Home

ମତେ ମାରିବା ପାଇଁ ଷଡ଼ଯନ୍ତ୍ର ରଚାଯାଇଛି, କହିଲେ ଇମ୍ରାନ୍‌…

ଇସଲାମାବାଦ, ୧୫।୫ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଦାବି କରିଛନ୍ତି ଯେ ତାଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର ପାକିସ୍ତାନ ତଥା ବିଦେଶରେ ଚାଲିଛି। ପଞ୍ଜାବ ପ୍ରଦେଶର ସିଆଲକୋଟରେ ଏକ ବଡ ସମାବେଶରେ ଇମ୍ରାନ ଖାନ କହିଛନ୍ତି ଯେ…

ସିରିଆ ଉପରେ କ୍ଷେପଣାସ୍ତ୍ର ମାଡ଼ କଲା ଇସ୍ରାଏଲ୍‌, ୫ ମୃତ..

ଦାମାସକସ୍‌/ଜେରୁଜେଲମ୍‌, ୧୫।୫ : ଇସ୍ରାଏଲ ସିରିଆ ଉପରେ ଏକାଧିକ କ୍ଷେପଣାସ୍ତ୍ର ମାଡ଼ କରିଛି। ଏଥିରେ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୭ ଜଣ ସାଧାରଣ ନାଗରିକ ଆହତ ହୋଇଛନ୍ତି। ଏହି କ୍ଷେପଣାସ୍ତ୍ର ମାଡ଼ ଯୋଗୁଁ ସିରିଆର ମସଆଫ ସହରର ଚାଷଜମିରେ…

ବ୍ରଜରାଜନଗର ଉପନିର୍ବାଚନ: ନାରୀଶକ୍ତି ହେବ ବିଜେଡିର ଭୋଟ ପୁଞ୍ଜି

ଝାରସୁଗୁଡା ଅଫିସ,୧୫।୫: ବ୍ରଜରାଜନଗର ଉପନିର୍ବାଚନ ଆସନ୍ତା ୩୧ ତାରିଖରେ ଅନୁଷ୍ଠିତ ହେବ। ଏହି ଉପନିର୍ବାଚନକୁ ନେଇ ପ୍ରମୁଖ ରାଜନୈତିକ ଦଳମାନେ ନିଜ ନିଜର ରଣକୌଶଳ ପ୍ରସ୍ତୁତରେ ଲାଗିଛନ୍ତି। ଏଥିମଧ୍ୟରେ ବିଜେଡି ଦଳ ନାରୀଶକ୍ତିକୁ ଭୋଟ ପୁଞ୍ଜିଭାବେ ଗ୍ରହଣକରି ନିର୍ବାଚନରେ ବିଜୟୀ ହେବା…

ମାନେକା ଗାନ୍ଧୀଙ୍କୁ ହାଇକୋର୍ଟଙ୍କ ସମନ ଜାରି…

ନୂଆଦିଲ୍ଲୀ, ୧୫।୫ : ଭେଟେରିନାରୀ ଆସୋସିଏଶନ ଅଫ ଇଣ୍ଡିଆ ଦ୍ୱାରା ଦାଖଲ ହୋଇଥିବା ମାନହାନି ମକଦ୍ଦମା ଉପରେ ଦିଲ୍ଲୀ ହାଇକୋର୍ଟ ଭାଜପା ଏମ୍‌ପି ମାନେକା ଗାନ୍ଧୀଙ୍କୁ ସମନ ଜାରି କରିଛନ୍ତି। କୋର୍ଟ ଏହାର ଉତ୍ତର ମାଗିଛନ୍ତି। ମାନେକା ଗାନ୍ଧୀଙ୍କ ବିନା ସର୍ତ୍ତମୂଳକ…

ଦୈନିକ ସଂକ୍ରମଣ ଅଢ଼େଇ ହଜାର ତଳେ, ମୃତ୍ୟୁ ସଂଖ୍ୟା ୧୩ …

ନୂଆଦିଲ୍ଲୀ, ୧୫।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

କଂଗ୍ରେସକୁ ଆଶ୍ୱସ୍ତି, ଚିନ୍ତନ ଶିବିରରେ ଜି୨୩ର ସମସ୍ତ ସମସ୍ୟାର ସମାଧାନ!

ନୂଆଦିଲ୍ଲୀ,୧୫ ।୫: ଏବେ ବୁଡିଯାଉଥିବା ଡଙ୍କାକୁ କୂଳରେ ଲଗାଇବାକୁ ଚେଷ୍ଟା କରୁଛି କଂଗ୍ରେସ । ବେଶ କିଛି ବର୍ଷ ହେବ ପ୍ରାୟ ସମସ୍ତ ନିର୍ବାନରେ ଶୋଚନୀୟ ପରାଜୟ ପରେ ଏବେ ଦଳକୁ ମଜଭୁତ ଚିନ୍ତା କରାଯାଇଛି । ସେଥିପାଇଁ ରାଜସ୍ଥାନର ଉଦୟପୁରରେ…

ଗାଁଠୁ ଛୋଟ ଦେଶ

ଏଇ ପୃଥିବୀରେ ଏମିତି ବି ଦେଶ ରହିଛି ଯାହାର କ୍ଷେତ୍ରଫଳ ଗୋଟିଏ ଛୋଟ ଗାଁଠାରୁ ବି କମ୍‌। ସେଭଳି ଏକ ଦେଶ ହେଉଛି ମୋନାକୋ। ଜାଣିବା ଏହି ଦେଶ ସମ୍ପର୍କରେ କିଛି ରୋଚକ ତଥ୍ୟ…ବିକାଶ ସୂଚୀ ୧ରୁ ଅଧିକ ଥିବାରେ ଏହା…

ସମୁଦ୍ରକୁ ଗଲେ ୨ କୋଟି କଇଁଛ ଶାବକ

ରାଜନଗର, ୧୫ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥାରେ ୫ ଦିନ ହେଲା ବିରଳ ଦୃଶ୍ୟ ଦେଖିବାକୁ ମିଳୁଛି। ଗାତରୁ ବାହାରି ବିରଳ ଅଲିଭ୍‌ ରିଡ୍‌ଲେ କଇଁଛ ଶାବକ ସମୁଦ୍ରକୁ ଯାଇ ବିଚରଣ କରୁଛନ୍ତି। ୫ ଦିନ ମଧ୍ୟରେ ୨ କୋଟି ୨ ଲକ୍ଷ…

ବଡ଼ ପ୍ରତିଷ୍ଠାନର ଅଗ୍ନି ନିରାପତ୍ତା ଅଡିଟ୍‌ ହେବ

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଦିଲ୍ଲୀ ଅଗ୍ନିକାଣ୍ଡରେ ୨୭ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଏହି ଘଟଣା ପରେ ଓଡ଼ିଶା ସରକାରଙ୍କ ଚେତା ପଶିଛି । ଓଡ଼ିଶା ଅଗ୍ନି ନିରୋଧକ ଏବଂ ଅଗ୍ନି ନିରାପତ୍ତା ରୁଲ୍‌ସ-୨୦୧୭କୁ କଡ଼ାକଡ଼ି ପାଳନ କରିବାକୁ ଅଗ୍ନିଶମ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।…

ମାଟି ଅନୁକୂଳ, ବ୍ୟବସ୍ଥା ଦୁର୍ବଳ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ବଜାରରେ ଖାଇବା ତେଲର ଅହେତୁକ ଦରବୃଦ୍ଧି ଖାଉଟିଙ୍କୁ କଲବଲ କରୁଛି। ଅନ୍ୟ ରାଜ୍ୟ ଭଳି ଓଡ଼ିଶାରେ ତୈଳବୀଜ ଚାଷ ଏବଂ ସେଥିରୁ ତେଲ ଉତ୍ପାଦନ ଆଶାନୁରୂପ ହୋଇ ନ ପାରିବାରୁ ଏଭଳି ସ୍ଥିତି ଉପୁଜିଛି। ଓଡ଼ିଶା କଥା ଦେଖିଲେ, ଦିନକୁ…

ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟ ଖେଳାଳୀ ଆଣ୍ଡ୍ରିୟୁ ସାଇମଣ୍ଡସଙ୍କ ପରଲୋକ

କାନବେରା,୧୫ ।୫: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଆଣ୍ଡ୍ରିୟୁ ସାଇମଣ୍ଡସଙ୍କର କାର ଦୁର୍ଘଟଣାରେ ୪୬ ବର୍ଷ ବୟସରେ ପରଲୋକ ହୋଇଛି । ଶନିବାର ରାତିରେ ଟାଉନସଭିଲେରେ ଏହି ଦୁର୍ଘଟଣା ଘଟିଛି । ପୋଲିସର ସୂଚନା ଅନୁଯାୟୀ, ସାଇମଣ୍ଡସଙ୍କୁ ବଞ୍ଚାଇବାକୁ ସତ ଚେଷ୍ଟା କରାଯାଇଥିଲେ…

କେକେଆରର ସହଜ ବିଜୟ…

ମୁମ୍ବାଇ, ୧୪।୫: ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୧ତମ ମ୍ୟାଚ୍‌ରେ ଶନିବାର କୋଲକାତା ନାଇଟ୍‌ ରାଇଡର୍ସ୍‌(କେକେଆର) ସନ୍‌ ରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ବିପକ୍ଷରେ ସହଜ ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୭୮ ରନ୍ ଲକ୍ଷ୍ୟର ପିଛା କରି  ଏସଆରଏଚ ୨୦ ଓଭରରେ …

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri