ଖନନ, ନିର୍ମାଣ ତୁରନ୍ତ ବନ୍ଦ ହେଉ
ଭୁବନେଶ୍ୱର,୧୩।୫(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିବାଦ ଲାଗି ରହିଛି। ଏଥିସହ ଖନନ ଓ ନିର୍ମାଣ କାର୍ଯ୍ୟକୁ ବିରୋଧ କରାଯାଉଛି। ଚାରିଆଡୁ ବିରୋଧ ସତ୍ତ୍ୱେ କାର୍ଯ୍ୟ ବନ୍ଦ ହେଉ ନ ଥିବାରୁ କ୍ଷୋଭ ପ୍ରକାଶ କରିଛି ଶ୍ରୀମନ୍ଦିର ସୁରକ୍ଷା ଅଭିଯାନ। ଅଭିଯାନ…
ଏଏସ୍ଆଇ କହିଥିଲା ଅନୁମୋଦନ ଜରୁରୀ
ପୁରୀ ଅଫିସ,୧୩।୫: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ନିଷିଦ୍ଧାଞ୍ଚଳରେ ନିର୍ମାଣ କାର୍ଯ୍ୟର ଅନୁମତି ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ମହାନିର୍ଦ୍ଦେଶକ (ଡିଜି)ଙ୍କୁ ଚିଠି କରାଯିବା ଦରକାର ବୋଲି ଶ୍ରୀମନ୍ଦିର ପ୍ରଶାସନକୁ ଏଏସ୍ଆଇ ପୂର୍ବରୁ ଜଣାଇଥିଲା। ଶ୍ରୀମନ୍ଦିର ପ୍ରକଳ୍ପ କାର୍ଯ୍ୟର ସ୍ଥିତି ସମୀକ୍ଷା…
ଆବାସ ହଡ଼ପ: ମୁଣ୍ଡ ଗୁଞ୍ଜିବା ଲାଗି ଛାତ ନାହିଁ
ଆଳି,୧୩ା୫ (ଡି.ଏନ.ଏ.): ରାଜ୍ୟ ସରକାର ଆବାସ ଯୋଜନା ମାଧ୍ୟମରେ ଗରିବ ଅସହାୟ ପରିବାରକୁ ପକ୍କାଘର ଯୋଗାଇ ଦେଉଛନ୍ତି। ଚାଳ ଘର ରହିବ ନାହିଁ, ସମସ୍ତଙ୍କୁ ମିଳିବ ଆବାସ ଗୃହ। ଏହି ଯୋଜନାର ସଫଳ ରୂପାୟନ ଦେବା ନିମନ୍ତେ ସରକାର କୋଟି କୋଟି…
ମା’ ସହ ଦୁଇ ଶିଶୁ ଜୀବନ୍ତ ଦଗ୍ଧ
ବାରିପଦା ଅଫିସ,୧୩ା୫: ମା’ କୋଳରେ ଶୋଇଥିଲେ ୨ ନିରୀହ ଶିଶୁ। ହେଲେ ସେହି ରାତି ହିଁ କାଳ ରାତି ସାଜିବ ସେକଥା କାହାକୁ ବା ଜଣା ଥିଲା। ଗୁରୁବାର ରାତିରେ ହଠାତ୍ ଘରେ ନିଆଁ ଲାଗିଥିବା ବେଳେ ମା’ ସହ ଜୀବନ୍ତ…
ସ୍କ୍ବାଡ୍ ଗଠନ ହୋଇଛି, ଚଢ଼ାଉ ନାହିଁ
କେନ୍ଦ୍ରାପଡ଼ା ଅଫିସ, ୧୩ା୫: କେନ୍ଦ୍ର ସରକାରଙ୍କ ସଦ୍ୟତମ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର ତୁଳନାରେ ଓଡ଼ିଶାରେ ମଦ୍ୟପାନ ଓ ତମାଖୁ ସେବନ ବହୁ ଅଧିକ ଥିବାରୁ ବୁଦ୍ଧିଜୀବୀ ଉଦ୍ବେଗ…
୫୦ବର୍ଷ ପାଇଁ ସହର ନବୀକରଣ ଯୋଜନା
ଜଗତ୍ସିଂହପୁର ଅଫିସ,୧୩ା୫: ଜଗତ୍ସିଂହପୁର ଏକ ମଧ୍ୟମ ଶ୍ରେଣୀର ସହର। ୧୯୮୫ ମସିହା ପରଠାରୁ ସହର ସମେତ ଜିଲାରେ ମାଷ୍ଟର ପ୍ଲାନ ହୋଇନାହିଁ, ଯେଉଁଥିପାଇଁ ସହରଟି ଦିନକୁଦିନ ଅସଜଡା ଅବସ୍ଥାକୁ ଚାଲିଯାଇଛି। ଏଥିଯୋଗୁ ଟ୍ରାଫିକ ସମସ୍ୟାଠାରୁ ଆରମ୍ଭ କରି ବର୍ଜ୍ୟବସ୍ତୁ ପରିଚାଳନା, ବ୍ୟବସାୟ…
ପ୍ରାଚୀନ ବୌଦ୍ଧଯୁଗୀୟ ବୋଧିସତ୍ତ୍ୱ ମୂର୍ତ୍ତି ଉଦ୍ଧାର
ଚଣ୍ଡିଖୋଲ,୧୩ା୫(ଡି.ଏନ୍.ଏ.): ଏବେବି ମାଟିତଳେ ଅନେକ ପ୍ରାଚୀନ କୀର୍ତ୍ତିରାଜି ପୋତି ହୋଇ ରହିଛି। ବିଭିନ୍ନ ସମୟରେ ଖନନ କରାଯିବା ହେତୁ ଏହାର ସନ୍ଧାନ ମିଳୁଛି। ଗୁରୁବାର ଯାଜପୁର ଜିଲା ଧର୍ମଶାଳା ବ୍ଲକ କଣ୍ଟିଗଡ଼ିଆ ପଞ୍ଚାୟତ ଅଧୀନ ପାଇକରାପୁର ଗ୍ରାମରେ ଏକ ପୋଖରୀ ଖନନ…
ଇସ୍କନ ମନ୍ଦିରରେ ଚାଲିଛି ବଡ଼ ଖେଳ,ଖୁବ୍ଶୀଘ୍ର କରିବି ପର୍ଦ୍ଦାଫାଶ: ତେଜ ପ୍ରତାପ
ପାଟନା,୧୩।୫: ଆରଜେଡି ସୁପ୍ରିମୋ ଲାଲୁ ଯାଦବଙ୍କ ପୁଅ ତେଜ ପ୍ରତାପ ଯାଦବ ନିଜ ମନ୍ତବ୍ୟ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ସେ ପାଟନାରେ ଥିବା ଇସ୍କନ ମନ୍ଦିର ବିଷୟରେ ଏକ ଟୁଇଟ୍ କରିଛନ୍ତି। ସେ ତାଙ୍କ ଅଫିସିଆଲ ଟୁଇଟର୍ ହ୍ୟାଣ୍ଡେଲରେ…
ଅଧିକାରୀଙ୍କୁ ଫାଇଦା ଚାଷୀଙ୍କ ଅଭିଯୋଗ
ଯାଜପୁର ଅଫିସ,୧୩ା୫: ଯାଜପୁର ଜିଲାର କେତେକ ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ)ରେ ଦୁର୍ନୀତି ଏବଂ ତାକୁ ଘଣ୍ଟ ଘୋଡାଇବାକୁ ଯାଇ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ ନ କରିବା ସାଧାରଣ କଥା ହୋଇଛି। ଚାଷୀଙ୍କ ପକ୍ଷରୁ କୌଣସି ଅଭିଯୋଗ ହେଲେ…
ଗଛ ଜଗୁଆଳି ବିଚିତ୍ରଙ୍କୁ ମିଳୁନି ମଜୁରି
ମହାକାଳପଡ଼ା,୧୩ା୫(ଡି.ଏନ.ଏ.): ପରିବେଶ ପ୍ରଦୂଷଣ ଓ ମୃତ୍ତିକା ଅବକ୍ଷୟକୁ ରୋକିବାକୁ ବୃକ୍ଷ ରୋପଣ ମୁଖ୍ୟ ଭୂମିକା ନିର୍ବାହ କରିଥାଏ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ସ୍ଥାନୀୟ ମହାକାଳପଡ଼ା ବନ୍ୟ ଜୀବ ବନାଞ୍ଚଳ ୨୦୨୧/୨୨ ଆର୍ଥିକ…
ଗର୍ଭବତୀ ଅଛନ୍ତି କି କ୍ୟାଟ୍ରିନା, ହେଲା ଖୁଲାସା
ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ ନିକଟରେ ଅଭିନେତା ବିକି କୌଶଲଙ୍କୁ ବିବାହ କରିଛନ୍ତି। ଉଭୟଙ୍କ ବିବାହକୁ ୬ ମାସ ମଧ୍ୟ ପୂରିନି। କିନ୍ତୁ କ୍ୟାଟ୍ରିନା ଖୁବ୍ଶୀଘ୍ର ମା’ ହେବାକୁ ଯାଉଛନ୍ତି ବୋଲି ତାଙ୍କ ପ୍ରଶଂସକ ଚର୍ଚ୍ଚା ଆରମ୍ଭ କରିଦେଇଛନ୍ତି। ଯାହାକୁ ନେଇ…
ଚନ୍ଦ୍ରଭାଗାରେ ବୋଟିଂ ପାଇଁ ୪୨ କୋଟି
ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଚନ୍ଦ୍ରଭାଗାଠାରେ ବୋଟିଂ ଏବଂ ବେଳାଭୂମି ପର୍ଯ୍ୟଟନ ଭିତ୍ତିଭୂମି ନିମନ୍ତେ ୪୨ କୋଟି ଟଙ୍କା ବିନିଯୋଗ ହେବ। ସେହିପରି ବରଗଡ଼ ଜିଲାର ନୃସିଂହନାଥ ଏବଂ ବଲାଙ୍ଗୀର ଜିଲାର ହରିଶଙ୍କର ପୀଠରେ ପର୍ଯ୍ୟଟନ ଭିତ୍ତିଭୂମି ନିମନ୍ତେ ୪୬ କୋଟି ଟଙ୍କା ବିନିଯୋଗ କରାଯିବ।…
Archives


