Home

ରାସ୍ତାକଡ଼ରେ ବିକୁଥିଲେ କେନ୍ଦୁ: ମାଡ଼ିଗଲା ଟ୍ରକ୍‌,୨ ମୃତ; ୪ ଆହତ

କେନ୍ଦୁଝର,୧୧ା୫(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ନିପୋ ଗ୍ରାମ ନିକଟସ୍ଥ କାଞ୍ଜିପାଣି ଘାଟି ଏନ୍‌ଏଚ୍‌ ୪୯ରେ ସଡ଼କ ଦୁର୍ଘଟଣାରେ ଜଣେ କେନ୍ଦୁ ବିକାଳିଙ୍କ ସମେତ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୪ ଜଣ ଆହତ ହୋଇଥିବା ଜଣାପଡ଼ିଛି।…

ଆଇଏଏସ୍‌ ଅଫିସର ପୂଜା ସିଂଘଲ ଗିରଫ

ରାଞ୍ଚି,୧୧।୫: ଝାଡଖଣ୍ଡର ଖଣି ସଚିବ ପୂଜା ସିଂଘଲଙ୍କୁ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗିରଫ କରିଛି। ଦୀର୍ଘ ଦିନର ପଚରାଉଚରା ପରେ ଇଡି ଶେଷରେ ତାଙ୍କୁ ଗିରଫ କରିଛି। ମନରେଗା ସ୍କାମ, ଆୟରୁ ଅଧିକ ସମ୍ପତ୍ତି ଓ ଦୁର୍ନୀତି ଭଳି ସଙ୍ଗୀନ ଅଭିଯୋଗ…

ଭୁଲ୍‌ରେ ନିଜ ସୈନିକଙ୍କ ଉପରେ ଆକ୍ରମଣ କଲା ରୁଷିଆ: ୟୁକ୍ରେନ କହିଲା, ଧନ୍ୟବାଦ୍‌

କ୍ୱିଭ୍‌,୧୧।୫: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧର ଅଢେଇ ମାସରୁ ଅଧିକ ସମୟ ବିତିଗଲାଣି। ରୁଷିଆର ଆକ୍ରମଣରେ ୟୁକ୍ରେନର ଅନେକ ସହର ଧ୍ୱଂସ ହୋଇଯାଇଛି। ବୁଧବାର ୟୁକ୍ରେନରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ରୁଷିଆ ସେନା ହଠାତ୍‌ ନିଜର…

୨୮ ସ୍ତ୍ରୀ, ୧୩୫ ପିଲାଙ୍କ ସାମ୍ନାରେ ୩୭ତମ ବିବାହ କଲେ ଏହି ବ୍ୟକ୍ତି

ଆପଣ ନିଶ୍ଚିତ ପୁରାତନ ସମୟର ରାଜାରାଜୁଡ଼ାଙ୍କ ବିଷୟରେ ଶୁଣିଥିବେ, ଯେଉଁମାନଙ୍କର ଏକାଧିକ ସ୍ତ୍ରୀ ଥିଲେ। ସେହି ସମୟରେ ଏହି ଧାରା ସାଧାରଣ ଥିଲା। କିନ୍ତୁ ଆଜି କୌଣସି ବ୍ୟକ୍ତି ଏହା କରିପାରିବେ ନାହିଁ। ଏତେ ସଂଖ୍ୟକ ସ୍ତ୍ରୀଙ୍କ ସହ ରହିବାକୁ କେହି…

ମୋ’ କ୍ୟାରିୟରରେ କେବେ ବି ଏଭଳି ଘଟି ନ ଥିଲା, ସେଥିପାଇଁ ହସିଥିଲି: କୋହଲି

ବେଙ୍ଗାଲୁରୁ,୧୧।୫: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଆର୍‌ସିବିର ପୂର୍ବତନ ଅଧିନାୟକ ବିରାଟ କୋହଲି ସଂଘର୍ଷ କରୁଥିବା ଦେଖାଯାଇଛି। ଏଯାବତ ସେ ୧୨ ମ୍ୟାଚ୍‌ ଖେଳିଥିବା ବେଳେ ମାତ୍ର ୨୧୬ ରନ ସଂଗ୍ରହ କରିଛନ୍ତି। ସେଥିରୁ ୩ ମ୍ୟାଚରେ ଗୋଲ୍ଡେନ ଡକ ବା…

୪୩୪ କୋଟି ଟଙ୍କାର ହେରୋଇନ୍‌ ଜବତ

ନୂଆଦିଲ୍ଲୀ,୧୧।୫: ଦିଲ୍ଲୀରେ ରାଜସ୍ବ ଇଣ୍ଟେଲିଜେନ୍ସ ନିର୍ଦ୍ଦେଶାଳୟ(ଡିଆର୍‌ଆଇ)କୁ ଏକ ବଡ଼ ସଫଳତା ମିଳିଛି। ଦିଲ୍ଲୀରୁ ୬୨ କିଲୋଗ୍ରାମ ହେରୋଇନ ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୪୩୪ କୋଟି ଟଙ୍କା ହେବ। ଏହି ହେରୋଇନ ସାମଗ୍ରୀ ଏକ ଏୟାର କାର୍ଗୋ ଦ୍ୱାରା…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧ା୫(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୯୩୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଆର୍‌ସିବିକୁ ଫେରିବେ ଡିଭିଲିୟର୍ସ

ବେଙ୍ଗାଲୁରୁ,୧୧।୫: ଆସନ୍ତାବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି)କୁ ଫେରିବେ ଦକ୍ଷିଣ ଆଫ୍ରିକା କ୍ରିକେଟର ସୁପରଷ୍ଟାର ଏବି ଡିଭିଲିୟର୍ସ । ନୂତନ ଭୂମିକା ସହ ଆରସିବି କ୍ୟାମ୍ପକୁ ସେ ଫେରିପାରନ୍ତି ବୋଲି ବନ୍ଧୁ ବିରାଟ କୋହଲି ସଙ୍କେତ ଦେଇଛନ୍ତି। ଆର୍‌ସିବି ପକ୍ଷରୁ ଶେୟାର କରାଯାଇଥିବା…

ଉଦ୍ଧବ ଠାକ୍‌ରେଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ନବନୀତ

ମୁମ୍ବାଇ,୧୧।୫: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକେରଙ୍କ ବାସଭବନ ମାତୋଶ୍ରୀ ଆଗରେ ହନୁମାନ ଚାଳିଶା ପାଠ ବିବାଦ ଥମିବାର ନାଁ ନେଉନାହିଁ। ଏହି ଘଟଣାରେ ଜେଲ୍‌ ଯାଇ ଜାମିନରେ ଆସିଥିବା ଅମରାବତୀର ସ୍ବାଧୀନ ଏମ୍‌ପି ନବନୀତ୍‌ ରାଣା ବୁଧବାର ପୁଣି ଉଦ୍ଧବ ଠାକ୍‌ରେଙ୍କୁ…

୪୪ କଫ୍‌ଶିରପ୍‌ ଜବତ, ଜଣେ ଗିରଫ

ଜମନକିରା,୧୧ା୫(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅନ୍ତର୍ଗତ କୁଲୁଣ୍ଡି ଛକରୁ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ମଙ୍ଗଳବାର ୪୪ ଟି କଫ୍‌ଶିରପ୍‌ ଜବତ କରିବା ସହ ଜଣକୁ ପୋଲିସ ଗିରଫ କରିଛି। ସୂଚନାନୁଯାୟୀ, ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି…

ବିଦେଶ ଯିବାକୁ ଅନୁମତି ମାଗିଲେ ଜ୍ୟାକଲିନ

ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ନାଁ ମନି ଲଣ୍ଡରିଂ ମାମଲାରେ ଆସିବା ପରେ ତାଙ୍କ ବିଦେଶ ଯାତ୍ରା ଉପରେ ପ୍ରତିବନ୍ଧକ ଲାଗିଛି। ଜ୍ୟାକଲିନ ଆବୁଧାବିରେ ଆୟୋଜିତ ହେବାକୁ ଥିବା ଆଇଫା ପୁରସ୍କାରରେ ଯୋଗଦେବେ। ଏଥିପାଇଁ ସେ ୧୫ ଦିନ ବିଦେଶ ଯାତ୍ରା…

ବ୍ରିଟେନ୍‌ରେ ଆର୍ଥିକ ମାନ୍ଦାବସ୍ଥା, ୧୫ ଲକ୍ଷ ପରିବାର ଭୋକରେ ରହିବା ଆଶଙ୍କା…

ଲଣ୍ଡନ, ୧୧।୫ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଅଶୋଧିତ ତୈଳର ମୂଲ୍ୟ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ଏହି କାରଣରୁ, ବହୁ ଦେଶରେ ଦରଦାମ ବୃଦ୍ଧି ରେକର୍ଡ ଭାଙ୍ଗିିବାରେ ଲାଗିଛି। ବ୍ରିଟେନରେ ମୁଦ୍ରାସ୍ଫୀତି ୩୦ ବର୍ଷର ସର୍ବୋଚ୍ଚ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri