Home

ଜିନ୍‌ପିଙ୍ଗ୍‌ଙ୍କୁ ଗୁରୁତର ମସ୍ତିଷ୍କ ସଂକ୍ରମଣ…

ବେଜିଂ, ୧୧।୫ : ଚାଇନାର ରାଷ୍ଟ୍ରପତି ଶି ଜିନପିଙ୍ଗ ଏକ ବିପଜ୍ଜନକ ମସ୍ତିଷ୍କ ରୋଗରେ ପୀଡିତ ହୋଇଛନ୍ତି। ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ ଜିନପିଙ୍ଗ ବର୍ତ୍ତମାନ ମସ୍ତିଷ୍କର ଗୁରୁତର ରୋଗରେ ପୀଡିତ ଅଛନ୍ତି। ତାଙ୍କୁ ସେରିବ୍ରାଲ ଆନେୱରାଜାଇମ ହୋଇଥିବା କୁହାଯାଉଛି। ଏହି…

ସାମ୍ପ୍ରଦାୟିକ ହିଂସା: ଇଣ୍ଟରନେଟ ସେବା ୨୪ ଘଣ୍ଟା ବନ୍ଦ

ଭିଲଓ୍ବାଡା,୧୧।୫: ଗତ କିଛି ଦିନର ବିରତି ପରେ ରାଜସ୍ଥାନର ଭିଲୱାଡାରେ ପୁଣିଥରେ ଉତ୍ତେଜନା ବୃଦ୍ଧି ପାଇଛି। ଭିଲଓ୍ବାଡାରେ ଜଣେ ଯୁବକଙ୍କୁ ଛୁରୀ ଭୁଷି ହତ୍ୟା କରାଯିବା ପରେ ସାମ୍ପ୍ରଦାୟିକ ହିଂସା ତେଜିବାରେ ଲାଗିଛି। ସହରରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ଲାଗି…

ତାଲିବାନ୍‌ ଶାସନରେ ୯ ଲକ୍ଷରୁ ଅଧିକ ହରାଇଲେଣି ଚାକିରି…

କାବୁଲ, ୧୧।୫ : ଆଫଗାନିସ୍ତାନରେ ତାଲିବାନ୍‌ ଶାସନ ଫେରିବା ପରଠାରୁ ଦେଶର ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। ରିପୋର୍ଟ ଅନୁଯାୟୀ ଗତ ଅଗଷ୍ଟରେ ତାଲିବାନ ଦେଶରେ ଶାସନ ଭାର ଗ୍ରହଣ କରିବା ପରେ ନଅ ଲକ୍ଷ ଆଫଗାନିସ୍ତାନୀ ଚାକିରି ହରାଇଛନ୍ତି।…

ପୁଣି ବଢ଼ିଲା ମୃତ୍ୟୁ ସଂଖ୍ୟା, ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୧।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

କରୋନା ସଙ୍କଟରେ ରାଜଧାନୀ: ପଜିଟିଭିଟି ହାର ୪.୩୮ ପ୍ରତିଶତ

ନୂଆଦିଲ୍ଲୀ,୧୧।୫: ଦେଶର ରାଜଧାନୀ ଦିଲ୍ଲୀରେ କରୋନା ମାମଲା ପୁଣି ଥରେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି କମ୍‌ ପରୀକ୍ଷଣ ହେତୁ ଦିଲ୍ଲୀରେ କରୋନା ରୋଗୀଙ୍କ ସଂଖ୍ୟା ୮୦୦କୁ ଖସିଆସିଥିଲା। କିନ୍ତୁ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବୃଦ୍ଧି…

ବିଲ୍‌ ଗେଟ୍ସଙ୍କୁ ପୁଣି କରୋନା

ଓ୍ବାଶିଂଟନ୍‌,୧୧।୫: ମାଇକ୍ରୋସଫ୍ଟର କୋ-ଫାଉଣ୍ଟର ତଥା ବିଶ୍ୱର ସବୁଠାରୁ ଧନଶାଳୀ ବ୍ୟକ୍ତି ବିଲ ଗେଟ୍ସ ପୁଣି ଥରେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ବୁଧବାର ଏନେଇ ସେ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। କରୋନା ଆକ୍ରାନ୍ତ…

ପୁଟିନ୍‌ଙ୍କ ସ୍ବତନ୍ତ୍ର ବୋଟ୍‌କୁ ଧ୍ୱଂସ କଲା ୟୁକ୍ରେନ୍‌, ଲେଜର ଗାଇଡେଡ୍‌ ବୋମାମାଡ଼…

ମସ୍କୋ/କ୍ୱିଭ୍‌, ୧୧।୫ : ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସ୍ବତନ୍ତ୍ର ବୋଟ୍‌କୁ ୟୁକ୍ରେନ ଧ୍ୱଂସ କରିଛି। ବୋଟକୁ ପୁଟିନ୍‌ ଖାସ୍ତୋପୋଲ ଏବଂ ସେଣ୍ଟ ପିଟର୍ସବର୍ଗର ସମୁଦ୍ରରେ ଅବସ୍ଥିତ ତାଙ୍କ ଯୁଦ୍ଧ ଜାହାଜର ଯାଞ୍ଚ୍‌ ଏବଂ ଭାଷଣ ଦେବା ପାଇଁ ବ୍ୟବହାର କରଥିଲେ।…

ପରଲୋକରେ ପୂର୍ବତନ କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ

ନୂଆଦିଲ୍ଲୀ,୧୧।୫: ପୂର୍ବତନ କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ପଣ୍ଡିତ ସୁଖ ରାମଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୪ବର୍ଷ ହୋଇଥିଲା। ମଙ୍ଗଳବାର ରାତିରେ ବ୍ରେନ୍‌ ଷ୍ଟ୍ରୋକ୍‌ ହେବାରୁ ତାଙ୍କର ନିଧନ ଘଟିଛି। ଏନେଇ ସୁଖ ରାମଙ୍କ ନାତି ମଙ୍ଗଳବାର ରାତିରେ ଟୁଇଟ…

ଜିଟିର ସହଜ ବିଜୟ…

ମୁମ୍ବାଇ, ୧୦।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୭ତମ ମ୍ୟାଚ୍‌ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ସହଜ ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୪୫ ରନ୍ ଲକ୍ଷ୍ୟର ପିଛା କରି  ଏଲଏସଜି ୧୩.୫ ଓଭରରେ …

ଜୁନ୍‌ ୧୭ରୁ କାର୍ଯ୍ୟକ୍ଷମ ହେବ ୬୪ ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ୱର, ୧୦।୫(ବ୍ୟୁରୋ): ରାଜ୍ୟରେ ୨୫୦ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ କାର୍ଯ୍ୟକ୍ଷମ ରହିଛି। ଅବଶିଷ୍ଟ ୬୪ଟି ଆଦର୍ଶ ବିଦ୍ୟାଳୟକୁ ଆସନ୍ତା ଜୁନ ୧୭ ତାରିଖରୁ କାର୍ଯ୍ୟକ୍ଷମ କରାଯିବ। ଏହି ୬୪ଟି ବିଦ୍ୟାଳୟରେ ଜୁନ୍‌ ୧୭ ତାରିଖଠାରୁ ୬ଷ୍ଠ ଶ୍ରେଣୀ ପାଠପଢ଼ା ଆରମ୍ଭ ହେବ।…

୨୦୨୨ ରୁ ୨୦୨୬ ମଧ୍ୟରେ ରେକର୍ଡ ଭାଙ୍ଗିବ ତାତି…

ଲଣ୍ଡନ, ୧୦।୫ : ଗ୍ଲୋବାଲ ୱାର୍ମିଂ ଉପରେ ଅନେକ ବିଶେଷଜ୍ଞ ତାପମାତ୍ରା ବୃଦ୍ଧି ଉପରେ ରୋକ ଲଗାଇବାକୁ ବିଶ୍ୱ ନେତାମାନଙ୍କୁ ନିବେଦନ କରୁଛନ୍ତି। ପୃଥିବୀର ତାପମାତ୍ରାକୁ ୧.୫ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ରୋକିବା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ବିଶେଷଜ୍ଞମାନେ ଅନୁରୋଧ…

ଗ୍ରାହମ ଥର୍ପେ ହସ୍ପିଟାଲରେ ଭର୍ତ୍ତି

ଲଣ୍ଡନ, ୧୦ା୫: ଇଂଲଣ୍ଡର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ଓ କୋଚ୍‌ ଗ୍ରାହମ ଥର୍ପେ ଗୁରୁତର ଭାବେ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଦେଶର ପ୍ରଫେସନାଲ କ୍ରିକେଟର୍ସ ଆସୋସିଏଶନ ପକ୍ଷରୁ ମଙ୍ଗଳବାର ଏନେଇ ସୂଚନା ଦିଆଯାଇଛି। ୫୨ ବର୍ଷୀୟ ଥର୍ପେ ଇଂଲଣ୍ଡ କୋଚିଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri