୁ କାର ଚଳାଇବାକୁ ଦେବା ମହଙ୍ଗା ପଡିଛି। ଯୁବତୀ ଜଣକ କାରଟିକୁ ଏକ ବାଇକ୍ ସହ ଧକ୍କା ଦେଇଥିଲେ। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର…
ପଦକ ସଂଖ୍ୟା ୪୩ ଛୁଇଁଲା,ସ୍ବର୍ଣ୍ଣ ୧୫-ରୌପ୍ୟ ୧୧-ବ୍ରୋଞ୍ଜ ୧୭…
ବର୍ମିଂହାମ୍, ୭।୮ : ବର୍ମିଂହାମରେ ଖେଳାଯାଉଥିବା ରାଜ୍ୟ ଗୋଷ୍ଠୀ କ୍ରୀଡ଼ାରେ ଭାରତୀୟ ଖେଳାଳିମାନେ ନିଜର ଦୃଢ଼ ପ୍ରଦର୍ଶନ ଜାରି ରଖିଛନ୍ତି। ଭାରତର ପଦକ ସଂଖ୍ୟା ଇତିମଧ୍ୟରେ ଦଶମ ଦିନ ସୁଦ୍ଧା ୪୩ରେ ପହଞ୍ଚିଛି। ସେଥିମଧ୍ୟରେ ୧୫ ସ୍ବର୍ଣ୍ଣ, ୧୧ ରୌପ୍ୟ ଏବଂ…
ମାତ୍ର ୧୫ ମିନିଟ୍ ମଧ୍ୟରେ ଭାରତକୁ ୨ ସ୍ବର୍ଣ୍ଣ
ବର୍ମିଂହାମ,୭।୮: ରାଜ୍ୟଗୋଷ୍ଠୀ କ୍ରୀଡାର ଦଶମ ଦିନ ଭାରତ ପାଇଁ ବହୁତ ଭଲ ରହିଛି। ବକ୍ସିଂରେ ଭାରତ ଦୁଇଟି ସ୍ବର୍ଣ୍ଣ ପଦକ ଜିତିଥିବାବେଳେ ମହିଳା ହକିରେ ବ୍ରୋଞ୍ଜ ପଦକ ମିଳିଛି। ବକ୍ସିଂରେ ମାତ୍ର ୧୫ ମିନନିଟ୍ ମଧ୍ୟରେ ଭାରତକୁ ୨ ସ୍ବର୍ଣ୍ଣ ପଦକ…
ନୀତୁଙ୍କ ଚମତ୍କାର ପ୍ରଦର୍ଶନ: ବକ୍ସିଂରେ ଭାରତକୁ ସ୍ବର୍ଣ୍ଣ
ବର୍ମିଂହାମ,୭।୮:ରାଜ୍ୟଗୋଷ୍ଠୀ କ୍ରୀଡାରେ ବକ୍ସିଂରେ ଭାରତ ସ୍ବର୍ଣ୍ଣ ପଦକ ମିଳିଛି। ହରିୟାଣାର ବକ୍ସର ନୀତୁ ଘଙ୍ଗାସ ଭାରତକୁ ଏହି ପଦକ ଜିତାଇଛନ୍ତି। ମହିଳା ୪୫-୪୮ କିଗ୍ରା ଫାଇନାଲରେ ନୀତୁ ଇଂଲଣ୍ଡ ବକ୍ସର ଡାମି ଜାଡେ ରେଜଟାନଙ୍କୁ ପରାସ୍ତ କରିଛନ୍ତି। ଏକପାଖିଆ ଢଙ୍ଗରେ ନୀତୁ…
ସୁସ୍ମିତାଙ୍କ ଫଟୋ ଦେଖି ଏମିତି କମେଣ୍ଟ୍ ଦେଲେ ପ୍ରେମିକ
ବଲିଉଡ ଅଭିନେତ୍ରୀ ତଥା ପୂର୍ବତନ ମିସ ୟୁନିଭର୍ସ ସୁସ୍ମିତା ସେନ ବିବାଦୀୟ ବ୍ୟବସାୟୀ ତଥା ପୂର୍ବତନ ଆଇପିଏଲ ଅଧ୍ୟକ୍ଷ ଲଳିତ ମୋଦିଙ୍କୁ ଡେଟ କରୁଛନ୍ତି। ଯେବେଠୁ ଲଳିତ ମୋଦି ସୁସ୍ମିତାଙ୍କୁ ଡେଟ କରୁଥିବା ନେଇ ଖୁଲାସା କରିଛନ୍ତି ସେବେଠୁ ଦୁହେଁ ଚର୍ଚ୍ଚାର…
ଆଲୋକରେ ଝଲସିବ କପିଳାସ ପାଦଦେଶ
ଢେଙ୍କାନାଳ ଅଫିସ,୭ା୮: ରାଜ୍ୟ ତଥା ତେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବ ପୀଠ କପିଳାସ ବାରବାଙ୍କ ରାସ୍ତାରେ ରବିବାର ସ୍ଥାୟୀ ଆଲୋକୀକରଣ ବ୍ୟବସ୍ଥା ଉଦଘାଟିତ ହୋଇଛି । ମନ୍ଦିର ପଟରୁ କପିଳାସ ପାଦ ଦେଶ ପର୍ଯ୍ୟନ୍ତ ୫ କିଲୋମିଟର ବାରବାଙ୍କ ରାସ୍ତାର ୨…
୧୬ ବର୍ଷର ଅପେକ୍ଷା ଶେଷ, ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତୀୟ ମହିଳା ହକିକୁ ବ୍ରୋଞ୍ଜ୍ ପଦକ…
ବର୍ମିଂହାମ, ୭।୮ : ଭାରତୀୟ ମହିଳା ହକି ଦଳ ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ା-୨୦୨୨ରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛି। ଭାରତ ବନାମ ନ୍ୟୁଜିଲାଣ୍ଡ ମ୍ୟାଚ୍ରେ ଭାରତୀୟ ଦଳ ସୁଟଆଉଟ ମାଧ୍ୟମରେ ଡିଫେଣ୍ଡିଂ ଚାମ୍ପିଅନ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଏହା…
ନୀତି ଆୟୋଗ ବୈଠକ, ୨ ବର୍ଷ ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ, ୭।୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ରବିବାର ନୀତି ଆୟୋଗ ପରିଚାଳନା ପରିଷଦର ସପ୍ତମ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳଙ୍କ ସମେତ ଅନ୍ୟ କେନ୍ଦ୍ର ମନ୍ତ୍ରୀ ଏବଂ ଅଧିକାରୀମାନେ ଯୋଗ ଦେଇଥିଲେ।…
ପାଣିପାଗ ପୂର୍ବାନୁମାନ ଏବେ ହେଉଛି କଷ୍ଟକର, ଆଇଏମ୍ଡି ନିର୍ଦ୍ଦେଶକ କହିଲେ ଏହାର କାରଣ…
ନୂଆଦିଲ୍ଲୀ, ୭।୮ : ଜଳବାୟୁ ପରିବର୍ତ୍ତନ ଯୋଗୁ ଏବେ ପାଣିପାଗ ଘଟଣାଗୁଡ଼ିକର ସଠିକ ପୂର୍ବାନୁମାନ କରିବାରେ ଏଜେନ୍ସିଗୁଡିକ ଅସଫଳ ରହୁଛନ୍ତି। ଜଳବାୟୁ ପରିବର୍ତ୍ତନ ସ୍ଥିତି ପୂର୍ବାନୁମାନର କ୍ଷମତାକୁ ପ୍ରଭାବିତ କରୁଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମହାନିର୍ଦ୍ଦେଶକ ମୃତୁଞ୍ଜୟ ମହାପାତ୍ର…

