Home

ଗିନିଜ ବୁକ୍‌ ଅଫ୍‌ ୱାର୍ଲଡ୍‌ ରେକର୍ଡସରେ ସ୍ଥାନ ପାଇଲା କେନ୍ଦୁଝରର ୭୨ ଫୁଟର ରଥ

କେନ୍ଦୁଝର,୭।୫(ସ୍ବ.ପ୍ର.): କେନ୍ଦୁଝରର କାଠରେ ନିର୍ମିତ ରଥ ବିଶ୍ୱର ସବୁଠାରୁ ଉଚ୍ଚ ରଥର ମାନ୍ୟତା ଲାଭ କରିବା ସହ ଗିନିଜ ବୁକ୍ସ ଅଫ୍‌ ୱାର୍ଲଡ୍‌ ରେକର୍ଡସରେ ସ୍ଥାନ ପାଇଛି। ଉପଜିଲାପାଳ ରାମଚନ୍ଦ୍ର କିସ୍କୁ ଏନେଇ ସୂଚନା ଦେଇଛନ୍ତି। କେନ୍ଦୁଝରର ରଥଯାତ୍ରାରେ ତିନି ଠାକୁର…

ପିବିକେଏସ୍‌ ଜିତିଲା ଟସ୍‌, ପ୍ରଥମେ ବ୍ୟାଟିଂ…

ମୁମ୍ବାଇ, ୭।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୨ତମ ମ୍ୟାଚ୍‌ରେ ଶନିବାର ରାଜସ୍ଥାନ ରୟାଲର୍‌ସ (ଆର୍‌ଆର୍‌) ବିପକ୍ଷରେ ପଞ୍ଜାବ କିଙ୍ଗସ(ପିବିକେଏସ୍‌) ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ପିବିକେଏସ୍‌…

୩୦ ତଳେ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୭।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

ସରକାରୀ ବସ୍‌ରେ ଯାତ୍ରା କଲେ ଷ୍ଟାଲିନ୍‌

ଚେନ୍ନାଇ,୭।୫: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ୍‌ଙ୍କ ଉଦାରତା ସାମ୍ନାକୁ ଆସିଛି। ସରକାରୀ ବସ୍‌ରେ ସାଧାରଣ ଜନତାଙ୍କ ସହ ଯାତ୍ରା କଲେ ଷ୍ଟାଲିନ୍‌। ଯାହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଷ୍ଟାଲିନ୍‌ ସରକାର ଶନିବାର ନିଜର…

ଚର୍ଚ୍ଚିତ ସୁବେର ହତ୍ୟା ମାମଲାରେ ୩ଆରଏସ୍‌ଏସ୍‌ କର୍ମକର୍ତ୍ତା ଗିରଫ

ଥିରୁଭାନ୍ତପୁରମ,୭।୫: ସୁବେର ହତ୍ୟା ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି କେରଳ ପୋଲିସ ୩ଜଣ ଆରଏସ୍‌ଏସ୍‌ କର୍ମକର୍ତ୍ତାଙ୍କୁ ଗିରଫ କରିଛି। ଶନିବାର ଏହି ହତ୍ୟା ମାମଲାରେ ସୁଚିତ୍ରାନ, ଗିରିଶ ଏବଂ ଜିନେଶ ନାମକ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ପୋଲିସ ସୂଚନା ଦେଇଛି। ସୂଚନାଯୋଗ୍ୟ,…

ଟିଏମ୍‌ସି ଏମ୍‌ପିଙ୍କ ପତ୍ନୀ ରୁଜିରାଙ୍କ ନାଁରେ ଓ୍ବାରେଣ୍ଟ

କୋଲାକାତା,୭।୫: ତୃଣମୂଳ କଂଗ୍ରେସର ଏମ୍‌ପି ଅଭିଷେକ ବାନାର୍ଜୀଙ୍କ ପତ୍ନୀ ରୁଜିରା ବାନାର୍ଜୀଙ୍କ ବିରୋଧରେ ଓ୍ବାରେଣ୍ଟ ଜାରି କରାଯାଇଛି। କୋଇଲା ଚୋରା ଚାଲାଣ ମାମଲାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ବୋହୁ ରୁଜିରାଙ୍କ ନାଁରେ ୱାରେଣ୍ଟ ଜାରି ହୋଇଥିବା ଜଣାପଡ଼ିଛି। କୋଇଲା…

ବରଯାତ୍ରୀରେ ନାଚୁଥିବା ବେଳେ ଚାଲିଗଲା ଯୁବକଙ୍କ ଜୀବନ

ଉଜ୍ଜେନ,୭।୫: ମଧ୍ୟପ୍ରଦେଶର ଉଜ୍ଜେନରେ ଏକ ଅଘଟଣ ଘଟିଛି। ବରଯାତ୍ରୀରେ ଡିଜେ ବାଜୁଥିବା ବେଳେ ନାଚୁ ନାଚୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଡିଜେର ତୀବ୍ର ଶବ୍ଦ ଯୋଗୁ ଉକ୍ତ ଯୁବକଙ୍କ ହାର୍ଟ ଆଟାକ୍‌ ହେବାରୁ ମୃତ୍ୟୁ ହୋଇଥିବା ନେଇ ଚିକିତ୍ସା କରୁଥିବା…

ପୋଲିସକର୍ମୀଙ୍କ ଉପରେ ଗୁଳି ଚଳାଇଲେ ଆତଙ୍କବାଦୀ

ଶ୍ରୀନଗର,୭।୫:ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ନିଜର ଦବ୍‌ଦବା ଜାରି ରଖିଛନ୍ତି। କେତେବେଳେ ଯବାନ ତ କେତେବେଳେ ପୋଲିସଙ୍କୁ ଆଉ କେତେବେଳେ ସାଧାରଣ ନାଗରିକଙ୍କୁ ଆତଙ୍କବାଦୀମାନେ ଟାର୍ଗେଟ କରୁଛନ୍ତି। ଇତିମଧ୍ୟରେ ଶନିବାର ସକାଳେ କେନ୍ଦ୍ରୀୟ କଶ୍ମୀରର ଶ୍ରୀନଗର ଜିଲାରେ ଜଣେ ପୋଲିସକର୍ମୀଙ୍କୁ ଆତଙ୍କବାଦୀମାନେ ଗୁଳିଚଳାଇଛନ୍ତି। ଏଥିରେ…

ମହଙ୍ଗା ମାଡ: ପୁଣି ବଢିଲା ଘରୋଇ ରୋଷେଇ ଗ୍ୟାସ ସିଲିଣ୍ଡର ଦାମ

ନୂଆଦିଲ୍ଲୀ,୭ ।୫: ପୁଣିଥରେ ରୋଷେଇ ଘରେ ହୋଇଛି ମଡଙ୍ଗା ମାଡ। ଘରୋଇ ଏଲପିଜି ସିଲିଣ୍ଡରର ଦାମ ୫୦ ଟଙ୍କା ବୃଦ୍ଧି ହୋଇଛି। ୧୪.୨ କିଲୋ ଘରୋଇ ରୋଷେଇ ଗ୍ୟାସର ଦାମ ୫୦ଟଙ୍କା ବୃଦ୍ଧି ହେବା ଫଳରେ ଏବେ ଗୋଟିଏ ସିଲିଣ୍ଡରର ଦାମ…

ଇନ୍ଦୋରରେ ଦୁଇ ମହଲା ଘରେ ଲାଗିଲା ନିଆଁ: ୭ ଜୀବନ୍ତ ଦଗ୍ଧ

ଇନ୍ଦୋର,୭ ।୫: ମଧ୍ୟପ୍ରଦେଶ ଇନ୍ଦୋରର ସ୍ୱର୍ଣ୍ଣବାଗ କଲୋନୀରେ ଶନିବାର ଭିଷଣ ନିଆଁ ଲାଗିଥିବା ଜଣାପଡିଛି । ଏକ ଦୁଇ ମହଲା କୋଠାରେ ନିଆଁ ଲାଗିଯିବା ଫଳରେ ୭ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା ମିଳିଛି । ନିଆଁ ଲାଗିବାର କାରଣ…

ଫେରାର ପୂର୍ବତନ ସରପଞ୍ଚ ଗିରଫ

ଧାମନଗର,୭ା୫(ଡି.ଏନ.ଏ.): ପଞ୍ଚାୟତ ନିର୍ବାଚନ ସମୟରେ ବୁଥ୍‌ ରିଗିଂ ଅଭିଯୋଗରେ ଭଦ୍ରକ ଜିଲା ଧାମନଗର ଥାନା ପୋଲିସ ଫେରାର ଥିବା ପଧାନୀ ପଞ୍ଚାୟତର ପୂର୍ବତନ ସରପଞ୍ଚ କ୍ଷୀରୋଦ କୁମାର ଜେନାଙ୍କୁ ଶୁକ୍ରବାର ଗିରଫ କରିଛି। ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ସମର୍ଥକମାନେ ପଧାନୀ…

ଶାସକ ଦଳର ନେତାଙ୍କ ପାଇଁ ଆଇନ ଅବାଟରେ ଯାଉଛି : କଂଗ୍ରେସ

ଭୁବନେଶ୍ୱର,୭ା୫(ବ୍ୟୁରୋ): ଶାସକ ବିଜୁ ଜନତା ଦଳର ନେତା ଓ ମନ୍ତ୍ରୀଙ୍କ ଯୋଗୁ ରାଜ୍ୟରେ ଆଇନ ଅବାଟରେ ଯାଉଛି ବୋଲି କଂଗ୍ରେସ ଅଭିଯୋଗ ଆଣିଛି। ଶୁକ୍ରବାର କଂଗ୍ରେସ ଭବନରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବିଜେଡି ଓ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri