ଚାଷୀ ପଞ୍ଜୀକରଣରେ ଚଞ୍ଚକତା ଅଭିଯୋଗ
ବରଗଡ଼,୨୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଝାରବନ୍ଧ ପ୍ରାଥମିକ କୃଷି ସମବାୟ ସମିତି(ପାକ୍ସ)ରେ କେତେକ ଲୋକ ଚାଷୀ ପଞ୍ଜୀକରଣରେ ଚଞ୍ଚକତା ଅବଳମ୍ବନ କରିଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଝାରବନ୍ଧ ବ୍ଲକ ଚଣ୍ଡୀଭଟା ଗ୍ରାମର ଅନେକ ଚାଷୀ ବୁଧବାର ବରଗଡ଼ ସମବାୟ ଉପନିବନ୍ଧକ (ଡିଆରସିଏସ୍)ଙ୍କ…
କୃଷି ବିଶ୍ବବିଦ୍ୟାଳୟ ସ୍ଥାପନ ଦାବି କଲା ସଂଯୁକ୍ତ କୃଷକ ସଙ୍ଗଠନ
ବରଗଡ଼,୨୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ କୃଷି ବିଶ୍ବବିଦ୍ୟାଳୟ ସ୍ଥାପନ ଦାବି ହୋଇଛି। ଏହି ଦାବି ନେଇ ବୁଧବାର ବରଗଡ଼ ଜିଲା ସଂଯୁକ୍ତ କୃଷକ ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବରଗଡ଼ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅନୁପସ୍ଥିତିରେ…
ଜଳବାୟୁ ପରିବର୍ତ୍ତନ ମୁକାବିଲାରେ ବ୍ରିଟେନ୍ର ସହଯୋଗ ରହିଆସିଛି: ଫ୍ଲେମିଂ
ପ୍ରଶ୍ନ: ଓଡ଼ିଶାର ରପ୍ତାନିକାରୀ ଓ କ୍ଷୁଦ୍ର ଉତ୍ପାଦକଙ୍କୁ ବ୍ରିଟେନ୍-ଭାରତ ମୁକ୍ତ ବାଣିଜ୍ୟ ରାଜିନାମା (ଏଫ୍ଟିଏ) କିଭଳି ଲାଭ ଦେଇପାରିବ ? ଉତ୍ତର: ମୁକ୍ତ ବାଣିଜ୍ୟ ରାଜିନାମା (ଏଫ୍ଟିଏ) କାର୍ଯ୍ୟକାରୀ ହେବା ପରେ ଓଡ଼ିଶାରୁ ବ୍ରିଟେନ୍ରେ କିଭଳି ଅଧିକ ବାଣିଜ୍ୟ ଓ ନିବେଶ…
YouTubeରେ ବିଜ୍ଞାପନ ଦେଖି ବିରକ୍ତ ହୋଇଗଲେଣି କି? ଆପଣାନ୍ତୁ ଏହି ଟ୍ରିକ୍, ଆଦୌ…
ନୂଆଦିଲ୍ଲୀ,୨୦।୮: ଆପଣ ମଧ୍ୟ YouTube ରେ ବିଜ୍ଞାପନ ଦେଖି ବିରକ୍ତ ହୋଇଯାଉଛନ୍ତି କି? ଯଦି ହଁ, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ଅଛି। କିଛି ମାସ ପୂର୍ବରୁ ଲଞ୍ଚ ହୋଇଥିବା Reliance Jio ର ଅଫିସିଆଲ ବ୍ରାଉଜର JioSphere…
କାଠ ମାଫିଆଙ୍କଠାରୁ ଟଙ୍କା ନେଉଥିଲେ, ଭିଡିଓ ଭାଇରାଲ ପରେ ବୁଗୁଡ଼ା ବନାଞ୍ଚଳ ଅଧିକାରୀ ସସ୍ପେଣ୍ଡ
ବୁଗୁଡା,୨୦।୮(କାଳିଚରଣ ଦାଶ): ଗତ ୧୭ ତାରିଖ ଦିନ ବୁଗୁଡା ବନାଞ୍ଚଳ ଅଧିକାରୀ ପ୍ରଦୀପ କୁମାର ମିଶ୍ର ଜଣେ କାଠ ମାଫିଆଙ୍କଠାରୁ ଟଙ୍କା ଗ୍ରହଣ କରୁଥିବା ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା। ପରେ ଏନେଇ ବିଭିନ୍ନ ବୈଦୁୁତିକ ଓ ଛାପା ଗଣମାଧ୍ୟମରେ…
ନିଆଁରେ ପୋଡ଼ି ହୋଇଯାଇଥିଲେ ଆଦିବାସୀ ଝିଅ, ଏବେ ମିଳୁନି ଆୟୁଷ୍ମାନ ଚିକିତ୍ସା କାର୍ଡ, ସରକାର ଚାହିଁଲେ…
କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୁଇ ବର୍ଷ ତଳେ ଶୀତ ଋତୁରେ ନିଆଁ ପୁଇଁ ହେଉଥିବା ବେଳେ ନିଆଁରେ ପୋଡ଼ି ହୋଇ ଆହତ ହୋଇ ଶାରୀରିକ ଭିନ୍ନକ୍ଷମ ହୋଇଥିବା ଜଣେ ୮ ବର୍ଷର ଆଦିବାସୀ ଝିଅ ଏବେ ଅର୍ଥାଭାବରୁ ଅପରେଶନ ହୋଇ ପାରୁ…
ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦ା୮: କେନ୍ଦ୍ର କ୍ୟାବିନେଟ୍ରେ ଓଡ଼ିଶା ପାଇଁ କ୍ୟାପିଟାଲ ରିଜନ ରିଙ୍ଗ ରୋଡ୍ ମଞ୍ଜୁର କରାଯାଇଥିବାରୁ ରାଜ୍ୟ ଅତିଥି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ବିଧାୟକମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…
‘ବେକାରୀ ଦୂରୀକରଣ ପାଇଁ କର୍ମ ନିୟୋଜନ ଉପରେ ଜୋର୍ ଦେଇଥିଲେ ରାଜୀବ ଗାନ୍ଧୀ’
କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଜିଲା କଂଗ୍ରେସ ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଦେଶର ସର୍ବ କନିଷ୍ଠ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ଯୁବକମାନଙ୍କ ଉନ୍ନତି ଲାଗି ଅନେକ ପଦକ୍ଷେପ ନେଇଥିଲେ। ବେକାରୀ…
ଫସଲ ବୀମା କ୍ଷତିପୂରଣ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ଦାବି ନେଇ ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ସଭାପତି ପି.ହରିକୃଷ୍ଣ ରେଡ୍ଡୀଙ୍କ ନେତୃତ୍ୱରେ ଶହଶହ ଚାଷୀ ବୁଧବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏନେଇ…
ପ୍ରଶଂସା ସାଉଁଟିଛନ୍ତି ବଡ଼ପାଟଣା ସରପଞ୍ଚ, ବିରାଟ ଶୋଭାଯାତ୍ରାରେ ପଞ୍ଚାୟତବାସୀ ନେଇ…
ପାଟଣା,୨୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସରପଞ୍ଚ ବିନତି ବାନରା ନୂଆଦିଲ୍ଲୀଠାରେ ଅନୁଷ୍ଠିତ ୭୯ତମ ସ୍ବାଧୀନତା ଦିବସ ପରେଡ୍ରେ ପଞ୍ଚାୟତିରାଜ ସଦସ୍ୟ ଭାବେ ସତନ୍ତ୍ର ନିମନ୍ତ୍ରିତ ଅତିଥି ରୂପେ ଯୋଗଦେଇ ବେଶ୍ ପ୍ରଶଂସା ସାଉଁଟିଛନ୍ତି। ଏଥି ପାଇଁ…
ନାବାଳିକାଙ୍କ ଅଶ୍ଳୀଳ ଫଟୋ ଭାଇରାଲ, ୭ ଜଣଙ୍କୁ ଅଟକ ରଖି…
ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ଜଣେ ନାବାଳିକାଙ୍କ ଅଶ୍ଲୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ ୭ ଜଣ ଅଟକ ରହିଛନ୍ତି। ଭେଡେନ ଥାନାରେ ଉକ୍ତ ୭ ଜଣଙ୍କୁ ଅଟକ ରଖି ପୋଲିସର ପଚରାଉଚରା ଚଳାଇଛି। ଅଶ୍ଲୀଳ ଫଟୋ ଭାଇରାଲ ନେଇ ନାବାଳିକା ଜଣକ ମଙ୍ଗଳବାର…
ଏସ୍ସିବିରେ ଚିକିତ୍ସା ପାଇଁ ପହଞ୍ଚିଲେ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ
କଟକ,୨୦ା୮: ସର୍ଜରୀ ବିଭାଗକୁ ଚିକିତ୍ସା ପାଇଁ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଧର୍ମପତ୍ନୀ ପ୍ରିୟଙ୍କା ମାରାଣ୍ଡି। କୌଣସି ଏକ ଅସ୍ତ୍ରୋପଚାର ପାଇଁ ସେ ଆସିଥିବା ସୂଚନାରୁ ଜଣାପଡ଼ିଛି। ଏନେଇ ସନ୍ଧ୍ୟାରେ ଏସ୍ସିବି କର୍ତ୍ତୃପକ୍ଷ ସୂଚନା ଦେବେ। କିଛିଦିନ ତଳେ ମୁଖ୍ୟମନ୍ତ୍ରୀଙ୍କ…
Archives


