Home

ଲଶ୍କର-ଇ-ତୋଏବାର ଜଣେ ଆତଙ୍କବାଦୀ ଗିରଫ

ବାରମୂଳା,୧୪।୫: ଜମ୍ମୁ-କଶ୍ମୀରରେ ଭାରତୀୟ ସେନାକୁ ଏକ ବଡ଼ ସଫଳତା ମିଳିଛି। ଶନିବାର ଲଶ୍କର-ଇ-ତୋଏବାର ଜଣେ ଆତଙ୍କବାଦୀଙ୍କୁ ପୋଲିସ ଗିରଫ କରିଛି। ଏହି ଆତଙ୍କବାଦୀ ଜମ୍ମୁ-କଶ୍ମୀରର ରଫିଆବାଦ ଓ ସୋପୋରେ ଅଞ୍ଚଳରେ ଥିବା ସୁରକ୍ଷାକର୍ମୀ ଓ ଭିଆଇପିଙ୍କୁ ଟାର୍ଗେଟ କରିବା ପାଇଁ ଯୋଜନା…

ମୁଣ୍ଡକା ଅଗ୍ନିକାଣ୍ଡ ସ୍ଥଳରେ ପହଞ୍ଚିଲେ କେଜରିୱାଲ, ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା

ନୂଆଦିଲ୍ଲୀ,୧୪ ।୫: ରାଜଧାନୀ ଦିଲ୍ଲୀର ମୁଣ୍ଡକା ମେଟ୍ରୋ ଷ୍ଟେଶନ ନିକଟରେ ଶୁକ୍ରବାର ହୋଇଥିବା ଅଗ୍ନିକାଣ୍ଡରେ ଏପର୍ଯ୍ୟନ୍ତ ୨୭ ଜଣଙ୍କ ମୃତ୍ୟୁ ହୋଇ ସାରିଛି । ଅନ୍ୟ ଆହତମାନେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏବେବି ସେଠାରେ ଉଦ୍ଧାର କାର୍ଯ୍ୟ ଚାଲିଥିବା ବେଳେ…

୩ ଆଇଏଏଫ୍‌ ଅଧିକାରୀଙ୍କୁ ଆଜୀବନ ଜେଲ୍‌ରେ ଦଣ୍ଡିତ କଲା ସିବିଆଇ କୋର୍ଟ

ଗାନ୍ଧୀନଗର,୧୪।୫: ହାଜତ ମୃତ୍ୟୁ ଅଭିଯୋଗରେ ଆଲ୍ଲାହାବାଦର ସ୍ବତନ୍ତ୍ର ସିବିଆଇ କୋର୍ଟ ଭାରତୀୟ ଏୟାର ଫୋର୍ସ (ଆଇଏଏଫ୍‌)ର ୩ଅଧିକାରୀଙ୍କୁ ଶୁକ୍ରବାର ଆଜୀବନ ଜେଲ୍‌ ଦଣ୍ଡ ଶୁଣାଇଛନ୍ତି। ୩ଅଧିକାରୀଙ୍କ ମଧ୍ୟରୁ ୨ଜଣ ଅବସରପ୍ରାପ୍ତ ହୋଇଥିବା ବେଳେ ଜଣେ କାର୍ଯ୍ୟରତ ଅଧିକାରୀ ଅଛନ୍ତି। ଉକ୍ତ ଅଧିକାରୀମାନେ…

ସ୍ବାମୀଙ୍କ ସହ କନୌଟ ପ୍ୟାଲେସରେ ହନୁମାନ ଚାଳିଶା ପଢ଼ିଲେ ନବନୀତ

ନୂଆଦିଲ୍ଲୀ,୧୪।୫: ଗତ କିଛି ଦିନରୁ ଦେଶରେ ଲାଗିରହିଥିବା ହନୁମାନ ଚାଳିଶା ବିବାଦ ଥମିବାର ନା ନେଉନି। ଇତିମଧ୍ୟରେ ମହାରାଷ୍ଟ୍ର ଅମରାବତୀର ଭାଜପା ଏମ୍‌ପି ନବନୀତ ରାଣା ଶନିବାର ସକାଳେ ଦିଲ୍ଲୀରେ ପହଞ୍ଚି ହନୁମାନ ଚାଳିଶା ପାଠ କରିଥିବା ଜଣାପଡ଼ିଛି। ଯାହାକୁ ନେଇ…

ଏସ୍‌ଆଇ ସମେତ ୩ ପୋଲିସଙ୍କୁ ହତ୍ୟା କଲେ କୃଷ୍ଣସାର ମୃଗ ଶିକାରୀ

ଗୁନା,୧୪।୫: ମଧ୍ୟପ୍ରଦେଶର ଗୁନାରେ ପୋଲିସ ଓ କୃଷ୍ଣସାର ମୃଗ ଶିକାରୀ ମୁହାଁମୁହିଁ ହୋଇଛନ୍ତି। ଏହି ସମୟରେ କୃଷ୍ଣସାର ମୃଗ ଶିକାରୀମାନେ ୩ଜଣ ପୋଲିସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ମୃତକଙ୍କ ମଧ୍ୟରେ ଏସ୍‌ଆଇ ରାଜକୁମାର ଜାଟବ, କନଷ୍ଟେବଳ ନୀରଜ ଭାର୍ଗବ,…

ଟମୋଟୋ ଫ୍ଲୁରେ ୮୦ରୁ ଊର୍ଦ୍ଧ୍ୱ ଶିଶୁ ଆକ୍ରାନ୍ତ

ଥିରୁଭାନ୍ତପୁରମ,୧୪।୫: କରୋନା ପରେ ଏବେ ଦେଶରେ ଆଉ ଏକ ରୋଗ ଟମାଟୋ ଫ୍ଲୁ ସମସ୍ତଙ୍କ ଚିନ୍ତା ବଢ଼ାଉଛି। କେରଳରେ ଏପର୍ଯ୍ୟନ୍ତ ୮୦ରୁ ଊର୍ଦ୍ଧ୍ୱ ଶିଶୁ ଆକ୍ରାନ୍ତ ହୋଇଛନ୍ତି। ଟମାଟୋ ଫ୍ଲୁରେ ଆକ୍ରାନ୍ତ ହୋଇଥିବା ଅଧିକାଂଶ ପିଲାଙ୍କର ବୟସ ୫ବର୍ଷରୁ କମ୍‌ ରହିଥିବା…

ପ୍ରଦୀପ ସାହୁ ଯୁବ କଂଗ୍ରେସ ରାଜ୍ୟ ସାଧାରଣ ସମ୍ପାଦକ

ଗୁଣପୁର,୧୪।୫(ଡି.ଏନ.ଏ): ରାୟଗଡା ଜିଲା ଗୁଣପୁର ଅଞ୍ଚଳର ଯୁବ ନେତା ପ୍ରଦୀପ ସାହୁ ଯୁବ କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଭାବେ ମନୋନୀତ ହୋଇଛନ୍ତି। ଜାତୀୟ ଯୁବ କଂଗ୍ରେସ ସମ୍ପାଦକ ରିଆଜୁଲ ଅଂସାରିଙ୍କ ଅନୁମୋଦନକ୍ରମେ ତାଙ୍କୁ ଏହି ଦାୟିତ୍ବ ପ୍ରଦାନ କରାଯାଇଛି। ଏ ନେଇ…

୩ ଦଳ ମଧ୍ୟରେ ହେବ ଲଢ଼େଇ

ଝାରସୁଗୁଡ଼ା ଅଫିସ,୧୪।୫: ଆସନ୍ତା ୩୧ ତାରିଖରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ସମୁଦାୟ ୧୪ ନାମାଙ୍କନପତ୍ର ଦାଖଲ ହୋଇଥିବାବେଳେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ବିଜେଡି, ଭାଜପା, କଂଗ୍ରେସ ଓ ସିପିଆଇ ଆଦି ରାଜନୈତିକ…

ଏବେ ଆହୁରି ଖରାପ ହେବ ଦେଶର ଆର୍ଥିକ ପରିସ୍ଥିତି: ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ

କଲମ୍ବୋ,୧୪ ।୫: ଶ୍ରୀଲଙ୍କାର ନୂଆ ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମାସିଂଘେ କହିଛନ୍ତି ଦେଶର ଆର୍ଥିକ ସ୍ଥିତି ସୁଧୁରିବା ପୂର୍ବରୁ ଆହୁରି ଖରାପ ହେବ । ଏବେ ଶ୍ରୀଲଙ୍କା ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ବେଳେ ଏବେ ସେଠାରେ ଇନ୍ଧନର ଘୋର…

ନାଁ ପଚାରି ରାହୁଲଙ୍କୁ ମାରିଥିଲେ

ଶ୍ରୀନଗର,୧୪।୫: କଶ୍ମୀରୀ ପଣ୍ଡିତ ରାହୁଲ ଭଟ୍ଟ ହତ୍ୟା ଘଟଣାରେ ସମ୍ପୃକ୍ତ ୩ ଆତଙ୍କବାଦୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ନିହତ ହୋଇଛନ୍ତି। ବନ୍ଦିପୋରାର ବ୍ରାର୍‌ ଅଞ୍ଚଳରେ ସୁରକ୍ଷା ବଳ ଓ ଜମ୍ମୁ-କଶ୍ମୀର ପୋଲିସର ମିଳିତ ଅଭିଯାନରେ ୨ ଆତଙ୍କବାଦୀ ନିହତ ହୋଇଥିଲେ। ସେମାନେ…

କେରଳ ଅଭିନେତ୍ରୀଙ୍କ ରହସ୍ୟଜନକ ମୃତ୍ୟୁ

କୋଝିକୋଡ୍‌,୧୪।୫: କେରଳ ମଡେଲ ତଥା ଅଭିନେତ୍ରୀ ଶାହାନା (୨୦)ଙ୍କର ମୃତଦେହ ତାଙ୍କ କୋଝିକୋଡ୍‌ସ୍ଥିତ ବାସଭବନରୁ ଝୁଲନ୍ତା ଅବସ୍ଥାରେ ମିଳିଛି। ଗୁରୁବାର ରାତିରେ ଝରକା ରେଲିଂରୁ ମୃତଦେହ ଝୁଲୁଥିବା ଦେଖାଯାଇଛି। ଅଭିନେତ୍ରୀଙ୍କ ରହସ୍ୟମୟ ମୃତ୍ୟୁକୁ ନେଇ ତାଙ୍କ ସ୍ବାମୀ ସାଜଦ (୩୧)ଙ୍କୁ ପୋଲିସ…

ଦିଲ୍ଲୀରେ ନିଆଁ: ୨୬ ମୃତ

ନୂଆଦିଲ୍ଲୀ,୧୪।୫: ପଶ୍ଚିମ ଦିଲ୍ଲୀର ମୁଣ୍ଡ୍‌କା ମେଟ୍ରୋ ଷ୍ଟେଶନ ନିକଟରେ ଥିବା ଏକ ୩ ମହଲା ବିଲ୍ଡିଂରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟି ୨୬ ଜଣଙ୍କ ମୃତ୍ୟୁ ଘଟିଛି। ନିଆଁରେ ପୋଡ଼ି ହୋଇ ୩୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri