Home

ନଭାଲନିଙ୍କୁ ୯ ବର୍ଷ ଜେଲ

ମସ୍କୋ,୨୩ା୩: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ କଡ଼ା ସମାଲୋଚକ ଭାବେ ପରିଚିତ ବିରୋଧୀ ନେତା ଆଲେକ୍ସି ନଭାଲନି ଏକ ଠକେଇ ଏବଂ ଅଦାଲତ ଅବମାନନା ମାମଲାରେ ମଙ୍ଗଳବାର ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତାଙ୍କୁ ୯ ବର୍ଷ ଜେଲ ଦଣ୍ଡ ସହ ୧.୨…

ୟୁକ୍ରେନ୍‌ ଛାଡ଼ିଲେଣି ୩୫ ଲକ୍ଷ

ଜେନେଭା, ୨୩ା୩: ରୁଷିଆ ଆକ୍ରମଣ ପରଠାରୁ ୩୫ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ୟୁକ୍ରେନ ଛାଡ଼ି ଶରଣାର୍ଥୀ ପାଲଟିଥିବା ଜାତିସଂଘ କହିଛି। ଏଥିଯୋଗୁ ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ୟୁରୋପରେ ସବୁଠାରୁ ବଡ଼ ଶରଣାର୍ଥୀ ସଙ୍କଟ ଉପୁଜିଛି। ୟୁଏନ୍‌ଏଚ୍‌ସିଆର୍‌ ମଙ୍ଗଳବାର ପ୍ରକାଶ କରିଥିବା ରିପୋର୍ଟ…

ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ, ୨୩ା୩: ରୁଷିଆର ୟୁକ୍ରେନ୍‌ ଆକ୍ରମଣ ପ୍ରସଙ୍ଗରେ ଭାରତ ଓ ଆମେରିକା ମଧ୍ୟରେ ଆଲୋଚନା ହୋଇଛି। ଆମେରିକା ରାଜନୈତିକ ବ୍ୟାପାର ବିଭାଗ ଅନୁସଚିବ ଭିକ୍ଟୋରିଆ ନୁଲାଣ୍ଡ ସୋମବାର ନୂଆଦିଲ୍ଲୀରେ ଭାରତର ବହିର୍ବ୍ୟାପାର ସଚିବ ହର୍ଷବର୍ଦ୍ଧନ ଶ୍ରୀଙ୍ଗଲାଙ୍କୁ ଭେଟି ଏ ବାବଦରେ କଥା…

କ୍ୱିଭ୍‌ ଉପାନ୍ତରୁ ରୁଷିଆ ବେଦଖଲ

କ୍ୱିଭ୍‌, ୨୩ା୩: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ମଙ୍ଗଳବାର ୨୭ ଦିନରେ ପହଞ୍ଚିଥିବା ବେଳେ ଲଢ଼େଇ ଥମିବାର କୌଣସି ଉପାୟ ବାହାରିପାରିନାହିଁ। ଉଭୟ ପକ୍ଷଙ୍କ ପ୍ରତିନିଧି ପୂର୍ବରୁ ସ୍ଥଗିତ ଥିବା ଆଲୋଚନା ସୋମବାର ଆଗେଇ ନେଇଥିଲେ ହେଁ ଯୁଦ୍ଧବିରତି ଦିଗରେ ଏହା ସଫଳ ହୋଇପାରିନାହିଁ।…

କଂଗ୍ରେସ କଶ୍ମୀରବାସୀଙ୍କ ଭାବନାକୁ ବୁଝି ପାରୁନାହିଁ: ବିକ୍ରମାଦିତ୍ୟ ସିଂ

ନୂଆଦିଲ୍ଲୀ,୨୩ ।୩: ଦେଶ ସ୍ୱାଧିନତା ସମୟରେ ଜମ୍ମୁ-କଶ୍ମୀରର ମହାରାଜା ଥିବା ହରି ସିଂଙ୍କ ନାତି ବିକ୍ରମାଦିତ୍ୟ ସିଂ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି । ତାଙ୍କ ପିତା କର୍ନ ସିଂ କଂଗ୍ରେସର ଜଣେ ବରିଷ୍ଠ ନେତା । ବିକ୍ରମାଦିତ୍ୟ ସିଂ ମଙ୍ଗଳବାର…

ସୋନିଆଙ୍କୁ ଭେଟିଲେ ଜି-୨୩ ନେତା

ନୂଆଦିଲ୍ଲୀ,୨୩ା୩: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ‘ଜି-୨୩’ ନେତାମାନେ ସାକ୍ଷାତ୍‌ କରିଛନ୍ତି। ଜି-୨୩ ହେଉଛି କଂଗ୍ରେସରେ ସାଙ୍ଗଠନିକ ପରିବର୍ତ୍ତନ ଦାବି କରୁଥିବା ଅସନ୍ତୁଷ୍ଟ ଗୋଷ୍ଠୀ। ନିକଟରେ ଏହି ଗୋଷ୍ଠୀର ବରିଷ୍ଠ ନେତା ଗୁଲାମନବୀ ଆଜାଦ ସୋନିଆଙ୍କୁ ଭେଟିଥିବାବେଳେ ମଙ୍ଗଳବାର ରାଜ୍ୟ ସଭାର…

କଂଗ୍ରେସ ଛାଡ଼ିଲେ କରଣ ସିଂଙ୍କ ପୁଅ

ନୂଆଦିଲ୍ଲୀ,୨୩ା୩: ଜମ୍ମୁ-କଶ୍ମୀରର ପ୍ରଥମ ରାଜ୍ୟପାଳ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କରଣ ସିଂଙ୍କ ପୁଅ ବିକ୍ରମାଦିତ୍ୟ ସିଂ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ବର୍ତ୍ତମାନ କଂଗ୍ରେସ ତୃଣମୂଳ ସ୍ତରରେ ବାସ୍ତବତାରୁ ବହୁ ଦୂରରେ ଥିବା ଦର୍ଶାଇ ସେ ଦଳ ଛାଡ଼ିଥିବା ଟୁଇଟରରେ ଦର୍ଶାଇଛନ୍ତି।…

ଅଯୋଧ୍ୟା ଗଲା ସୀତାକୁଣ୍ଡ ଜଳ

ମାଲକାନଗିରି/କୋରାପୁଟ,୨୩ା୩ (ଡି.ଏନ୍‌.ଏ./ସ୍ବ.ପ୍ର.): ମଙ୍ଗଳବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମାଲକାନଗିରି ଜିଲା ଖଇରପୁଟ ବ୍ଲକର ବଣ୍ଡାଘାଟି ଗସ୍ତ କରିଛନ୍ତି। ଅଯୋଧ୍ୟାରେ ନିର୍ମାଣ ହେଉଥିବା ରାମମନ୍ଦିର ପାଇଁ ରାଜ୍ୟପାଳ ମୁଦୁଲିପଡ଼ାରେ ଥିବା ସୀତାକୁଣ୍ଡରୁ ଜଳ ସଂଗ୍ରହ କରିଛନ୍ତି। ଉକ୍ତ ଜଳକଳସ ରାମନବମୀ ଦିନ…

ଶହେ ପ୍ରଦୂଷିତ ସହର ମଧ୍ୟରେ ଭାରତର ୬୩

ନୂଆଦିଲ୍ଲୀ, ୨୩ା୩: ଦେଶରେ ତିନି ବର୍ଷ ଧରି ବାୟୁ ଗୁଣବତ୍ତା ବୃଦ୍ଧିରେ ବ୍ରେକ୍‌ ଲାଗିଛି। ଭାରତରେ ପ୍ରଦୂଷଣ ଚିନ୍ତାଜନକ ଭାବେ ବୃଦ୍ଧି ପାଇଛି। ୨୦୨୧ରେ ଦିଲ୍ଲୀ ବିଶ୍ୱର ସର୍ବାଧିକ ପ୍ରଦୂଷିତ ରାଜଧାନୀ ହୋଇଛି। ଏହାବାଦ୍‌ ଦୁନିଆର ସବୁଠାରୁ ପ୍ରଦୂଷିତ ସହର ମଧ୍ୟରେ…

ଆରମ୍ଭ ହେଲା ତୈଳ ଝଟକା

ନୂଆଦିଲ୍ଲୀ,୨୩ା୩: ଅନ୍ତର୍ଜାତୀୟ ବଜାରରେ ତୈଳ ଦର ବୃଦ୍ଧି ପାଉଥିବା ବେଳେ ଭାରତୀୟ ବଜାରରେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ୪ ମାସରୁ ଊର୍ଦ୍ଧ୍ୱ ସମୟ ଧରି ସ୍ଥିର ରହିଥିଲା। ଉତ୍ତର ପ୍ରଦେଶ ସମେତ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ଚାଲିଥିବାରୁ ସରକାର…

୮ ଜଣଙ୍କୁ ଜାଳିଦେଲେ

କୋଲକାତା,୨୩ା୩: ପଶ୍ଚିମବଙ୍ଗର ବୀରଭୂମ ଜିଲାସ୍ଥିତ ରାମପୁରହାଟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବୋଗ୍‌ତୁଇ ଗ୍ରାମରେ ମଙ୍ଗଳବାର ଭୋର ସମୟରେ ଏକ ଭସ୍ମୀଭୂତ ଘରୁ ୨ ଶିଶୁଙ୍କ ସମେତ ୭ ଜଣଙ୍କ ମୃତଦେହ ମିଳିଛି। ଅନ୍ୟ ଜଣେ ଆହତ ହସ୍ପିଟାଲରେ ଆଖି…

ଏମ୍‌ସିଏଲ୍‌ କୋଇଲା ଖଣିରେ ବିସ୍ଫୋରଣ

ଝାରସୁଗୁଡ଼ା ଅଫିସ,୨୩ା୩: ମହାନଦୀ କୋଲ୍‌ଫିଲ୍ଡ ଲିମିଟେଡ୍‌(ଏମ୍‌ସିଏଲ୍‌) ଲଖନପୁର କ୍ଷେତ୍ରାଧିନ ବେଲପାହାଡ଼ ଖୋଲାମୁହଁ କୋଇଲା ଖଣି ୧ନଂ କ୍ୱାରୀରେ ବିସ୍ଫୋରଣ ହେବା ଫଳରେ ଖଣି ପାର୍ଶ୍ୱ ଯୋରାବଗା ଗ୍ରାମ ପ୍ରଭାବିତ ହେବାରେ ଲାଗିଛି। ସେମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇ ଖଣି ସମ୍ପ୍ରସାରଣ କରାଯାଉ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri