Home

ରାଜସ୍ଥାନରେ ଇଣ୍ଟରନେଟ ସେବା ବନ୍ଦ: ଉଦୟପୁର ବନ୍ଦ ପାଇଁ ଭାଜପାର ଆହ୍ନାନ

ଉଦଦୟପୁର,୨୯।୬: ରାଜସ୍ଥାନର ଉଦୟପୁର ସହରରେ ମଙ୍ଗଳବାର ଦିନ ଦ୍ୱିପ୍ରହରରେ କହ୍ନେୟା ଲାଲ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯିବା ପରେ ସହରରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ହତ୍ୟାର ପ୍ରତିବାଦରେ ବୁଧବାର ଶହ ଶହ ଲୋକ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଫଳରେ ସହରରେ…

ବିଶ୍ୱାଳ ଭ୍ରାତା ଦଳ ଛାଡ଼ିବା ଚର୍ଚ୍ଚା ଜୋର ଧରିଲା

ଜଗତ୍‌ସିଂହପୁର ଅଫିସ, ୨୯ା୬: ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ତଥା ପ୍ରଦେଶ କଂଗ୍ରେସ କମିଟି କାର୍ଯ୍ୟକାରୀ ସଭାପତି ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିବା ନେଇ ପୁଣି ଚର୍ଚ୍ଚା ଜୋର ଧରିଛି। ୨୦୧୯ ସାଧାରଣ ନିର୍ବାଚନରେ ସେ ଏହି ବିଧାନସଭା ଆସନରୁ…

୭ରୁ ୧୧ ବର୍ଷ ପିଲାଙ୍କ ପାଇଁ କୋଭୋଭାକ୍ସକୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୯ା୬: ସିରମ ଇନ୍‌ଷ୍ଟିଚ୍ୟୁଟ ଦ୍ୱାରା ପ୍ରସ୍ତୁତ କରୋନା ଟିକା କୋଭୋଭାକ୍ସକୁ ୭ରୁ ୧୧ ବର୍ଷ ବୟସ ପିଲାଙ୍କ କ୍ଷେତ୍ରରେ ଜଜୁରିକାଳୀନ ବ୍ୟବହାର ପାଇଁ ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ (ଡିସିଜିଆଇ) ମଙ୍ଗଳବାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ଗତ ସପ୍ତାହରେ ଟିକାକୁ…

‘ମୁସଲମାନ ବୋଲି ଟାର୍ଗେଟ କରାଯାଉଛି’

ନୂଆଦିଲ୍ଲୀ, ୨୯ା୬: ଧର୍ମୀୟ ଭାବାବେଗକୁ ଆଘାତ ଦେବା ଅଭିଯୋଗରେ ଗିରଫ ହୋଇଥିବା ଅଲ୍ଟ ନ୍ୟୁଜ୍‌ ଓ୍ବେବସାଇଟ ଖବରଦାତା ମହମ୍ମଦ ଜୁବୈରଙ୍କୁ ୪ ଦିନ ପାଇଁ ରିମାଣ୍ଡରେ ନେବାକୁ ଦିଲ୍ଲୀର ଏକ କୋର୍ଟ ମଙ୍ଗଳବାର ପୋଲିସକୁ ଅନୁମତି ଦେଇଛନ୍ତି। ୨୦୧୮ରେ ସେ ହିନ୍ଦୁ…

କୋଠା ଭୁଶୁଡ଼ି ୧୯ ମୃତ

ମୁମ୍ବାଇ, ୨୯ା୬: ମୁମ୍ବାଇର କୁରଲା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଏକ କୋଠା ଭୁଶୁଡ଼ି ୧୯ ଜଣଙ୍କ ମୃତ୍ୟୁ ଘଟିଛି। ଆହତଙ୍କୁ ଘାଟକୋପରର ରାଜାଓ୍ବାଡ଼ି ଏବଂ ସିଓନରେ ଥିବା ଏଲ୍‌ଟିଏମ୍‌ଜି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ନାଏକ ନଗର ସୋସାଇଟିରେ ଥିବା ଏହି…

କଲମ୍ବିଆ ଜେଲରେ ସଂଘର୍ଷ: ୪୯ କଏଦୀ ମୃତ

ବୋଗୋଟା,୨୯ା୬: କଲମ୍ବିଆ ସାଉଥ୍‌ଓ୍ବେଷ୍ଟର୍ନର ଟୁଲୁଆ ଜେଲରୁ ଲୁଚି ପଳାଇବା ପାଇଁ ଉଦ୍ୟମ କରିବା ସମୟରେ ୪୯ ଜଣଙ୍କ ମୃତ୍ୟୁ ହୋଇଛି। ମଙ୍ଗଳବାର ନ୍ୟାଶନାଲ ପ୍ରିଜନ୍ସ ଏଜେନ୍ସି ପକ୍ଷରୁ ଏହି ସୂଚନା ଦିଆଯାଇଛି। ଘଟଣାରେ ୪୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା କୁହାଯାଇଛି। ଜେଲରେ…

ଗୁରୁବାର ଫେରିବେ ସିନ୍ଧେ ଗୋଷ୍ଠୀ

ମୁମ୍ବାଇ, ୨୯ା୬: ଶିବସେନାର ୧୫ ବିଦ୍ରୋହୀ ବିଧାୟକଙ୍କୁ ଜୁଲାଇ ୧୨ ପର୍ଯ୍ୟନ୍ତ ଅଯୋଗ୍ୟ ଘୋଷଣା ନୋଟିସ ଉପରେ ଜବାବ ଦେବାକୁ ସୁପ୍ରିମକୋର୍ଟ ସୁଯୋଗ ଦେବା ପରେ ଶିବିରର ସେନାପତି ଏକନାଥ ସିନ୍ଧେ ଗଣମାଧ୍ୟମକୁ ସାମ୍ନା କରିଛନ୍ତି। ସିନ୍ଧେ ଗୁଆହାଟୀ ଯିବାର ୬…

ସମୁଦ୍ରରେ ଖସିପଡ଼ିଲା ପବନହଂସ ହେଲିକପ୍ଟର

ମୁମ୍ବାଇ, ୨୯ା୬: ଓଏନ୍‌ଜିସିର ସାଗର କିରନ୍‌ ଅଏଲ୍‌-ରିଗ୍‌ ନିକଟରେ ମଙ୍ଗଳବାର ପୂର୍ବାହ୍ନରେ ଆରବ ସାଗରରେ ପବନ ହଂସ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅଉ ୫ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଓଏନ୍‌ଜିସିର ୩…

ବିଳମ୍ବ ହୋଇନି, ଫେରିଆସ

ମୁମ୍ବାଇ,୨୯ା୬:ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଗୁଆହାଟୀରେ ବିଦ୍ରୋହୀ ସେନାପତି ଏକନାଥ ସିନ୍ଧେଙ୍କ ସହ ଅବସ୍ଥାନ କରୁଥିବା ୪୦ ବିଧାୟକଙ୍କୁ ମଙ୍ଗଳବାର ଏକ ଆବେଗପୂର୍ଣ୍ଣ ପତ୍ର ଲେଖି ଫେରିଆସିବାକୁ ଅନୁରୋଧ କରିଛନ୍ତି। ଉଦ୍ଧବ ଏଥିରେ ଉଲ୍ଲେଖ କରିଛନ୍ତି, ଆମେ ସମସ୍ତେ ଶିବସେନା ପରିବାର…

ଆସ୍ଥାଭୋଟ ଦାବିକଲା ଭାଜପା

ମୁମ୍ବାଇ/ଗୁଆହାଟୀ,୨୯ା୬: ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେଙ୍କ ସରକାରରେ ଅସ୍ଥିରତା ସୃଷ୍ଟି ପାଇଁ ଭାଜପା ଉଦ୍ୟମ କରୁନାହିଁ ବୋଲି ଦଳ ପକ୍ଷରୁ ବାରମ୍ବାର ସଫେଇ ଦିଆଯାଉଥିବାବେଳେ ଏବେ ଭିତିରି କଥା ସାମ୍ନାକୁ ଆସିଛି। ବିରୋଧୀ ଦଳ ନେତା ଦେବେନ୍ଦ୍ର ଫଡ୍‌ନବିସ ମଙ୍ଗଳବାର ସନ୍ଧ୍ୟାରେ…

ୟୁଏଇ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି

ଆବୁଧାବି, ୨୯ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରାଷ୍ଟ୍ରପତି ଶେଖ୍‌ ମହମ୍ମଦ ବିନ୍‌ ଜାୟେଦ୍‌ ଅଳ୍‌ ନହୟାନ୍‌ଙ୍କୁ ଭେଟିଛନ୍ତି। ଏହି ଅବସରରେ ମୋଦି ମେ’ ୧୩ରେ ପରଲୋକ ଘଟିଥିବା ଉପସାଗରୀୟ ରାଷ୍ଟ୍ରର ପୂର୍ବତନ ରାଷ୍ଟ୍ରପତି ଶେଖ୍‌…

ବ୍ରିକ୍ସରେ ସାମିଲ ପାଇଁ ଇରାନ, ଆର୍ଜେଣ୍ଟିନାର ଆବେଦନ

ତେହରାନ, ୨୯ା୬: ବ୍ରାଜିଲ, ରୁଷିଆ, ଭାରତ, ଚାଇନା ଏବଂ ଦକ୍ଷିଣ ଆଫ୍ରିକାକୁ ନେଇ ଗଠିତ ବ୍ରିକ୍ସରେ ସାମିଲ ହେବା ପାଇଁ ଇରାନ୍‌ ଏବଂ ଆର୍ଜେଣ୍ଟିନା ଆବେଦନ କରିଛନ୍ତି। ଏହି ଦୁଇ ଦେଶ ବ୍ରିକ୍ସରେ ମିଶିବା ପରେ ଉଭୟ ପକ୍ଷର ଗୁରୁତ୍ୱ ବଢ଼ିବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri