ଖରାପ ପ୍ରଦର୍ଶନ କରିଛନ୍ତି ଏକାଧିକ ଟାଣୁଆ ନେତା
ଭୁବନେଶ୍ୱର,୨୮।୩(ବ୍ୟୁରୋ): ରାଜ୍ୟର ପୌର ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ଅଙ୍କକଷା ସାଙ୍ଗକୁ ରାଜନୈତିକ ଚର୍ଚ୍ଚା ଆଲୋଚନା ଆରମ୍ଭ ହୋଇଯାଇଛି। କାଉନ୍ସିଲର, ପୌରାଧ୍ୟକ୍ଷ, କର୍ପୋରେଟର ଏବଂ ମେୟର ନିର୍ବାଚନରେ ବିଜେଡିକୁ ବହୁମତ ମିଳିଛି। ତେବେ ବିଜେଡି କାଉନ୍ସିଲର ଏବଂ ପୌରାଧ୍ୟକ୍ଷ ଭୋଟରେ…
‘ଷଡ଼ଯନ୍ତ୍ର ପଛରେ ବିଦେଶୀ ଶକ୍ତି’
ଇସ୍ଲାମାବାଦ,୨୮।୩ : ପାକିସ୍ତାନ ନ୍ୟାଶନାଲ ଆସେମ୍ବ୍ଲିରେ ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବର ସମ୍ମୁଖୀନ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ରବିବାର ସନ୍ଧ୍ୟାରେ ବିଶାଳ ରାଲି ଜରିଆରେ ଶକ୍ତି ପ୍ରଦର୍ଶନ କରିଛନ୍ତି। ଇସ୍ଲାମାବାଦ ପରେଡ୍ ଗ୍ରାଉଣ୍ଡରେ ପାକିସ୍ତାନ ତେହରିକ୍-ଇ-ଇନ୍ସାଫ୍ (ପିଟିଆଇ) ରାଲିରେ ଲକ୍ଷାଧିକ…
ସରୁନି ଭିଜିଲାନ୍ସ ଖୋଳତାଡ଼: ଯନ୍ତ୍ରୀ-ଠିକାଦାର କିଙ୍ଗ୍ପିନ୍
ମାଲକାନଗିରି,୨୮ା୩(ଡି.ଏନ୍.ଏ.): ଯେତେ ଖୋଳିଲେ ସେତେ ବାହାରୁଛି ମାଲକାନଗିରି ଜିଲା ଅଧୀକ୍ଷଣ ଯନ୍ତ୍ରୀ ଆଶିଷ କୁମାର ଦାସଙ୍କ ସମ୍ପତ୍ତି। ଦୁଇ ଦିନ ହେଲାଣି ଭିଜିଲାନ୍ସର ଖୋଳତାଡ଼ ସରୁନାହିଁ। ଜିଲା ଚିକିତ୍ସାଳୟ ନିକଟରେ ଥିବା ଜଣେ ବଙ୍ଗାଳି ଠିକାଦାର ଏବଂ ମାଥିଲି, ଖଇରପୁଟ ବ୍ଲକ…
ଆଇଏଏସ୍ ଅଫିସର ବିଜୟ ଆରୋରାଙ୍କ ସ୍ବେଚ୍ଛାକୃତ ଅବସର
ଭୁବନେଶ୍ୱର,୨୮ା୩(ବ୍ୟୁରୋ): ୧୯୯୧ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସର ବିଜୟ ଆରୋରାଙ୍କ ସ୍ବେଚ୍ଛାକୃତ ଅବସରକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି। ସେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗରେ ଅଫିସର ଅନ୍ ସ୍ପେଶାଲ ଡ୍ୟୁଟି ଭାବେ କାର୍ଯ୍ୟରତ ଅଛନ୍ତି। ମାର୍ଚ୍ଚ…
ଶୁଦ୍ଧତାକୁ ସୁନିଶ୍ଚିତ କରେ ହଲ୍ମାର୍କ: ସୌରଭ ରାୟ
କଟକ ସହରରେ ୧୨ ଦଶନ୍ଧି ଧରି ସୁନା ଗହଣା ବ୍ୟବସାୟରେ ବେଶ୍ ସୁନାମ ଅର୍ଜିଛି ରାଧାଗୋବିନ୍ଦ ରାୟ ଆଣ୍ଡ୍ କୋ ଜୁଏଲର୍ସ (ଆର୍ଜିଆର୍)। ଏହାକୁ ସୁନା ଗହଣାର ପ୍ରଥମ ଷ୍ଟୋର ବୋଲି ପ୍ରତିଷ୍ଠାନ ପକ୍ଷରୁ କୁହାଯାଇଥାଏ। ବଜାରରେ ସୁନା ମୂଲ୍ୟ ବୃଦ୍ଧି…
ଗ୍ରାହକଙ୍କ ସନ୍ତୁଷ୍ଟିକୁ ଗୁରୁତ୍ୱ: ଅଚ୍ୟୁତାନନ୍ଦ ମେହେର
ବଲାଙ୍ଗୀରରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଯାତ୍ରା ଅତ୍ୟନ୍ତ ରୋମାଞ୍ଚକର ଥିଲା। ଏହି ସଫଳତାର ଶ୍ରେୟ ‘ହିରୋ’ ବ୍ରାଣ୍ଡ୍ ଏବଂ ଆମ କର୍ମଚାରୀ ଟିମ୍କୁ ଯିବ। ଆଗକୁ ମଧ୍ୟ ନିଶ୍ଚିତ ଭାବେ ଆମ ବ୍ୟବସାୟକୁ ବଢ଼ାଇବୁ। ରାଜ୍ୟର ବିଭିନ୍ନ ସ୍ଥାନରେ ଶୋ’ରୁମ୍ ଖୋଲିବା ସହ…
୨୦୨୪ ଯାଏ ବଢ଼ିବ ‘କାଳିଆ’ ଅବଧି
ଭୁବନେଶ୍ୱର, ୨୮।୩(ବ୍ୟୁରୋ): ଚାଷୀ ଓ ଚାଷକୁ ପ୍ରୋତ୍ସାହିତ କରିବାକୁ ଓଡ଼ିଶା ସରକାର ୨୦୧୯ରେ ଆରମ୍ଭ କରିଥିଲେ ‘କାଳିଆ’ ଯୋଜନା। ୨୦୨୧-୨୨ ଆର୍ଥିକ ବର୍ଷର ମାର୍ଚ୍ଚ ୩୧ରେ ଏହାର ଅବଧି ଶେଷ ହେଉଥିବାବେଳେ ରବିବାର ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ରାଜ୍ୟ ସରକାର ଏହାକୁ…
୪ ମାସ ପାଇଁ ୧.୦୪ ଲକ୍ଷ କୋଟିର ବଜେଟ
ଭୁବନେଶ୍ୱର,୨୮ା୩(ବ୍ୟୁରୋ): ଆସନ୍ତା ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ୨ ଲକ୍ଷ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବଜେଟ ପ୍ରସ୍ତୁତ କରିଛନ୍ତି। ତେବେ ଆସନ୍ତା ୪ ମାସ ପାଇଁ ୧ ଲକ୍ଷ ୪ ହଜାର କୋଟି ଟଙ୍କାର କାମଚଳା ବଜେଟ ରାଜ୍ୟ…
ଭୋଟ ହାରରେ ବିଜେଡି ଆଗରେ
ଭୁବନେଶ୍ୱର,୨୮ା୩(ବ୍ୟୁରୋ): ରାଜ୍ୟରେ ପୌର ନିର୍ବାଚନର ଫଳାଫଳ ଆସିବା ପରେ ସହରାଞ୍ଚଳ ବାସିନ୍ଦା ମଧ୍ୟ ଅଧିକ ମାତ୍ରାରେ ବିଜେଡି ସପକ୍ଷରେ ରହିଥିବା ସ୍ପଷ୍ଟ ହୋଇଯାଇଛି। କାଉନ୍ସିଲର ନିର୍ବାଚନ ଫଳାଫଳ ଅନୁଯାୟୀ ବିଜେଡି ଭୋଟ ହାର ତୁଳନାରେ ଭାଜପା, କଂଗ୍ରେସ ଏବଂ ସ୍ବାଧୀନ ବହୁ…
ଆଜିଠୁ ୨ ଦିନିଆ ଭାରତ ବନ୍ଦ: ସ୍ଥିତି ଦେଖି ନିଷ୍ପତ୍ତି
ଭୁବନେଶ୍ୱର, ୨୮।୩(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଏକପାଖିଆ ନିଷ୍ପତ୍ତି ସାଙ୍ଗକୁ ଅନେକ ଜନବିରୋଧୀ ଆଇନ ଓ ଦରବୃଦ୍ଧିକୁ ନେଇ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ପକ୍ଷରୁ ସୋମବାରଠାରୁ ୨ଦିନିଆ ଭାରତ ବନ୍ଦର ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ବିଭିନ୍ନ ସଂଘ ଓ ଆସୋସିଏଶନ ମଧ୍ୟ…
‘୫ ବର୍ଷ ପୂରଣ କରିବି, ଇସ୍ତଫା ଦେବିନି’
ଇସଲାମାବାଦ୍,୨୭।୩: ପାକିସ୍ତାନରେ ଏବେ ରାଜନୈତି ସଙ୍କଟ ଚାଲିଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗାଦିରୁ ହଟାଇବା ପାଇଁ ବିରୋଧୀ ଲାଗିପଡିଛନ୍ତି। ମାର୍ଚ୍ଚ ୨୮ରେ ସଂସଦରେ ଇମ୍ରାନ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ହେବ। ଏହାର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ରବିବାର…
ରାକେଶ ଟିକାଏତଙ୍କୁ ହତ୍ୟା ଧମକ
ନୂଆଦିଲ୍ଲୀ,୨୭।୩: କୃଷକ ନେତା ରାକେଶ ଟିକାଏତଙ୍କୁ ହତ୍ୟା ଧମକ ମିଳିଛି। ଏନେଇ ସେ ଏକ ମାମଲା ରୁଜୁ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ରବିବାର ସକାଳ ପ୍ରାୟ ୧୧ଟା ସମୟରେ ରାକେଶଙ୍କ ମୋବାଇଲକୁ ଏକ କଲ ଆସିଥିଲା। ଯୁବକ…
Archives


