କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୩ା୫: ଜମ୍ମୁ-କଶ୍ମୀରର ସୀମା ପୁନଃ ନିର୍ଦ୍ଧାରଣକୁ ବିରୋଧ କରି ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରାଯାଇଛି। ସର୍ବୋଚ୍ଚ ଅଦାଲତ ଶୁକ୍ରବାର ଏହାର ଶୁଣାଣି କରି କେନ୍ଦ୍ର ସରକାର, ଜମ୍ମୁ-କଶ୍ମୀର ପ୍ରଶାସନ ଓ ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କୁ ଏହା ଉପରେ ଜବାବ ମାଗିଛନ୍ତି।…
ମେ’ ୨୭ରେ କେରଳ ଛୁଇଁପାରେ ମୌସୁମୀ
ଭୁବନେଶ୍ୱର,୧୩।୫(ବ୍ୟୁରୋ): ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୀଘ୍ର କେରଳ ଛୁଇଁବ। ଆସନ୍ତା ୨୭ ତାରିଖରେ ମୌସୁମୀ କେରଳ ଛୁଇଁବ ବୋଲି ଆକଳନ କରାଯାଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତଦନୁଯାୟୀ ଜୁନ ପ୍ରଥମ ସପ୍ତାହରେ…
ୟୁକ୍ରେନରେ ପୁଣି କାର୍ଯ୍ୟ ଆରମ୍ଭ କରିବ ଭାରତୀୟ ଦୂତାବାସ
ନୂଆଦିଲ୍ଲୀ/କ୍ୱିଭ୍,୧୩।୫: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଥିବା ବେଳେ ଭାରତୀୟ ବିଦେଶ ମନ୍ତ୍ରାଳୟ ପକ୍ଷରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରୁଷିଆ ଓ ୟୁକ୍ରେନ ଯୋଗୁ ରାଜଧାନୀ କ୍ୱିଭ୍ରେ ଭାରତୀୟ ଦୂତାବାସ କାର୍ଯ୍ୟାଳୟକୁ ବନ୍ଦ ରଖାଯାଇଥିଲା। କିନ୍ତୁ…
ମୁଣ୍ଡକାରେ ଭୀଷଣ ଅଗ୍ନିକାଣ୍ଡ
ନୂଆଦିଲ୍ଲୀ,୧୩।୫: ଦିଲ୍ଲୀର ମୁଣ୍ଡକା ଅଞ୍ଚଳ ସ୍ଥିତ ମେଟ୍ରୋ ଷ୍ଟେଶନ ନିକଟସ୍ଥ ଏକ ବିଲ୍ଡିଂରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମହିଳାଙ୍କ ମୃତଦେହ ଉଦ୍ଧାର କରାଯଇଛି। ତେବେ ବିଲ୍ଡିଂରେ ଅନେକ ଲୋକ ଫସିରହିଥିବା କୁହାଯାଉଛି। ସୂଚନାଯୋଗ୍ୟ,…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ବିବାଦ ପ୍ରସଙ୍ଗ: କେନ୍ଦ୍ର, ରାଜ୍ୟକୁ ନୋଟିସ୍ ଜାରି କଲେ କୋର୍ଟ
ପୁରୀ ଅଫିସ,୧୩।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ବିବାଦ ପ୍ରସଙ୍ଗରେ ପୁରୀ ଓକିଲ ସଂଘ ପକ୍ଷରୁ ଦାୟର ମାମଲାକୁ ପୁରୀ ସିଭିଲ ଜଜ୍ ସିନିୟର ଡିଭିଜନ କୋର୍ଟ ଗ୍ରହଣ କରିଛନ୍ତି। ଏଥିସହ କୋର୍ଟ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ, ଏଏସ୍ଆଇ, ଟାଟା ପ୍ରୋଜେକ୍ଟସ୍,…
ଆଇପିଏଲ୍ରେ ଟସ୍ ଜିତି ବୋଲିଂ ଧାରା ଜାରି
ମୁମ୍ବାଇ,୧୩।୫: ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମ୍ରେ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ର ୬୦ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଓ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ଖେଳାଯାଉଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ଫାଫ୍ ଦୁ ଫ୍ଲେସିସ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି…
୨୪ ଘଣ୍ଟାରେ ଭାରତୀୟ ସେନାର ପ୍ରତିଶୋଧ: କଶ୍ମୀରୀ ପଣ୍ଡିତ ରାହୁଲଙ୍କୁ ହତ୍ୟା କରିଥିବା ଆତଙ୍କବାଦୀ ସଫା
ନୂଆଦିଲ୍ଲୀ,୧୩।୫: କଶ୍ମୀରୀ ପଣ୍ଡିତ ରାହୁଲ ଭଟ୍ଟଙ୍କୁ ହତ୍ୟାର ୨୪ ଘଣ୍ଟା ନ ପୁରୁଣୁ ୩ ଆତଙ୍କବାଦୀଙ୍କୁ ନିପାତ କରିଛି ଭାରତୀୟ ସେନା। ସେମାନଙ୍କ ମଧ୍ୟରୁ ୨ଜଣ ଆତଙ୍କବାଦୀ ରାହୁଲଙ୍କ ହତ୍ୟାରେ ସମ୍ପୃକ୍ତ ଥିଲେ। ତୃତୀୟଜଣଙ୍କ ଗୁଲଜାର ଅହମ୍ମଦ ବୋଲି ଜଣାପଡ଼ିଛି। ଶୁକ୍ରବାର…
୭୩ ବର୍ଷରେ ୟୁଏଇ ରାଷ୍ଟ୍ରପତିଙ୍କ ପରଲୋକ
ଦୁବାଇ,୧୩।୫: ପରଲୋକରେ ୟୁଏଇ ରାଷ୍ଟ୍ରପତି ଶେଖ ଖଲିଫା ବିନ ଜାୟେଦ ଅଲ ନାହାନ। ଶୁକ୍ରବାର ୭୩ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଥିବା ନେଇ ତାଙ୍କ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଅଯାଇଛି। ଏଥିସହ ଦେଶରେ ୪୦ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା…
ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନା
ଭୁବନେଶ୍ୱର,୧୩।୫(ବ୍ୟୁରୋ): ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ ଭିଜିଲାନ୍ସ ଅଧିକାରୀ। କଥାଟି ଅଡୁଆ ଲାଗିଲେ ବି ସତ। ସମ୍ବଲପୁର ଡିଭିଜନର ଇନ୍ସପେକ୍ଟର ମାନସୀ ଜେନା ଏକ ମାମଲା ବନ୍ଦ ଲାଗି ୧୦ ଲକ୍ଷ ଟଙ୍କା ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ…
ରୋହିତଙ୍କ ଭବିଷ୍ୟବାଣୀ: ଖୁବ୍ଶୀଘ୍ର ଭାରତ ପାଇଁ ଖେଳିବେ ଏହି କ୍ରିକେଟର…
ମୁମ୍ବାଇ,୧୩।୫: ଆଇପିଏଲ୍ ୨୦୨୨ରେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଖେଳୁଥିବା ଯୁବ ବ୍ୟାଟ୍ସମ୍ୟାନ ତିଳକ ବର୍ମାଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ଅଧିନାୟକ ରୋହିତ ଶର୍ମା। ସେ ଖୁବ୍ଶୀଘ୍ର ଜାତୀୟ ଦଳରେ ସାମିଲ ହୋଇ ସମସ୍ତ ଫର୍ମାଟରେ ଖେଳିବେ ବୋଲି ଭବିଷ୍ୟବାଣୀ କରିଛନ୍ତି। ବାମହାତୀ…
ଟୁଇଟର ଡିଲ୍କୁ ସ୍ଥଗିତ ରଖିଲେ ମସ୍କ
ଓ୍ବାଶିଂଟନ୍,୧୩।୫: ବିଶ୍ୱର ଧନଶାଳୀ ବ୍ୟକ୍ତି ତଥା ଟେସଲାର ସିଇଓ ଏଲୋନ ମସ୍କ ନିକଟରେ ଟୁଇଟର କିଣିବା ନେଇ ଘୋଷଣା କରିବା ପରେ ଚର୍ଚ୍ଚାକୁ ଆସିଥିଲେ। ପୁଣି ଏଲୋନ ମସ୍କ ତାଙ୍କର ଆଉ ଏକ ଟୁଇଟକୁ ନେଇ ଏବେ ଚର୍ଚ୍ଚାର ପରିସରକୁ ଆସିଛନ୍ତି।…
ବିନା ସୂଚନା ଫଳକରେ ଚାଲିଥିଲା କୋଟି କୋଟି ଟଙ୍କାର କାମ: ଖବର ପ୍ରକାଶ ପରେ ତଦନ୍ତ ଆରମ୍ଭ
କେସିଙ୍ଗା,୧୩।୫(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ବିଦ୍ୟାପୀଠ ପଛପଟେ ନିର୍ମାଣଧୀନ ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍ଡୋର୍ ଷ୍ଟାଡିୟମ୍ ଓ କେସିଙ୍ଗା ମହାବିଦ୍ୟାଳୟ ପରିସରରେ ବିନା ସୂଚନା ଫଳକରେ ଶ୍ରେଣୀଗୃହ ନିର୍ମାଣ କାର୍ଯ୍ୟ ଚାଲିଛି। ଏନେଇ ଶୁକ୍ରବାର ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା। ଏହାପରେ…
Archives


