Home

ହୀରାକୁଦ ଜଳଭଣ୍ଡାରରେ ଭାସୁଛି ଅଜଣା ଯୁବକଙ୍କ ମୃତଦେହ

ଝାରସୁଗୁଡ଼ା ଅଫିସ,୩୧ା୭: ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଜମେରା ପଞ୍ଚାୟତ ପୁଡ଼ାପାଲି ଗ୍ରାମ ନିକଟ ହୀରାକୁଦ ଜଳଭଣ୍ଡାରରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଭାସୁଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ପୁଡ଼ାପାଲି…

ସଞ୍ଜୟ ଆରୋରା ଦିଲ୍ଲୀ ପୋଲିସ କମିଶନର, ବୀରପ୍ପାନଙ୍କ ବିରୋଧରେ ଗ୍ରହଣ କରିଥିଲେ ଦୃଢ଼ ପଦକ୍ଷେପ…

ନୂଆଦିଲ୍ଲୀ, ୩୧।୭ : ସଞ୍ଜୟ ଆରୋରା ଦିଲ୍ଲୀର ନୂତନ ପୋଲିସ କମିଶନର ହେବେ। ସଞ୍ଜୟ ଆରୋରା ୧୯୮୮ ବ୍ୟାଚ ନାମିଲନାଡୁ କ୍ୟାଡରର ଆଇପିଏସ ଅଧିକାରୀ। ଏ ସମ୍ପର୍କରେ ରବିବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏକ ନିର୍ଦ୍ଦେଶ ଦିଆଯାଇଛି। ସଞ୍ଜୟ ପୂର୍ବରୁ ଆଇଟିବିପି…

ପରପାରିରେ କଣ୍ଠଶିଳ୍ପୀ ନିର୍ମଳା ମିଶ୍ର

କୋଲକାତା/ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଲୋକପ୍ରିୟ ବଙ୍ଗୀୟ ତଥା ଓଡ଼ିଆ କଣ୍ଠଶିଳ୍ପୀ ନିର୍ମଳା ମିଶ୍ରଙ୍କ ୮୧ ବର୍ଷ ବୟସରେ ରବିବାର ପରଲୋକ ଘଟିଛି। ଦୀର୍ଘଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ଆଜି ଦକ୍ଷିଣ କୋଲକାତାର ଚେତଲାସ୍ଥ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ନିର୍ମଳା…

ଏକ ଭାଷା-ଏକ ସଂସ୍କୃତି-ଏକ ଧର୍ମ ଲାଗୁ କରିବାକୁ ଚାହୁଁଥିବା ଲୋକେ ଦେଶର ପ୍ରକୃତ ଶତ୍ରୁ, କହିଲେ ଷ୍ଟାଲିନ୍‌…

ଚେନ୍ନାଇ, ୩୧।୭ : ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ କହିଛନ୍ତି ଯେ ଭାରତ ଉପରେ ଗୋଟିଏ ଭାଷା, ଗୋଟିଏ ଧର୍ମ ଏବଂ ଗୋଟିଏ ସଂସ୍କୃତି ଲାଗୁ କରିବା ସମ୍ଭବ ନୁହେଁ। ସେ କହିଛନ୍ତି ଯେ ଯେଉଁମାନେ ଗୋଟିଏ ଭାଷା ଏବଂ ଗୋଟିଏ…

ସ୍କୁଲ ୟୁନିଫର୍ମରେ ମଲ୍‌-ରେଷ୍ଟୁରାଣ୍ଟ୍‌-ସିନେମା ହଲ-ପାର୍କରେ ପ୍ରବେଶ ମନା…

ଲକ୍ଷ୍ନୌ, ୩୧।୭ : ସ୍କୁଲ ୟୁନିଫର୍ମରେ ଆସୁଥିବା ଛାତ୍ରୀଛାତ୍ରଙ୍କୁ ପାଇଁ ଏବେ ମଲ୍‌,ରେଷ୍ଟୁରାଣ୍ଟ୍‌,ସିନେମା ହଲ, ପାର୍କରେ ପ୍ରବେଶ ମନା କରାଯାଇଛି। ଉତ୍ତରପ୍ରଦେଶର କୁଶୀନଗରର ଡିଆଇଓଏସ ଏନେଇ ମଲ, ରେଷ୍ଟୁରାଣ୍ଟ, ସିନେମା ହଲ ଏବଂ ପାର୍କ ସଞ୍ଚାଳକମାନଙ୍କୁ ନିବେଦନ କରିଛନ୍ତି। ଏହାକୁ ଉଲ୍ଲଂଘନ…

ଜବତ ଟଙ୍କା ନେଇ ୩ ବିଧାୟକଙ୍କ ଭିନ୍ନ ଭିନ୍ନ ଉତ୍ତର, ତଦନ୍ତ ଜାରି..

କୋଲକାତା, ୩୧।୭ : କୋଲକାତାର ହାୱଡ଼ାରେ ନଗଦ ଟଙ୍କା ସହିତ ଗିରଫ ହୋଇଥିବା ଝାଡଖଣ୍ଡର ତିନି ଜଣ କଂଗ୍ରେସ ବିଧାୟକଙ୍କୁ ପଶ୍ଚିମବଙ୍ଗ ପୋଲିସ ପଚରାଉଚରା ଜାରି ରଖିଛି। ବିଳମ୍ବିତ ରାତି ପର୍ଯ୍ୟନ୍ତ କୋଲକାତା ପୋଲିସ, ହାୱଡ଼ା ପୋଲିସ ଏବଂ ସିଆଇଡି ଅଧିକାରୀଙ୍କ…

‘ଢେଙ୍କାନାଳ ହେଉଛି ଶିକ୍ଷାର ପୁଞ୍ଜି’

ଢେଙ୍କାନାଳ ଅଫିସ,୩୧ା୭: ଢେଙ୍କାନାଳ ସହର ପୁରୁଣା ଜିଲା ପରିଷଦ ସମ୍ମିଳନୀ ହଲ୍‌ରେ ରବିବାର ପୂର୍ବାହ୍ନରେ ପ୍ରଧାନମନ୍ତ୍ରୀଙ୍କ ମନ କି ବାତ୍‌ କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଥିଲେ। ଏହାପରେ ସେ ଜିଲା ଶିକ୍ଷା ଓ ପ୍ରଶିକ୍ଷଣ କେନ୍ଦ୍ର ପରିଦର୍ଶନରେ…

ଭାରତକୁ ୪ର୍ଥ ପଦକ: ବିନ୍ଦ୍ୟାରାଣୀ ଜିତିଲେ ରୌପ୍ୟ

ବର୍ମିଂହାମ,୩୧।୭: ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତକୁ ୪ର୍ଥ ପଦକ। ବିନ୍ଦ୍ୟାରାଣୀ ଦେବୀ ମହିଳା ଭାରୋତ୍ତୋଳନର ୫୫ କିଗ୍ରା ବର୍ଗରେ ଭାରତ ପାଇଁ ଜିତିଛନ୍ତି ରୌପ୍ୟ ପଦକ। ମୋଟ ୨୦୨ କିଗ୍ରା ଓଜନ ଉଠାଇ ସେ ରୋପ୍ୟ ନିଜ ନାମରେ କରିଛନ୍ତି। ରୋପ୍ୟ ଜିତିବା…

ଝାଡ଼ଖଣ୍ଡର ୩ କଂଗ୍ରେସ ବିଧାୟକ ନିଲମ୍ବିତ…

କୋଲକାତା, ୩୧।୭ : ଶନିବାର ରାତିରେ ପଶ୍ଚିମବଙ୍ଗର ହାଓ୍ବଡ଼ା ଜିଲାରେ ଝାଡଖଣ୍ଡର ତିନି ଜଣ ବିଧାୟକଙ୍କୁ ପୋଲିସ ଅଟକାଇଥିଲା। ତାଙ୍କ ଗାଡିରୁ ବିପୁଳ ପରିମାଣର ନଗଦ ଟଙ୍କା ଜବତ କରାଯାଇଥିଲା। ଗୁପ୍ତଚର ଇନପୁଟ ଆଧାରରେ ବିଧାୟକ ଇରଫାନ ଅନସାରୀ, ରାଜେଶ କାଚ୍ଚାପ…

ଆମେରିକାରେ ପ୍ରବଳ ବନ୍ୟା: ୨୫ ମୃତ, ଅନେକ ନିଖୋଜ

ଓ୍ବାଶିଂଟନ,୩୧ା୭: ଆମେରିକାର ଅନେକ ସ୍ଥାନରେ ପ୍ରବଳ ବନ୍ୟା ପରିସ୍ଥିତି ଦେଖାଦେଇଛି। ଆମେରିକାର କେଣ୍ଟୁକି ରାଜ୍ୟରେ ଏ ପର୍ଯ୍ୟନ୍ତ ୨୫ ଜଣଙ୍କର ମୃତ୍ୟୁ ଘଟିସାରିଲାଣି। କେଣ୍ଟୁକି ରାଜ୍ୟର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଛି। ଏହି ବନ୍ୟା ଯୋଗୁ ଅନେକ ଲୋକ ନିଖୋଜ ଥିବା…

ସ୍ବର୍ଣ୍ଣ ଜିତିବା ସହ ରେକର୍ଡ କଲେ ସୁନାଝିଅ ମୀରାବାଈ: ପ୍ରଧାନମନ୍ତ୍ରୀ କହିଲେ ‘ଅସାଧାରଣ’

ବର୍ମିଂହାମ, ୩୧।୭: ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତ ଗୋଟିଏ ପରେ ଗୋଟିଏ ପଦକ ନିଜ ନାମରେ କରୁଛି। ବିଶେଷକରି ଭାରତ୍ତୋଳନରେ ମୀରାବାଈ ଚାନୁ ପ୍ରଥମ ସ୍ବର୍ଣ୍ଣ ପଦକ ଜିଣିଛନ୍ତି। ୪୯ କିଗ୍ରା ବର୍ଗରେ ପ୍ରତିଦ୍ୱନ୍ଦିତା କରିଥିବା ଚାନୁ ରେକର୍ଡ ସହିତ ରାଜ୍ୟଗୋଷ୍ଠୀ କ୍ରୀଡାରେ…

ନିସର୍ତ୍ତ କ୍ଷମା ମାଗନ୍ତୁ ସ୍ମୃତି ଇରାନୀ, ଲୋକ ସଭା ବାଚସ୍ପତିଙ୍କୁ ଅଧୀର ରଞ୍ଜନଙ୍କ ଚିଠି…

ନୂଆଦିଲ୍ଲୀ, ୩୧।୭ : ଭୁଲ ଭାବରେ ରାଷ୍ଟ୍ରପତିଙ୍କ ନାମ ନେବା ପ୍ରସଙ୍ଗ ନେଇ ବିବାଦ ଥମିବାର ନା ଧରୁନି। ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ପୁଣି ଥରେ ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କୁ ଚିଠି ଲେଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?