Home

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର ବଦହବାଦ ଗାଁର ବିଜୟ କୁମାର ଶର୍ମା ଟିଜିଟି ସଂସ୍କୃତ ଶିକ୍ଷକ ପଦରେ ନିଯୁକ୍ତି…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି । ଶୁକ୍ରବାର ସକାଳେ ପିଙ୍ଗଲା ପୋଲିସ ଖଡ଼ଗପୁରସ୍ଥିତ ତାଙ୍କ ଘରେ ପହଞ୍ଚି ତାଙ୍କୁ…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଉଭୟଙ୍କ ନିଲମ୍ବନ ପ୍ରସ୍ତାବକୁ ଅନୁମୋଦନ କରାଯାଇଥିବା ଦାବି କରାଯାଇଛି। ରାଜ୍ୟ ବାଣିଜ୍ୟ ଓ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ସଂଗଠନ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଥିବା ସୂଚନା ମିଳିଛି। ନବ…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି ନିର୍ମାଣ କରିବାରେ ସଫଳତା ହାସଲ କରିଛନ୍ତି । ଏହି ନୂତନ ଅଟୋମିକ୍‌ (ଆଣବିକ)…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର ହେର୍ନା (୫୦)। ସୂଚନା ଅନୁଯାୟୀ, ଅକ୍ରୁର ଗୁରୁବାର ରାତି ପ୍ରାୟ ୯ଟା ସମୟରେ…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ ବାଘ ପଶିଆସି ଏକ ଘର ଭିତରେ ପଶିଯାଇଥିବାବେଳେ ଗ୍ରାମବାସୀ ବୁଦ୍ଧିମତାର ସହ ଘରକୁ…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର ଅର୍ଥାତ୍‌ ଗାନ୍ଧୀ ଜୟନ୍ତୀ ଅବସରରେ ସାରା ବିଶ୍ୱର ସିନେମା ହଲ୍‌ରେ ରିଲିଜ ହେବାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ ଆଦିବାସୀ ବହୁଳ ବାଘୁଆମେଦ ଗ୍ରାମରେ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଗ୍ରାମରେ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର ସନ୍ଧ୍ୟାଠାରୁ ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର କଣ୍ଟେଇପଲ୍ଲୀରୁ ଫୁଲବାଣୀକୁ ସଂଯୋଗ କରୁଥିବା ୧୩୨…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ ଯାତାୟାତ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ଫଳରେ ଦାରିଙ୍ଗବାଡ଼ିରୁ ଗଜପତି ଜିଲା ଦେଇ ବ୍ରହ୍ମପୁରକୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର ରାଣୀ ସ୍ୱର୍ଣ୍ଣକାରଙ୍କ ସହ ମୁମ୍ବାଇର ପ୍ରସିଦ୍ଧ ଲାଲବାଗଚା ରାଜା ପଣ୍ଡାଲରେ ଦର୍ଶନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?