Home

ଭାଜପାକୁ ଟାର୍ଗେଟ କଲେ ବାବୁଲ ସୁପ୍ରିୟୋ, କେନ୍ଦ୍ରରେ ୮ ବର୍ଷ ହେଲା ନାହାନ୍ତି ବଙ୍ଗୀୟ ମନ୍ତ୍ରୀ…

ନୂଆଦିଲ୍ଲୀ, ୪।୮ : ତୃଣମୂଳ କଂଗ୍ରେସର ନେତା ତଥା ବୁଧବାର ପଶ୍ଚିମବଙ୍ଗର ମମତା ସରକାରରେ ମନ୍ତ୍ରୀ ହୋଇଥିବା ବାବୁଲ ସୁପ୍ରିୟୋ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି। ତୃଣମୂଳରେ ଯୋଗଦେବା ଏବଂ ମନ୍ତ୍ରୀ ହେବା ପାଇଁ ସମାଲୋଚନାର ଜବାବ ଦେଇ ସୁପ୍ରିୟୋ କହିଛନ୍ତି,…

ଆତଙ୍କ ଘନେଇଲା…

ନୂଆଦିଲ୍ଲୀ, ୪।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

ଚିହ୍ନଟ ହେଲେ ଆଉ ୮୭୦ ଆକ୍ରାନ୍ତ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୪।୮(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୭୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୫୭ଜଣଙ୍କ ବୟସ ୦-୧୮ ମଧ୍ୟରେ ଥିବା ବେଳେ କ୍ୱାରାଣ୍ଟାଇନ୍‌ରୁ ୫୦୯ ଏବଂ ୩୬୧ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା…

ନଡ୍ଡାଙ୍କ ମନ୍ତବ୍ୟ ନେଇ ଶିବସେନାର କଡ଼ା ସମାଲୋଚନା, କାହିଁକି ଅହଂକାର-ଗର୍ବ…

ମୁମ୍ବାଇ,୪।୮ : ଶିବସେନା ଭାଜପା ମଧ୍ୟରେ ରାଜନୈତିକ ତିକ୍ତତା ବୃଦ୍ଧି ପାଉଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଏକ ବିବୃତ୍ତ ନେଇ ଶିବସେନା କଡ଼ା ସମାଲୋଚନା କରିଛି। ନଡ୍ଡା ଏକ କାର୍ଯ୍ୟକ୍ରମରେ କହିଥିଲେ ଯେ ଶିବସେନା ସମେତ ଆଞ୍ଚଳିକ ଦଳ…

ମଙ୍କିପକ୍ସ ଟିକା ପ୍ରସ୍ତୁତି ନେଇ ସିରମ-ଭାରତ ବାୟୋଟେକ ମଧ୍ୟରେ ବ୍ୟଗ୍ରତା

ନୂଆଦିଲ୍ଲୀ,୪ ।୮: କରୋନା ଭଳି ଏବେ ମଙ୍କିପକ୍ସ ଟିକାକୁ ନେଇ ଦେଶର ଦୁଇଟି ନାମୀ ଟିକା ପ୍ରସ୍ତୁତକାରୀ କମ୍ପାନୀ ମଧ୍ୟରେ ବ୍ୟଗ୍ରତା ଦେଖାଦେଇଛି । ଗତଥର କରୋନା ଭ୍ୟାକ୍ସିନ କୋଭାକ୍ସିନ ପ୍ରସ୍ତୁତକାରୀ ହାଇଦ୍ରାବାଦସ୍ଥିତ ବାୟୋଟେକ କମ୍ପାନୀ ସବୁଠାରୁ ଆଗରେ ରହିଥିଲା ।…

ପିତାଙ୍କ ସ୍ବପ୍ନ ପାଇଁ ୬୨ ବର୍ଷୀୟ କୋଚ୍‌ ହେଲେ ଖେଳାଳି

ବର୍ମିଂହାମ୍‌,୪ା୮(ପି.ଟି): ପିତାଙ୍କ ସ୍ବପ୍ନ ପୂରଣ ପାଇଁ ପାଲଟିଗଲେ ଆଥ୍‌ଲେଟ। ୬୨ ବର୍ଷୀୟ ଟେବୁଲ ଟେନିସ୍‌ କୋଚ୍‌ ଜଣଙ୍କ ନିଜ ପରିବାରର ପରମ୍ପରା ବଜାୟ ରଖିବା ପାଇଁ ଖେଳାଳି ଜର୍ସି ପିନ୍ଧି କୋର୍ଟକୁ ଓହ୍ଲାଇଛନ୍ତି। ଇଂଲଣ୍ଡରେ ଜନ୍ମିତ ଷ୍ଟିଭ୍‌ ରିଲି ଫିଜି ଟିଟି…

ଭାରତୀୟ ମହିଳା ହକି ଦଳ ସେମିଫାଇନାଲରେ

ବିର୍ମିଂହାମ, ୪।୮: କାନାଡାକୁ ୩-୨ ଗୋଲରେ ପରାସ୍ତ କରି ଭାରତ ରାଜ୍ୟଗୋଷ୍ଠୀ କ୍ରୀଡ଼ା ମହିଳା ହକି ସେମିଫାଇନାଲରେ ସ୍ଥାନ ସୁରକ୍ଷିତ କରିଛି। ଭାରତ ପାଇଁ ଏହି ମ୍ୟାଚ୍‌ କର ବା ମର ପରସ୍ଥିତି ସୃଷ୍ଟି କରିଥିଲା। ସେମି ଫାଇନାଲ ପ୍ରବେଶ ପାଇଁ…

ମାନ୍‌ଙ୍କୁ ରୌପ୍ୟ: ଘୋଷାଲ, ଲଭପ୍ରୀତ୍‌, ଗୁରଦୀପ, ତେଜସ୍ବିନଙ୍କୁ ବ୍ରୋଞ୍ଜ

ବର୍ମିଂହାମ, ୪।୮(ପି.ଟି.): ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ବୁଧବାର ରୌପ୍ୟ ପଦକ ଜିତିଛନ୍ତି ଭାରତୀୟ ଜୁଡୋକା ତୁଲିକା ମାନ୍‌। ସେହିପରି ଭାରୋତ୍ତୋଳନରୁ ଲଭପ୍ରୀତ ସିଂ ଓ ଗୁରଦୀପ ସିଂ ଏବଂ ସ୍କ୍ବାଶ୍‌ରୁ ସୌରଭ ଘୋଷାଲ ଓ ପୁରୁଷ ହାଇ ଜମ୍ପରୁ ତେଜସ୍ବିନ ଶଙ୍କରଙ୍କୁ ବ୍ରୋଞ୍ଜ…

ଆସସ୍‌ର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୪।୮: ଆସସ୍‌ ଇଣ୍ଡିଆ, ରିପବିକ୍ଲ ଅଫ୍‌ ଗେମର୍ସ (ରଗ୍‌) ପକ୍ଷରୁ ରଗ୍‌ ଜିଫାଇରସ୍‌ ଡୁଓ୧୬, ଜିଫାଇରସ୍‌ ଜି୧୪ ଓ ଫ୍ଲୋ ଏକ୍ସ୧୬ ସମେତ ପାୱାର ଓ ଅପ୍‌ଗ୍ରେଡେଡ୍‌ ପର୍‌ଫର୍ମାନ୍ସ ସହ ସୁସଜ୍ଜିତ ଜିଫାଇରସ୍‌ ଜି୧୫ ଓ ଫ୍ଲୋ ଏକ୍ସ୧୩ର ନୂଆ ଏଡିଶନର…

ଆଇଡିଏସ୍‌ ପକ୍ଷରୁ ମୁଖ ସ୍ବଚ୍ଛତା ଦିବସ

ଭୁବନେଶ୍ୱର,୪।୮: ବର୍ତ୍ତମାନ ସମୟରେ ମୁଖ ଗହ୍ବର ସ୍ବଚ୍ଛତା ଏବଂ ସୁସ୍ଥତା ବଜାୟ ରଖିବା ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦ୍ୱାରା ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଡେଣ୍ଟାଲ ସାଇନ୍‌ସେସ୍‌ (ଆଇଡିଏସ୍‌) ପକ୍ଷରୁ ନିକଟରେ ମୁଖ ସ୍ବଚ୍ଛତା ଦିବସ ପାଳିତ ହୋଇଯାଇଛି। ପ୍ରତି…

ଆସୁଛି ଆଉ ୨ ଲଘୁଚାପ, ୭ରୁ ବର୍ଷା

ଭୁବନେଶ୍ୱର,୪ା୮(ବ୍ୟୁରୋ): ଗତ ସପ୍ତାହେ ଧରି ରାଜ୍ୟରୁ ବର୍ଷା ଉଭାନ ହୋଇଯାଇଛି। ବିଲ ଫାଟି ଆଁ କଲାଣି। ଆସନ୍ତା ସପ୍ତାହେ ଭିତରେ ବର୍ଷା ନ ହେଲେ ଗଜାମରୁଡ଼ି ଭଳି ପରିସ୍ଥିତି ଉପୁଜିବା ସମ୍ଭାବନା ରହିଛି। ମାତ୍ର ଚାଷୀମାନଙ୍କ ପାଇଁ ଆଶ୍ୱସ୍ତି ଖବର ଆସୁଛି।…

ଛାତ୍ରାବସ୍ଥାରୁ ଆବେଗ ବଢ଼ିଥିଲା

ଛାତ୍ରାବସ୍ଥାରୁ ମୋର ସାମ୍ବାଦିକତା ପ୍ରତି ଆବେଗ ସୃଷ୍ଟି ହୋଇଥିଲା। ୧୯୭୧ରେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କଲି। ସେହି ବର୍ଷ ପୁନେ ଯାଇ ବର୍ଷିକିଆ ସାମ୍ବାଦିକତା ପାଠ୍ୟକ୍ରମରେ ନାମ ଲେଖାଇଲି। ୧୯୭୨ରେ ପାଠ୍ୟକ୍ରମ ଶେଷ ହେଲା, ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?